ମାଲକାନଗିରି

ରଶି ଲଗାଇ ଜୀବନ ହାରିଲେ ନାବାଳିକା: ଗର୍ଭବତୀ ଥିବା ସନ୍ଦେହ

ପଡିଆ,୨୪ା୪ (ଭାସ୍କର ରାଓ): ରଶି ଲଗାଇ ଜଣେ ନାବାଳିକା ଆତ୍ମହତ୍ୟା ଭଳି ଚରମ ନିଷ୍ପତ୍ତି ନେଇଥିଲେ। ଏପରି ଏକ ଘଟଣା ଦେଖିବାକୁ ମିଳିଛି ଏମଭି ୭୯ ଥାନା ଶିମିଳି ବାଞ୍ଛା ପଞ୍ଚାୟତ ଅଞ୍ଚଳରେ। ଏନେଇ ପୋଲିସ ଏକ ଅପମୃତ୍ୟୁ ମାମଲା(ନଂ. ୩/୨୫)…

ଗର୍ଭପାତ ନ କରିବାରୁ ପ୍ରେମିକାଙ୍କୁ ମାରି ଜଙ୍ଗଲରେ ଫିଙ୍ଗିଦେଲେ ପ୍ରେମିକ

ମାଲକାନଗିରି,୨୧ା୪(ଗୌରୀଶଙ୍କର ପଣ୍ଡା): ଗତ ଏପ୍ରିଲ ୧୨ରେ ମାଲକାନଗିରି ବ୍ଲକ ରେଙ୍ଗାବନ୍ଧ ଗ୍ରାମ ନିକଟ ଜଙ୍ଗଲରେ ଜଣେ ଯୁବତୀଙ୍କ ଗଳିତ ମୃତଦେହ ଜବତ ଘଟଣାରେ ପୋଲିସ ତଦନ୍ତ କରିଥିଲା। ପରେ ଘଟଣାର ପର୍ଦ୍ଦାଫାଶ କରିବା ସହ ଏଥିରେ ସମ୍ପୃକ୍ତ ଜଣେ ଯୁବକଙ୍କୁ ରବିବାର…

ପୋଲିସ ଏନକାଉଣ୍ଟରରେ ଗଡ଼ିଲା ଦୁଇ ଟପ୍‌ କ୍ୟାଡର ମାଓବାଦୀଙ୍କ ମୁଣ୍ଡ : ୧୩ ଲକ୍ଷର ଥିଲା

ମାଲକାନଗିରି,୧୬।୪(ଦୁର୍ଯ୍ୟୋଧନ ପାତ୍ର): ପୁଣି ପୋଲିସ ଏନକାଉଣ୍ଟରରେ ଦୁଇ ଟପ୍‌ କ୍ୟାଡର ମାଓବାଦୀଙ୍କ ମୁଣ୍ଡ ଗଡ଼ିଛି। ଛତିଶଗଡ଼ର କୋଣ୍ଡାଗାଓଁ ଜିଲାର କିଲମ ଜଙ୍ଗଲରେ ପୋଲିସ ମାଓବାଦୀ ମଧ୍ୟରେ ଗୁଳି ବିନିମୟ ହୋଇଥିଲା। ପୋଲିସ ଏନକାଉଣ୍ଟରରେ ନିହତ ହୋଇଥିବା ମାଓବାଦୀ ପୁର୍ବ ବସ୍ତର ସଙ୍ଗଠନର…

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ଟଳିଲେ ୨ ହାର୍ଡକୋର ମାଓବାଦୀ

ମାଲକାନଗିରି,୧୨ା୪(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ ପୋଲିସକୁ ବଡ଼ ସଫଳତା ମିଳିଛି। ଦାନ୍ତଓ୍ବୋଡା ଏବଂ ବିଜାପୁର ସୀମାନ୍ତ ଇନ୍ଦ୍ରାବତୀ ଜଙ୍ଗଲରେ ପୋଲିସର ଏନକାଉଣ୍ଟରରେ ଦୁଇ ହାର୍ଡକୋର ମାଓବାଦୀ ନିହତ। ଏବେବି ଗୁଳିବିନିମୟ ଜାରି ରହିଛି। ସୁରକ୍ଷାକର୍ମୀଙ୍କ ଗୁଳିରେ ଅଧିକ ମାଓବାଦୀ…

କାଳବୈଶାଖୀ ପ୍ରଭାବରେ ବର୍ଷା: ଲିଭିଲା ଜଙ୍ଗଲ ନିଆଁ

ମାଲକାନଗିରି,୧୧।୪(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲାର ବିଭିନ୍ନ ଅଞ୍ଚଳରେ ଗୁରୁବାର କକାଳ ବୈଶାଖୀ ପ୍ରଭାବରେ ପ୍ରବଳ ବର୍ଷା ଯୋଗୁ ବିଭିନ୍ନ ବନାଞ୍ଚଳରେ ଜଙ୍ଗଲରେ ଲାଗିଥିବା ନିଆଁ ଲିଭିଯାଇଛି । ଫଳରେ ବନ କର୍ମଚାରୀ ଏବଂ କ୍ଷେତ୍ର କର୍ମଚାରୀ ମାନେ ଆଶ୍ୱସ୍ତ ଲାଭ କରିଛନ୍ତି।…

କାର୍ଯ୍ୟକଳାପରେ ଅସନ୍ତୋଷ: ପଡ଼ିଆ ବ୍ଲକ ଅଧ୍ୟକ୍ଷାଙ୍କ ବିରୋଧରେ ଅନାସ୍ଥା

ମାଲକାନଗିରି,୫।୪ (ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ପଡିଆ ବ୍ଲକରେ ଦୀର୍ଘ ଦିନ ଧରି ବ୍ଲକ୍‌ ଅଧ୍ୟକ୍ଷାଙ୍କ ବିରୋଧରେ ସମିତି ସଭ୍ୟଙ୍କ ବିକ୍ଷୋଭ ଚାଲିଥିବା ବେଳେ ଶୁକ୍ରବାର ଏହାର ଅବସାନ ଘଟିଛି। ୮ ଜଣ ସମିତି ସଭ୍ୟଙ୍କ ମଧ୍ୟରୁ ୭ ଜଣ ଶୁକ୍ରବାର…

ପୋଲିସ ସହ ଗୁଳି ବିନିମୟରେ ମହିଳା ମାଓବାଦୀ ମୃତ

ମାଲକାନଗିରି,୩୧ା୩(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ଼ ଦାନ୍ତଓ୍ବୋଡା ଓ ବିଜାପୁର ଜିଲା ସୀମାନ୍ତରେ ସୁରକ୍ଷା କର୍ମୀ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ଘଟି ଜଣେ ମହିଳା ମାଓବାଦୀଙ୍କ ମୃତ୍ୟୁ ହୋଇଛି। କୋମ୍ବିଂ ଅପରେଶନ ଜାରି ରହିଛି, ଅଧିକ ମାଓବାଦୀଙ୍କ ମୃତଦେହ ମିଳିପାରେ ବୋଲି…

ସୁକ୍‌ମା ଏନ୍‌କାଉଣ୍ଟର: ୧୮ ମାଓବାଦୀ ନିହତ

ମାଲକାନଗିରି, ୩୦ା୩(ଦୁର୍ଯ୍ୟୋଧନ ପାତ୍ର), ସୁକମା (ପି.ଟି.):ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ ସୁକ୍‌ମା ଜିଲା ଅଧୀନ କେରାଲପାଲ ଜଙ୍ଗଲରେ ସୁରକ୍ଷା କର୍ମୀ ଓ ମାଓବାଦୀଙ୍କ ମଧ୍ୟରେ ଶନିବାର ସକାଳେ ଗୁଳି ବିନିମୟ ଘଟିଛି। ସୁରକ୍ଷା କର୍ମୀଙ୍କ ଗୁଳିରେ ୧୭ ମାଓବାଦୀ ନିହତ ହୋଇଛନ୍ତି।…

ବିଧାନସଭା ଘେରିଲେ ରାଜ୍ୟ ରଙ୍ଗତୂଳୀ କଳାକାର

ମାଲକାନଗିରି,୨୯ା୩: ଅଲ୍‌ ଓଡିଶା ପେଣ୍ଟିଂ ଆର୍ଟିଷ୍ଟ ଓ୍ବାର୍କର୍ସ ଆସୋସିଏଶନ ପକ୍ଷରୁ ୧୦ ଦଫା ଦାବି ନେଇ ରଜ୍ୟର ରଙ୍ଗତୂଳୀ କଳାକାରଙ୍କ ଏକ ବିରାଟ ଶୋଭାଯାତ୍ରା ରାଜମହଲ ଛକଠାରୁ ବାହାରି ବିଧାନସଭା ଧାରଣା ସ୍ଥଳ ନିକଟରେ ପହଞ୍ଚିଛି। ରଙ୍ଗତୂଳୀ ଦ୍ୱାରା ପାରମ୍ପରିକ ପଦ୍ଧତିରେ…

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରେ ୧୬ ମାଓବାଦୀ ନିହତ

ମାଲକାନଗିରି,୨୯ା୩(ଦୁର୍ଯ୍ୟୋଧନ ପାତ୍ର): ଜିଲା ସୀମାନ୍ତ ଛତିଶଗଡ଼ର ସୁକୁମା ଜିଲାରେ ସୁରକ୍ଷାକର୍ମୀ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ଘଟି ବର୍ତ୍ତମାନ ସୁଦ୍ଧା ୧୬ଜଣ ମାଓବାଦୀଙ୍କ ମୃତଦେହ ଠାବ କରାଯାଇଛି। ତଥ୍ୟ ଅନୁଯାୟୀ, ସୁକୁମା ଜିଲା କେରାଲପାଲ ଥାନା ଅଞ୍ଚଳ ଜଙ୍ଗଲରେ ମାଓବାଦୀଙ୍କ…

୨ ଯାଆଙ୍କ ମଧ୍ୟରେ ଝଗଡ଼ା: ପାଣିରେ ପଡ଼ି ଜଣଙ୍କର ଚାଲିଗଲା ଜୀବନ

ଏମ୍‌ଭି,୭୯, ୨୭ା୯(ଭିକି ବାରିକ): ଦୁଇ ଯାଆଙ୍କ ମଧ୍ୟରେ ଝଗଡ଼ା ହୋଇ ଠେଲାପେଲା ହେବାରୁ ଦୁହେଁ ଜମିଥିବା ପାଣିରେ ପଡ଼ିଯାଇଥିଲେ। ପାଣିରେ ବୁଡ଼ି ଜଣଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି l ମୃତକ ହେଲେ ବୁଚି ମାଢ଼ୀ(୪୮)। ଏମ୍‌ଭି ୭୯ ଥାନା ଅନ୍ତର୍ଗତ…

ରାସ୍ତାରେ ଆଇଇଡି ଖଞ୍ଜିଥିଲେ ମାଓବାଦୀ, ଯବାନଙ୍କ ପିକ୍‌ଅପ୍‌ ଯିବା ସମୟରେ…

ମାଲକାନଗିରି,୨୪ା୩(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ସୀମାନ୍ତ ଛତିଶଗଡ଼ ବିଜାପୁର ଓ ଭୋପାଳପାଟନମ୍‌ ଜାତୀୟ ରାଜପଥରେ ମାଓବାଦୀମାନେ ଏକ ବଡ଼ଧରଣର ବିସ୍ଫୋରଣ ଘଟାଇଛନ୍ତି। ବିଜାପୁର ଗୋର୍ଲା ନାଲା ନିକଟରେ ଘଟିଥିବା ମାଓବାଦୀ ବିସ୍ଫୋରଣରେ ସୁରକ୍ଷା ବାହିନୀଙ୍କ ପିକ୍‌ଅପ୍‌ ଭ୍ୟାନ୍‌ ଅଳ୍ପକେ ବର୍ତ୍ତି ଯାଇଛି। ଯବାନମାନଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?