ମାଲକାନଗିରି

ଫେରାର ୩ ମାଓବାଦୀ ଗିରଫ

ମାଲକାନଗିରି,୩୦।୫(ସ୍ବ.ପ୍ର) ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ ସୁକୁମା ଜିଲା କୋଂଟା ପୋଲିସକୁ ଏକ ବଡ ସଫଳତା ମିଳିଛିା ମାଓ ମାମଲାରେ ଫେରାର ଥିବା ୩ ମାଓବାଦୀଙ୍କୁ ଗିରଫ…

10 months ago

ଘର ଉପରକୁ ମାଡ଼ିଗଲା ଟ୍ରକ

ମାଥିଲି/ମାଲକାନଗିରି,୨୮ା୫(ଡି.ଏନ୍‌.ଏ.): ମାଲକାନଗିରି ଜିଲା ମାଥିଲିରେ ରବିବାର ରାସ୍ତା ପାଶର୍‌ବରେ ଥିବା ସହଦେବ ନାୟକଙ୍କ ଘର ଉପରକୁ ଏକ ଟ୍ରକ ମାଡି ଯାଇଥିଲା। ପରିବାର ଲୋକେ ଏଥିରୁ ଅଳ୍ପକେ…

10 months ago

୨ କୋଟି ଟଙ୍କାର ଗଞ୍ଜେଇ ଜବତ, ଅଭିଯୁକ୍ତ ଫେରାର

ଚିତ୍ରକୋଣ୍ଡା,୨୮।୫(ଡି.ଏନ.ଏ): ଚିତ୍ରକୋଣ୍ଡା ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଚିତ୍ରକୋଣ୍ଡା ଥାନାଧିକାରୀ ମୁକୁନ୍ଦ ମେଲେକାଙ୍କ ଠାରୁ ମିଳିଥିବା ସୂଚନାନୁଯାଇ ଜଙ୍ଗଲରେ ଚୋରାଚାଲାଣ ନିମନ୍ତେ ରଖାଯାଇଥିବା ଗଞ୍ଜେଇକୁ ଗତକାଲି…

10 months ago

ଜଳକଷ୍ଟ ଭୋଗୁଛନ୍ତି ଶୂଳିଆକୋଲନି ଗ୍ରାମବାସୀ

କୋରୁକୋଣ୍ଡା ୨୬।୦୫(ଡି.ଏନ. ଏ): ମୁନ୍ଦାଏ ପାଣି ପାଇଁ ଡହଳବିକଳ ହେଉଛନ୍ତି ମାଲକାନଗିରି ଜିଲା କୋରୁକୋଣ୍ଡା ବ୍ଲକ ସଦର ଗ୍ରାମ ପଞ୍ଚାୟତ ଶୂଳିଆକୋଲନି ଗ୍ରାମବାସୀ। ଉକ୍ତ ଗ୍ରାମଟି ମାଲକାନଗିଋ…

10 months ago

ବଣ୍ଡା ଜନଜାତିଙ୍କ ମୁଣ୍ଡବ୍ୟଥାର କାରଣ ୨୦୦୦ ଟଙ୍କିଆ ନୋଟ୍‌

ମାଲକାନଗିରି,୨୬ା୫(ଡି.ଏନ୍‌.ଏ.): ମାଲକାନଗିରି ଜିଲାର ଆଦିମ ଅଧିବାସୀ ତଥା ଘାଟି ଉପରର ବଣ୍ଡା ଜନଜାତିଙ୍କ ପାଇଁ ବର୍ତ୍ତମାନ ଅଡୁଆ ସାଜିଛି ୨୦୦୦ ଟଙ୍କିଆ ନୋଟ୍‌ । ବର୍ତ୍ତମାନ ଏହି…

10 months ago

ଡଙ୍ଗା ବୁଡି ଘଟଣାରେ ନିଖୋଜ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର

କୋରୁକୋଣ୍ଡା, ୨୫।୦୫(ଡି.ଏନ. ଏ): ଗତ କାଲି ସଂଧ୍ୟା ସମୟରେ ଡଙ୍ଗା ବୁଡିବା ଘଟଣାରେ ନିଖୋଜ ବ୍ୟକ୍ତିଙ୍କ ମୃତଦେହ ଆଜି ସକାଳେ ଅଗ୍ନିଶମ କର୍ମଚାରୀ ଖୋଜା ଖୋଜି କରିବା…

10 months ago

ଚିତ୍ରକୋଣ୍ଡା ଜଳ ଭଣ୍ଡାରରେ ଡ଼ଙ୍ଗା ବୁଡି ଜଣେ ନିଖୋଜ,ଦୁଇ ଉଦ୍ଧାର

ଚିତ୍ରକୋଣ୍ଡା,୨୫।୫: ମାଲକାନାଗିରି ଜିଲାର ଚିତ୍ରକୋଣ୍ଡା ଜଳଭଣ୍ଡାରରେ ମାଛ ଧରୁଥିବା ବେଳେ ଡଙ୍ଗା ବୁଡିଯିବାରୁ ଜଣେ ନିଖୋଜ ହୋଇଯାଇଥିବା ବେଳେ ୨ ଜଣଙ୍କୁ ଉଦ୍ଧାର କରାଯାଇଛି। ସେମାନେ ସିଙ୍ଗାରାମ…

10 months ago

୩୬୦ କେଜି ଗଞ୍ଜେଇ ଜବତ, ବନ୍ଧା ହେଲେ ୫ ଅଭିଯୁକ୍ତ

ମାଲକାନଗିରି,୨୪ା୫(ଡି.ଏନ୍‌.ଏ.): ମାଲକାନଗିରି ଜିଲା ପୋଲିସ ବୁଧବାର ବିପୁଳ ପରିମାଣର ଗଞ୍ଜେଇ ଜବତ କରିବା ସହ ଘଟଣାରେ ସମ୍ପୃକ୍ତ ୫ଜଣଙ୍କୁ ଗିରଫ କରିଛି। ଗିରଫ ବ୍ୟକ୍ତିମାନେ ହେଲେ ଉତ୍ତରପ୍ରଦେଶ…

10 months ago

ମାଣ୍ଡିଆ ହେରଫେର କରି ଭାରପ୍ରାପ୍ତ କ୍ଷେତ୍ର ଅଧିକାରୀ ଗିରଫ

ମାଲକାନଗିରି,୨୩ା୫(ଡି.ଏନ୍‌.ଏ.): ଆଦିବାସୀମାନେ ନିଜ ଅଞ୍ଚଳର ଜଙ୍ଗଲଜାତ ଏବଂ କୃଷିଜାତ ଦ୍ରବ୍ୟକୁ କିପରି ସୁଲଭ ମୂଲ୍ୟରେ ବିକ୍ରିକରି ସ୍ବାବଲମ୍ବୀ ହୋଇପାରିବେ ସେନେଇ ଆଦିବାସୀ ଉନ୍ନୟନ ସମବାୟ ନିଗମ ଓଡ଼ିଶା…

10 months ago

ପୋଲିସ-ମାଓବାଦୀ ଗୁଳି ବିନିମୟ

ମାଲକାନଗିରି,୨୨ା୫(ଡି.ଏନ.ଏ.): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ର ବିଜାପୁରରେ ପୋଲିସ-ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ଘଟି ୨ଜଣ ଯବାନ ଆହତ ହୋଇଛନ୍ତି। ଗଙ୍ଗାଲୁର ଥାନା ଅଞ୍ଚଳର ପୁସନାର ଏବଂ…

10 months ago