କୋରୁକୋଣ୍ଡା/ମାଲକାନଗିରି, ୧୩।୧୧(ଡି.ଏନ.ଏ):ମାଲକାନଗିରି ଜିଲା କୋରୁକୋଣ୍ଡାରେ ବୁଧବାର ସକାଳୁ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। କେନ୍ଦ୍ରାଗୁମ୍ପା ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ହଷ୍ଟେଲ ପରିସରରୁ ଜଣେ ଅଷ୍ଟମ…
ମାଲକାନଗିରି, ୫ା୧୧(ଡି.ଏନ୍.ଏ.)- ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ର ଦାନ୍ତେୱାଡ଼ା ଜିଲାରେ ପୋଲିସ-ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇ ୨ ଜଣ ମାଓବାଦୀ ନିହତ ହୋଇଛନ୍ତି। ଦାନ୍ତେୱାଡ଼ା ଜିଲାର…
ପଡିଆ, ୫ା୧୧(ଡି.ଏନ.ଏ.)- ଜଣେ ଯୁବକ ପରିବାର ଲୋକଙ୍କ ସହ ଝଗଡା କରି ଘରୁ ଚାଲିଆସି ନଦୀକୁ ଡେଇଁ ଆତ୍ମହତ୍ୟା କରିବା ନେଇ ତିଆରି କରିଥିବା ନଟକ ଧରାପଡିଛି।…
କାଲିମେଳା,୪।୧୧(ଡି.ଏନ.ଏ.)- ମାଲକାନଗିରି ଜିଲା କଲିମେଳା ବ୍ଲକରେ ଦିନକୁ ଦିନ ବଢିଚାଲିଛି କିଡ୍ନୀ ରୋଗ। ବ୍ଲକରେ ଥିବା ୨୩ ପଞ୍ଚାୟତର ପ୍ରତ୍ୟେକ ଗ୍ରାମରେ ବହୁ ବ୍ୟକ୍ତି କିଡ୍ନୀ ରୋଗରେ…
ଚିତ୍ରକୋଣ୍ଡା,୪।୧୧(ଡି.ଏନ.ଏ.)- ମାଲକାନଗିରି ଜିଲା ଚିତ୍ରକୋଣ୍ଡା ପଞ୍ଚାୟତ ସମିତି ଅନ୍ତର୍ଗତ ସ୍ବାଭିମାନ ଅଞ୍ଚଳରେ ଶତାଧିକ ମୃତ ବ୍ୟକ୍ତିଙ୍କ ନାମରେ ୩/୪ ବର୍ଷ ହେଲା ଭତ୍ତା ଟଙ୍କା ଉଠାଯାଉଛି। ରାଲେଗାଡ଼…
ମାଲକାନଗିରି,୨।୧୧(ଡି.ଏନ୍.ଏ.) : ପୋଲିସ ମହାନିର୍ଦ୍ଦେଶକ ବିଜୟ କୁମାର ଶର୍ମା ଶନିବାର ମାଲକାନଗିରି ଜିଲା ଗସ୍ତରେ ଆସି ମାଓବାଦୀ ଦମନ ନେଇ ଏକ ସମୀକ୍ଷା ବୈଠକରେ ଯୋଗ ଦେଇଛନ୍ତି।…
ମାଲକାନଗିରି,୨।୧୧(ଡି.ଏନ୍.ଏ): ମାଲକାନଗିରି ଜିଲା ମାଥିଲି ଥାନା ଅନ୍ତର୍ଗତ ଉଦୁଲିବେଡ଼ା ଗ୍ରାମର ପିତା-ପୁତ୍ରଙ୍କୁ ହତ୍ୟା କରାଯାଇଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ଉଦୁଲିବେଡ଼ା ଗ୍ରାମର ନିଳେନ୍ଦ୍ର ଖିଲ ଓ ବାପା ସୁଦନ…
ଭୁବନେଶ୍ୱର,୨।୧୧(ବ୍ୟୁରୋ): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ବିଚ୍ଛିନ୍ନାଞ୍ଚଳରେ ହେବ ଶିକ୍ଷକ କ୍ଲଷ୍ଟର। ଏନେଇ ଶନିବାର ବିଦ୍ୟାଳୟ ଏବଂ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି। ବିଚ୍ଛିନ୍ନାଞ୍ଚଳ…
ମାଥିଲି,୨।୧୧(ଡି.ଏନ୍.ଏ.): ଗୁଣିଗାରେଡି ସନ୍ଦେହରେ ବାପାପୁଅଙ୍କୁ ହତ୍ୟା। ଏପରି ଏକ ଅଭାବନୀୟ ଘଟଣା ଘଟିଛି ମାଲକାନଗିରି ଜିଲା ମାଥିଲି ବ୍ଲକ ଅନ୍ତର୍ଗତ ଉଦୁଲିବେଡ଼ା ପଞ୍ଚାୟତ ଅଧୀନ ମାଳିଗୁଡ଼ା ଗ୍ରାମରେ।…
ମାଲକାନଗିରି, ୩୧।୧୦(ଡି.ଏନ୍.ଏ): ମାଲକାନଗିରି ଜିଲାରେ ବିଭିନ୍ନ ସମୟରେ ରୋଗୀ, ଗର୍ଭବତୀ ଓ ମୃତଦେହ ଭାରରେ ବୁହାହେବା ଘଟଣା ଘଟୁଥିବା ଦେଖିବାକୁ ମିଳିଥାଏ। ହେଲେ ସଚେତନତା ଅଭାବରୁ ଜଣେ…