ମାଲକାନଗିରି

ରାସ୍ତା କାର୍ଯ୍ୟର ସୂଚନାଫଳକ ନ ଥିବାରୁ ଘଟୁଛି ଦୁର୍ଘଟଣା

କୋରୁକୋଣ୍ଡା, ୧୨ା୫(ଡି.ଏନ. ଏ.): ମାଲକାନଗିରି ଜିଲା ସଦରରୁ ବାଲିମେଳା ସଂଯୋଗ କରୁଥିବା ମୁଖ୍ୟ ରାସ୍ତାରେ ବହୁ ସଂଖ୍ୟାରେ ଗାଡିମୋଟର ଚଳାଚଳ କରେ। ବୁଧବାରଠାରୁ ପୋଟ୍ରେଲ ଛକଠାରୁ ଶିରାଗୁଡ଼ା…

12 months ago

ଚମ୍ପେଇତର ମିଳୁନି ଉଚିତ ମୂଲ୍ୟ

ମାଥିଲି,୧୨ା୫(ଡି.ଏନ୍‌.ଏ.): ମାଲକାନଗିରି ଜିଲା ମାଥିଲି ବ୍ଲକରେ ଚମ୍ପେଇତର ଉଚିତ ମୂଲ୍ୟ ଲୋକଙ୍କୁ ମିଳୁନାହିଁ। ଏନେଇ ବଜାର ସୁବିଧା ନ ଥିବାରୁ ଲୋକେ ଦଲାଲଙ୍କ ଶିକାର ହେଉଛନ୍ତି। ଦିନ…

12 months ago

ମୋବାଇଲ ବ୍ୟବହାର ନେଇ ପାହାଡ଼ ଚଢ଼ା

ମାଲକାନଗିରି,୧୨ା୫(ଡି.ଏନ୍‌.ଏ.): ଦେଶକୁ ଡିଜିଟାଲ କରି ସମସ୍ତେ ଡିଜିଟାଲ ହେବାର ସ୍ବପ୍ନ ଦେଖୁଥିବା ବେଳେ କେନ୍ଦ୍ର ସରକାରଙ୍କ ଏହି ଯୋଜନା ମାଲକାନଗିରି ଜିଲାରେ ଅପହଞ୍ଚ ହୋଇ ରହିଛି। ଜିଲାର…

12 months ago

ପୋଖରୀରେ ବୁଡି ଦୁଇ ଶିଶୁଙ୍କ ଜୀବନ ଗଲା

ମାଲକାନଗିରି୧୦।୫(ଡି.ଏନ୍‌.ଏ): ମାଲକାନଗିରି ସଦର ଥାନା ତଣ୍ଡାପାଲ୍ଲୀ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛିା ତଣ୍ଡାପାଲ୍ଲୀ ଗ୍ରାମରେ ଥିବା ପୋଖରୀରେ ଦୁଇ ନାବାଳିକା ଶିଶୁ ଗାଧୋଇବାକୁ ଯାଇ ପୋଖରୀରେ…

12 months ago

ମାଦ୍ରିସାହିରେ ଜଳସଙ୍କଟ

ମାଥିଲି,୯ା୫(ଡି.ଏନ.ଏ.): ପାଣିମୁନ୍ଦେ ପାଇଁ ଏବେ ଚିନ୍ତାରେ ପଡିଛନ୍ତି ମାଲକାନଗିରି ଜିଲା ମାଥିଲି ବ୍ଲକ ମାଦ୍ରିସାହି ଲୋକେ। ବର୍ଷ ବର୍ଷ ଧରି ଜଳ ଯନ୍ତ୍ରଣା ଭୋଗୁଥିବା ଏହି ସାହିବାସିନ୍ଦାଙ୍କ…

12 months ago

କେନ୍ଦୁପତ୍ର ବ୍ୟବସାୟୀଙ୍କ କବ୍‌ଜାରେ ବନ୍ୟା ଆଶ୍ରୟସ୍ଥଳୀ

ମାଥିଲି,୯ା୫(ଡି.ଏନ.ଏ.): ମାଲକାନଗିରି ଜିଲା ମାଥିଲି ବ୍ଲକ ଅନ୍ତର୍ଗତ ଦୁଙ୍ଗିଆପୁଟ ପଞ୍ଚାୟତରେ ଥିବା ବହୁମୁଖୀ ବନ୍ୟା ଆଶ୍ରୟସ୍ଥଳୀକୁ କେନ୍ଦୁପତ୍ର ବ୍ୟବସାୟୀମାନେ କବ୍‌ଜା କରି ନେଇଥିବା ଦେଖିବାକୁ ମିଳିଛି। ଏଠାରେ…

12 months ago

ଯବାନ-ମାଓବାଦୀ ଗୁଳିବିନିମୟ, ୨ ମାଓବାଦୀ ମୃତ

ମାଲକାନଗିରି,୮ା୫(ଡି.ଏନ୍‌.ଏ.): ମାଲକାନଗିରି ଜିଲା ସୀମାନ୍ତ ସୁକୁମା ଜିଲାରେ ଯବାନ ଓ ମାଓବାଦୀଙ୍କ ମଧ୍ୟରେ ଗୁଳିବିନିମୟ ହୋଇଛି। ଏହି ଗୁଳି ବିନିମୟରେ ଜଣେ ହାର୍ଡକୋର ମାଓବାଦୀଙ୍କ ସମେତ ୨…

12 months ago

ହିଡ୍‌ମାଙ୍କ ସହଯୋଗୀଙ୍କୁ ଏନ୍‌କାଉଣ୍ଟର

ମାଲକାନଗିରି, ୭ା୫(ଡି.ଏନ.ଏ.): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ର ଭଦ୍ରାଦ୍ରି କୋଥାଗୁଡେମ୍‌ ଜିଲାରେ ରବିବାର ପୋଲିସ-ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ଏଥିରେ ୨ଜଣ ମାଓବାଦୀ ନିହତ ହୋଇଛନ୍ତି।…

12 months ago

ମାଓବାଦୀଙ୍କ ଆଇଇଡି ବିସ୍ଫୋରଣ: ୭ରେ ପହଞ୍ଚିଲା ଗିରଫ ସଂଖ୍ୟା

ମାଲକାନଗିରି, ୭ା୫(ଡି.ଏନ.ଏ.): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ର ଅରଣପୁରରେ ଏପ୍ରିଲ୍‌ ୨୬ରେ ମାଓବାଦୀଙ୍କ ଆଇଇଡି ବୋମା ବିସ୍ଫୋରଣରେ ୧୧ ଜଣ ଯବାନ ଶହୀଦ ହୋଇଥିଲେ। ଏହି ଘଟଣାରେ…

12 months ago

୨ ଜଣଙ୍କୁ ପଳାତକ ଘୋଷଣା କରି କାନ୍ଥରେ ନୋଟିସ୍‌ ମାରିଲା ପୋଲିସ

ଚିତ୍ରକୋଣ୍ଡା,୬ା୫(ଡି.ଏନ୍‌.ଏ.): ମାଲକାନଗିରି ଜିଲା ଓ ଦୌରା ତଥା ସ୍ବତନ୍ତ୍ର ବିଚାରପତିଙ୍କ ନିର୍ଦ୍ଦେଶ କ୍ରମେ ବାରମ୍ବାର କୋର୍ଟ ନୋଟିସକୁ ଅବମାନନା କରି ଧାର୍ଯ୍ୟ ତାରିଖଗୁଡିକରେ ହାଜର ନ ହେବାରୁ…

12 months ago