ମାଲକାନଗିରି

ବିଦ୍ୟୁତ ତାର ସଂସ୍ପର୍ଶରେ ଆଶି ବୃଦ୍ଧଙ୍କ ଜୀବନଗଲା

ଚିତ୍ରକୋଣ୍ଡା, ୫।୧୧(ଡି.ଏନ୍‌.ଏ.): ମାଲକାନଗିରି ଜିଲା ଚିତ୍ରକୋଣ୍ଡାରେ ଗୁରୁବାର ୧୧ କେଭି ବିଦ୍ୟୁତ ତାର ସଂସ୍ପର୍ଶରେ ଆଶି ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଚିତ୍ରକୋଣ୍ଡା ପଞ୍ଚୟତ ଅନ୍ତର୍ଭୁକ୍ତ ଆର୍‌ଏସ୍‌ସି ୧୬ ଗ୍ରାମରର ଲକମି ଖରା(୬୦)। ପ୍ରକାଶ ଯେ, ଲକମି ନିକଟସ୍ଥ…

ନିଜ ବନ୍ଧୁକରୁ ଗୁଳି ଫୁଟାଇ ସିଆର୍‌ପିଏଫ୍‌ ଯବାନଙ୍କ ଆତ୍ମହତ୍ୟା

ମାଲକାନଗିରି,୩୧ା୧୦(ଡି.ଏନ୍‌.ଏ.)-ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡରେ ଜଣେ ସିଆର୍‌ପିଏଫ୍‌ ଯବାନ ନିଜକୁ ଗୁଳି କରି ଆତ୍ମହତ୍ୟା କରିଛନ୍ତି। ଛତିଶଗଡର ଦର୍ନାପାଲସ୍ଥିତ ୨୨୩ ବାଟାଲିୟନରେ କାର୍ଯ୍ୟ କରୁଥିବା ଯବାନ କମଳକାନ୍ତ ଏପରି ଘଟାଇଛନ୍ତି। ତାଙ୍କ ଘର ଓଡ଼ିଶାର ଝାରସୁଗୁଡାରେ ବୋଲି ଜଣାପଡିଛି। ସେ କିଛିଦିନ…

ମାଓବାଦୀ କ୍ୟାମ୍ପରେ ଚଢ଼ାଉ: ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଜବତ

ମାଲକାନଗିର/ଚିତ୍ରକୋଣ୍ଡା,୨୮।୧୦(ଡି.ଏନ୍‌.ଏ.): ମାଲକାନଗିରି ଜିଲା ପୋଲିସକୁ ମିଳିଛି ବଡ଼ ସଫଳତା। ମାଓବାଦୀ କ୍ୟାମ୍ପରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଓ ସାମଗ୍ରୀ ଜବତ ହୋଇଛି। ସ୍ବାଭିମାନ ଅଞ୍ଚଳରେ ଦୁଇଦିନ ହେଲା ପୋଲିସ ସର୍ଚ୍ଚ ଅପରେଶନ ଜାରି ରଖିଥିଲା। ମଙ୍ଗଳବାର ଜିଲାର ସ୍ବାଭିମାନ ଅଞ୍ଚଳର ଜୁମଡାଙ୍ଗ…

ମାଓବାଦୀ, ବିଏସଏଫ୍‌ ଜବାନଙ୍କ ମଧ୍ୟରେ ଗୁଳି ବିନିମୟ

ଚିତ୍ରକୋଣ୍ଡା,୨୭।୧୦(ଡି.ଏନ୍‌.ଏ.): ଆନ୍ଧ୍ର-ଓଡ଼ିଶା ସୀମାନ୍ତ ମାଲକାନଗିରି ଜିଲା ସ୍ବାଭିମାନ ଅଞ୍ଚଳ ରାଲେଗାଡା ପଞ୍ଚାୟତ ଜୁମଡାଙ୍ଗ ନିକଟସ୍ଥ ଜଙ୍ଗଲରେ ମାଓବାଦୀ ଓ ବିଏସଏଫ୍‌ ଯବାନଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ପ୍ରଥମେ ମାଓବାଦୀ ପକ୍ଷରୁ ଗୁଳି ବିନିମୟ ହୋଇଥିଲା। ପରେ ଏହାର କଡ଼ା ଜବାବ…

ସ୍ବାଭିମାନ ଅଞ୍ଚଳରେ ମାଓବାଦୀ ବିରୋଧି ମେଳି

ଚିତ୍ରକୋଣ୍ଡା,୨୬ା୧୦(ଡି.ଏନ୍‌.ଏ.)-ପୋଲିସ ଇନ୍‌ଫର୍ମର ସନ୍ଦେହରେ ମାଲକାନଗିରି ଜିଲା ଯୋଡ଼ାମ୍ବ ଥାନା ଅଧୀନ ଖଜୁରୀଗୁଡ଼ା ଗ୍ରାମର ଦାସୁ ଖେମୁଡୁ ହତ୍ୟାକାଣ୍ଡ ଏବଂ ଅନ୍ୟ ୩ଜଣଙ୍କୁ ନିର୍ଦ୍ଧୁମ ମାଡ଼ ମାରିବା ଘଟଣା ପରେ ଗାଁ ଅଶାନ୍ତ ହୋଇପଡ଼ିଛି। ମାଓବାଦୀଙ୍କ ହିଂସାକାଣ୍ଡ ବିରୋଧରେ ଅଞ୍ଚଳବାସୀ ଏକାଠି ହୋଇଛନ୍ତି।…

କୋମ୍ବିଂବେଳେ ବିପୁଳ ପରିମାଣର ବିସ୍ଫୋରକ, ଅସ୍ତ୍ରଶସ୍ତ୍ର ଜବତ

ମାଲକାନଗିରି,୨୬ା୧୦(ସ୍ବ.ପ୍ର.): ମାଲକାନଗିରି ଜିଲା ବିଚ୍ଛିନ୍ନାଞ୍ଚଳରୁ ସୋମବାର ସୁରକ୍ଷା କର୍ମୀଙ୍କ ଦ୍ୱାରା ବିପୁଳ ପରିମାଣରେ ବିସ୍ଫୋରକ ସାମଗ୍ରୀ ଏବଂ ଅସ୍ତ୍ରଶସ୍ତ୍ର ଜବତ କରାଯାଇଛି। ମାଓବାଦୀଙ୍କ ଚଳପ୍ରଚଳ ନେଇ ଗୋଇନ୍ଦା ସୂଚନା ଅଧାରରେ ବିଏସ୍‌ଏଫ୍‌(୯ମ ବାଟାଲିଅନ୍‌) ଏବଂ ଏସ୍‌ଓଜି ପକ୍ଷରୁ ମିଳିତ ଅପରେଶନ ଆରମ୍ଭ…

ଚିତ୍ରକୋଣ୍ଡା ବିଚ୍ଛିନ୍ନାଞ୍ଚଳରେ ମାଓବାଦୀ ବିରୋଧୀ ପୋଷ୍ଟର

ଚିତ୍ରକୋଣ୍ଡା,୨୫ା୧୦(ଡି.ଏନ୍‌.ଏ.)-ମାଲକାନଗିରି ଜିଲା ଚିତ୍ରକୋଣ୍ଡା ସ୍ବାଭିମାନ ଅଞ୍ଚଳ ଏବଂ ଯୋଡ଼ାମ୍ବ ଭଳି ବିଭିନ୍ନ ସ୍ଥାନରେ ରବିବାର ବିଚ୍ଛିନ୍ନାଞ୍ଚଳ ଉନ୍ନୟନ ସମିତି ପକ୍ଷରୁ ମାଓବାଦୀ ବିରୋଧୀ ପୋଷ୍ଟର ଲାଗିଥିବା ଦେଖିବାକୁ ମିଳିଛି। ମାଓବାଦୀମାନେ ବିପ୍ଳବ ନାଁରେ ନିରୀହ ଆଦିବାସୀଙ୍କୁ ହତ୍ୟା କରୁଛନ୍ତି। ସେମାନଙ୍କ ମୁଖା…

ଲୁହା ତରଳଗୁଣ୍ଡ ପାଇପ ଫାଟି ଫସଲ ନଷ୍ଟ

ଚିତ୍ରକୋଣ୍ଡା,୨୪ା୧୦(ଡି.ଏନ୍‌.ଏ.): ମାଲକାନଗିରି ଜିଲା ଚିତ୍ରକୋଣ୍ଡାସ୍ଥିତ ମିତ୍ତଲ ନିପଲ ଷ୍ଟିଲ ଇଣ୍ଡିଆ ଲିମିଟେଡ୍‌ କମ୍ପାନୀ ଦେଇ ପାଇପ ମଧ୍ୟରେ ଲୁହା ତରଳ ଗୁଣ୍ଡ ଯାଉଥିବା ସମୟରେ ଚିତ୍ରକୋଣ୍ଡା ଯାନବାଇସ୍ଥିତ ଆଞ୍ଜେରିଆ ଗୁଡ଼ା ଗ୍ରାମ ନିକଟରେ ଆରସେଲ ପାଇପ ଲାଇନଟି ଫାଟି ଯାଇଥିଲା। ଫଳରେ…

ମାଲକାନଗିରିରୁ ୩୭ କରୋନା ପଜିଟିଭ ଚିହ୍ନଟ: ଜିଲାରେ ୪,୬୦୦ ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା

ମାଲକାନଗିରି, ୨୪।୧୦(ଡି.ଏନ୍‌.ଏ.): ମାଲକାନଗିରି ଜିଲାରୁ ଶନିବାର ୩୭ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି। ତେବେ ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ମାଲକାନଗିରି ପୌର ପରିଷଦର ୭, ବାଲିମେଳା ବିଜ୍ଞାପିତ ଅଞ୍ଚଳ ପରିଷଦରୁ ୪, ମାଲକାନଗିରି ବ୍ଲକରୁ ୪, ମାଥିଲି ବ୍ଲକରୁ…

ଆଭ୍ୟନ୍ତରୀଣ ଅଞ୍ଚଳବାସୀଙ୍କୁ ବୋଟ୍‌ ଯୋଗାଇବେ ଆନନ୍ଦ ମହିନ୍ଦ୍ରା

ମାଲକାନଗିରି,୨୨ା୧୦(ଡି.ଏନ୍‌.ଏ.)-ମାଲକାନଗିରି ଜିଲାରେ ଅନେକ ଆଭ୍ୟନ୍ତରୀଣ ଅଞ୍ଚଳରେ ବନ୍ୟା ସମୟରେ ନଦୀ ପାରହୋଇ ଅଞ୍ଚଳବାସୀ ଯାତାୟାତ ପାଇଁ ଅସୁବିଧାର ସମ୍ମୁଖୀନ ହୁଅନ୍ତି। ଏପରିକି ଲାଉତୁମ୍ବା, କଦଳୀ ଗଛର ଭାର, ପେଟତଳେ ହାଣ୍ଡି ଦେଇ ବିପଦସଙ୍କୁଳ ଅବସ୍ଥାରେ ଲୋକେ ନଦୀ ପାର ହୋଇଥାନ୍ତି। ନିକଟରେ…

ମାଓବାଦୀଙ୍କ ବର୍ବର କାଣ୍ଡ: ଇନ୍‌ଫର୍ମର ସନ୍ଦେହରେ ଗଳା କାଟି ହତ୍ୟା

ଚିତ୍ରକୋଣ୍ଡା, ୨୧।୧୦(ବ୍ୟୁରୋ): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ସ୍ବାଭିମାନ ଅଞ୍ଚଳରେ ମାଓବାଦୀମାନେ ହିଂସାକାଣ୍ଡ ଘଟାଇଛନ୍ତି। ଯୋଡ଼ାମ୍ଭ ଥାନା ଅନ୍ତର୍ଗତ ଖଜୁରୀଗୁଡା ଗ୍ରାମରେ ମଙ୍ଗଳବାର ବିଳମ୍ବିତ ରାତିରେ ୩୦ରୁ ଊର୍ଦ୍ଧ୍ୱ ମାଓବାଦୀ ଆସି ଗ୍ରାମର ୩ ବ୍ୟକ୍ତି ଦାସ ଖେମୁଡୁ, ସନା ହାନ୍ତାଳ ଓ…

ମାଓବାଦୀଙ୍କ ବଡ଼ଧରଣର ଯୋଜନା ପଣ୍ଡ : ୭ ଟିଫିନ୍‌ ବୋମା ଜବତ

ଚିତ୍ରକୋଣ୍ଡା,୨୦।୧୦(ଡି.ଏନ୍‌.ଏ.): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ବିଚ୍ଛିନ୍ନାଞ୍ଚଳ ପଣସପୁଟ ପଞ୍ଚାୟତ ଗୋରାସେତୁ, ସୁଟିଗନ୍ଧି ନିକଟସ୍ଥ ବ୍ରିଜରେ ମାଓବାଦୀ ୭ଟି ଟିଫିନ୍‌ ବୋମା ଖଞ୍ଜିଥିବା ବେଳେ ଏହାକୁ ନିଷ୍କ୍ରିୟ କରାଯାଇଛି। ବିଏସ୍‌ଏଫ୍‌ ଯବାନମାନଙ୍କ ଗତିବିଧିକୁ ଲକ୍ଷରଖି ମାଓବାଦୀମାନେ ଏକ ବଡ଼ଧରଣର ଯୋଜନା କରି ବ୍ରିଜତଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?