ମାଲକାନଗିରି

ପୁରୁଷଙ୍କ ତୁଳନାରେ ମହିଳା ଭୋଟର ଅଧିକ

ମାଲକାନଗିରି, ୬ା୧(ଡି.ଏନ.ଏ.):ମାଲକାନଗିରି ଜିଲା ସଦରସ୍ଥିତ ଜିଲା ପରିଷଦ ସମ୍ମିଳନୀ କକ୍ଷରେ ଗୁରୁବାର ଭୋଟର ତାଲିକା-୨୦୨୩ ପ୍ରକାଶ ପାଇଛି। ଜିଲାପାଳ ବିଶାଲ ସିଂଙ୍କ ଉପସ୍ଥିତିରେ ସମସ୍ତ ରାଜନୈତିକ ଦଳଙ୍କୁ…

3 years ago

ସ୍ବାଭିମାନ ଅଞ୍ଚଳରେ ଆରମ୍ଭ ହେଲା ବାଇକ୍‌ ଆମ୍ବୁଲାନ୍ସ ସେବା

ଚିତ୍ରକୋଣ୍ଡା,୪ା୧(ଡି.ଏନ୍‌.ଏ.): ଆଦିବାସୀ ଅଧ୍ୟୁଷିତ  ଉପାନ୍ତ ମାଲକାନଗିରି ଜିଲା ଚିତ୍ରକୋଣ୍ଡା ସ୍ବାଭିମାନ ଅଞ୍ଚଳରେ ପ୍ରଥମ କରି ବାଇକ୍‌ ଆମ୍ବୁଲାନ୍ସ ସେବା ଆରମ୍ଭ ହୋଇଛି। ବୁଧବାର ଏହି ସେବା ଆରମ୍ଭ…

3 years ago

୧୦ ଶିକ୍ଷୟିତ୍ରୀ ଶିକ୍ଷକ ଚାକିରିରୁ ବହିଷ୍କୃତ

ମାଲକାନଗିରି,୧।୧(ଡି.ଏନ.ଏ.): ବର୍ଷ ଆରମ୍ଭରୁ କଡା ଆଭିମୁଖ୍ୟ ଗ୍ରହଣ କରିଛି ମାଲକାନଗିରି ଜିଲା ପ୍ରଶାସନ। କାର୍ଯ୍ୟରେ ଅବହେଳା ପାଇଁ ଜିଲାର ବିଭିନ୍ନ ବିଦ୍ୟାଳୟର କାର୍ଯ୍ୟରତ ୧୦ଜଣ କନିଷ୍ଠ ଶିକ୍ଷକଙ୍କୁ…

3 years ago

ନୂଆବର୍ଷରେ ହ୍ରାସ ପାଇଲା ପର୍ଯ୍ୟଟକଙ୍କ ସଂଖ୍ୟା

ମାଲକାନଗିରି,୧ା୧(ଡି.ଏନ୍‌.ଏ.): ମାଲକାନଗିରି ଜିଲା ସଦରମହକୁମା ଠାରୁ ୫ କିଲୋମିଟର ଦୂର ସତୀଗୁଡ଼ା ଜଳଭଣ୍ଡାରକୁ ଲାଗି ରହିଥିବା ସତୀଗୁଡ଼ା ପ୍ରାକୃତିକ ପର୍ଯ୍ୟଟନସ୍ଥଳୀ ଏବଂ ଚିତ୍ରକୋଣ୍ଡାଠାରେ ଥିବା ପ୍ରାକୃତିକ ପର୍ଯ୍ୟଟନସ୍ଥଳୀରେ…

3 years ago

ପିଅନଙ୍କ ଟାଙ୍ଗିଆ ଚୋଟରେ ଗୁରୁଜୀଙ୍କ ଜୀବନ ଗଲା

ମାଲକାନଗିରି,୧ା୧(ଡି.ଏନ୍‌.ଏ.): ପିଅନଙ୍କ ଟାଙ୍ଗିଆ ଚୋଟରେ ଜଣେ ଗୁରୁଜୀଙ୍କ ଜୀବନ ଯାଇଛି। ଏଭଳି ଏକ ଦୃଶ୍ୟ ଦେଖିବାକୁ ମିଳିଛି ମାଲକାନଗିରି ଜିଲା ସଦର ସରସତୀ ଶିଶୁ ବିଦ୍ୟାମନ୍ଦିର ବିଦ୍ୟାଳୟରେ।…

3 years ago

ଡ୍ୟାମ୍‌ ନିର୍ମାଣକୁ ବିରୋଧ କରି ଆଦିବାସୀଙ୍କ ପ୍ରଜାମେଳି

ମାଲକାନଗିରି/ମାଥିଲି,୨୯ା୧୨(ଡି.ଏନ.ଏ.): ଓଡ଼ିଶା ସୀମାରେ ପଡୋଶୀ ଛତିଶଗଡ଼ର ପ୍ରକଳ୍ପକୁ ବିରୋଧ କରି ଗୁରୁବାର ଶତାଧିକ ଆଦିବାସୀ ରାସ୍ତାକୁ ଓହ୍ଲାଇଛନ୍ତି। ଆଦିବାସୀ ସଂଘ ମାଧ୍ୟମରେ ଏକାଠି ହୋଇ ମେଳି କରି…

3 years ago

ଜାତୀୟସ୍ତରକୁ ମନୋନୀତ ହେଲେ ଭାଗ୍ୟଶ୍ରୀ

ମାଲକାନଗିରି,୨୭ା୧୨ (ଡି.ଏନ୍‌.ଏ.):ମାଲକାନଗିରି ଜିଲା ପଡିଆ ସଦର ବ୍ଲକର ଜଣେ ଛାତ୍ରୀ ମହିଳା କ୍ରିକେଟ ଟିମ୍‌ ଓଡ଼ିଶା ଦଳରେ ୧୫ ବର୍ଷରୁ କମ୍‌ ବର୍ଗରେ ମନୋନୀତ ହୋଇଛନ୍ତି। ସେ…

3 years ago

ଦୁର୍ଗମ ଅଞ୍ଚଳରେ ଦୁର୍ଦ୍ଦଶାରେ ଗ୍ରାମବାସୀ

ମାଥିଲି,୨୬ା୧୨(ଡି.ଏନ.ଏ.):ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ମାଳମାଳ ଯୋଜନା କାର୍ଯ୍ୟକାରୀ ହେଉଛି ସତ ମାତ୍ର ଦୁର୍ଗମ ଅଞ୍ଚଳରେ ସେସବୁ ପହଞ୍ଚତ୍ପାରୁନି। ପ୍ରଶାସନ ପକ୍ଷରୁ ମଧ୍ୟ ଲୋକଙ୍କ ନିକଟରେ ଯୋଜନାର…

3 years ago

ଗୀତା,ଶ୍ଳୋକ ଆବୃତ୍ତି କରି ଚର୍ଚ୍ଚାରେ ମହେଶ, ଧନେଶ୍ୱରୀ

ମାଲକାନଗିରି,୨୫।୧୨(ଡି.ଏନ.ଏ.): ଅନର୍ଗଳ ମୁହଁରୁ ତାଙ୍କର ବାହାରି ପଡୁଛି ଗୀତା ଶ୍ଲୋକ। ଜିଲା ସ୍ତରରେ ଗୀତା ଶ୍ଲୋକ ଆବୃତ୍ତି କରି ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିବା ପରେ…

3 years ago

ପୋଲିସ କାର୍ଯ୍ୟାଳୟରେ ମହିଳା ମାଓବାଦୀଙ୍କ ଆତ୍ମସମର୍ପଣ

ମାଲକାନଗିରି,୨୨ା୧୨(ଡି.ଏନ୍‌.ଏ.): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ ଦାନ୍ତଓ୍ବୋଡ଼ା ଜିଲା ପୋଲିସ ନିକଟରେ ଜଣେ ମହିଳା ମାଓବାଦୀ ଗୁରୁବାର ଆତ୍ମସମର୍ପଣ କରିଛନ୍ତି। ତାଙ୍କ ନାମ କୁମାରୀ ହେମଲା। ଛତିଶଗଡ଼…

3 years ago