ମହାନଦୀ ପରେ ସାବେରୀ ଉପରେ ଛତିଶଗଡ଼ର ନଜର
ମାଲକାନଗିରି,୧୯ା୧: ମାଲକାନଗିରି ଜିଲା ମାଥିଲି ଥାନା ଅଧୀନ ସୀମାନ୍ତବର୍ତ୍ତୀ ସାବେରୀ ନଦୀରେ ଛତିଶଗଡ଼ ସରକାର କୋକରାମଠାରେ ଡ୍ୟାମ୍ ନିର୍ମାଣ କରିବାକୁ ପ୍ରସ୍ତାବ ରଖି ଏହି ଦିଗରେ ଆଗଉଛନ୍ତି। ଏହାକୁ ଓଡ଼ିଶା ଆଦିବାସୀ ସଂଘ ବିରୋଧ କରିଛି। ମଙ୍ଗଳବାର କମାରପାଲିଠାରେ ୯ଟି ପଞ୍ଚାୟତର…
ଆନ୍ଧ୍ରପ୍ରଦେଶକୁ ଚାଲାଣ ହେଉଥିବା ୫୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ
ଚିତ୍ରକୋଣ୍ଡା,୧୮।୧: ବର୍ଷ ଆରମ୍ଭରୁ ପୁଣି ଚିତ୍ରକୋଣ୍ଡା ପୋଲିସକୁ ଆଉ ଏକ ସଫଳତା ମିଳିଛି। ରବିବାର ବିଳମ୍ବିତ ରାତିରେ ଚିତ୍ରକୋଣ୍ଡା ପୋଲିସ ରାଜ୍ୟ ବାହାରକୁ ଚୋରା ଚାଲାଣ ହେଉଥିବା ୯ କୁଇଣ୍ଟାଲ ଗଞ୍ଜେଇ ସହ ଗୋଟିଏ ବୋଲେରୋ ପିକ୍ଅପ୍ ଭ୍ୟାନକୁ ଜବତ କରିଛି।…
ପାଇଖାନା ନିର୍ମାଣ ଦୁର୍ନୀତିରେ ୨ ବିଡିଓ, ଯନ୍ତ୍ରୀ ନିଲମ୍ବିତ
ମାଲକାନଗିରି/ଚିତ୍ରକୋଣ୍ଡା/ଝରିଗାଁ,୧୬ା୧: ମାଲକାନଗିରି ଜିଲା ଚିତ୍ରକୋଣ୍ଡା ବ୍ଲକ ଅନ୍ତର୍ଗତ ସ୍ବାଭିମାନ ଅଞ୍ଚଳରେ ପାଇଖାନା ନିର୍ମାଣରେ ଦୁର୍ନୀତି ହୋଇଥିବା ଅଭିଯୋଗର ତଦନ୍ତ ପରେ ଶନିବାର ଚିତ୍ରକୋଣ୍ଡା ବିଡିଓ ଲରିମନ ଖରସେଲଙ୍କୁ ନିଲମ୍ବିତ କରାଯାଇଛି। ଚିତ୍ରକୋଣ୍ଡା ବ୍ଲକରେ ୭୦୦ ପାଇଖାନା ନିର୍ମାଣ କରାଯାଇନାହିଁ। ଏ ବାବଦ…
ଚିତ୍ରକୋଣ୍ଡା ବିଡିଓ ନିଲମ୍ବିତ
ଚିତ୍ରକୋଣ୍ଡା,୧୬।୧: ମାଲକାନଗିରି ଜିଲା ଚିତ୍ରକୋଣ୍ଡା ବ୍ଲକ ବିଡିଓ ଲରିମନ ଖରସେଲଙ୍କୁ ଶନିବାର ନିଲମ୍ବନ କରାଯାଇଛି। ପାଇଖାନା ଦୁର୍ନୀତି ଅଭିଯୋଗରେ ରାଜ୍ୟ ସରକାର ତାଙ୍କୁ ନିଲମ୍ବନ କରିଥିବା ସୂଚନା ମିଳିଛି। କିଛି ମାସ ହେବ ବିଡିଓ ପାଇଖାନା ଦୁର୍ନୀତି ମାମଲାରେ ଛନ୍ଦି ହୋଇ…
ସୀମାନ୍ତରେ ଏନ୍କାଉଣ୍ଟର ମାଓବାଦୀ କମାଣ୍ଡର ନିହତ
ମାଲକାନଗିରି,୧୩ା୧: ମାଲକାନଗିରି ସୀମାନ୍ତବର୍ତ୍ତୀ ଛତିଶଗଡ଼ ଦାନ୍ତଓ୍ବୋଡା ଜିଲାରେ ପୋଲିସ-ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ଘଟିଛି। ପୋଲିସ ଏନ୍କାଉଣ୍ଟରରେ ଜଣେ ମାଓବାଦୀ କମାଣ୍ଡର ନିହତ ହୋଇଛନ୍ତି। ତାଙ୍କ ନାମ ହିଡମା ମୁଚାକି। ସେ ଦଣ୍ଡକାରଣ୍ୟ ମାଓ ଡିଭିଜନର ଡିସିଏମ୍ ଭାବେ କାର୍ଯ୍ୟ କରୁଥିବା…
ପୋଲିସ-ଗ୍ରାମବାସୀ ଗଣ୍ଡଗୋଳ: ଫାଙ୍କା ଗୁଳିଚାଳନା
କାଲିମେଳା,୧୩ା୧(ଡି.ଏନ.ଏ.): ଜୁଆ ଆଡ୍ଡା ଓ କୁକୁଡ଼ାଗାଲି ଉପରେ ଚଢ଼ାଉ କରିବାରୁ ପୋଲିସକୁ ଗ୍ରାମବାସୀଙ୍କ ଆକ୍ରମଣର ଶିକାର ହେବାକୁ ପଡିଛି। ଦୀର୍ଘ ସମୟ ଧରି ପୋଲିସ- ଗ୍ରାମବାସୀ ମୁହାଁମୁହିଁ ହୋଇଛନ୍ତି। ଏଥିରେ ଏସ୍ଡିପିଓ ଆହତ ହୋଇଛନ୍ତି। ଘଟଣାରେ ସମ୍ପୃକ୍ତ ୧୬ ଜଣଙ୍କୁ ପୋଲିସ…
ଏବେ ବି ଚୁଆପାଣି ଭରସା
ଚିତ୍ରକୋଣ୍ଡା,୧୨।୧: ମାଲକାନଗିରି ଜିଲା ଚିତ୍ରକୋଣ୍ଡା ସ୍ବାଭିମାନ ଅଞ୍ଚଳ ଅନ୍ତର୍ଗତ ଅଣ୍ଡିରାପାଲି ପଞ୍ଚାୟତ ଅନ୍ତର୍ଭୁକ୍ତ କୋଡ଼ିଗନ୍ଧି ଗାଁରେ ୧୨୦ଟି ଆସିବାସୀ ବସବାସ କରନ୍ତି। ଏହି ଗାଁର ବାସିନ୍ଦା ପାଣି ପିଇବା ପାଇଁ ନାଳ ପାଣି ଓ ଚୁଆ ପାଣି ଉପରେ ନିର୍ଭର କରିଆସୁଛନ୍ତି।…
ଅଳ୍ପକେ ବର୍ତ୍ତିଲେ ଯବାନ: ଅଫୁଟା ଲ୍ୟାଣ୍ଡମାଇନ ଜବତ
ଚିତ୍ରକୋଣ୍ଡା,୧୦ା୧: ମାଲକାନଗିରି ଜିଲା ଚିତ୍ରକୋଣ୍ଡା ବ୍ଲକ ଅନ୍ତର୍ଗତ ସ୍ବାଭିମାନ ଅଞ୍ଚଳର ପଣସପୁଟ ପଞ୍ଚାୟତ ଅଧୀନ ହାଣ୍ଡିଖାଲ ଜଙ୍ଗଲରୁ କୋମ୍ବିଂ ଅପରେଶନ ବେଳେ ବିଏସ୍ଏଫ୍ ଯବାନ ଏକ ଅଫୁଟା ଲ୍ୟାଣ୍ଡମାଇନ୍ ଜବତ କରିଛନ୍ତି। ଏହାର ଓଜନ ୫ କିଲୋଗ୍ରାମ ହେବ। ଏଥିସହ ମାଓବାଦୀମାନେ…
ଡ୍ରମ ଭିତରେ ରଖାଯାଇ ଜଙ୍ଗଲରେ ପୋତାଯାଇଥିଲା ଲ୍ୟାଣ୍ଡମାଇନ୍
ଚିତ୍ରକୋଣ୍ଡା:୧୦।୧(ଡି.ଏନ୍.ଏ.): ମାଲକାନଗିରି ଜିଲା ସ୍ବାଭିମାନ ଅଞ୍ଚଳ ଗୋରାସେତୁ ନିକଟରେ ଥିବା ହାଣ୍ଡିଖାଲ ଜଙ୍ଗଲରୁ ଶନିବାର ବିଏସ୍ଏଫ୍ ଯବାନମାନେ ୫ କିଲୋ ଅଫୁଟା ଲ୍ୟାଣ୍ଡମାଇନ ଜବତ କରିଛନ୍ତି। ଏହା ସହ ମାଓବାଦୀମାନେ ବ୍ୟବହାର କରୁଥିବା ପୋଷାକପତ୍ର, ପଲିଥିନ, ମଲ୍ଟିମିଟର୍, ମଧ୍ୟ ଯବାନଙ୍କ ହାତରେ…
ଗାଡ଼ିରେ ପୋଲିସ ଲେଖି ହେଉଥିଲା ଗଞ୍ଜେଇ ଚାଲାଣ, ଧରାପଡ଼ିଲେ ଚାଲାଣକାରୀ
ମାଲକାନଗିରି,୯।୧(ଡି.ଏନ୍.ଏ.): ମାଲକାନଗିରି ଜିଲା ଓରକେଲ ପୋଲିସକୁ ମିଳିଛି ବଡ଼ ସଫଳତା। ପୋଲିସର ପୋଷାକ ପିନ୍ଧି ଏବଂ ଗାଡ଼ିରେ ପୋଲିସ ଲେଖି ଅଭିନବ ଉପାୟରେ ହେଉଥିଲା ଗଞ୍ଜେଇ ଚାଲାଣ। ବର୍ତ୍ତମାନ ଓରକେଲ ପୋଲିସ ଏଭଳି ଗଞ୍ଜେଇ ଚାଲାଣକାରୀଙ୍କୁ ଗିରଫ କରିବାରେ ସକ୍ଷମ ହୋଇଛି।…
କ୍ୱାରାଣ୍ଟାଇନ୍ ସେଣ୍ଟର ହୋଇଥିବା ଶ୍ରେଣୀଗୃହ ଏଯାଏ ହେଲାନି ହସ୍ତାନ୍ତର: ଖୋଲା ଆକାଶ ତଳେ ପଢୁଛନ୍ତି ପିଲା
କୋରୁକୋଣ୍ଡା,୯।୧(ଡି.ଏନ୍.ଏ.) : ବାହାରେ ବସି ଖୋଲା ଆକାଶ ତଳେ ପାଠ ପଢୁଛନ୍ତି ୧୦ମ ଶ୍ରେଣୀ ଛାତ୍ରୀଛାତ୍ର। ଶିକ୍ଷାର ଏଭଳି ଅଭାବନୀୟ ଦୃଶ୍ୟ ମାଲକାନଗିରି ଜିଲା କୋରୁକୋଣ୍ଡା ବ୍ଲକ ଅନ୍ତର୍ଗତ ନୀଳାକାମ୍ବେରୁ ପଞ୍ଚାୟତର ସରକାରୀ ଉଚ୍ଚ ବିଦ୍ୟାଳୟରେ ଦେଖିବାକୁ ମିଳିଛି। କରୋନା କଟକଣାକୁ…
୪ ମାସର ପୁଅକୁ ବିକି ଆତ୍ମହତ୍ୟା
ମାଲକାନଗିରି,୯ା୧ (ସ୍ବ.ପ୍ର./ଡି.ଏନ୍.ଏ.): ମୂଲମଜୁରି ମିଳୁ ନ ଥିଲା। ତେଣୁ ୫ ସନ୍ତାନ ସହ ପରିବାରର ୭ଜଣଙ୍କ ପେଟ ପାଇଁ ଦାନା ଯୋଗାଡ଼ କଷ୍ଟକର ହେଉଥିଲା। ମୁଣ୍ଡ ଗୁଞ୍ଜିବାକୁ ଘରଟିଏ ନ ଥିବାବେଳେ ପିଲାଙ୍କ ପ୍ରତିପୋଷଣ ଚିନ୍ତା ଅଥୟ କରିଦେଉଥିଲା। ଶେଷରେ ଅର୍ଥାଭାବର…
Archives


