ମାଲକାନଗିରି ବିଧାୟକ କରୋନାରେ ଆକ୍ରାନ୍ତ
ମାଲକାନଗିରି,୧୬।୯(ଡି.ଏନ୍.ଏ.): ରାଜ୍ୟରେ କରୋନା ସଂକ୍ରମଣ ବିଢ଼ିବାରେ ଲାଗିଛି। ବିଧାୟକ ଠାରୁ ଆରମ୍ଭ କରି ମନ୍ତ୍ରୀ କରୋନାରେ ସଂକ୍ରମିତ ହେଉଛନ୍ତି । ଏହାରି ମଧ୍ୟରେ ବୁଧବାର ମାଲକାନଗିରି ବିଧାୟକ ଆଦିତ୍ୟ ମାଢ଼ୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି। କରୋନା ପଜିଟିଭ ଚିହ୍ନଟ ପରେ ତାଙ୍କୁ…
ପୋଲିସ ଗାଡ଼ି ଧକ୍କାରେ ଜିଆର୍ଏସ୍ଙ୍କ ଜୀବନ ଗଲା
ମାଲକାନଗିରି,୮।୯(ଡି.ଏନ୍.ଏ.): ମାଲକାନଗିରି ଜିଲା ମାଥିଲି ଥାନା ଅନ୍ତର୍ଗତ ପାଙ୍ଗାମ ନିକଟରେ ପୋଲିସ ଗାଡ଼ି ଧକ୍କାରେ ମଙ୍ଗଳବାର ଜଣଙ୍କର ମୃତ୍ୟୁ ଘଟିଛି। ସେ ହେଲେ ନାୟକଗୁଡା ଗ୍ରାମରେ କାର୍ଯ୍ୟରତ ଜିଆର୍ଏସ୍ ବାଲାରାଜୁ ସାହୁ। ପ୍ରକାଶ ଯେ, ମାଥିଲି ଥାନାର କେତେଜଣ ଅଧିକାରୀ ମାଲକାନଗିରି…
ପ୍ରଥମଥର ପାଇଁ ସ୍ବାଭିମାନ ଅଞ୍ଚଳବାସୀ ପାଇଲେ ମୋବାଇଲ ସେବା
ଚିତ୍ରକୋଣ୍ଡା,୭ା୯(ଡି.ଏନ୍.ଏ.): ମାଲକାନଗିରି ଚିତ୍ରକୋଣ୍ଡା ବ୍ଲକ ଅନ୍ତର୍ଗତ ଚିତ୍ରକୋଣ୍ଡା ସ୍ବାଭିମାନ ଅଞ୍ଚଳର ୮ଟି ପଞ୍ଚାୟତ ଯଥା ଯୋଡ଼ାମ୍ବ, ପଣସପୁଟ, ଅଣ୍ଡିରାପାଲି, ଯନ୍ତ୍ରୀ, ଗାଜୁଲୁମାମୁଡି, ରାଲେଗା ଧୂଳିପୁଟ ଓ ପାପରମେଟଲା ସମେତ ବଡ଼ପଦରର ବହୁ ଗ୍ରାମ ଆଧୁନିକ ସଭ୍ୟତାଠାରୁ ବହୁ ଦୂରରେ ଥାଇ ଦଶନ୍ଧି…
ମାଓବାଦୀଙ୍କ ବିରୋଧରେ ପୁଣି ଗର୍ଜିଲେ ଯୋଡାମ୍ବ ପଞ୍ଚାୟତବାସୀ
ଚିତ୍ରକୋଣ୍ଡା,୭।୬: ମାଓବାଦୀଙ୍କ କାର୍ଯ୍ୟକଳାପକୁ ବିରୋଧ କରି ପୁଣି ଗର୍ଜିଲେ ମାଲକାନଗିରି ଜିଲା ଚିତ୍ରକୋଣ୍ଡା ସ୍ବାଭିମାନ ଅଞ୍ଚଳର ଯୋଡାମ୍ବ ପଞ୍ଚାୟତବାସୀ। ସ୍ବାଭିମାନ ଅଞ୍ଚଳ ଆଦିବାସୀ ବିକାଶ ଶାନ୍ତି ପରିଷଦର ଆହ୍ବାନ କ୍ରମେ ଏହି ପ୍ରଜାମେଳିଟି ଦାରଲାବେଡାଠାରେ ଅନୁଷ୍ଠିତ ହୋଇଥିଲା। ତେବେ ସ୍ବାଭିମାନ ଅଞ୍ଚଳବାସୀଙ୍କ…
ଗଞ୍ଜେଇ ଚାଲାଣକାରୀଙ୍କ ନୃଶଂସ କାଣ୍ଡ: ହୋମଗାର୍ଡଙ୍କୁ ଟାଙ୍ଗିଆରେ ହାଣି କଲେ ହତ୍ୟା
କୋରୁକୋଣ୍ଡା,୬।୯(ଡି.ଏନ୍.ଏ): ମାଲକାନଗିରି ଜିଲାରେ ଗଞ୍ଜେଇ ଚାଲାଣକାରୀଙ୍କ ନୃଶଂସ କାଣ୍ଡ ଦେଖିବାକୁ ମିଳିଛି। ଗଞ୍ଜେଇ ଚାଲାଣ ବେଳେ ଚାଲାଣକାରୀ ଜଣେ ପୋଲିସ ହୋମଗାର୍ଡ ବନବାସୀ ମହାରଣାଙ୍କୁ ହତ୍ୟା କରିଥିବା ସୂଚନା ମିଳିଛି। ଶନିବାର ସକାଳ ଜିଲା ମାଥିଲି ଥାନା ଅନ୍ତର୍ଗତ ନୂଆଗୁଡା ଜଙ୍ଗଲରେ…
୪ କିମି ଭାରରେ ବୁହା ହେଲେ ଗର୍ଭବତୀ
ଚିତ୍ରକୋଣ୍ଡା,୫ା୯(ଡି.ଏନ.ଏ.): ଏବେବି ଦୁର୍ଗମ ଅଞ୍ଚଳରେ ସ୍ବାସ୍ଥ୍ୟସେବା ଅପହଞ୍ଚ ହୋଇ ରହିଛି। ଉପଯୁକ୍ତ ସଚେତନତା ଓ ବିଭିନ୍ନ ସ୍ବାସ୍ଥ୍ୟ ସେବା ସମ୍ପର୍କରେ ପରାମର୍ଶର ଅଭାବ ଯୋଗୁ ବିଭିନ୍ନ ସମୟରେ ରୋଗୀଙ୍କ ମୃତ୍ୟୁ ଘଟୁଛି। ଏଇଭଳି ଏକ ଘଟଣା ଘଟିଛି ଚିତ୍ରକୋଣ୍ଡା ପଞ୍ଚାୟତ ସମିତି…
ମାଓବାଦୀଙ୍କ ବର୍ବର କାଣ୍ଡ: ଘରୁ ଛୁଟି କାଟି ଫେରୁଥିବା ଏଏସ୍ଆଇଙ୍କୁ ଅପହରଣ ପରେ ହତ୍ୟା
ମାଲକାନଗିରି,୩୧।୮(ସ୍ବ.ପ୍ର.): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ର ବିଜାପୁର ଜିଲାରେ ମାଓବାଦୀଙ୍କ ବର୍ବର କାଣ୍ଡ ଦେଖିବାକୁ ମିଳିଛି। ମାଓବାଦୀ ପୋଲିସ ଏଏସ୍ଆଇ ନଗେୟା କର୍ସାଙ୍କୁ ହତ୍ୟା କରିଛନ୍ତି। ସୂଚନାଯୋଗ୍ୟ, ରବିବାର ଏଏସ୍ଆଇଙ୍କୁ ମାଓବାଦୀମାନେ ଅପହରଣ କରିନେଇଥିଲେ। ତେବେ ସେ ଘରୁ ଛୁଟି କଟାଇ…
ଖାକିରେ ଦାଗ: ଏସ୍ଆଇ ନିଲମ୍ବିତ, ୨ ହୋମ୍ଗାର୍ଡ ଗିରଫ
ମାଲକାନଗିରି,୩୦।୮(ସ୍ବ.ପ୍ର.): ଖାକି ପୋଷାକରେ ଦାଗ। ଗଞ୍ଜେଇ ବ୍ୟବସାୟୀଙ୍କଠାରୁ ଜୋରଜବରଦସ୍ତି ଟଙ୍କା ଆଦାୟ ମାମଲାରେ ଏସ୍ଆଇ ନିଲମ୍ବିତ ଓ ଏଏସ୍ଆଇଙ୍କ ନାମରେ ମାମଲା ରୁଜୁ , ୨ ହୋମ୍ଗାର୍ଡଙ୍କୁ ଗିରଫ କରାଯାଇଛି। ଏଭଳି ଘଟଣା ଘଟିଛି ମାଲକାନଗିରି ଜିଲା ଖାଇରପୁଟ ବ୍ଲକ ମୁଦୁଲିପଡା…
ଚିତ୍ରକୋଣ୍ଡା ସହରରୁ ହଟିଲା କଣ୍ଟେନମେଣ୍ଟ ଜୋନ୍
ଚିତ୍ରକୋଣ୍ଡା,୨୫।୮(ଡି.ଏନ୍.ଏ): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ପଞ୍ଚାୟତ ସମିତି ଅନ୍ତର୍ଗତ ସ୍ଥାନୀୟ ଚିତ୍ରକୋଣ୍ଡା ସହର ତଥା କଲୋନୀରେ ଗଯାଇଛି।ତଯାଇଛି। ଜୁଲାଇ ଶେଷ ସପ୍ତାହରୁ ଜିଲା ପ୍ରଶାସନ ପକ୍ଷରୁ କଣ୍ଟେନମେଣ୍ଟ ଜୋନ୍ ଘୋଷଣା ହୋଇଥିଲା। ତେବେ ଦୀର୍ଘ ଦିନ ପରେ ମଙ୍ଗଳବାର ସହରରୁ କଣ୍ଟେନମେଣ୍ଟ…
ମାଓବାଦୀ ପ୍ରବଣ ଅଞ୍ଚଳରେ କୁମ୍ବିଂ ଅପରେଶନ : ବିପୁଳ ପରିମାଣରେ ବିସ୍ଫୋରକ ବନ୍ଧୁକ ତିଆରି ସାମଗ୍ରୀ ଜବତ
ମାଲକାନଗିରି,୨୪।୮(ସ୍ବ.ପ୍ର.): ମାଲକାନଗିରି ଜିଲା କାଲିମେଳା ବ୍ଲକର ମାଓବାଦୀ ପ୍ରବଣ କୁରୁବ୍, ସୁଧାକୋଣ୍ଡା ଓ ଏଲ୍କାନୁର ଜଙ୍ଗଲରେ ସୋମବାର କୁମ୍ବିଂ ଅପରେଶନ ବେଳେ ବ୍ୟାପକ ପରିମାଣର ବିସ୍ଫୋରକ ଓ ବନ୍ଧୁକ ତିଆରି ସାମଗ୍ରୀ ଜବତ ହୋଇଛି। ଏ ନେଇ ଏସ୍ପି ହ୍ରିସିକେଷ ଡି.…
ନଦୀ ପାର ହେଲେ ଗର୍ଭବତୀ, ମହାନତା ଦେଖାଇଲେ ଗ୍ରାମବାସୀ
ମାଲକାନଗିରି,୨୪ା୮(ସ୍ବ.ପ୍ର.): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ର ବିଜାପୁର ଜିଲାର ଲଙ୍କାଗାଁରେ ଜଣେ ଗର୍ଭବତୀଙ୍କୁ ନଦୀ ପାର କରି ଗ୍ରାମବାସୀ ମହାନତା ଦେଖାଇଛନ୍ତି॥ ମାଓବାଦୀ ପ୍ରବଣ ଲଙ୍କାପଲ୍ଲୀ ଗାଁରେ ନା ଅଛି ମେଡିକାଲ ସୁବିଧା ନା ଅଛି ରାସ୍ତା। ମାଓବାଦୀଙ୍କ ଭୟରେ ସେହି…
ମାଲକାନଗିରି ସୀମାନ୍ତ ଏହି ଛାତ୍ରୀଙ୍କୁ ଲୁହ ପୋଛିବାକୁ କହିଲେ ସୋନୁ ସୁଦ, ଜାଣନ୍ତୁ କାହିଁକି
ମାଲକାନଗିରି,୨୨ା୮: ପ୍ରବଳ ବର୍ଷା ଯୋଗୁ ବନ୍ୟାରେ ସବୁକିଛି ହରାଇଥିବା ଜଣେ ଆଦିବାସୀ ଛାତ୍ରୀଙ୍କ ପାଇଁ ଆଶାର କିରଣ ପାଲଟିଛନ୍ତି ବଲିଉଡ୍ ଅଭିନେତା ସୋନୁ ସୁଦ। ବହିପତ୍ର ନଷ୍ଟ ହୋଇଯାଇଥିବାରୁ ଛାତ୍ରୀ ଜଣକ କାନ୍ଦୁଥିବାର ଏକ ଭିଡିଓ ଟୁଇଟର୍ରେ ଦେଖିବା ପରେ ସହାୟତା…
Archives


