ମାଲକାନଗିରି

ନିଜ ସର୍ଭିସ ବନ୍ଧୁକରୁ ସାଥୀ ଯବାନଙ୍କ ଉପରେ ଗୁଳି ଚଳାଇଲେ ଯବାନ: ୪ ମୃତ, ୩ ଗୁରୁତର

ମାଲକାନଗିରି,୮ା୧୧(ଡି.ଏନ୍‌.ଏ.): ମାଲକାନଗିରି ଜିଲା ସୀମାନ୍ତବର୍ତ୍ତୀ ସୁକୁମା ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ସିଆରପିଏଫ୍‌ ଯବାନ ନିଜ ସର୍ଭିସ୍‌ ବନ୍ଧୁକରେ ସାଥୀ ଯବାନମାନଙ୍କ ଉପରେ ଗୁଳି ବର୍ଷାଇଥିଲେ।…

4 years ago

ଚିତ୍ରକୋଣ୍ଡାରେ ଜୁଆଆଡ୍ଡା ଠାବ: ୭ ଗିରଫ

ଚିତ୍ରକୋଣ୍ଡା,୮।୧୧(ଡି.ଏନ୍‌.ଏ.): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ଥାନା ଅନ୍ତର୍ଭୁକ୍ତ ବାଲିମେଳା ଚିତ୍ରକୋଣ୍ଡା ନାକମାମୁଢୀ ରାସ୍ତା ନୀଳାପାରି ଗ୍ରାମରେ ପୋଲିସ ଜୁଆଆଡ୍ଡାକୁ ଠାବ କରିଛି। ରବିବାର ଅପରାହ୍ନରେ ଚିତ୍ରକୋଣ୍ଡା ଥାନାର…

4 years ago

୫ ଗ୍ରାମବାସୀଙ୍କୁ ଉଠାଇ ନେଲେ ମାଓବାଦୀ

ମାଲକାନଗିରି,୭ା୧୧(ଡି.ଏନ.ଏ.): ମାଲକାନଗିରି ଜିଲା ସୀମାନ୍ତ କୋଣ୍ଟା ବ୍ଲକ ଅଧୀନ ବଟେର ଗ୍ରାମରୁ ୫ ଜଣଙ୍କୁ ମାଓବାଦୀ ଅପହରଣ କରିନେଇଛନ୍ତି। ମାଓବାଦୀମାନେ ଶନିବାର ରାତିରେ ଗ୍ରାମକୁ ଆସି ଗ୍ରାମର…

4 years ago

ପୋଲିସ ଗୁଳିରେ ଟଳିଲେ ହାର୍ଡକୋର ମାଓବାଦୀ

ମାଲକାନଗିରି,୬।୧୧(ଡି.ଏନ.ଏ.): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ ଦନ୍ତେୱାଡା ଜିଲାର ମେଘନାର ଜଙ୍ଗଲରେ ପୋଲିସ-ମାଓବାଦୀ ମଧ୍ୟରେ ଶନିବାର ଗୁଳି ବିନିମୟ ହୋଇଛି। ପୋଲିସ ଗୁଳିରେ ଜଣେ ହାର୍ଡକୋର ମାଓବାଦୀଙ୍କ…

4 years ago

ଗିରଫ ହେଲେ ୮ ମାଓବାଦୀ

ମାଲକାନଗିରି,୬ା୧୧(ଡି.ଏନ.ଏ.): ଜଙ୍ଗଲରେ ସର୍ଚ୍ଚ ଅପରେଶନ ଚାଲିଥିବା ସମୟରେ ଶୁକ୍ରବାର ସୁକ୍‌ମା ପୋଲିସ ହାତରେ ୮ ମାଓବାଦୀ ଧରାପଡିଛନ୍ତି। ଜିଲାର ଚିନ୍ତଲନାର ଥାନା ଅନ୍ତର୍ଗତ ମୋରାପାଲ୍ଲି, ତିମ୍ମାପୁରମ ଓ…

4 years ago

ବିଦ୍ୟୁତ୍‌ ଯୋଗାଣ ବନ୍ଦ କରି ଦେବାରୁ ରୋଗୀଣା ମା’ଙ୍କୁ ଟ୍ରଲିରେ ବୋହିଲେ

ମାଲକାନଗିରି, ୩୧ା୧୦(ଡି.ଏନ୍‌.ଏ.): ମନମାନି ଚଳାଇଛି ଟାଟା କମ୍ପାନୀ। ବିଦ୍ୟୁତ୍‌ ବିଲ୍‌ ପୈଠ ସତ୍ତ୍ୱେ ଉପଭୋକ୍ତାଙ୍କ ବିଦ୍ୟୁତ୍‌ କାଟୁଛି। ଘରୁ ବିଦ୍ୟୁତ୍‌ ସଂଯୋଗ ବିଚ୍ଛିନ୍ନ ହେତୁ ଘରେ ଚିକିତ୍ସାଧୀନ…

4 years ago

ଝିଅ ଆଗରେ ନଦୀକୁ ଡେଇଁଲେ ବାପା

ମାଲକାନଗିରି,୩୦ା୧୦(ଡି.ଏନ୍‌.ଏ.): ଦାରିଦ୍ରତା ଉଜାଡ଼ି ଦେଇଛି ପରିବାର। ପରିସ୍ଥିତି ଏପରି ହୋଇଛି ଶେଷରେ ଝିଅ ଆଗରେ ନଦୀକୁ ଡେଇଁ ଆତ୍ମହତ୍ୟା କରିଛନ୍ତି ବାପା। ଏଭଳି ଦୁଃଖଦ ଘଟଣା ଘଟିଛି…

4 years ago

ଅଜ୍ଞାତ ସ୍ଥାନରେ ଚାଲିଛି ମାଓବାଦୀ କମାଣ୍ଡର ହିଡ଼ମାଙ୍କ ଚିକିତ୍ସା

ମାଲକାନଗିରି,୨୭ା୧୦(ଡି.ଏନ୍‌.ଏ.): ହାର୍ଡକୋର ମାଓବାଦୀ କମାଣ୍ଡର ହିଡ଼ମା ଅସୁସ୍ଥ ହୋଇପଡ଼ିଛନ୍ତି। ଏକ ଅଜ୍ଞାତ ସ୍ଥାନରେ ତାଙ୍କର ଚିକିତ୍ସା କରାଯାଉଥିବା ଜଣାପଡ଼ିଛି। କେନ୍ଦ୍ରୀୟ ଗୋଇନ୍ଦା ବିଭାଗ ପକ୍ଷରୁ ମିଳିଥିବା ସୂଚନା…

4 years ago

ଆନ୍ଧ୍ରରେ ବନ୍ଧା ୨ ହଜାର ବଣ୍ଡା

ମାଲକାନଗିରି,୨୭।୧୦: ମାଲକାନଗିରି ଜିଲା ଖଇରପୁଟ ବ୍ଲକ ବଣ୍ଡାଘାଟିରେ ରହୁଛନ୍ତି ବଣ୍ଡା ଆଦିବାସୀ। ଏହି ଆଦିମ ଜନଜାତିଙ୍କ ଜୀବନମାନରେ ଉନ୍ନତି ଆଣିବା ପାଇଁ ସରକାରୀ ଓ ଘରୋଇ ସଂସ୍ଥା…

4 years ago

ମାଓବାଦୀ ସୁରକ୍ଷାକର୍ମୀଙ୍କ ମଧ୍ୟରେ ଗୁଳିବିନିମୟ: ୩ ମାଓବାଦୀ ମୃତ

ମାଲକାନଗିରି,୨୫।୧୦(ଡି.ଏନ୍‌.ଏ.): ମାଲକାନଗିରି ଜିଲା ସୀମାନ୍ତ ବିଜାପୁର ଅଧୀନରେ ଥିବା ଟେକୁଲାଗୁଡେମ ସୀମାନ୍ତବର୍ତ୍ତୀ ଅଞ୍ଚଳରେ ମାଓବାଦୀ ସୁରକ୍ଷାକର୍ମୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ଏଥିରେ ୩ ମାଓବାଦୀଙ୍କ ମୃତ୍ୟୁ…

4 years ago