ମାଲକାନଗିରି

ମାଲକାନଗିରି ବିମାନ ବନ୍ଦର କାର୍ଯ୍ୟ ଆରମ୍ଭ

ମାଲକାନଗିରି,୩୧।୧୦(ଡି.ଏନ.ଏ)- ମାଲକାନଗିରି ଜିଲାରେ ପ୍ରସ୍ତାବିତ ବିମାନ ବନ୍ଦର କାର୍ଯ୍ୟ ଅନେକ ବର୍ଷ ପରେ ଆରମ୍ଭ ହୋଇଛି। ଏନେଇ ଜିଲାବାସୀଙ୍କ ମନରେ ଆଗାମୀ ଦିନରେ ବିମାନ ସେବା ପାଇଁ…

6 years ago

ମାଲକାନଗିରି ବିମାନବନ୍ଦର କାର୍ଯ୍ୟ ଆରମ୍ଭ

ମାଲକାନଗିରି,୩୦।୧୦:(ଡି.ଏନ୍‌.ଏ): ମାଲକାନଗିରି ଜିଲାରେ ଅନେକ ବର୍ଷ ପରେ ବିମାନ ବନ୍ଦରର କାର୍ଯ୍ୟ ଆରମ୍ଭ ହୋଇଛି। ଏ ନେଇ ୨୮ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ବ୍ୟୟ ଅଟକଳ ହୋଇଥିବା…

6 years ago

ଛାତ୍ରୀବାସରେ ଦୀପାବଳି ପାଳନ କରି ମଧ୍ୟାହ୍ନଭୋଜନ ଖାଇଲେ ଜିଲାପାଳ

ମାଲକାନଗିରି,୨୮।୧୦(ଡି.ଏନ୍‌.ଏ.): ଦୀପାବଳିରେ ରାଜ୍ୟର ବିଭିନ୍ନ ଅନାଥାଶ୍ରମ, ଛାତ୍ରାବାସରେ ମନ୍ତ୍ରୀ, ଜିଲାପାଳମାନେ ଦୀପାବଳି ପାଳନ କରିବାକୁ ରାଜ୍ୟ ସରକାର ନିର୍ଦ୍ଦେଶ ଦେଇଥିଲେ। ଏ ନେଇ ମାଲକାନଗିରି ଜିଲାପାଳ ମନୀଷ…

6 years ago

ବାଲିମେଳା ଡ୍ୟାମ୍‌ର ୨ ଗେଟ୍‌ ଖୋଲିଲା

ଚିତ୍ରକୋଣ୍ଡା,୨୭ା୧୦(ଡି.ଏନ୍‌.ଏ.): ଚିତ୍ରକୋଣ୍ଡା-ବାଲିମେଳା ଡ୍ୟାମ୍‌ରେ ଜଳସ୍ତର ୧୫୧୬ ଫୁଟ ରହିବା ପରେ ରବିବାର ସକାଳ ୮ଟା ୪୦ରେ ସ୍ଲୁଇସ୍‌ ଗେଟ୍‌କୁ ଛାଡ଼ି ୨ଟି ଗେଟ୍‌ ଖୋଲାଯାଇଛି। ଏଥିରେ ବର୍ତ୍ତମାନ…

6 years ago

ମଧ୍ୟାହ୍ନଭୋଜନ ଚାଉଳ

ମାଲକାନଗିରି ଜିଲାରେ ଅନେକ ଛାତ୍ରୀଛାତ୍ର ଅଧାରୁ ପାଠ ଛାଡୁଛନ୍ତି। ଅଧିକାଂଶ ଛାତ୍ରୀଛାତ୍ର ସ୍କୁଲକୁ ଆସୁନାହାନ୍ତି । ଏହି ଛାତ୍ରୀଛାତ୍ରଙ୍କ ପାଇଁ ସରକାର ମଧ୍ୟାହ୍ନଭୋଜନ ବ୍ୟବସ୍ଥା କରିଥିଲେ ମଧ୍ୟ…

6 years ago

ମାଲକାନଗିରି ସୀମାନ୍ତରେ ମାଓବାଦୀ ହିଂସା: ଯୁବକଙ୍କୁ ୩ ରାଉଣ୍ଡ ଗୁଳି

ମାଲକାନଗିରି,୨୩।୧୦(ସ୍ବ.ପ୍ର.): ମାଲକାନଗିରି ଜିଲା ସୀମାନ୍ତରେ ପୁଣି ମାଓବାଦୀ ହିଂସା ଦେଖିବାକୁ ମିଳିଛି । ବିଚ୍ଛିନ୍ନାଞ୍ଚଳ ନିକଟ ଆନ୍ଧ୍ରପ୍ରଦେଶ ବିଶାଖା ଜିଲାର ଗୁଡ଼େମ ଥାନା ଅନ୍ତର୍ଗତ କୁମକୁମପୋଡ଼ି ଗ୍ରାମର…

6 years ago

ବଞ୍ଚିବା ପାଇଁ ସଂଘର୍ଷ : ପେଟ ଲାଗି ୮୦ ବର୍ଷର ବୃଦ୍ଧ ସଂଗ୍ରହ କରୁଛନ୍ତି ବର୍ଜ୍ୟବସ୍ତୁ

ମାଲକାନଗିରି,୨୩।୧୦(ଡି.ଏନ୍‌.ଏ.): ପରିଣତ ବୟସରେ ମାତାପିତା ଭଲରେ ଗଣ୍ଡେ ଖାଇବା, ରହିବା ପାଇଁ ପରିବାରରେ ପୁଅ ବୋହୂ, ନାତି ନାତୁଣୀଙ୍କ ହାତକୁ ଚାହିଁଥାନ୍ତି। କିନ୍ତୁ ଜଣେ ୮୦ ବର୍ଷର…

6 years ago

ମାଲକାନଗିରିରେ ୪ ପୋଲ, ମୋଟୁ ଆପ୍ରୋଚ ରାସ୍ତା ନିର୍ମାଣ: ଗଡ଼କରୀଙ୍କୁ ଦାବି ପତ୍ର ପ୍ରଦାନ କଲେ ଏମ୍‌ପି

ମାଲକାନଗିରି, ୨୨।୧୦(ଡି.ଏନ୍‌.ଏ.)- ନବରଙ୍ଗପୁର ଏମ୍‌ପି ରମେଶ ଚନ୍ଦ୍ର ମାଝି ମାଲକାନଗିରି ଜିଲାର ମାଲକାନଗିରି-କାଲିମେଳା ଜାତୀୟ ରାଜପଥରେ ୪ ଟି ଉଚ୍ଚ ସମ୍ପନ୍ନ ପୋଲ ଓ ମୋଟୁସ୍ଥିତ ସିଲେରୁ…

6 years ago

ମାଲକାନଗିରି ଜିଲାରେ ମୋବାଇଲ ସେବା ବିପର୍ଯ୍ୟସ୍ତ : ଓଡ଼ିଶାର ଲୋକଙ୍କୁ କଥା ହେବାକୁ ଯିବାକୁ ପଡ଼ୁଛି ଆନ୍ଧ୍ର

ମାଲକାନଗିରି,୨୦।୧୦(ଡି.ଏନ.ଏ)- ମାଲକାନଗିରି ଜିଲାରେ ବିଏସଏନଏଲ ମୋବାଇଲ ସେବା ବିପର୍ଯ୍ୟସ୍ତ ହୋଇପଡ଼ିଛି ା ଜିଲା ସଦର ମହକୁମାରେ ଗତ ୨୦ ଦିନ ଧରି ୩ଜି ସେବା ନ ଥିବାରୁ…

6 years ago

ଇଚ୍ଛାମୃତ୍ୟୁ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିବା ପରେ ଚିକିତ୍ସା ଦାୟିତ୍ୱ ନେଲା ପ୍ରଶାସନ

ମାଲକାନଗିରି,୧୯।୧୦(ଡି.ଏନ୍‌.ଏ.) : ମାଲକାନଗିରି ଜିଲା ମାଥିଲି ବ୍ଲକ ଅନ୍ତର୍ଗତ ସର୍ଗିଗୁଡ଼ା ଗ୍ରାମର ଜଣେ ଗରିବ ଆଦିବାସୀ ଝିଅ ଚମ୍ପା କାଲାକୁରା ଇଚ୍ଛାମୃତ୍ୟୁ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ…

6 years ago