ମାଲକାନଗିରି,୪ା୧୨(ଡି.ଏନ୍.ଏ.): ମାଲକାନଗିରି ଜିଲା ମାନଚିତ୍ରରେ ନ ଥିବା ଗାଁ ଚିହ୍ନଟ କରିଛନ୍ତି ତହସିଲଦାର। ଏହି ନୂତନ ଗ୍ରାମ ହେଲା ଖଇରପୁଟ ବ୍ଲକ ରାସବେଡ଼ା ପଞ୍ଚାୟତ ଅଧୀନ ଘାସିଙ୍ଗବେଡ଼ା।…
ମାଲକାନଗିରି,୩୦।୧୧(ଡି.ଏନ.ଏ.): ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ଗ୍ରାମରେ ଭାଲୁ ଆତଙ୍କ ଦେଖାଦେଇଛି। ରାତି ହେଲେ ଆଖପାଖ ଅଞ୍ଚଳରେ ଭାଲୁ ବୁଲୁଛି। ଘର ଉପରେ ଚଢି ଟିଣ ଭାଙ୍ଗି…
ଚିତ୍ରକୋଣ୍ଡା,୩୦ା୧୧(ଡି.ଏନ.ଏ.): ଗୁରୁପ୍ରିୟା ସେତୁ ନିର୍ମାଣ ପରେ ବଦଳି ଯାଇଛି ମାଲକାନଗିରି ଜିଲା ଚିତ୍ରକୋଣ୍ଡା ବ୍ଲକ ସ୍ବାଭିମାନ ଅଞ୍ଚଳର ମାନଚିତ୍ର। ଦ୍ରୁତ ଗତିରେ ଏଠାରେ ହେଉଛି ବିକାଶମୂଳକ କାର୍ଯ୍ୟ…
ମାଲକାନଗିରି/କୁଡୁମୁଲୁଗୁମ୍ମା,୨୯ା୧୧(ଡି.ଏନ୍.ଏ.): ଜନନୀ ସୁରକ୍ଷା ନେଇ ସରକାରୀ ତହବିଲରୁ ବହୁ ଅର୍ଥ ବ୍ୟୟ ହେଉଛି। ମାତ୍ର ଏବେ ମଧ୍ୟ ମାଲକାନଗିରି ଜିଲାର ଉପାନ୍ତ ଅଞ୍ଚଳରେ ଜନନୀ ଯନ୍ତ୍ରଣାର ଦୁଃଖ…
ଚିତ୍ରକୋଣ୍ଡା,୨୯ା୧୧(ଡି.ଏନ୍.ଏ.): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ସ୍ବାଭିମାନ ମାତ୍ର ଅଞ୍ଚଳ ବଡ଼ପଡ଼ାଠାରେ ଆମେରିକାନ ଇଣ୍ଡିଆନ ଫାଉଣ୍ଡେଶନ ପକ୍ଷରୁ ଚେନ୍ନାଇ ଆଇଆଇଟି ଦ୍ୱାରା ମାଷ୍ଟର କାର୍ଡ ସଂସ୍ଥା ସହାୟତାରେ ଏକ…
ମାଲକାନଗିରି,୨୫ା୧୧(ଡି.ଏନ୍.ଏ.): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ରେ ମାଓବାଦୀମାନେ ଜଣଙ୍କୁ ହତ୍ୟା କରିଛନ୍ତି। ସେ ହେଲେ ପୂର୍ବରୁ ଆତ୍ମସମର୍ପଣ କରିଥିବା ମାଓବାଦୀ ତଥା ନଡକେଲ ଗ୍ରାମ ନିବାସୀ ସୁକଡାଲ…
ମାଲକାନଗିରି/ଚିତ୍ରକୋଣ୍ଡା,୨୨ା୧୧(ଡି.ଏନ୍.ଏ.): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ସ୍ବାଭିମାନ ଅଞ୍ଚଳ ରାଲେଗଡ଼ା ଏବଂ ଧୂଳିପୁଟ ପଞ୍ଚାୟତବାସୀଙ୍କ ସମେତ ଅନ୍ୟ ପଞ୍ଚାୟତର ବାସିନ୍ଦା ସୋମବାର ଧୂଳିପୁଟରେ ଏକାଠି ହୋଇ ପ୍ରଜାମେଳି କରିଛନ୍ତି।…
ମାଲକାନଗିରି,୧୭ା୧୧(ଡି.ଏନ୍.ଏ.): ବୁଧବାର ମାଓବାଦୀମାନେ ଅପହରଣ କରି ନେଇଥିବା କନିଷ୍ଠଯନ୍ତ୍ରୀ ଅଜୟ ରୋଶନ ଲାକ୍ରାଙ୍କୁ ଛାଡି ଦେଇଛନ୍ତି। ସ୍ବାମୀଙ୍କ ଅପହରଣ ପରେ ତାଙ୍କ ମୁକ୍ତି ପାଇଁ ପ୍ରଶାସନ ଆଗେଇ…
ମାଲକାନଗିରି,୧୪ା୧୧(ଡି.ଏନ୍.ଏ.): ମାଲକାନଗିରି ସୀମାନ୍ତ ଛତିଶଗଡ଼ର ବିଜାପୁର ଜିଲାରେ ମାଓବାଦୀମାନେ ଜଣେ କନିଷ୍ଠ ଯନ୍ତ୍ରୀଙ୍କୁ ଅପହରଣ କରିନେଇଛନ୍ତି। ତାଙ୍କୁ ଉଦ୍ଧାର କରିବାରେ ପୋଲିସ ପ୍ରଶାସନ ଫେଲ୍ ମାରିବା ପରେ…
ମାଲକାନଗିରି,୧୦ା୧୧(ଡି.ଏନ୍.ଏ.): ମାଲକାନଗିରି ଜିଲା ସୀମାନ୍ତ ଦାନ୍ତଓ୍ବୋଡ଼ାଠାରେ ପୋଲିସର ଗୁଇନ୍ଦା ସୂଚନାଦାତା ସମ୍ବନ୍ଧରେ ଜଣଙ୍କୁ ହତ୍ୟା କରିଛନ୍ତି ମାଓବାଦୀ । ଯବାନ ଜଣଙ୍କ ହେଲେ ଟାଟୁମ ଗ୍ରାମର ବାସିନ୍ଦା ଉମେଶ…