୨୫ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୨ ଗିରଫ
ଚିତ୍ରକୋଣ୍ଡା, ୨୪।୧୨(ଡି.ଏନ୍.ଏ.): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ପୋଲିସ ବୁଧବାର ବିଳମ୍ବିତ ରାତିରେ ପାଟ୍ରୋଲିଂ ସମୟରେ ଗୁଣ୍ଠାୱାଡାରୁ ସିଲେରୁ ରୋଡ଼ ହଂଶାଗୁଡ଼ା ବ୍ରିଜ ନିକଟରୁ ୨୫ ଲକ୍ଷ ଟଙ୍କା ଗଞ୍ଜେଇ ଜବତ କରିଛି। ଏହି କାରବାରରେ ସମ୍ପୃକ୍ତ ୨ଜଣଙ୍କୁ ଗିରଫ କରାଯାଇଛି। ସେମାନଙ୍କ…
ପୁଣି ନକ୍ସଲଙ୍କ ବର୍ବର କାଣ୍ଡ: ପୋଲିସ ଇନଫର୍ମର ସନ୍ଦେହରେ ଜଣଙ୍କ ନିର୍ମମ ହତ୍ୟା
ଚିତ୍ରକୋଣ୍ଡା,୨୪।୧୨(ଡି.ଏନ.ଏ): ପୁଣି ନକ୍ସଲଙ୍କ ବର୍ବର କାଣ୍ଡ। ଆନ୍ଧ୍ର-ଓଡିଶା ସୀମାନ୍ତ ମାଲକାନଗିରି ସ୍ବାଭିମାନ ଅଞ୍ଚଳ ନିକଟସ୍ଥ ଜଣକୁ ପୋଲିସ ଇନଫର୍ମର କହି ହାତ ବାନ୍ଧି ମୁଣ୍ଡ ପଛରେ ଧାରୁଆ ଅସ୍ତ୍ର ମାଧ୍ୟମରେ ମାରି ଦେଇଛନ୍ତି। ସେ ହେଉଛନ୍ତି ଆନ୍ଧ୍ର ପ୍ରଦେଶ ବିଶାଖାପଟନମ ଜିଲାର…
ସୁରକ୍ଷାକର୍ମୀଙ୍କୁ ଟାର୍ଗେଟ କରି ମାଓବାଦୀ ବିଛାଇଥିଲେ ଲ୍ୟାଣ୍ଡମାଇନ: ଯୋଜନା ପଣ୍ଡ
ଚିତ୍ରକୋଣ୍ଡା,୨୦।୧୨(ଡି.ଏନ୍.ଏ.): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ଥାନା ଅନ୍ତର୍ଗତ ନାକାମାମୁଡି ପିପିଲପଦର ଅଞ୍ଚଳରୁ ଶନିବାର ବିଏସ୍ଏଫ ଯବାନମାନେ ଲ୍ୟାଣ୍ଡମାଇନ ଉଦ୍ଧାର କରିଛନ୍ତି। ବିଏସ୍ଏଫ୍ ଯବାନ ଉକ୍ତ ରାସ୍ତା ଦେଇ ଯିବାଆସିବା କରୁଥିବା ବେଳେ ସେମାନଙ୍କୁ ଟାର୍ଗେଟ କରି ମାଓବାଦୀମାନେ ଏଭଳି ଯୋଜନା କରିଥିବା…
ସ୍ତ୍ରୀ ସମ୍ମୁଖରେ ସ୍ବାମୀଙ୍କ ଗଣ୍ଡି-ମୁଣ୍ଡ ଅଲଗା କରିଦେଲେ ଦୁର୍ବୃତ୍ତ
ପଡିଆ, ୧୯ା୧୨(ଡି.ଏନ.ଏ.)-ମାଲକାନଗିରି ଜିଲା ପଡିଆ ଥାନା ପଡିଆ ପଞ୍ଚାୟତ କମାରଗୁଡା ନିକଟସ୍ଥ ନନ୍ଦାଗୁଡା ଗ୍ରାମରେ ଶୁକ୍ରବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। କେତେକ ଦୁର୍ବୃତ୍ତ ଜଣେ ବ୍ୟକ୍ତିଙ୍କୁ ଘରୁ ଉଠାଇ ନେଇ ତାଙ୍କ ମୁଣ୍ଡରୁ ଗଣ୍ଡି ଅଲଗା କରି ହତ୍ୟା…
ବଣ୍ଡାଘାଟିରେ ଓଲଟିଲା ପ୍ରସୂତିଙ୍କୁ ନେଇ ଯାଉଥିବା ପିକଅପ୍ ଭ୍ୟାନ୍
ଖଇରପୁଟ ୧୯ା୧୨(ଡି.ଏନ୍.ଏ.)-ମାଲକାନଗିରି ଜିଲା ଖଇରପୁଟ ବ୍ଲକର ବଣ୍ଡାଘାଟିରେ ଶନିବାର ଏକ ପିକଅପ ଭ୍ୟାନ୍ ଓଲଟି ୪ଜଣ ଗୁରୁତର ହୋଇଛନ୍ତି। ବଣ୍ଡାଘାଟି ଗ୍ରାମର ଜଣେ ପ୍ରସୂତିଙ୍କୁ ନେଇ ଭ୍ୟାନଟି ମୁଦୁଲିପଡା ଯାଉଥିବା ବେଳେ ଏକ ବୁଲାଣିରେ ଭାରସାମ୍ୟ ହରାଇ ରାସ୍ତା ପର୍ଶ୍ୱକୁ ଓଲଟି…
୬ ଦିନ ଧରି ଦଶମ ଶ୍ରେଣୀ ଛାତ୍ରୀଙ୍କ ପତ୍ତା ପାଉନାହାନ୍ତି ପରିବାର ଲୋକେ, ଶେଷରେ ଥାନାର ଦ୍ୱାରସ୍ଥ ହେଲେ
ମାଲକାନଗିରି,୧୯ା୧୨(ଡି.ଏନ୍.ଏ.): ରାଜ୍ୟରେ ଶିଶୁ ଅପହରଣ ଏବଂ ହତ୍ୟାକୁ ନେଇ ଆଲୋଡ଼ନ ସୃଷ୍ଟି ହେଉଥିବା ବେଳେ ମାଲକାନଗିରି ଜିଲାରେ ଜଣେ ଦଶମ ଶ୍ରେଣୀ ଛାତ୍ରୀ ଆଜକୁ ୬ ଦିନ ହେଲା ନିଖୋଜ ଥିବା ନେଇ ପରିବାର ଲୋକେ ଅଭିଯୋଗ କରିଛନ୍ତି। ସୂଚନାନୁଯାୟୀ, ମାଲକାନଗିରି…
୬ ଦିନ ହେଲା ଦଶମ ଶ୍ରେଣୀ ଛାତ୍ରୀ ନିଖୋଜ
ମାଲକାନଗିରି,୧୯।୧୨(ଡି.ଏନ୍.ଏ): ରାଜ୍ୟରେ ଶିଶୁ ଅପହରଣ ଏବଂ ହତ୍ୟାକୁ ନେଇ ଆଲୋଡନ ସୃଷ୍ଟି କରିଥିବାବେଳେ ମାଲକାନଗିରି ଜିଲାରେ ଜଣେ ଦଶମ ଶ୍ରେଣୀର ଆଦିବାସୀ ଛାତ୍ରୀ ଆଜକୁ ୬ ଦିନ ହେଲା ନିଖୋଜ ଅଛନ୍ତି। ଏ ନେଇ ପରିବାର ଲୋକେ ଶନିବାର କାଲିମେଳା ଥାନାରେ…
ସ୍ତ୍ରୀଙ୍କୁ ନିର୍ଯାତନା ଦେବା ଅଭିଯୋଗରେ ମାଲକାନଗିରି ଡିଏସ୍ପି ଅଟକ
ମାଲକାନଗିରି,୧୮ା୧୨(ଡି.ଏନ୍.ଏ.): ମାଲକାନଗିରି ଜିଲାରେ କାର୍ଯ୍ୟରତ ଡିଏସ୍ପି ଅକ୍ଷୟ କୁମାର ନାୟକଙ୍କୁ ଗୁରୁବାର ରାତିରେ କେସିଙ୍ଗା ପୋଲିସ ଉଠାଇ ନେଇଥିବା ଜଣାପଡିଛି। ସେ କଳାହାଣ୍ଡି ଜିଲା କେସିଙ୍ଗା ଥାନାରେ ଏସ୍ଡିପିଓ ଭାବରେ ଥିବା ବେଳେ ଜଣେ ମହିଳା କନଷ୍ଟେବଳଙ୍କୁ ପ୍ରେମ କରି ମନ୍ଦିରରେ…
ପୁଣି ମାଓବାଦୀଙ୍କ ବର୍ବରତା: ଠିକାଦାରଙ୍କୁ ହତ୍ୟା କରି ଜାହିର କଲେ ସ୍ଥିତି
ମାଲକାନଗିରି,୧୭ା୧୨(ଡି.ଏନ୍.ଏ.): ଦୀର୍ଘଦିନର ନୀରବତା ପରେ ପୁଣି ମାଓବାଦୀମାନେ ବର୍ବର କାଣ୍ଡ ଭିଆଇ ନିଜର ସ୍ଥିତି ଜାହିର କରିଛନ୍ତି। ଠିକାଦାରଙ୍କୁ ହତ୍ୟା କରି ରାସ୍ତା କାର୍ଯ୍ୟରେ ନିୟୋଜିତ ମେଶିନ ଓ ଗାଡ଼ି ଜାଳି ଦେଇଛନ୍ତି। ଏପରି ଘଟଣା ଦେଖିବାକୁ ମିଳିଛି ମାଲକାନଗିରି ଜିଲା…
କୋଲାବ ଜଳଭଣ୍ଡାରରେ ବୁଡ଼ିିଗଲେ ୨ ନାବାଳକ
ସୁନାବେଡା, ୧୪ା୧୨(ସ୍ବ.ପ୍ର.)-ମାଲକାନଗିରି ଜିଲା ସୁନାବେଡ଼ା ପୌର ପରିଷଦ ସେମିଳିଗୁଡା ହନୁମାନ ନଗର ନିକଟସ୍ଥ କୋଲାବ ଜଳଭଣ୍ଡାରରେ ବୁଡ଼ିି ୨ଜଣ ନାବାଳକଙ୍କ ସୋମବାର ମୃତ୍ୟୁ ହୋଇଛି। ସେମାନେ ହେଲେ ନୟାଗଡ ଅଞ୍ଚଳର ପ୍ରଭାତ କୁମାର ଦଳାଇଙ୍କ ପୁଅ ଶୁଭ୍ରାଂଶୁ ଶେଖର ଦଳାଇ (୧୬…
ଲାଲଗଡରେ ପହଞ୍ଚିଲେ ଡିଜି ଅଭୟ
ଚିତ୍ରକୋଣ୍ଡା,୧୪।୧୨(ଡି.ଏନ.ଏ): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ସ୍ବାଭିମାନ ଅଞ୍ଚଳରେ ଥିବା ଲାଲଗଡ ହନ୍ତାଳଗୁଡ଼ା ବିଏସଏଫ କ୍ୟାମ୍ପରେ ସୋମବାର ପହଞ୍ଚିଛନ୍ତି ରାଜ୍ୟ ପୋଲିସ ଡିଜି ଅଭୟ। ମାଓ ଦମନ ତଥା ଉକ୍ତ ଅଞ୍ଚଳକୁ ମାଓ କବଳରୁ ମୁକ୍ତ କରିବାକୁ ବିମାନ ଯୋଗେ ଡିଜି ଅଭୟ…
୮ କୁଇଣ୍ଟାଲ ଗଞ୍ଜେଇ ଜବତ: ଟ୍ରକ୍ ଛାଡ଼ି ଅଭିଯୁକ୍ତ ଫେରାର
ଚିତ୍ରକୋଣ୍ଡା,୧୩।୧୨(ଡି.ଏନ.ଏ.)-ମାଲକାନଗିରି ଜିଲା ଚିତ୍ରକୋଣ୍ଡା ପୋଲିସ ଶନିବାର ରାତିରେ ଇସାର ଛକ ନିକଟରୁ ଗଞ୍ଜେଇ ଚାଲାଣ ହେଉଥିବା ଏକ ଟ୍ରକ୍(ଆର୍ଜେ-୦୫ ଜିଆର୍ ୬୦୯୫) ଜବତ କରିଛି। ସେଥିରୁ ୮କୁଇଣ୍ଟାଲ ଗଞ୍ଜେଇ ମିଳିଛି। ତେବେ ପୋଲିସକୁ ଦେଖି ଟ୍ରକ୍ ଡ୍ରାଇଭର, ହେଲ୍ପର ଓ ଗଞ୍ଜେଇ…
Archives


