ମାଲକାନଗିରି

ଚଢ଼େଇ ଧରିବାକୁ ଗଛରେ ଚଢ଼ି ଦୁଇ ନାବାଳକଙ୍କ ଜୀବନ ଗଲା

ମାଲକାନଗିରି,୨୧ା୪(ଡି.ଏନ୍‌.ଏ.): ମାଲକାନଗିରି ଜିଲା କାଲିମେଳା ଥାନା ଅନ୍ତର୍ଗତ ଉଣ୍ଡୁରୁକୁଣ୍ଡା ଗାଁରେ ଏକ ଦୁଃଖଦ ଘଟଣା ଘଟିଛି। ଶୁକ୍ରବାର ଉଣ୍ଡୁରୁକୁଣ୍ଡା ଗାଁର ଚନ୍ଦନ ପଡିଆମୀ(୯) ଓ ମାଙ୍ଗା ମାଣ୍ଡି(୭)…

3 years ago

ମାଲକାନଗିରି ଜିଲାରେ ବନ୍ଦ ସଫଳ

ମାଲକାନଗିରି/ବାଲିମେଳା/ମାଥିଲି, (ଡି.ଏନ୍‌.ଏ.), ୨୦।୪: ସମ୍ବଲପୁରରେ ହନୁମାନ ଜୟନ୍ତୀ ଅବସରରେ ହୋଇଥିବା ହିଂସା ପ୍ରତିବାଦରେ ବୁଧବାର ବିଶ୍ୱ ହିନ୍ଦୁ ପରିଷଦ ଏବଂ ରାଷ୍ଟ୍ରୀୟ ସ୍ବୟଂ ସହାୟକ ସଂଘ ପକ୍ଷରୁ…

3 years ago

ଦ୍ୱିତୀୟ ଗୁରୁପ୍ରିୟା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଏମ୍‌ପି

ଚିତ୍ରକୋଣ୍ଡା,୧୯ା୪(ଡି.ଏନ୍‌.ଏ.): ଆନ୍ଧ୍ର ଓଡ଼ିଶା ସୀମାନ୍ତ ନକ୍ସଲ ଉପଦ୍ରୁତ ଆଦିବାସୀ ବହୁଳ ତଥା ମାଓବାଦୀ ପ୍ରବଣ ଉପାନ୍ତ ମାଲକାନଗିରି ଜିଲା ଚିତ୍ରକୋଣ୍ଡା ସ୍ବାଭିମାନ ଅଞ୍ଚଳ ଲାଲଗଡ଼ ଯନ୍ତ୍ରୀକୁ ଜଳପଥ…

3 years ago

ବନ୍ଦ ପ୍ରଭାବରେ ମାଲକାନଗିରି ଜିଲାରେ ଗାଡି ଚଳାଚଳ, ଦୋକାନ ବଜାର ବନ୍ଦ

ମାଲକାନଗିରି, ୧୯।୪ (ଡି.ଏନ୍‌.ଏ) ସମ୍ବଲପୁରରେ ହନୁମାନ ଜୟନ୍ତୀରେ ହୋଇଥିବା ଦଙ୍ଗା ବିରୋଧରେ ବୁଧୁବାର ବିଶ୍ୱ ହିନ୍ଦୁ ପରିଷଦ ଏବଂ ରାଷ୍ଟ୍ରୀୟ ସ୍ବୟଂ ସେବକ ସଂଘ ତରଫରୁ ଓଡିଶାର…

3 years ago

ବିପଦସଙ୍କୁଳ ଅବସ୍ଥାରେ ଯାତ୍ରୀ ପରିବହନ

ମାଲକାନଗିରି,୧୯।୪(ଡି.ଏନ.ଏ.): ମାଲକାନଗିରି ଜିଲାର ଆଦିମ ଜନଜାତି ବଣ୍ଡା ସଂପ୍ରଦାୟର ଲୋକେ ରହୁଥିବା ବଣ୍ଡା ଘାଟିର ବିକାଶ ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି ରାଜ୍ୟ ସରକାର।…

3 years ago

ଯବାନ-ମାଓବାଦୀ ଗୁଳି ବିନିମୟ: ଜଣେ ମାଓବାଦୀ ନିହତ, ୨ ଗିରଫ

ମାଲକାନଗିରି, ୧୮ା୪(ଡି.ଏନ.ଏ.): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡର ବିଜାପୁର ଜିଲାରେ ଯବାନ ଓ ମାଓବାଦୀଙ୍କ ମଧ୍ୟରେ ମଙ୍ଗଳବାର ଗୁଳି ବିନିମୟ ହୋଇଛି। ଏଥିରେ ଜଣେ ମାଓବାଦୀ ନିହତ…

3 years ago

ବିଧାୟକଙ୍କ ଗାଡି ଉପରକୁ ଗୁଳି ଚଳାଇଲେ ମାଓବାଦୀ

ମାଲକାନଗିରି, ୧୮ା୪(ଡି.ଏନ.ଏ.): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ର ବିଜାପୁର ଜିଲାରେ ମାଓବାଦୀମାନେ ଜନ ପ୍ରତିନିଧିମାନଙ୍କୁ ଟାର୍ଗେଟ୍‌ କରି ମଙ୍ଗଳବାର ଆକ୍ରମଣ କରିଛନ୍ତି। ବିଜାପୁର ନିକଟସ୍ଥ ଗଙ୍ଗାଲୁର ହାଟକୁ…

3 years ago

ଆନ୍ଧ୍ରରେ ନିର୍ଯାତିତ ହୋଇ ଲୁଚି ଚାଲି ଆସିଲେ ୨ଶ୍ରମିକ

ମାଲକାନଗିରି, ୧୮ା୪ (ଡି.ଏନ୍‌.ଏ.): କେନ୍ଦ୍ର ଏବଂ ରାଜ୍ୟ ସରକାରଙ୍କ ବିଭିନ୍ନ ଜନକଲ୍ୟାଣମୂଳକ ଯୋଜନା ମାଲକାନଗିରି ଜିଲାରେ କାର୍ଯ୍ୟକାରୀ ହେଉଛି। ହେଲେ କେତେ ଜଣ ଠିକାଦାର, ଯନ୍ତ୍ରୀ ଅଳ୍ପ…

3 years ago

ଗୋଷ୍ଠୀ ଶୌଚାଳୟ ଲୋକାର୍ପଣ ପୂର୍ବରୁ ୨ ପାଣିଟାଙ୍କି ଗାଏବ

ବାଲିମେଳା,୧୭ା୪(ଡି.ଏନ.ଏ.): ମାଲକାନଗିରି ଜିଲା କୋରୁକୋଣ୍ଡା ବ୍ଲକ ପୋଟ୍ରେଲ ପଞ୍ଚାୟତ ଅଧୀନ ବାଲିମେଳାରୁ-ମାଲକାନଗିରି ମୁଖ୍ୟରାସ୍ତା ପାର୍ଶ୍ୱରେ ଥିବା ପୋଟ୍ରେଲ ଛକ ନିକଟରେ ଅଞ୍ଚଳବାସୀଙ୍କ ସୁବିଧା ନିମନ୍ତେ ଜଳ ଓ…

3 years ago

ଶେଷ ହେଉନି ମେଗା ପାନୀୟ ଜଳ ପ୍ରକଳ୍ପ କାର୍ଯ୍ୟ

ମାଲକାନଗିରି, ୧୭ା୪(ଡି.ଏନ.ଏ.): ଖରାଦିନ ଆସିଲେ ମାଲକାନଗିରି ଜିଲାରେ ବଢ଼ିଯାଏ ଜଳ ଯନ୍ତ୍ରଣା। ଖରା ଆରମ୍ଭରୁ ଦେଖିବାକୁ ମିଳୁଛି ଜଳ ସଙ୍କଟ। ପାଣି ମୁନ୍ଦାଏ ପାଇଁ ହନ୍ତସନ୍ତ ହେଉଛନ୍ତି…

3 years ago