ମାଲକାନଗିରି

ଏନ୍‌କାଉଣ୍ଟରରେ ୨ ମାଓବାଦୀ ନିହତ

ମାଲକାନଗିରି,୨୧।୩: ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ ଦାନ୍ତେୱାଡା ଜିଲାରେ ପୋଲିସ ଓ ମାଓବାଦୀ ମୁହାଁମୁହିଁ ହୋଇଛନ୍ତି। ଉଭୟ ପକ୍ଷଙ୍କ ମଧ୍ୟରେ ଗୁଡ଼ରା ଜଙ୍ଗଲରେ ଗୁଳି ବିନିମୟ ଘଟିଛି।…

5 years ago

ଯବାନଙ୍କୁ ଅପହରଣ ପରେ ହତ୍ୟା

ମାଲକାନଗିରି, ୨୧ା୩ : ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ର ବିଜାପୁର ଜିଲାରେ ମାଓବାଦୀମାନେ ଜଣେ ଯବାନଙ୍କୁ ହତ୍ୟା କରିଛନ୍ତି। ମାଓବାଦୀମାନେ ତାଙ୍କୁ ଅପହରଣ ପରେ ଗୁଳିକରି ହତ୍ୟା…

5 years ago

ମାଲକାନଗିରିରେ ବିଏସ୍‌ଏଫ୍‌ ଏଡିଜି

ମାଲକାନଗିରି,୧୯ା୩: ବିଏସ୍‌ଏଫ୍‌ ଏଡିଜି ଡ. ଏସ୍‌.ଏଲ୍‌. ଥାଓସେନ୍‌ ଶୁକ୍ରବାର ମାଲକାନଗିରି ଜିଲା ବଣ୍ଡାଘାଟିର ଅଣ୍ଡ୍ରାହାଲ ଓ ମୁଦୁଲିପଡା ବିଏସ୍‌ଏଫ କ୍ୟାମ୍ପ ପରିଦର୍ଶନ କରିଥିଲେ। ଏପରି କି ସେ…

5 years ago

ବୈଠକ ବର୍ଜନ କଲେ ମୃତ୍ୟୁଦଣ୍ଡ

ମାଲକାନଗିରି,୧୬।୩(ଡି.ଏନ୍‌.ଏ.): ମାଲକାନଗିରି ଜିଲାରେ ଲାଲ୍‌ବାହିନୀ ଧୀରେ ଧୀରେ ସକ୍ରିୟ ହେବାରେ ଲାଗିଛି। ସେମାନେ ବହୁ ସ୍ଥାନରେ ବିଭିନ୍ନ ସମୟରେ ବୈଠକମାନ କରି ନିଜ ଶକ୍ତି ବଢ଼ାଉଛନ୍ତି। ଏଥିରେ…

5 years ago

ପୋଲିସକୁ ମିଳିଲା ଟିଫିନ ବୋମା ସହିତ ୨ ଡେଟୋନେଟର

ମାଲକାନଗିରି,୧୪ା୩: ଦୀର୍ଘ ଦିନର ନୀରବତା ପରେ ମାଲକାନଗିରି ଜିଲା ଚିତ୍ରକୋଣ୍ଡା ଅଞ୍ଚଳରେ ପୋଲିସ-ମାଓବାଦୀ ମୁହାଁମୁହିଁ ହୋଇଛନ୍ତି। ଉଭୟଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ଏଥିରେ କେହି ମୃତାହତ…

5 years ago

ଅସ୍ତ୍ରୋପଚାର ପରେ ଚାଲିଗଲା ଝିଅର ଜୀବନ, ମୃତଦେହ ରଖି ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା

ମାଲକାନଗିରି,୧୦।୩(ଡି.ଏନ୍‌.ଏ.): ମାଲକାନଗିରି ସଦର ମହକୁମାସ୍ଥିତ ଭାମ୍ବେ କଲୋନୀରେ ରହୁଥିବା ସହଦେବ ନାଗଙ୍କ ଝିଅ ଏଲିସା ନାଗ (୯) ସ୍ଥନୀୟ ତୁମୁଟିଗୁଡ଼ା ପ୍ରାଥମିକ ବିଦ୍ୟାଳୟରେ ୩ୟ ଶ୍ରେଣୀରେ ପାଠ…

5 years ago

ବଣ୍ଡାଘାଟିରେ ଡିଜିପି ଅଭୟ

ମାଲକାନଗିରି/ଗୋବିନ୍ଦପାଲି, ରାୟଗଡା ଅଫିସ,୭।୩: ମାଲକାନଗିରି ଜିଲା ଖଇରପୁଟ ବ୍ଲକର ଦୁର୍ଗମ ଅଞ୍ଚଳ ତଥା ମାଓବାଦୀ ଅଧ୍ୟୁଷିତ ବଣ୍ତାଘାଟିକୁ ରବିବାର ଡିଜିପି ଅଭୟ ଗସ୍ତ କରିଥିଲେ। ବଣ୍ତାଘାଟିରେ କିଛିଦିନ…

5 years ago

ବଣ୍ଡା ଘାଟିରେ ଓଲଟିଲା ଅଗ୍ନିଶମ ଗାଡ଼ି

କୋରୁକୋକଣ୍ଡା, ୭।୩(ଡି.ଏନ୍‌.ଏ): ମାଲକାନଗିରି ଜିଲାର ବଣ୍ଡା ଘାଟିରେ ଏକ ଅଗ୍ନିଶମ ଗାଡ଼ି ଶନିବାର ଓଲଟି ୫ ଆହତ ହୋଇଛନ୍ତି। ଏଥିରେ ୫ଜଣ ଅଗ୍ନିଶମ ବିଭାଗର କର୍ମଚାରୀ ଥିବା…

5 years ago

ଝିଅକୁ ଅଣ୍ଟାରେ ବାନ୍ଧି କୂଅକୁ ଡେଇଁଲେ ମା’

ମାଲକାନଗିରି,୬ା୩: ମାଲକାନଗିରି ଜିଲା ମାଥିଲି ଥାନା ଅଧୀନ ଚେଡେଙ୍ଗା ପଞ୍ଚାୟତର କଉଡ଼ିଗୁଡ଼ା ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ୪ ବର୍ଷର ଶିଶୁକନ୍ୟାକୁ ଧରି ମା’…

5 years ago

ଦଶାହ କାର୍ଯ୍ୟକୁ ଆସି ଭାସିଗଲେ ନଦୀରେ

ଚିତ୍ରକୋଣ୍ଡା,୬ା୩: ମାଲକାନଗିରି ଜିଲା ଚିତ୍ରକୋଣ୍ଡା ବ୍ଲକ ଅଧୀନ ସିଲେରୁ ନଦୀରେ ଭାସିଯାଇ ଜଣେ ବ୍ୟକ୍ତି ନିଖୋଜ ହୋଇଯାଇଛନ୍ତି। ସେ ହେଲେ ଶୈଳ ଠାକୁର। ଶୁକ୍ରବାର କଳାହାଣ୍ଡି ସାହିର…

5 years ago