ମାଲକାନଗିରି

ବଣ୍ଡାଘାଟିରେ ଡିଜିପି ଅଭୟ

ମାଲକାନଗିରି/ଗୋବିନ୍ଦପାଲି, ରାୟଗଡା ଅଫିସ,୭।୩: ମାଲକାନଗିରି ଜିଲା ଖଇରପୁଟ ବ୍ଲକର ଦୁର୍ଗମ ଅଞ୍ଚଳ ତଥା ମାଓବାଦୀ ଅଧ୍ୟୁଷିତ ବଣ୍ତାଘାଟିକୁ ରବିବାର ଡିଜିପି ଅଭୟ ଗସ୍ତ କରିଥିଲେ। ବଣ୍ତାଘାଟିରେ କିଛିଦିନ…

3 years ago

ବଣ୍ଡା ଘାଟିରେ ଓଲଟିଲା ଅଗ୍ନିଶମ ଗାଡ଼ି

କୋରୁକୋକଣ୍ଡା, ୭।୩(ଡି.ଏନ୍‌.ଏ): ମାଲକାନଗିରି ଜିଲାର ବଣ୍ଡା ଘାଟିରେ ଏକ ଅଗ୍ନିଶମ ଗାଡ଼ି ଶନିବାର ଓଲଟି ୫ ଆହତ ହୋଇଛନ୍ତି। ଏଥିରେ ୫ଜଣ ଅଗ୍ନିଶମ ବିଭାଗର କର୍ମଚାରୀ ଥିବା…

3 years ago

ଝିଅକୁ ଅଣ୍ଟାରେ ବାନ୍ଧି କୂଅକୁ ଡେଇଁଲେ ମା’

ମାଲକାନଗିରି,୬ା୩: ମାଲକାନଗିରି ଜିଲା ମାଥିଲି ଥାନା ଅଧୀନ ଚେଡେଙ୍ଗା ପଞ୍ଚାୟତର କଉଡ଼ିଗୁଡ଼ା ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ୪ ବର୍ଷର ଶିଶୁକନ୍ୟାକୁ ଧରି ମା’…

3 years ago

ଦଶାହ କାର୍ଯ୍ୟକୁ ଆସି ଭାସିଗଲେ ନଦୀରେ

ଚିତ୍ରକୋଣ୍ଡା,୬ା୩: ମାଲକାନଗିରି ଜିଲା ଚିତ୍ରକୋଣ୍ଡା ବ୍ଲକ ଅଧୀନ ସିଲେରୁ ନଦୀରେ ଭାସିଯାଇ ଜଣେ ବ୍ୟକ୍ତି ନିଖୋଜ ହୋଇଯାଇଛନ୍ତି। ସେ ହେଲେ ଶୈଳ ଠାକୁର। ଶୁକ୍ରବାର କଳାହାଣ୍ଡି ସାହିର…

3 years ago

ଶିବ ମନ୍ଦିର ବଟ ବୃକ୍ଷରେ ଲାଗିଲା ନିଆଁ

ମାଲକାନଗିରି, ୨।୩(ଡି.ଏନ୍‌.ଏ.): ମାଲକାନଗିରି ଜିଲା ସଦର ମହକୁମା ପୁରୁଣା ମେଡିକାଲ ନିକଟରେ ଏକ ପୂରାତନ ଶିବ ମନ୍ଦିରକୁ ଲାଗିଥିବା ବଟ ଗଛରେ ନିଆଁ ଲାଗି ମନ୍ଦିରର କିଛି…

3 years ago

ଚାକିରି ହୋଇଛି କହି ମିଠାରେ ନିଶା ଔଷଧ ଦେଲେ ଭଡ଼ାଟିଆ: ମାଲିକଙ୍କ ଘରୁ ଲୁଟିନେଲେ ୩୫ ଲକ୍ଷର ସୁନାଗହଣା

ମାଲକାନଗିରି,୨।୩(ଡି.ଏନ୍‌.ଏ.): ମାଲକାନଗିରି ସଦର ମହକୁମା ବିବିଗୁଡା କଲୋନୀରେ ମିଠାରେ ନିଶା ମିଶାଇ ଖାଇବାକୁ ଦେଇ ଅତି ସହଜରେ ସୁନାରୀଙ୍କ ଘରୁ କଳାକନା ବୁଲାଇଲେ ଭଡାରେ ରହୁଥିବା ଲୁଟେରା।…

3 years ago

ତେଲୁଗୁ ବଦଳରେ ଓଡ଼ିଆ ପଢିବେ ଛାତ୍ରୀଛାତ୍ର

ଚିତ୍ରକୋଣ୍ଡା,୨୮ା୨: ମାଲକାନଗିରି ଜିଲା ଚିତ୍ରକୋଣ୍ଡା ସ୍ବାଭିମାନ ଅଞ୍ଚଳ ଧୂଳିପୁଟ ପଞ୍ଚାୟତର ଜୁମଡାଙ୍ଗ ଗ୍ରାମକୁ ପୂର୍ବରୁ ବିଇଓ ଗାୟତ୍ରୀ ଦେବୀ ଗସ୍ତକରି ଗ୍ରାମବାସୀଙ୍କ ସହ ଆଲୋଚନା କରିଥିଲେ। ଗ୍ରାମର…

3 years ago

ପୋଲିସ କ୍ୱାର୍ଟର୍ସରେ ମହିଳା ମାଓବାଦୀଙ୍କ ଆତ୍ମହତ୍ୟା

ମାଲକାନଗିର,୨୫ା୨: ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ ଦାନ୍ତଓ୍ବୋଡ଼ା ଜିଲାରେ ଆତ୍ମସମର୍ପଣ କରିଥିବା ଜଣେ ମହିଳା ମାଓବାଦୀ ଆତ୍ମହତ୍ୟା କରିଛନ୍ତି। ତାଙ୍କ ନାମ ପାଣ୍ଡେ କବାସୀ। ସେ ଫେବୃୟାରୀ…

3 years ago

ମାଓବାଦୀଙ୍କ ବ୍ୟାଗ୍‌ରୁ ମିଳିଲା ଲ୍ୟାଣ୍ଡମାଇନ, ଟିଫିନ ବୋମା

ଚିତ୍ରକୋଣ୍ଡା,୨୪ା୨(ଡି.ଏନ.ଏ.): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ବ୍ଲକ ସ୍ବାଭିମାନ ଅଞ୍ଚଳର ହାନ୍ତାଳଗୁଡ଼ା ୯ ବାଟାଲିୟନ ବିଏସ୍‌ଏଫ୍‌ ଯବାନମାନେ ପୁଣିଥରେ ମାଓବାଦୀଙ୍କ ଯୋଜନାକୁ ପଣ୍ଡ କରିଛନ୍ତି। ଯବାନଙ୍କ ଉଦ୍ଦେଶ୍ୟରେ ସେମାନେ…

3 years ago

ମାଓବାଦୀ ଯୋଜନା ପଣ୍ଡ : ୩ ବୋମା ନିଷ୍କ୍ରିୟ କଲେ ଯବାନ

ଚିତ୍ରକୋଣ୍ଡା,୨୩।୨(ଡି.ଏନ୍‌.ଏ.): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ସ୍ବାଭିମାନ ଅଞ୍ଚଳରେ ପୁଣି ମାଓବାଦୀଙ୍କ ଯୋଜନା ପଣ୍ଡ ହୋଇଛି।ମାଓବାଦୀଙ୍କ ଦ୍ୱାରା ରଖାଯାଇଥିବା ବୋମାକୁ ଯବାନମାନେ ନିଷ୍କ୍ରିୟ କରି ଦେଇଛନ୍ତି। ସୂଚନାଯୋଗ୍ୟ, ଗୁଇନ୍ଦା…

3 years ago