ମାଲକାନଗିରି

ସ୍ବାଭିମାନ ଅଞ୍ଚଳରେ ପ୍ରତି ପରିବାରକୁ ସ୍ମାଟଫୋନ ଦେଲେ ମୁଖ୍ୟମନ୍ତ୍ରୀ

ଚିତ୍ରକୋଣ୍ଡା,୧୭।୧୧: ମାଲକାନଗିରି ଜିଲା ଚିତ୍ରକୋଣ୍ଡା ସ୍ବାଭିମାନ ଅଞ୍ଚଳ ଲାଲଗଡ଼ର ୯ଟି ପଞ୍ଚାୟତର ପ୍ରତ୍ୟେକ ପରିବାରକୁ ସ୍ମାର୍ଟଫୋନ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହାସହ ସ୍ବାଭିମାନ ଅଞ୍ଚଳବାସୀଙ୍କ ସହ ସିଧାସଳଖ ଫୋନ ଯୋଗେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କଥା ହୋଇ ବିକାଶ କାମର…

ବଦଳିଲେ ମାଲକାନଗିରି ଜିଲାପାଳ

ମାଲକାନଗରି,୧୬ା୧୧(ଡି.ଏନ୍‌.ଏ.): ସୋମବାର ମାଲକାନଗିରି ଜିଲାପାଳ ମନୀଷ ଅଗ୍ରଓ୍ବାଲଙ୍କ ବଦଳି ହୋଇଛି। ହତ୍ୟା ଅଭିଯୋଗ ଆସିବା ପରେ ତାଙ୍କୁ ବଦଳି କରାଯାଇଛି। ତାଙ୍କ ସ୍ଥାନରେ ନୂତନ ଜିଲାପାଳ ଭାବେ ଓ୍ବାଇ ବିଜୟ ଆସିଛନ୍ତି। ସୂଚନାଯୋଗ୍ୟ, ବହୁ ଚର୍ଚ୍ଚିତ ମାଲକାନଗିରି ଜିଲାପାଳଙ୍କ ବ୍ୟକ୍ତିଗତ ସହାୟକ…

ମାଲକାନଗିରି ଜିଲାପାଳଙ୍କ ନାଁରେ ହତ୍ୟା ମାମଲା

ମାଲକାନଗିରି,୧୫।୧୧(ଡି.ଏନ.ଏ.)-ମାଲକାନଗିରି ଜିଲାପାଳଙ୍କ ବ୍ୟକ୍ତିଗତ ସହାୟକ ଦେବନାରାୟଣ ପଣ୍ଡାଙ୍କ ମୃତ୍ୟୁ ଘଟଣା ନୂଆ ମୋଡ ନେଇଛି। ଦେବନାରାୟଣଙ୍କ ମୃତ୍ୟୁର ପ୍ରାୟ ବର୍ଷକ ପରେ ଏବେ ନୂଆ ଘଟଣା ସାମ୍ନାକୁ ଆସିଛି। ମାଲକାନଗିରି ଜିଲାପାଳ ମନୀଷ ଅଗ୍ରୱାଲଙ୍କ ନାଁରେ ହତ୍ୟା ମାମଲା ରୁଜୁ କରାଯାଇଛି।…

୧୭୦୦ରୁ ଊର୍ଦ୍ଧ୍ୱ ପ୍ରଧାନମନ୍ତ୍ରୀ ଆବାସ,ବିଜୁ ପକ୍କା ଗୃହ ଜନଜାତିଙ୍କୁ ହସ୍ତାନ୍ତର

ମାଲକାନଗିରି,୧୫ା୧୧(ଡି.ଏନ୍‌.ଏ.): ମାଲକାନଗିରି ଜିଲା ବିଚ୍ଛିନ୍ନାଞ୍ଚଳ ଗମନାଗମନର ସୁବିଧା ନ ଥିଲା ବେଳେ ସେହି ସବୁ ଅଞ୍ଚଳରେ ଜଳଭଣ୍ଡାରରେ ଲୋକମାନେ ଡଙ୍ଗାର ସାହାଯ୍ୟ ନିଅନ୍ତି। ଏପରିକି କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଯୋଜନାରେ ସେହି ସବୁ ଅଞ୍ଚଳକୁ ବିଭିନ୍ନ ସାମଗ୍ରୀ ଯୋଗାଇବା, ପ୍ରଧାନମନ୍ତ୍ରୀ…

ସ୍ବାଭିମାନ ଅଞ୍ଚଳରେ ବିଏସ୍‌ଏଫ୍‌ ଏଡିଜି: ମାଓବାଦୀ ଦମନ ରଣନୀତି ସମୀକ୍ଷା

ଚିତ୍ରକୋଣ୍ଡା, ୧୪।୧୧(ଡି.ଏନ୍‌.ଏ.)-ମାଲକାନଗିରି ଜିଲା ସ୍ବାଭିମାନ ଅଞ୍ଚଳକୁ ବିଏସ୍‌ଏଫ୍‌ ଏଡିଜି ଏସ୍‌.ଏଲ୍‌. ଥାଓସେଲ୍‌ ଶନିବାର ଗସ୍ତ କରିଛନ୍ତି। ମାଲକାନଗିରି ଏସ୍‌ପି ରିଷିକେଶ ଖିଲାରୀଙ୍କ ସହ ସେ ଗୋରାସେତୁ ବିଏସ୍‌ଏଫ୍‌ କ୍ୟାମ୍ପକୁ ଯାଇଥିଲେ। ସେଠାରେ ସ୍ଥାନୀୟ ଅଞ୍ଚଳର ସୁରକ୍ଷା ସହ ବିକାଶ ସମ୍ବନ୍ଧରେ ଆଲୋଚନା…

ସ୍ବାଭିମାନ ଅଞ୍ଚଳବାସୀଙ୍କୁ ମିଳିବ ମୋବାଇଲ

ଚିତ୍ରକୋଣ୍ଡା,୧୪।୧୧(ଡି.ଏନ୍‌.ଏ.)-ମାଲକାନଗିରି ଜିଲା ଆନ୍ଧ୍ର-ଓଡ଼ିଶା ସୀମାନ୍ତ ଆଦିବାସୀ ବହୁଳ ତଥା ମାଓବାଦୀ ପ୍ରବଣ ଚିତ୍ରକୋଣ୍ଡା ବ୍ଲକ ସ୍ବାଭିମାନ ଅଞ୍ଚଳବାସୀଙ୍କୁ ପ୍ରଶାସନ ପକ୍ଷରୁ ମୋବାଇଲ ଯୋଗାଇ ଦିଆଯିବ। ଏ ନେଇ ଶନିବାର ପ୍ରସ୍ତୁତି ଆରମ୍ଭ ହୋଇଛି। ଆସନ୍ତା ୧୭ତାରିଖରେ ମୁଖ୍ୟମନ୍ତ୍ରୀ ମୋବାଇଲ ବଣ୍ଟନ କାର୍ଯ୍ୟକ୍ରମକୁ…

ଷ୍ଟ୍ରିଟ୍‌ ଲାଇଟ୍‌ରେ ଝଲସୁଛି ମାଓବାଦୀ ଗଡ଼ର ୪ ଗ୍ରାମ

ଚିତ୍ରକୋଣ୍ଡା,୧୨ା୧୧(ଡି.ଏନ୍‌.ଏ.): ଆନ୍ଧ୍ର ଓଡ଼ିଶା ସୀମାନ୍ତ ମାଓବାଦୀ ଉପଦ୍ରୁତ ଉପାନ୍ତ ମାଲକାନଗିରି ଜିଲା ଚିତ୍ରକୋଣ୍ଡା ସ୍ବାଭିମାନ ଅଞ୍ଚଳର ଲାଲଗଡ଼ ଏବେ ଜିଲା ତଥା ବ୍ଲକ ପ୍ରଶାସନଙ୍କ ଫୋକୋସ୍‌ରେ। ଯେଉଁ ଅଞ୍ଚଳରେ ଦିନେ ମାଓବାଦୀ ସମସ୍ୟା ନେଇ ବିକାଶମୂଳକ କାର୍ଯ୍ୟ ହେଇପାରୁ ନ ଥିଲା…

ବିପୁଳ ପରିମାଣର ମାଓବାଦୀ ଅସ୍ତ୍ରଶସ୍ତ୍ର ଜବତ: ଏସ୍‌ପି

ମାଲକାନଗିରି,୧୨ା୧୧(ଡି.ଏନ୍‌.ଏ.): ମାଲକାନଗିରି ଜିଲା ସ୍ବାଭିମାନ ଅଞ୍ଚଳ ଜଡ଼ାମ୍ବ ଥାନା ଅଞ୍ଚଳରେ ମାଓବାଦୀଙ୍କ ଦ୍ୱାରା ରଖା ଯାଇଥିବା ଅସ୍ତ୍ରଶସ୍ତ୍ର ଜବତ କରାଯାଇଛିା ଏ ସମ୍ବନ୍ଧରେ ମାଲକାନଗିରି ଏସ୍‌ପି ହୃଷୀକେଶ ଡି. ଖିଲାରୀ ଗୁରୁବାର ଏକ ଖବରଦାତା ସମ୍ମିଳନୀରେ ପ୍ରକାଶ କରିଛନ୍ତି। ମାଲକାନଗିରି ଜିଲା…

୩୯ କେଜି ଗଞ୍ଜେଇ ଜବତ, ୪ ଗିରଫ

କୋରୁକୋଣ୍ଡା,୧୧ା୧୧(ଡି.ଏନ.ଏ)-ବାଲିମେଳା ଅବକାରୀ ବିଭାଗ କର୍ମଚାରୀ ପାଟ୍ରୋଲିଂ କରୁଥିବା ସମୟରେ ଦ୍ରୁତ ଗତିରେ ଯାଉଥିବା ୨ଟି ମୋଟରସାଇକେଲ ଉପରେ ସନ୍ଦେହ କରି ଏହାକୁ ପିଛା କରିଥିଲେ। ପାଟଣାଗୁଡାର ମୁକା କବାସି(୩୩), ବାଟପାଲିଗୁଡ଼ାର ସନୁ ଗୋଲରି (୩୦), ଛତିଶଗଡ ଖଡକଘାଟର କରନ ନାଗ(୨୦) ଓ…

ବଳାତ୍କାରୀଙ୍କୁ ୨୦ବର୍ଷ ଜେଲ, ୫୦ ହଜାର ଜରିମାନା

ମାଲକାନଗିରି,୧୦ା୧୧ (ଡି.ଏନ୍‌.ଏ.): ମାଲକାନଗିରି ଅତିରିକ୍ତ ଜିଲା ଜଜ୍‌ ମହଲତ୍‌ ଶାହା ମଙ୍ଗଳବର ଏକ ବଳାତ୍କାର ମାମଲାର ବିଚାରକରି ଅଭିଯୁକ୍ତଙ୍କୁ ୨୦ ବର୍ଷ ଜେଲ ଦଣ୍ଡ ଦେଇଛନ୍ତି। ଏଥିସହ ତାଙ୍କୁ ୫୦ ହଜାର ଟଙ୍କା ଜରିମାନା ଦେବାକୁ ଶୁଣାଣିରେ ନିର୍ଦ୍ଦେଶ ଦେଇଛନ୍ତି। ମାମଲାର…

ଚିତ୍ରକୋଣ୍ଡାରେ ଡିଜିପି ଅଭୟ: ସମୀକ୍ଷା କଲେ ମାଓବାଦୀ ଗତିବିଧି

ଚିତ୍ରକୋଣ୍ଡା,୮।୧୧(ଡି.ଏନ୍‌.ଏ.): ଆନ୍ଧ୍ର ଓଡ଼ିଶା ସୀମାନ୍ତ ମାଓପ୍ରବଣ ମାଲକାନଗିରି ଜିଲା ଚିତ୍ରକୋଣ୍ଡା ସ୍ବାଭିମାନ ଅଞ୍ଚଳର ଲାଲଗଡ଼କୁ ରବିବାର ପୋଲିସ ଡିଜି ଅଭୟ ଗସ୍ତ କରିଛନ୍ତି। ସେ ଗୋରାସେତୁ ବିଏସ୍‌ଏଫ କ୍ୟାମ୍ପକୁ ଯାଇ ମାଓ ସ୍ଥିତି ଓ ଗତିବିଧିର ସମୀକ୍ଷା କରିଛନ୍ତି। ତାଙ୍କ ସହ…

ରକ୍ତ ଦେଇ ୨ ଗର୍ଭବତୀଙ୍କୁ ମୃତ୍ୟୁ ମୁଖରୁ ବଞ୍ଚାଇଲେ ବିଏସ୍‌ଏଫ୍‌ ଯବାନ

ମାଲକାନଗିରି,୬ା୧୧(ଡି.ଏନ୍‌.ଏ.)-ମାଲକାନଗିରି ଜିଲାରେ ୨୪ଟି ବିଏସ୍‌ଏଫ୍‌ କ୍ୟାମ୍ପରେ ଥିବା ଯବାନମାନେ ମାଓବାଦୀ କାର୍ଯ୍ୟକଳାପ ଦମନ ସହ ଜିଲାର ସାଧାରଣ ଲୋକଙ୍କ ଧନ ଜୀବନ ସୁରକ୍ଷାରେ ନିୟୋଜିତ ହୋଇଛନ୍ତି। ଏକ୍ଷେତ୍ରରେ ସେମାନେ କେବେ ନିଜ କତ୍ତର୍ର୍ବ୍ୟରେ ଅବହେଳା କରିନାହାନ୍ତି। ଏଥିସହ ସେମାନେ ବିଭିନ୍ନ ଜନହିତକର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?