ସ୍ବାଭିମାନ ଅଞ୍ଚଳରେ ମାଓ ପୋଷ୍ଟର
ଚିତ୍ରକୋଣ୍ଡା,୧୧।୧୨: ଆନ୍ଧ୍ର ଓଡ଼ିଶା ସୀମାନ୍ତ ମାଲକାନଗିରି ଜିଲା ଚିତ୍ରକୋଣ୍ଡା ସ୍ବାଭିମାନ ଅଞ୍ଚଳ ପଣଷପୁଟ ପଞ୍ଚାୟତର ମସୁରିଗୁଡ଼ା ଗ୍ରାମ ନିକଟରେ ଶୁକ୍ରବାର ଦେଖିବାକୁ ମିଳିଛି ମାଓବାଦୀ ପୋଷ୍ଟର। ପିଏଲଜିଏ ସପ୍ତାହ ଶେଷ ହେବାର ଦୁଇ ଦିନ ପରେ ପୋଷ୍ଟର ଲଗାଇଛନ୍ତି ମାଓବାଦୀମାନେ। ଏଥିରେ…
ଗଛରେ ପିଟି ହେଲା ବାଇକ: ଚାଲିଗଲା ୩ ଜୀବନ
ମାଲକାନଗିରି,୧୦ା୧୨(ଡି.ଏନ୍.ଏ.)-ମାଲକାନଗିରି କାଲିମେଳା ମୁଖ୍ୟରାସ୍ତା ଏମ୍ଭି-୧୬ ଗ୍ରାମ ନିକଟରେ ଗୁରୁବାର ବାଇକ୍ ଦୁର୍ଘଟଣାରେ ୩ଜଣଙ୍କ ମୃତ୍ୟୁ ହୋଇଛି। ଜଣେ ଗୁରୁତର ଅବସ୍ଥାରେ ଜିଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସିତ ହେଉଛନ୍ତି। ମୃତକମାନେ ହେଲେ ମୁକୁନ୍ଦ ପଡିଆମି (୩୦), ରାଜା ମାଢି (୪୨) ଓ ସିନ୍ଧ୍ରିମାଳ…
କୃଷି ଆଇନକୁ ବିରୋଧ: ଚିତ୍ରକୋଣ୍ଡାରେ ଭାରତ ବନ୍ଦ ପ୍ରଭାବ
ଚିତ୍ରକୋଣ୍ଡା,୮।୧୨(ଡି.ଏନ୍.ଏ.): କେନ୍ଦ୍ର ସରକାରଙ୍କ ୩ ବିବାଦୀୟ କୃଷି ଆଇନକୁ ନେଇ ଦେଶବ୍ୟାପୀ ବିରୋଧ କରାଯାଉଛି। ଏହି କ୍ରମରେ ସାରାଦେଶରେ ଚାଷୀ ଆନ୍ଦୋଳନ ଜାରି ରଖିଥିବାବେଳେ ମଙ୍ଗଳବାର ବିଭିନ୍ନ ଚାଷୀ ସଂଗଠନ ପକ୍ଷରୁ ଦିଆଯାଇଥିବା ଭାରତ ବନ୍ଦ ଡାକରାକୁ ସ୍ବତଃସ୍ଫୁର୍ତ୍ତ ସମର୍ଥନ ମିଳିଛି।…
ପାଇଖାନା ନିର୍ମାଣରେ ଦୁର୍ନୀତି: କାମ ନ କରି ହୋଇଛି ବିଲ୍
କୋରୁକୋଣ୍ଡା,୭ା୧୨(ଡି.ଏନ. ଏ.): ସରକାର ସ୍ବଚ୍ଛ ଭାରତ ଅଭିଯାନ ନାମରେ ବହୁ ଅର୍ଥ ଖର୍ଚ୍ଚ କରୁଥିବା କହୁଥିବା ବେଳେ ଏଥିରୁ ହିତାଧିକାରୀମାନେ ସୁଫଳ ପାଉନାହାନ୍ତି। ମାଲକାନଗିରି ଜିଲା କୋରୁକୋଣ୍ଡା ବ୍ଲକ ଅନ୍ତର୍ଗତ ମାରିବେଡା ପଞ୍ଚାୟତର ରାଖେଲଗୁଡା ଗ୍ରାମରେ ପାଇଖାନା ନିର୍ମାଣରେ ଦୁର୍ନୀତି ହୋଇଥିବା…
ଉତ୍ତରପ୍ରଦେଶ ଗାଡ଼ିରେ ୨ କୁଇଣ୍ଟାଲ ଗଞ୍ଜେଇ ଚୋରାଚାଲାଣ ବେଳେ ଧରିଲା ଚିତ୍ରକୋଣ୍ଡା ପୋଲିସ: ୪ ଅଭିଯୁକ୍ତଙ୍କୁ ବାନ୍ଧିଲା
ଚିତ୍ରକୋଣ୍ଡା,୪।୧୨-ମାଲକାନଗିରି ଜିଲା ଚିତ୍ରକୋଣ୍ଡା ପୋଲିସ ୨ କୁଇଣ୍ଟାଲ ଗଞ୍ଜେଇ ଜବତ କରିଛି। ଏହାଛଡ଼ା ୪ ମୋଟର ସାଇକେଲ, ୩ ମୋବାଇଲ, ନଗଦ ୫୬୭୦ ଟଙ୍କା ସହ ଗଞ୍ଜେଇ ଚାଲାଣ କରୁଥିବା ୪ ଅଭିଯୁକ୍ତଙ୍କୁ ଗିରଫ କରାଯାଇ ଶୁକ୍ରବାର କୋର୍ଟ ଚାଲାଣ କରିଥିବା…
ଅବହେଳିତ ଅବସ୍ଥାରେ ମିନି ଷ୍ଟାଡିୟମ
ଚିତ୍ରକୋଣ୍ଡା,୧।୧୨(ଡି.ଏନ.ଏ.): କେନ୍ଦ୍ର ଓ ରାଜ୍ୟ ସରକାର କ୍ରୀଡ଼ାର ବିକାଶ ପାଇଁ ବ୍ଲକ ଓ ପଞ୍ଚାୟତ ଷ୍ଟାଡିୟମ ଓ ମିନି ଷ୍ଟାଡିୟମ ନିର୍ମାଣ କରୁଛନ୍ତି। ସେଠାରେ ବିଭିନ୍ନ ପ୍ରତିଯୋଗିତା ଆୟୋଜନକରି ଉଭୟ ଆୟୋଜକ ଓ ଖେଳାଳିମାନେ ଉପକୃତ ହୋଇଥାନ୍ତି। ମାତ୍ର ରକ୍ଷଣାବେକ୍ଷଣ ଅଭାବରୁ…
ମାଲକାନଗିରିରେ ଖୋଲିଲା ଧାନମଣ୍ଡି
ମାଲକାନଗିରି,୩୦ା୧୧(ଡି.ଏନ୍.ଏ.): ସୋମବାର ମାଲକାନଗିରି ଜିଲାରେ ଚାଷୀମାନଙ୍କ ନିକଟରୁ ଧାନ କିଣିବା ପାଇଁ ନିୟନ୍ତ୍ରିତ ବଜାର କମିଟି ପକ୍ଷରୁ ଧାନମଣ୍ଡି ଖୋଲାଯାଇଛି। ସଦର ମହକୁମା ନିୟନ୍ତ୍ରିତ ବଜାର କମିଟି କାର୍ଯ୍ୟାଳୟ ପରିସରରେ ଥିବା ମଣ୍ଡିକୁ ଜିଲାପାଳ ଓ୍ବାଇ ବିଜୟ ଉଦ୍ଘାଟନ କରିଛନ୍ତି। ଅନ୍ୟମାନଙ୍କ…
ସୀମାନ୍ତରେ ଲ୍ୟାଣ୍ଡ୍ମାଇନ ବିସ୍ଫୋରଣ: ଜଣେ କମାଣ୍ଡାଣ୍ଟଙ୍କ ମୃତ୍ୟୁ, ୧୦ ଯବାନ ଗୁରୁତର
ମାଲକାନଗିରି,୨୯ା୧୧(ଡି.ଏନ୍.ଏ.): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ ସୁକୁମା ଜିଲାରେ ମାଓବାଦୀଙ୍କ ଲ୍ୟାଣ୍ଡମାଇନ ବିସ୍ଫୋରଣରେ ଜଣେ କୋବ୍ରା ବାଟାଲିୟନର କମାଣ୍ଡାଣ୍ଟଙ୍କ ମୃତ୍ୟୁ ଘଟିଥିବା ବେଳେ ୧୦ ଯବାନ ଗୁରୁତର ହୋଇଛନ୍ତି। ଗୁରୁତରମାନଙ୍କୁ ହେଲିକପ୍ଟର ଯୋଗେ ରାୟପୁର ସ୍ଥାନାନ୍ତର କରାଯାଇଛିା ସୂଚନାନୁଯାୟୀ ଶନିବାର ରାତିରେ…
ଯନ୍ତ୍ରୀରେ ମାଓବାଦୀ-ପୋଲିସ ଗୁଳିବିନିମୟ ଘଟଣା: ଜଣେ ମାଓବାଦୀ ମୃତ, ବିପୁଳ ପରିମାଣର ମାଓ ସାମଗ୍ରୀ ଜବତ
ମାଲକାନଗିରି,୨୭।୧୧।(ଡି.ଏନ୍.ଏ.)-ମାଲକାନଗିରି ଜିଲା ଚିତ୍ରକୋଣ୍ଡା ସ୍ବାଭିମାନ ଅଞ୍ଚଳ ଯନ୍ତ୍ରୀ ପଞ୍ଚାୟତ ତୋଟାଗୁଡା ଜଙ୍ଗଲରେ ଗୁରୁବାର ପୋଲିସ ଓ ମାଓବାଦୀଙ୍କ ମଧ୍ୟରେ ଗୁଳିବିନିମୟ ହୋଇଥିଲା। ଏଥିରେ ଜଣେ ହାଡକୋର ମାଓବାଦୀର ମୃତ୍ୟୁ ଘଟିଥିବାବେଳେ ଆଉ ଜଣେ ମାଓବାଦୀ ଆହତ ହୋଇଥିବା ଜଣାପଡିଛି। ଏଥିସହ ଘଟଣାସ୍ଥଳରୁ…
ସ୍ବାଭିମାନ ଅଞ୍ଚଳରେ ମାଓବାଦୀ-ପୋଲିସ ଗୁଳି ବିନିମୟ: ମାଓନେତା କିଶୋର ମୃତ, ଜଣେ ଆହତ
ମାଲକାନଗିରି/ଚିତ୍ରକୋଣ୍ଡା,୨୬।୧୧(ଡି.ଏନ୍.ଏ.): ଆନ୍ଧ୍ର ଓଡିଶା ସୀମାନ୍ତ ନକ୍ସଲ ଉପଦ୍ରୁତ ଆଦିବାସୀବହୁଳ ଉପାନ୍ତ ମାଲକାନଗିରି ଜିଲା ସ୍ବାଭିମାନ ଅଞ୍ଚଳ ଯନ୍ତ୍ରୀ ପଞ୍ଚାୟତ ନିକଟସ୍ଥ ଜଙ୍ଗଲରେ ପୋଲିସ ଓ ମାଓବାଦୀଙ୍କ ମଧ୍ୟରେ ଗୁରୁବାର ଗୁଳିବିନିମୟ ଜାରି ରହିଛି। ପୋଲିସ ପକ୍ଷରୁ ସର୍ଚ୍ଚ ଅପରେସନ ଜାରି ରହିଥିବା…
ଦରଦାମ୍ ବୃଦ୍ଧି ପ୍ରତିବାଦରେ ସିପିଆଇଏମ୍ର ଧର୍ମଘଟ
ଚିତ୍ରକୋଣ୍ଡା,୨୬ା୧୧(ଡି.ଏନ୍.ଏ.): କୃଷି ବିରୋଧୀ ଆଇନ, ଶ୍ରମିକ ବିରୋଧୀ ଓ ଦରଦାମ ବୃଦ୍ଧି ପ୍ରତିବାଦରେ କେନ୍ଦ୍ରୀୟ ଟ୍ରେଡ୍ ୟୁନିଅନ ଓ କୃଷକ ସଂଗଠନମାନଙ୍କ ପକ୍ଷରୁ ଦେଶ ବ୍ୟାପୀ ସାଧାରଣ ଧର୍ମଘଟ ଡାକରା ସହ ବିଭିନ୍ନ ଦାବିକୁ ନେଇ ଓଡ଼ିଶାରେ ସଫଳ କରିବାକୁ ରାଜ୍ୟ…
୫ କୋଟି ଟଙ୍କାର ଗଞ୍ଜେଇ ପୋଡ଼ିଦେଲା ପୋଲିସ
ଚିତ୍ରକୋଣ୍ଡା,୨୫।୧୧: ମାଲକାନଗିରି ଜିଲା ଚିତ୍ରକୋଣ୍ଡା ପୋଲିସ ୫ କୋଟି ଟଙ୍କାର ଗଞ୍ଜେଇ ନଷ୍ଟ କରିଦେଇଥିବା ସୂଚନା ମିଳିଛି। ଚିତ୍ରକୋଣ୍ଡା ଥାନା ଅନ୍ତର୍ଗତ ନାକାମୁମୁଡି ପଞ୍ଚାୟତ ଅନ୍ତର୍ଭୁକ୍ତ ଡାଇକ -ଟୁ, ଡାଇକ-ଥ୍ରୀ, ଓ ବାନ୍ଦାମାମୁଡି ଗ୍ରାମ ନିକଟ ୩୦ ଏକର ଜମିରୁ ୫୦…
Archives


