ମାଲକାନଗିରି

ପୋଲିସ-ଗ୍ରାମବାସୀ ଗଣ୍ଡଗୋଳ: ଫାଙ୍କା ଗୁଳିଚାଳନା

କାଲିମେଳା,୧୩ା୧(ଡି.ଏନ.ଏ.): ଜୁଆ ଆଡ୍ଡା ଓ କୁକୁଡ଼ାଗାଲି ଉପରେ ଚଢ଼ାଉ କରିବାରୁ ପୋଲିସକୁ ଗ୍ରାମବାସୀଙ୍କ ଆକ୍ରମଣର ଶିକାର ହେବାକୁ ପଡିଛି। ଦୀର୍ଘ ସମୟ ଧରି ପୋଲିସ- ଗ୍ରାମବାସୀ ମୁହାଁମୁହିଁ ହୋଇଛନ୍ତି। ଏଥିରେ ଏସ୍‌ଡିପିଓ ଆହତ ହୋଇଛନ୍ତି। ଘଟଣାରେ ସମ୍ପୃକ୍ତ ୧୬ ଜଣଙ୍କୁ...

ଏବେ ବି ଚୁଆପାଣି ଭରସା

ଚିତ୍ରକୋଣ୍ଡା,୧୨।୧: ମାଲକାନଗିରି ଜିଲା ଚିତ୍ରକୋଣ୍ଡା ସ୍ବାଭିମାନ ଅଞ୍ଚଳ ଅନ୍ତର୍ଗତ ଅଣ୍ଡିରାପାଲି ପଞ୍ଚାୟତ ଅନ୍ତର୍ଭୁକ୍ତ କୋଡ଼ିଗନ୍ଧି ଗାଁରେ ୧୨୦ଟି ଆସିବାସୀ ବସବାସ କରନ୍ତି। ଏହି ଗାଁର ବାସିନ୍ଦା ପାଣି ପିଇବା ପାଇଁ ନାଳ ପାଣି ଓ ଚୁଆ ପାଣି ଉପରେ ନିର୍ଭର...

ଅଳ୍ପକେ ବର୍ତ୍ତିଲେ ଯବାନ: ଅଫୁଟା ଲ୍ୟାଣ୍ଡମାଇନ ଜବତ

ଚିତ୍ରକୋଣ୍ଡା,୧୦ା୧: ମାଲକାନଗିରି ଜିଲା ଚିତ୍ରକୋଣ୍ଡା ବ୍ଲକ ଅନ୍ତର୍ଗତ ସ୍ବାଭିମାନ ଅଞ୍ଚଳର ପଣସପୁଟ ପଞ୍ଚାୟତ ଅଧୀନ ହାଣ୍ଡିଖାଲ ଜଙ୍ଗଲରୁ କୋମ୍ବିଂ ଅପରେଶନ ବେଳେ ବିଏସ୍‌ଏଫ୍‌ ଯବାନ ଏକ ଅଫୁଟା ଲ୍ୟାଣ୍ଡମାଇନ୍‌ ଜବତ କରିଛନ୍ତି। ଏହାର ଓଜନ ୫ କିଲୋଗ୍ରାମ ହେବ। ଏଥିସହ...

ଡ୍ରମ ଭିତରେ ରଖାଯାଇ ଜଙ୍ଗଲରେ ପୋତାଯାଇଥିଲା ଲ୍ୟାଣ୍ଡମାଇନ୍‌

ଚିତ୍ରକୋଣ୍ଡା:୧୦।୧(ଡି.ଏନ୍‌.ଏ.): ମାଲକାନଗିରି ଜିଲା ସ୍ବାଭିମାନ ଅଞ୍ଚଳ ଗୋରାସେତୁ ନିକଟରେ ଥିବା ହାଣ୍ଡିଖାଲ ଜଙ୍ଗଲରୁ ଶନିବାର ବିଏସ୍‌ଏଫ୍‌ ଯବାନମାନେ ୫ କିଲୋ ଅଫୁଟା ଲ୍ୟାଣ୍ଡମାଇନ ଜବତ କରିଛନ୍ତି। ଏହା ସହ ମାଓବାଦୀମାନେ ବ୍ୟବହାର କରୁଥିବା ପୋଷାକପତ୍ର, ପଲିଥିନ, ମଲ୍ଟିମିଟର୍‌, ମଧ୍ୟ ଯବାନଙ୍କ...

ଗାଡ଼ିରେ ପୋଲିସ ଲେଖି ହେଉଥିଲା ଗଞ୍ଜେଇ ଚାଲାଣ, ଧରାପଡ଼ିଲେ ଚାଲାଣକାରୀ

ମାଲକାନଗିରି,୯।୧(ଡି.ଏନ୍‌.ଏ.): ମାଲକାନଗିରି ଜିଲା ଓରକେଲ ପୋଲିସକୁ ମିଳିଛି ବଡ଼ ସଫଳତା। ପୋଲିସର ପୋଷାକ ପିନ୍ଧି ଏବଂ ଗାଡ଼ିରେ ପୋଲିସ ଲେଖି ଅଭିନବ ଉପାୟରେ ହେଉଥିଲା ଗଞ୍ଜେଇ ଚାଲାଣ। ବର୍ତ୍ତମାନ ଓରକେଲ ପୋଲିସ ଏଭଳି ଗଞ୍ଜେଇ ଚାଲାଣକାରୀଙ୍କୁ ଗିରଫ କରିବାରେ ସକ୍ଷମ...

କ୍ୱାରାଣ୍ଟାଇନ୍‌ ସେଣ୍ଟର ହୋଇଥିବା ଶ୍ରେଣୀଗୃହ ଏଯାଏ ହେଲାନି ହସ୍ତାନ୍ତର: ଖୋଲା ଆକାଶ ତଳେ ପଢୁଛନ୍ତି ପିଲା

କୋରୁକୋଣ୍ଡା,୯।୧(ଡି.ଏନ୍‌.ଏ.) : ବାହାରେ ବସି ଖୋଲା ଆକାଶ ତଳେ ପାଠ ପଢୁଛନ୍ତି ୧୦ମ ଶ୍ରେଣୀ ଛାତ୍ରୀଛାତ୍ର। ଶିକ୍ଷାର ଏଭଳି ଅଭାବନୀୟ ଦୃଶ୍ୟ ମାଲକାନଗିରି ଜିଲା କୋରୁକୋଣ୍ଡା ବ୍ଲକ ଅନ୍ତର୍ଗତ ନୀଳାକାମ୍ବେରୁ ପଞ୍ଚାୟତର ସରକାରୀ ଉଚ୍ଚ ବିଦ୍ୟାଳୟରେ ଦେଖିବାକୁ ମିଳିଛି। କରୋନା...

୪ ମାସର ପୁଅକୁ ବିକି ଆତ୍ମହତ୍ୟା

ମାଲକାନଗିରି,୯ା୧ (ସ୍ବ.ପ୍ର./ଡି.ଏନ୍‌.ଏ.): ମୂଲମଜୁରି ମିଳୁ ନ ଥିଲା। ତେଣୁ ୫ ସନ୍ତାନ ସହ ପରିବାରର ୭ଜଣଙ୍କ ପେଟ ପାଇଁ ଦାନା ଯୋଗାଡ଼ କଷ୍ଟକର ହେଉଥିଲା। ମୁଣ୍ଡ ଗୁଞ୍ଜିବାକୁ ଘରଟିଏ ନ ଥିବାବେଳେ ପିଲାଙ୍କ ପ୍ରତିପୋଷଣ ଚିନ୍ତା ଅଥୟ କରିଦେଉଥିଲା। ଶେଷରେ...

ପିକ୍‌ନିକ୍‌ ସ୍ପଟ୍‌: ଖଡ଼ିକାଝଡ଼ି ଜଳପ୍ରପାତ

ପ୍ରକୃତିର ଗନ୍ତାଘର ମାଲକାନଗିରି ଜିଲା। ଏଠାକାର ପରିବେଶ ସବୁବେଳେ ପର୍ଯ୍ୟଟକଙ୍କୁ ଆକୃଷ୍ଟ କରେ। ଜିଲାର ଅନ୍ୟତମ ପ୍ରାକୃତିକ ସୌନ୍ଦର୍ଯ୍ୟପୂର୍ଣ୍ଣ ସ୍ଥାନ ଖଡ଼ିକାଝଡ଼ି ଜଳପ୍ରପାତ। କୋରୁକୋଣ୍ଡା ବ୍ଲକ ବାଲିମେଳା ଛକଠାରୁ ଅଳ୍ପ ଦୂରରେ ରହିଛି ଏହି ସ୍ଥାନ। ବାଲିମେଳା ଛକରୁ ଟନେଲ...

ଲାଲଗଡ଼ରୁ ଭୁବନେଶ୍ୱରକୁ ଗଡ଼ିଲା ପ୍ରଥମ ଘରୋଇ ବସ୍‌

ଚିତ୍ରକୋଣ୍ଡା,୫।୧: ଲାଲଗଡରୁ ଭୁବନେଶ୍ୱରକୁ ଗଡ଼ିଛି ପ୍ରଥମ ଘରୋଇ ବସ୍‌। ମଙ୍ଗଳବାର ମାଲକାନଗିରି ଜିଲା ଚିତ୍ରକୋଣ୍ଡା ବ୍ଲକ ଚିତ୍ରକୋଣ୍ଡା ସଦର ବସଷ୍ଟାଣ୍ଡଠାରୁ ଭୁବନେଶ୍ୱର ପର୍ଯ୍ୟନ୍ତ ଦିଲଖୁସ ନାମକ ଏକ ଘରୋଇ ବସ ଯାତ୍ରା ଆରମ୍ଭ କରିଛି। ଏଯାବତ ଚିତ୍ରକୋଣ୍ଡାରୁ ଭୁବନେଶ୍ୱରକୁ ଘରୋଇ...

ବରଗଛରେ ଝୁଲୁଛି ପ୍ରେମୀଯୁଗଳଙ୍କ ମୃତଦେହ

ମାଲକାନଗିରି,୩୧ା୧୨(ଡି.ଏନ୍‌.ଏ.): ମାଲକାନଗିରି ଜିଲା ସଦରମହକୁମା ଜବରଦସ୍ତ କଲୋନୀର ମନ୍ଦିର ନିକଟରେ ଥିବା ଏକ ବରଗଛରୁ ଯୁବକ ଓ ଯୁବତୀଙ୍କ ଝୁଲନ୍ତା ମୃତଦେହ ଜବତ କରାଯାଇଛି। ଉଭୟଙ୍କ ମୃତଦେହ ବରଗଛରେ ଏକ ଗାମୁଛାରେ ବନ୍ଧା ହୋଇଥିବା ବେଳେ ଉଭୟ ପ୍ରେମୀଯୁଗଳ ବୋଲି...

ହାଜତ୍‌ରେ କଏଦୀ ମୃତ୍ୟୁ ଘଟଣା: ପରିବାର ଲୋକେ ଆଣିଲେ ସଙ୍ଗୀନ ଅଭିଯୋଗ

ଚିତ୍ରକୋଣ୍ଡା,୨୯।୧୨(ଡି.ଏନ୍‌.ଏ.): ମାଲକାନଗିରି ଜିଲା ଉପକାରାଗାରରେ କଏଦୀ ଦାନୁ ଗୋଲୋରୀଙ୍କର ଗତ ରବିବାର ମୃତ୍ୟୁ ଘଟିଥିଲା। ଏ ନେଇ ମୃତ କଏଦୀଙ୍କ ପରିବାର ଲୋକେ ଜେଲ କର୍ତ୍ତୃପକ୍ଷଙ୍କ ବିରୋଧରେ ଏକ ସଙ୍ଗୀନ ଅଭିଯୋଗ ଆଣିଛନ୍ତି। ଦାନୁଙ୍କୁ ନିର୍ମମ ଭାବେ ହତ୍ୟା କରାଯାଇଥିବା...

ଜେଲ୍‌ରେ ବିଚାରାଧୀନ କଏଦୀଙ୍କ ମୃତ୍ୟୁ: ୧୦ ଦିନରେ ଗଲାଣି ୩ ଜୀବନ

ମାଲକାନଗିରି,୨୭ା୧୨(ଡି.ଏନ୍‌.ଏ.): ମାଲକାନଗିରି ଜିଲା ଉପକାରାଗାର ବିଚାରାଧୀନ ବନ୍ଦୀଙ୍କ ପାଇଁ ସତେ ଯେପରି ମରଣଯନ୍ତା ପାଲଟିଛି। ୧୦ ଦିନ ମଧ୍ୟରେ ୩ ଜଣଙ୍କ ଜୀବନ ଯାଇସାରିଲାଣି। ତେବେ ଉପକାରାଗାରରେ କାର୍ଯ୍ୟରତ କର୍ମଚାରୀଙ୍କ କର୍ତ୍ତବ୍ୟ ପରାୟଣତାକୁ ଏହା ପଦାରେ ପକାଇଛି। ଶନିବାର ରାତିରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri