ମାଲକାନଗିରି

ଦୁଇ ପୁଅଙ୍କୁ ବିଷ ଦେଇ ମା’ଙ୍କ ଆତ୍ମହତ୍ୟା: ଜଣେ ପୁଅ ମୃତ, ଜଣେ ଗୁରୁତର

କାଲିମେଳା,୭।୯(ଡି.ଏନ୍‌.ଏ.): ମାଲକାନଗିରି ଜିଲା କାଲିମେଳା ବ୍ଲକ ତେଳରାଇ ପଞ୍ଚାୟତ ତେଳରାଇ ଗ୍ରାମରେ ଶନିବାର ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ମା ତାଙ୍କ ଦୁଇ ପୁଅଙ୍କୁ ବିଷ…

6 years ago

ପ୍ରବଳ ବର୍ଷାରେ ଘର କାନ୍ଥ ଭୁଶୁଡିଲା

ମାଲକାନଗିରି,୬ା୯(ସ୍ବ.ପ୍ର): ମାଲକାନଗିରି ଜିଲାରେ ଲଗାଣ ବର୍ଷା ଲାଗିରହିଛି। ଗୁରୁବାର ରାତିରେ ବର୍ଷାରେ ଖଇରପୁଟ ସଦର ମହକୁମା ସାହୁ କଲୋନୀ ସାହିରେ ଜଣେ ପି.ଚନ୍ଦ୍ରଶେଖର ଆଚାରି ଙ୍କ ଘରର…

6 years ago

ଆହାର କେନ୍ଦ୍ରରେ ନିମ୍ନମାନର ଖାଦ୍ୟ ଦିଆଯାଉଥିବା ଅଭିଯୋଗ: ଜିଲାପାଳଙ୍କ ଅଚାନକ ପରିଦର୍ଶନ

କୋରୁକୋଣ୍ଡା,୬।୯(ଡି.ଏନ୍‌.ଏ): ମାଲକାନଗିରି ଜିଲା ବାଲିମେଳା ବିଜ୍ଞାପିତ ଅଞ୍ଚଳ ପରିଷଦରେ ଥିବା ଆହାର ଯୋଜନାରେ ସ୍ବାଦିଷ୍ଟ ଖାଦ୍ୟ ଦିଆଯାଉ ନ ଥିବା ସ୍ଥାନୀୟ ଲୋକେ ଅଭିଯୋଗ କରିଛନ୍ତି। ୪…

6 years ago

ସତ୍ୟ ଖବରକୁ ମିଥ୍ୟା ଦର୍ଶାଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟକୁ ଜଣାଇଲା ଜିଲା ପ୍ରଶାସନ: ଗ୍ରାମବାସୀ କହିଲେ ତଦନ୍ତ ପାଇଁ ଆମ ଗ୍ରାମକୁ କେହି ଆସିନାହାନ୍ତି

ଚିତ୍ରକୋଣ୍ଡା/ମାଲକାନଗିରି,୬ା୯ (ଡି.ଏନ୍‌.ଏ.)- ମାଲକାନଗିରି ଜିଲା ଚିତ୍ରକୋଣ୍ଡା ବ୍ଲକ ଦୋରାଗୁଡା ପଞ୍ଚାୟତ ଅନ୍ତର୍ଗତ ଥାଟମାନଗୁଡା ପ୍ରାଥମିକ ବିଦ୍ୟାଳୟର ଛାତ୍ରୀଛାତ୍ରମାନେ ଗଛମୂଳେ ପଢୁଛନ୍ତି ପିଲା। ଏ ଖବର ଧରିତ୍ରୀରେ ଗତ…

6 years ago

ନିଜେ ପଢିବି, ନିଜକୁ ଗଢିବି

ମାଲକାନଗିରି, ୫।୯(ସ୍ବ.ପ୍ର.): ଶିକ୍ଷାର ବିକାଶ ତଥା ଗୁଣାତ୍ମକ ଶିକ୍ଷା ନିମନ୍ତେ କେନ୍ଦ୍ରଠାରୁ ଆରମ୍ଭ କରି ରାଜ୍ୟ ପର୍ଯ୍ୟନ୍ତ ଯୋଜନା ପରେ ଯୋଜନା ପ୍ରସ୍ତୁତ କରୁଛନ୍ତି। ମଧ୍ୟାହ୍ନ ଭୋଜନ,…

6 years ago

୨୦୧୯ ମୋଟର ଯାନ ସଂଶୋଧନ ଆଇନ: ଜନସାଧାରଣଙ୍କ ଅବଗତ ପାଇଁ ସଚେତନତା ଶୋଭାଯାତ୍ରା

କୋରୁକୋଣ୍ଡା ୫।୯(ଡ଼ି.ଏନ.ଏ.): ମାଲକାନଗିରି ଜିଲା ବାଲିମେଳା ବିଜ୍ଞାପିତ ଅଞ୍ଚଳ ପରିଷଦରେ ଓରକେଲ ଥାନା ପକ୍ଷରୁ ୨୦୧୯ ମୋଟର ଯାନ ସଂଶୋଧନ ଆଇନ ବିଷୟରେ ଜନସଚେତନତା ନିମନ୍ତେ ଏକ…

6 years ago

‘ଧରିତ୍ରୀ’ ପ୍ରଭାବ: ବ୍ଲକ ସମ୍ମୁଖରେ ଆତ୍ମହତ୍ୟା ଉଦ୍ୟମ କରିଥିବା ସୁଶାନ୍ତ ୮ ବର୍ଷ ପରେ ନ୍ୟାୟ ପାଇଲେ

କୋରୁକୋଣ୍ଡା,୫।୯(ଡି.ଏନ୍‌.ଏ.): ଶୁଣିଲେ ସରକାର, ମିଳିଲା ସହାୟତା । ୮ ବର୍ଷ ପରେ ନ୍ୟାୟ ପାଇଲେ ସୁଶାନ୍ତ। ଘଟଣାଟି ହେଉଛି ମାଲକାନଗିରି ଜିଲା ଅନ୍ତର୍ଗତ କୋରୁକୋଣ୍ଡା ବିଡିଓଙ୍କ ଗାଡ଼ି…

6 years ago

ଆହତ ହେଟାବାଘ ଉଦ୍ଧାର

କାଲିମେଳା,୫।୯(ଡି.ଏନ୍‌.ଏ.): ମାଲକାନଗିରି ଜିଲା କାଲିମେଳା ସଦର ମହକୁମା କାଲିମେଳା ପଡ଼ିଆ ମୁୁଖ୍ୟ ରାସ୍ତାର ପୁସୁଗୁଡ଼ାଠାରୁ ଏକ ହେଟାବାଘ ଉଦ୍ଧାର କରାଯାଇଛି। କୌଣସି ଗାଡ଼ି ଧକ୍କାରେ ବାଘଟି ଆହତ…

6 years ago

ଖରାପ ରାସ୍ତା ଯୋଗୁ ଆସିଲାନି ଆମ୍ବୁଲାନ୍ସ:ଖଟିଆରେ ବୁହା ହେଲେ ଗର୍ଭବତୀ

ମାଲକାନଗିରି/ଗୋବିନ୍ଦପାଲି,୧ା୯ (ସ୍ବ.ପ୍ର./ଡି.ଏନ.ଏ.)-ମାଲକାନଗିରି ଜିଲାର ଦୁର୍ଗମ ଅଞ୍ଚଳରେ ସ୍ବାସ୍ଥ୍ୟସେବା ପହଞ୍ଚତ୍ପାରୁନି। ଉକ୍ତ ଅଞ୍ଚଳକୁ ଆମ୍ବୁଲାନ୍ସ କିମ୍ବା ଅନ୍ୟ ଗାଡି ଯାଇପାରୁ ନ ଥିବାରୁ ଜନନୀ ଯନ୍ତ୍ରଣା ବଢିବାରେ ଲାଗିଛି।…

6 years ago

ମାଲକାନଗିରି ଜିଲା ଚିଠି: ପ୍ରହସନ ପାଲଟିଛି ଶିଶୁ ସୁରକ୍ଷା, ଶିଶୁ ଶ୍ରମିକ ଉଦ୍ଧାର ଯୋଜନା; କାହା ପାଖରେ ତଥ୍ୟ ନାହିଁ

ଦେଶରେ ଶିଶୁମାନଙ୍କ ସୁରକ୍ଷା, ଯତ୍ନ, ଖାଦ୍ୟପେୟ, ଶିକ୍ଷାଦାନ ପାଇଁ କେନ୍ଦ୍ର ଏବଂ ରାଜ୍ୟ ସରକାର ଅନେକ ଯୋଜନା କରିଛନ୍ତି। ଜିଲାରେ ଶିଶୁମାନଙ୍କ ସୁରକ୍ଷା ପାଇଁ ଚାଇଲ୍ଡଲାଇନ୍‌, ଶିଶୁ…

6 years ago