ଚିତ୍ରକୋଣ୍ଡା,୪।୨(ଡି.ଏନ୍.ଏ.): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ସ୍ବାଭିମାନ ଅଞ୍ଚଳର ଦୁଇଟି ପଞ୍ଚାୟତ ଯୋଡ଼ାମ୍ବ ଓ ପଣସପୁଟ ପଞ୍ଚାୟତର ବାରଗୋଟି ଗ୍ରାମ ଖଜୁରୀଗୁଡ଼ା, ବିହନଗୁଡ଼ି,ଖାଲପଦର,ତାରାବେଢା,ମାଟିଖାଲ,ଲାଡିଗୁଡ଼ା,ବେଜିଙ୍ଗ,ତାଲପଦର,ପଳାସପଦର,ଡାଳିଆମ୍ବ, ମୁତାମ୍ବ, ଗମେଲପୁଟ,ଦୋରାଗୁଡ଼ା ମାଓବାଦୀ ଭୟ…
ମାଲକାନଗିରି,୩ା୨: ମାଲକାନଗିରି ସଦର ବ୍ଲକ ସିନ୍ଧ୍ରିମାଳ ପଞ୍ଚାୟତ ମୁନୁସକୋଣ୍ଡା ଗ୍ରାମରେ ବୁଧବାର ଏକ ଅଙ୍ଗନଓ୍ବାଡି କେନ୍ଦ୍ରରେ ୮ ଶିଶୁ ଜଙ୍ଗଲୀ ଜଡ଼ାଫଳ ଖାଇ ଗୁରୁତର ହୋଇଛନ୍ତି। ସେମାନଙ୍କୁ…
କାଲିମେଳା/ଏମ୍ଭି-୭୯,୧ା୨: ମାଲକାନଗିରି ଜିଲା କାଲିମେଳା ବ୍ଲକ ଏମ୍ଭି-୭୯ ଥାନା ଅନ୍ତର୍ଗତ ଏମ୍ଭି-୭୨ ଗ୍ରାମର ବିମଲ ମିସ୍ତ୍ରି ତାଙ୍କର ସ୍ତ୍ରୀ ଦୁଲାଲଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କରିଛନ୍ତି। ପୋଲିସ…
ମାଲକାନଗିରି,୩୧ା୧: ଦୀର୍ଘଦିନ ପରେ ମାଲକାନଗିରି ଜିଲା ମାଥିଲି ଥାନା ଅଧୀନ ମାଡ଼କାପଦର ଜଙ୍ଗଲରେ ଯବାନ-ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ଘଟିଛି। ଏଥିରେ ଜଣେ ଦୁର୍ଦ୍ଦାନ୍ତ ମାଓବାଦୀ ନିହତ…
ମାଲକାନଗିରି,୩୧।୧(ଡି.ଏନ୍.ଏ.): ମାଲକାନଗିରି ଜିଲାରେ ଜାଲ ପ୍ରମାଣପତ୍ର ଜରିଆରେ ଦୀର୍ଘ ୨୫ ବର୍ଷ ଚାକିରି କରିବା ପରେ ଜଣେ ବରିଷ୍ଠ ମହିଳା କିରାଣି ଚାକିରିରୁ ବହିଷ୍କୃତ ହେବା ଚର୍ଚ୍ଚାର…
ମାଲକାନଗିରି,୩୧।୧(ଡି.ଏନ୍.ଏ.) : ମାଲକାନଗିରି ଜିଲା ମୁଦୁଲିପଡ଼ା ଥାନା ମାଡ଼କାପଦର ଜଙ୍ଗଲରେ ପୋଲିସ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ଘଟି ଜଣେ ମାଓବାଦୀଙ୍କ ମୃତ୍ୟୁ ହୋଇଥିବା ସୂଚନା…
ମାଲକାନଗିରି,୨୯ା୧: ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ ବସ୍ତର ଜିଲା ସେଡବା ସିଆର୍ପିଏଫ୍ କ୍ୟାମ୍ପରେ ୨୪୧ ବାଟାଲିୟନର ଜଣେ ଯବାନ ଅନ୍ୟ ଦୁଇ ଯବାନଙ୍କୁ ଗୁଳିକରି ନିଜକୁ ଗୁଳି…
ମାଲକାନଗିରି,୨୯ା୧: ମାଲକାନଗିରି ଜିଲା ସୀମନ୍ତ ଛତିଶଗଡ଼ ବିଜାପୁର ଜିଲା ଜଘଲା ଥାନା ଅନ୍ତର୍ଗତ କୋତ୍ରାପାଲ ଗ୍ରାମରେ ମାଓବାଦୀମାନେ ଜଣେ ଆତ୍ମସମର୍ପଣ କରିଥିବା ଜଣେ ବ୍ୟକ୍ତିଙ୍କୁ ହତ୍ୟା କରିଛନ୍ତି।…
ଚିତ୍ରକୋଣ୍ଡା,୨୬ା୧: ମାଲକାନଗିରି ଜିଲା ଚିତ୍ରକୋଣ୍ଡା ସ୍ବାଭିମାନ ଅଞ୍ଚଳର ବିଭିନ୍ନ ସ୍ଥାନରେ ଚଳିତ ବର୍ଷ ଆନନ୍ଦର ସହ ସାଧାରଣତନ୍ତ୍ର ଦିବସ ପାଳନ କରାଯାଇଛି। ପଣଷପୁଟ ପଞ୍ଚାୟତ ଗୋରାସେତୁଠାରେ ବିଏସ୍ଏଫ୍…
ମାଲକାନଗିରି,୨୬ା୧: ମାଲକାନଗିରି ଡିଏନ୍କେ ଖେଳ ପଡ଼ିଆରେ ଜିଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଛି। ମୁଖ୍ୟ ଅତିଥି ଭାବେ କ୍ରୀଡ଼ା ଓ ଯୁବ ବ୍ୟାପାର ମନ୍ତ୍ରୀ ତୁଷାରକାନ୍ତି ବେହେରା…