ମାଲକାନଗିରି

ଝିଅକୁ ଅଣ୍ଟାରେ ବାନ୍ଧି କୂଅକୁ ଡେଇଁଲେ ମା’

ମାଲକାନଗିରି,୬ା୩: ମାଲକାନଗିରି ଜିଲା ମାଥିଲି ଥାନା ଅଧୀନ ଚେଡେଙ୍ଗା ପଞ୍ଚାୟତର କଉଡ଼ିଗୁଡ଼ା ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ୪ ବର୍ଷର ଶିଶୁକନ୍ୟାକୁ ଧରି ମା’ କୂଅକୁ ଡେଇଁ ଆତ୍ମହତ୍ୟା କରିଛନ୍ତି। ମା’ ଓ ଶିଶୁକନ୍ୟାଙ୍କ ମୃତଦେହ କୂଅରୁ ଜବତ…

ଦଶାହ କାର୍ଯ୍ୟକୁ ଆସି ଭାସିଗଲେ ନଦୀରେ

ଚିତ୍ରକୋଣ୍ଡା,୬ା୩: ମାଲକାନଗିରି ଜିଲା ଚିତ୍ରକୋଣ୍ଡା ବ୍ଲକ ଅଧୀନ ସିଲେରୁ ନଦୀରେ ଭାସିଯାଇ ଜଣେ ବ୍ୟକ୍ତି ନିଖୋଜ ହୋଇଯାଇଛନ୍ତି। ସେ ହେଲେ ଶୈଳ ଠାକୁର। ଶୁକ୍ରବାର କଳାହାଣ୍ଡି ସାହିର ଜଣେ ପଡ଼ୋଶୀଙ୍କ ଦଶାହ କାର୍ଯ୍ୟରେ ଯୋଗଦେଇ ଶୈଳ ସିଲେରୁ ନଦୀର ଦୋରାଗୁଡ଼ା ଘାଟକୁ…

ଶିବ ମନ୍ଦିର ବଟ ବୃକ୍ଷରେ ଲାଗିଲା ନିଆଁ

ମାଲକାନଗିରି, ୨।୩(ଡି.ଏନ୍‌.ଏ.): ମାଲକାନଗିରି ଜିଲା ସଦର ମହକୁମା ପୁରୁଣା ମେଡିକାଲ ନିକଟରେ ଏକ ପୂରାତନ ଶିବ ମନ୍ଦିରକୁ ଲାଗିଥିବା ବଟ ଗଛରେ ନିଆଁ ଲାଗି ମନ୍ଦିରର କିଛି ଅଂଶ କ୍ଷତି ହୋଇଛି। ଏହି ମନ୍ଦିର ସର୍ବ ପୂରାତନ ଏବଂ ବଟ ବୃକ୍ଷଟି…

ଚାକିରି ହୋଇଛି କହି ମିଠାରେ ନିଶା ଔଷଧ ଦେଲେ ଭଡ଼ାଟିଆ: ମାଲିକଙ୍କ ଘରୁ ଲୁଟିନେଲେ ୩୫ ଲକ୍ଷର ସୁନାଗହଣା

ମାଲକାନଗିରି,୨।୩(ଡି.ଏନ୍‌.ଏ.): ମାଲକାନଗିରି ସଦର ମହକୁମା ବିବିଗୁଡା କଲୋନୀରେ ମିଠାରେ ନିଶା ମିଶାଇ ଖାଇବାକୁ ଦେଇ ଅତି ସହଜରେ ସୁନାରୀଙ୍କ ଘରୁ କଳାକନା ବୁଲାଇଲେ ଭଡାରେ ରହୁଥିବା ଲୁଟେରା। ୩୫ ଲକ୍ଷ ଟଙ୍କାର ସୁନା ଗହଣା ସହ ଦୁଇ ଲକ୍ଷ ଟଙ୍କା ଧରି…

ତେଲୁଗୁ ବଦଳରେ ଓଡ଼ିଆ ପଢିବେ ଛାତ୍ରୀଛାତ୍ର

ଚିତ୍ରକୋଣ୍ଡା,୨୮ା୨: ମାଲକାନଗିରି ଜିଲା ଚିତ୍ରକୋଣ୍ଡା ସ୍ବାଭିମାନ ଅଞ୍ଚଳ ଧୂଳିପୁଟ ପଞ୍ଚାୟତର ଜୁମଡାଙ୍ଗ ଗ୍ରାମକୁ ପୂର୍ବରୁ ବିଇଓ ଗାୟତ୍ରୀ ଦେବୀ ଗସ୍ତକରି ଗ୍ରାମବାସୀଙ୍କ ସହ ଆଲୋଚନା କରିଥିଲେ। ଗ୍ରାମର ପିଲାଙ୍କୁ ଶିକ୍ଷାଦାନ ନେଇ ବ୍ୟବସ୍ଥା କରିବାକୁ ପ୍ରତିଶ୍ରୁତି ଦେଇଥିଲେ। ସେହି ଅନୁସାରେ ଶନିବାର…

ପୋଲିସ କ୍ୱାର୍ଟର୍ସରେ ମହିଳା ମାଓବାଦୀଙ୍କ ଆତ୍ମହତ୍ୟା

ମାଲକାନଗିର,୨୫ା୨: ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ ଦାନ୍ତଓ୍ବୋଡ଼ା ଜିଲାରେ ଆତ୍ମସମର୍ପଣ କରିଥିବା ଜଣେ ମହିଳା ମାଓବାଦୀ ଆତ୍ମହତ୍ୟା କରିଛନ୍ତି। ତାଙ୍କ ନାମ ପାଣ୍ଡେ କବାସୀ। ସେ ଫେବୃୟାରୀ ୧୯ରେ ଆତ୍ମସମର୍ପଣ କରିଥିଲେ। ପୋଲିସ ପ୍ରଶାସନ ପକ୍ଷରୁ ତାଙ୍କୁ ସ୍ଥାନୀୟ ପୋଲିସ କଲୋନୀରେ…

ମାଓବାଦୀଙ୍କ ବ୍ୟାଗ୍‌ରୁ ମିଳିଲା ଲ୍ୟାଣ୍ଡମାଇନ, ଟିଫିନ ବୋମା

ଚିତ୍ରକୋଣ୍ଡା,୨୪ା୨(ଡି.ଏନ.ଏ.): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ବ୍ଲକ ସ୍ବାଭିମାନ ଅଞ୍ଚଳର ହାନ୍ତାଳଗୁଡ଼ା ୯ ବାଟାଲିୟନ ବିଏସ୍‌ଏଫ୍‌ ଯବାନମାନେ ପୁଣିଥରେ ମାଓବାଦୀଙ୍କ ଯୋଜନାକୁ ପଣ୍ଡ କରିଛନ୍ତି। ଯବାନଙ୍କ ଉଦ୍ଦେଶ୍ୟରେ ସେମାନେ ଜଙ୍ଗଲ ରାସ୍ତାରେ ଖଞ୍ଜିଥିବା ଲ୍ୟାଣ୍ଡମାଇନ ଓ ଟିଫିନ ବୋମାକୁ ଠାବ କରାଯାଇଛି। ଏଥିସହ…

ମାଓବାଦୀ ଯୋଜନା ପଣ୍ଡ : ୩ ବୋମା ନିଷ୍କ୍ରିୟ କଲେ ଯବାନ

ଚିତ୍ରକୋଣ୍ଡା,୨୩।୨(ଡି.ଏନ୍‌.ଏ.): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ସ୍ବାଭିମାନ ଅଞ୍ଚଳରେ ପୁଣି ମାଓବାଦୀଙ୍କ ଯୋଜନା ପଣ୍ଡ ହୋଇଛି।ମାଓବାଦୀଙ୍କ ଦ୍ୱାରା ରଖାଯାଇଥିବା ବୋମାକୁ ଯବାନମାନେ ନିଷ୍କ୍ରିୟ କରି ଦେଇଛନ୍ତି। ସୂଚନାଯୋଗ୍ୟ, ଗୁଇନ୍ଦା ସୂତ୍ରରୁ ଖବର ପାଇ ହାନ୍ତାଳଗୁଡ଼ା ୦୯ ବାଟାଲିୟନ ବିଏସ୍‌ଏଫ ଯବାନ ସର୍ଚ୍ଚ ଅପରେଶନ…

କୋମ୍ବିଂ ଅପରେଶନ ବେଳେ ଲ୍ୟାଣ୍ଡମାଇନ ବିସ୍ଫୋରଣ

ମାଲକାନଗିରି,୨୧ା୨: ମାଓବାଦୀ ପୁଣି ପୋଲିସକୁ ଟାର୍ଗେଟ୍‌ କରିଛନ୍ତି। ଲ୍ୟାଣ୍ଡମାଇନ ବିସ୍ଫୋରଣରେ ଜଣେ ବିଏସ୍‌ଏଫ୍‌ ଯବାନ ଗୁରୁତର ଆହତ ହୋଇଛନ୍ତି। ମାଲକାନଗିରି ଜିଲା ଛତିଶଗଡ଼ ସୀମାନ୍ତ ମାଥିଲି ଥାନା ଅନ୍ତର୍ଗତ କର୍ତ୍ତନପାଲି ନିକଟ ରାସ୍ତାରେ ଏହି ଘଟଣା ଘଟିଛି। ସବୁଦିନ ଭଳି ରବିବାର…

ଲ୍ୟାଣ୍ଡମାଇନ ବିସ୍ଫୋରଣରେ ବିଏସ୍‌ଏଫ ଯବାନ ଗୁରୁତର

ମାଲକାନଗିରି,୨୧।୨(ଡି.ଏନ୍‌.ଏ): ମାଲକାନଗିରି ଜିଲା ଛତିଶଗଡ଼ ସୀମାନ୍ତ ମାଥିଲି ଥାନା ଅନ୍ତର୍ଗତ କର୍ତନପାଲ୍ଲୀ ନିକଟ ରାସ୍ତାରେ ମାଓବାଦୀ ଲ୍ୟାଣ୍ଡମାଇନ ବିସ୍ଫୋରଣ କରିଥିଲେ। ଏଥିରେ ଜଣେ ଯବାନ ଗୁରୁତର ହୋଇ ମାଲକାନଗିରି ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସିତ ହେଉଛନ୍ତି। ସେ ହେଲେ ଧର୍ମେନ୍ଦ୍ର ସାହୁ। ସୂଚନାଯୋଗ୍ୟ,…

ଅଦିନିଆ ବର୍ଷାରେ ଶତାଧିକ ବସ୍ତା ଧାନ ନଷ୍ଟ

ମାଲକାନଗିରି,୨୦।୨ (ଡି.ଏନ୍‌.ଏ.): ମାଲକାନଗିରି ଜିଲାରେ ଧାନମଣ୍ଡି ବନ୍ଦ ହୋଇଛି। ଟୋକନ ସମସ୍ୟା ଯୋଗୁ ଅନେକ ଚାଷୀ ଧାନ ବିକ୍ରି କରି ନ ପାରି ବସ୍ତାରେ ଭର୍ତ୍ତିକରି ବିଲରେ ରଖିଥିଲେ। ଗୁରୁବାର ସନ୍ଧ୍ୟାରେ ପ୍ରବଳ ବର୍ଷା ଯୋଗୁ ଧାନବସ୍ତାଗୁଡ଼ିକ ଭିଜି ନଷ୍ଟ ହୋଇଛି।…

ମାଟି ରାସ୍ତା ମରାମତି କଲେ ସ୍କୁଲ ପିଲା

କୋରୁକୋଣ୍ଡା, ୧୭।୨(ଡି.ଏନ.ଏ.): ମାଲକାନଗିରି ଜିଲା କୋରକୋଣ୍ଡା ବ୍ଲକ ଅନ୍ତର୍ଗତ ପଟ୍ରେଲ ପଞ୍ଚାୟତର ଏକ ପାଡାଲପୁଟ ଗ୍ରାମରେ ସ୍କୁଲ ଛାତ୍ରୀଛାତ୍ରମାନେ ଗାଁକୁ ଯାଇଥିବା ମାଟିରାସ୍ତା ମରାମତି କରି ପ୍ରଶାସନକୁ ଭିନ୍ନ ବାର୍ତ୍ତା ଦେଇଛନ୍ତି। ମାଲକାନଗିରି-ବାଲିମେଳା ମୁଖ୍ୟ ସଡକରୁ କେନ୍ଦୁଗୁଡାକୁ ଯାଇଥିବା ପୁର୍ତ୍ତ ବିଭାଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?