ମାଲକାନଗିରି

ଧାନଖଳାରେ ଅଗ୍ନିକାଣ୍ଡ

ପଡିଆ, ୧୩ା୧୨(ଡି.ଏନ.ଏ.): ମାଲକାନଗିରି ଜିଲା ପଡିଆ ସଦର ମହକୁମାସ୍ଥିତ ଖ୍ରୀଷ୍ଟିଆନସାହିର ଚାଷୀ ଜାନରାଜୁ ନାରା ଅମଳ କରି ଖଳାରେ ନିଆଁ ଲାଗି ଧାନ ସବୁ ନଷ୍ଟ ହୋଇଯାଇଛି।…

6 years ago

ନ୍ୟାୟ ଦାବିରେ ବିଛିନ୍ନାଞ୍ଚଳବାସୀଙ୍କ ପ୍ରଜାମେଳି

କୋରୁକୋଣ୍ଡା/ଚିତ୍ରକୋଣ୍ଡା, ୧୧।୧୨ (ଡି.ଏନ.ଏ): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ବିଛିନାଞ୍ଚଳରେ ପୁଣିଥରେ ବିଛିନ୍ନାଞ୍ଚଳବାସୀ ଏକତ୍ରିତ ହୋଇ ପ୍ରଜାମେଳି କରିଥିବା ଦେଖିବାକୁ ମିଳିଛି। ଏହି ପ୍ରଜାମେଳି ଚିତ୍ରକୋଣ୍ଡା ବ୍ଲକ ଅନ୍ତର୍ଗତ…

6 years ago

ମଣ୍ଡିରେ ନକଲି ଭାଗଚାଷୀ ଧାନ ବିକିବା ଘଟଣା: ଜିଲା ପ୍ରଶାସନ ତତ୍ପର; ବନ୍ଧା ହେବେ ନକଲି ଭାଗଚାଷୀ, ବିଭାଗୀୟ କର୍ମଚାରୀ

ମାଲକାନଗିରି,୧୦ା୧୨ (ଡି.ଏନ୍‌.ଏ.)- ମଙ୍ଗଳବାର ଧରିତ୍ରୀରେ ମଣ୍ଡିରେ ନକଲି ଭାଗଚାଷୀ ଧାନ ବିକୁଥିବା ଖବର ପ୍ରକାଶ ପାଇବା ପରେ ଜିଲା ପ୍ରଶାସନ ତତ୍ପର ହୋଇଉଠିଛି। ଜିଲା ପ୍ରଶାସନ ଓ…

6 years ago

ସ୍ବଚ୍ଛ ଭାରତ ଅଭିଯାନ ବାଟବଣା, ପାଇଖାନା ନିର୍ମାଣ ହୋଇଛି କାମରେ ଆସୁନି

ମାଲକାନଗିରି,୯ା୧୨(ଡି.ଏନ.ଏ.)-  ଚଳିତ ବର୍ଷ ଅକ୍ଟୋବର ୨ରୁ ମହାତ୍ମାଗାନ୍ଧୀଙ୍କ ୧୫୦ ତମ ଜନ୍ମବାର୍ଷିକୀ ଅବସରରେ ସ୍ବଚ୍ଛ ଭାରତ ମିଶନ ଅଭିଯାନ ମାଧ୍ୟମରେ ସମଗ୍ର ଦେଶକୁ ବାହ୍ୟ ମଳତ୍ୟାଗ ମୁକ୍ତ…

6 years ago

ସରକାରୀ ଅସହଯୋଗ, ଅଟକିଛି ଲଞ୍ଚ ଆମ୍ବୁଲାନ୍ସ

ତେନ୍ତୁଳିଖୁଣ୍ଟି,୭।୧୨(ଡି.ଏନ୍‌.ଏ.) ଜଳବନ୍ଦୀଙ୍କୁ ଜରୁରିକାଳୀନ ସ୍ବାସ୍ଥ୍ୟସେବା ଯୋଗାଇ ଦେବାକୁ ଲଞ୍ଚ ଆମ୍ବୁଲାନ୍ସ(୧୦୮) ବ୍ୟବସ୍ଥା କରାଯାଇଛି। କିନ୍ତୁ ସ୍ଥାନୀୟ ପ୍ରଶାସନର ସହଯୋଗ ଅଭାବରୁ ସେଗୁଡିକ ନିଜ ଲକ୍ଷ୍ୟସ୍ଥଳରେ ପହଞ୍ଚତ୍ ପାରୁନାହିଁ।…

6 years ago

ଜିଲା ମୁଖ୍ୟ ଚିକିତ୍ସାଳୟରେ ସଫଳ ଅସ୍ତ୍ରୋପଚାର: ପେଟରୁ ବାହାରିଲା ୫୦୦ ଗ୍ରାମ୍‌ର ପଥୁରି

ମାଲକାନଗିରି,୭।୧୨(ଡି.ଏନ୍‌.ଏ.)- ମାଲକାନଗିରି ଜିଲା ମୁଖ୍ୟ ଚିକିସତ୍ାଳୟରେ ଶୁକ୍ରବାର ଏକ ସଫଳ ଅସ୍ତ୍ରୋପଚାର କରାଯାଇଛି। ଜିଲାର ମାଥିଲି ବ୍ଲକ୍‌ କିଆଙ୍ଗ ପଞ୍ଚାୟତର ଜାମୁଗୁଡ଼ା ଗ୍ରାମର ଇର୍ମା ପଡ଼ିଆମିଙ୍କ ପୁଅ…

6 years ago

ବିଚ୍ଛିନାଞ୍ଚଳରେ ଯୋଗାଇ ଦିଆଯିବ ଜରୁରିକାଳୀନ ସ୍ବାସ୍ଥ୍ୟସେବା: ପହଞ୍ଚିଲା ୧୦୮ ଆମ୍ବୁଲାନ୍ସ ଲଞ୍ଚ

ଚିତ୍ରକୋଣ୍ଡା,୬।୧୨(ଡି.ଏନ୍‌.ଏ.): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ବ୍ଲକ ଅନ୍ତର୍ଗତ ବିଚ୍ଛିନାଞ୍ଚଳର ପଣସପୁଟ, ଯୋଡ଼ମ୍ବ, ଅଣ୍ଡିରାପାଲି, ଯନ୍ତ୍ରୀ ଓ ଗାଜୁଲୁମାମୁଡ଼ି ପଞ୍ଚାୟତର ହଜାର ହଜାର ଜନସାଧାରଣ ବାହ୍ୟଜଗତରୁ ବିଚ୍ଛିନ୍ନ ହୋଇ…

6 years ago

ଚିତ୍ରାଙ୍ଗପାଲି ପଞ୍ଚାୟତରେ ସରକାରୀ ଯୋଜନା ଅପହଞ୍ଚ

ମାଲକାନଗିର,୬।୧୨ (ଡି.ଏନ୍‌.ଏ) ମାଲକାନଗିରି ଜିଲା ଦୁର୍ଗମ ଅଞ୍ଚଳ ଭାବେ ପରିଚିତ କାଲିମେଳା ବ୍ଲକ ଚିତ୍ରାଙ୍ଗପାଲି ପଞ୍ଚାୟତର ସୁପାଲ ଗ୍ରାମ ଅବହେଳିତ ଅବସ୍ଥାରେ ରହିଛି। ଗ୍ରାମବାସୀ କୌଣସି ସରକାରୀ…

6 years ago

ବିଚ୍ଛିନ୍ନାଞ୍ଚଳରେ ଜରୁରିକାଳୀନ ସ୍ବାସ୍ଥ୍ୟସେବା ଯୋଗାଇ ଦେବାକୁ ପହଞ୍ଚତ୍ଲା ୧୦୮ ଆମ୍ବୁଲାନ୍ସ ଲଞ୍ଚ

ଚିତ୍ରକୋଣ୍ଡା,୬।୧୨(ଡି.ଏନ.ଏ.)- ଚିତ୍ରକୋଣ୍ଡା ସ୍ବାଭିମାନ ଅଞ୍ଚଳର ୫ଟି ପଞ୍ଚାୟତ ପଣଷପୁଟ, ଯୋଡ଼ମ୍ବ, ଅଣ୍ଡିରାପାଲି, ଯନ୍ତ୍ରୀ ଓ ଗାଜୁଲୁମାମୁଡ଼ି ପଞ୍ଚାୟତର ଜନସାଧାରଣଙ୍କୁ ସ୍ବାସ୍ଥ୍ୟସେବା ଯୋଗାଇ ଦେବାକୁ ୧୦୮ ଆମ୍ବୁଲାନ୍ସ ଲଞ୍ଚ…

6 years ago

ଜାତୀୟ କରାଟେ ପ୍ରତିଯୋଗିତା: ସ୍ବର୍ଣ୍ଣ, ବ୍ରୋଞ୍ଜ ପଦକ ଜିତିଲେ ଦୁଇ ଆଦିବାସୀ ଛାତ୍ରୀ

ମାଲକାନଗିରି, ୫।୧୨(ଡି.ଏନ.ଏ.): ମାଲକାନଗିରି ଜିଲା ସଦର ବ୍ଲକ ସିନ୍ଧ୍ରିମାଳ ଗ୍ରାମ ପଞ୍ଚାୟତ ସଦର ମହକୁମା କସ୍ତୁରବା ଗାନ୍ଧୀ ବାଳିକା ଉଚ୍ଚ ବିଦ୍ୟାଳୟର ଦୁଇଜଣ ଆଦିବାସୀ ଛାତ୍ରୀ ଜାତୀୟ…

6 years ago