ମାଲକାନଗିରି

ପାନୀୟ ଜଳ ଯୋଗାଣ ବନ୍ଦ: ଲୋକେ ହନ୍ତସନ୍ତ

କୋରୁକୋଣ୍ଡା,୧୭।୨(ଡି.ଏନ୍‌ଏ.): ମାଲକାନଗିରି ଜିଲା କୋରୁକୋଣ୍ଡା ବ୍ଲକ ସଦର ପାଞ୍ଚାୟତସ୍ଥିତ ସାରଦାଗୁଡ଼ ଗ୍ରାମର ପ୍ରାୟ ୭୦ ପରିବାରର ପାନୀୟ ଜଳ ସମସ୍ୟାର ସମାଧାନ ନିମନ୍ତେ ଦୁଇ ବର୍ଷ ପୂର୍ବେ…

6 years ago

ବଢ଼ିଲା ଖରା: ୩୦ ଡିଗ୍ରୀ ଉପରେ ୧୭ ସହର; ମାଲକାନଗିରିରେ ସର୍ବାଧିକ ୩୫.୨ ଡିଗ୍ରୀ

ଭୁବନେଶ୍ୱର,୧୭ା୨(ବ୍ୟୁରୋ): ରାଜ୍ୟରେ ଆଉ ଶୀତ ଅନୁଭବ ହେବ ନାହିଁ। ଚଳିତମାସର ବାକି ଦିନଗୁଡ଼ିକରେ ରାଜ୍ୟର ଅଧିକାଂଶ ସ୍ଥାନରେ ତାପମାତ୍ରା ଦିନବେଳା ୩୫ଡିଗ୍ରୀ ଏବଂ ରାତିରେ ୧୭ଡିଗ୍ରୀ ଉପରେ…

6 years ago

ଅଲେଖଗୁଡା: ଯେଉଁଠି ଲେଖା ହୋଇପାରୁନି ବିକାଶର ଭାଗ୍ୟରେଖା

କୋରୁକୋଣ୍ଡା, ୧୬ା୨(ଡି. ଏନ.ଏ.)  ମାଲକାନଗିରି ଜିଲାରେ ଏପରି ଗ୍ରାମ ରହିଛି ଯେଉଁଠି ସରକାରଙ୍କ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ପହଞ୍ଚତ୍ପାରିନାହିଁ। ଜିଲାର କୋରୁକୋଣ୍ଡା ବ୍ଲକ ଅନ୍ତର୍ଗତ ଚିତାପାରି-୩ ପଞ୍ଚାୟତର ଅଲେଖଗୁଡା…

6 years ago

ଆନ୍ଧ୍ର ବିଧାୟକଙ୍କୁ ହତ୍ୟା ଘଟଣା: ଜିଲା ଆରକ୍ଷୀ ଅଧୀକ୍ଷକଙ୍କ ନିକଟରେ ଆତ୍ମସମର୍ପଣ କଲେ ମାଓବାଦୀ

ମାଲକାନଗିରି,୧୨।୨(ଡି.ଏନ୍‌.ଏ.): ମାଲକାନଗିରି ଜିଲା ପୋଲିସକୁ ପୁଣି ଏକ ବଡ଼ ସଫଳତା ମିଳିଛି। ଜିଲା ପୋଲିସ କାର୍ଯ୍ୟାଳୟଠାରେ ଆରକ୍ଷୀ ଅଧୀକ୍ଷକ ରିଷିକେଶ ଡି. ଖିଲାରୀଙ୍କ ନିକଟରେ ବୁଧବାର ଜଣେ…

6 years ago

ଅନୁସୂଚିତ ଜାତି ଓ ଜନଜାତି ଉନ୍ନୟନ ବିଭାଗ ମନ୍ତ୍ରୀଙ୍କ ସ୍ବାଭିମାନ ଅଞ୍ଚଳ ଗସ୍ତ

ଚିତ୍ରକୋଣ୍ଡା,୧୦।୨(ଡି.ଏନ୍‌.ଏ.): ଅନୁସୂଚିତ ଜାତି ଓ ଜନଜାତି ଉନ୍ନୟନ ବିଭାଗ ମନ୍ତ୍ରୀ ଜଗନ୍ନାଥ ସାରକା ସୋମବାର ସ୍ବାଭିମାନ ଅଞ୍ଚଳ ଗସ୍ତ କରିଛନ୍ତି। ସେ ବଡ଼ପଡାଠାରେ ଥିବା ସରକାରୀ ବାଳିକା…

6 years ago

୪୫ ଦିନ ହେଲାଣି ମଣ୍ଡିରୁ ଉଠୁନି ଧାନ: ମାଲକାନଗିରି-ବାଲିମେଳା ରାସ୍ତା ଅବରୋଧ କଲେ ଚାଷୀ

କୋରୁକୋଣ୍ଡା,୬।୨(ଡି.ଏନ୍‌.ଏ): ମାଲକାନଗିରି ଜିଲାରେ ବାରମ୍ବାର ଚାଷୀ ମହଲରେ ଉତ୍ତେଜନା ଦେଖିବାକୁ ମିଳୁଛି। ବୁଧବାର ଜିଲାର ଗୋବିନ୍ଦପାଲିଠାରେ ମଣ୍ଡିରୁ ଧାନ ଉଠୁ ନ ଥିବା ହେତୁ ମାଲକାନଗିରି-ଜୟପୁର ରାସ୍ତା…

6 years ago

ମାଲକାନଗିରି ବ୍ଲକସ୍ତରୀୟ ମାଲ୍ୟବନ୍ତ ମହୋତ୍ସବ: ଜିଲାର ବିକାଶରେ ଗଣପର୍ବର ଭୂମିକା ଗୁରୁତ୍ୱପୂର୍ଣ୍ଣ

ମାଲକାନଗିରି,୫ା୨(ଡି.ଏନ.ଏ.): ମାଲକାନଗିରି ଜିଲା ସଦର ମହକୁମାସ୍ଥିତ ପଞ୍ଚାୟତ ସମିତି ତରଫରୁ ବୁଧବାର ବ୍ଲକସ୍ତରୀୟ ମାଲ୍ୟବନ୍ତ ମହୋତ୍ସବ ଅନୁଷ୍ଠିତ ହୋଇଛି। ପୂର୍ବାହ୍ନରେ ନିକଟସ୍ଥ ସତୀଗୁଡା ଜଳଭଣ୍ଡାରର ଚମ୍ପାଖାରୀ ଗ୍ରାମ…

6 years ago

ମାଲକାନଗିରି ବସ୍‌ଷ୍ଟାଣ୍ଡରୁ ୮ ଶିଶୁ ଶ୍ରମିକ ଉଦ୍ଧାର

ମାଲକାନଗିରି,୪।୨(ଡି.ଏନ୍‌.ଏ)- ମାଲକାନଗିରି ଜିଲା ସଦର ମହକୁମାସ୍ଥିତ ବସଷ୍ଟାଣ୍ଡଠାରେ ମଙ୍ଗଳବାର ଚାଇଲ୍ଡ ଲାଇନ ମଙ୍ଗଳବାର ଚଢ଼ାଉ କରି ୮ ଜଣ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କରିଛି। ଘଟଣାରେ ଜଣେ…

6 years ago

ସ୍ବାଭିମାନ ଅଞ୍ଚଳରେ ପୁଣି ମାଓବାଦୀ ବ୍ୟାନର, ପୋଷ୍ଟର: ୪ ଜଣଙ୍କୁ ମୃତ୍ୟୁଦଣ୍ଡ ଉଲ୍ଲେଖ

ମାଲକାନଗିରି,୨।୨(ସ୍ବ.ପ୍ର.): ସ୍ବାଭିମାନ ଅଞ୍ଚଳରେ ପୁଣି ମାଓବାଦୀ ବ୍ୟାନର ଓ ପୋଷ୍ଟର ରବିବାର ଦେଖିବାକୁ ମିଳିଛି। ପୋଲିସ ଓ ସରକାରଙ୍କୁ ବିରୋଧ କରି ଏହି ପୋଷ୍ଟର ଲଗାଯାଇଛି। ଯୋଡ଼ାମ୍ବରୁ…

6 years ago

ମାଲକାନଗିରିରେ ପୋଲିସ ମହାନିର୍ଦ୍ଦେଶକ: ଉନ୍ନୟନ କାର୍ଯ୍ୟର କଲେ ସମୀକ୍ଷା

ମାଲକାନଗିରି,୧।୨(ଡି.ଏନ୍‌.ଏ.): ପୋଲିସ ମହାନିର୍ଦ୍ଦେଶକ ଅଭୟ ଶନିବାର ମାଲକାନଗିରି ଗସ୍ତରେ ଆସି ମାଓବାଦୀ ସମସ୍ୟା ଓ ଦମନ ନେଇ ବୈଠକରେ ଆଲୋଚନା କରିଛନ୍ତି। ପ୍ରଥମେ ସେ ସ୍ବାଭିମାନ ଅଞ୍ଚଳର…

6 years ago