ଚିତ୍ରକୋଣ୍ଡା ଦୈନିକ ବଜାରର ୭ ଦୋକାନ ସିଲ୍
ଚିତ୍ରକୋଣ୍ଡା,୨୦।୭(ଡି.ଏନ୍.ଏ.): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ଦୈନିକ ବଜାରରେ ଥିବା ୭ଟି ଦୋକାନ ଉପରେ ସୋମବାର ଚଢ଼ାଉ କରାଯାଇ ସିଲ୍ କରାଯାଇଛି। ତହସିଲଦାର ଟି. ପଦ୍ମନାଭ ଦୋରାଙ୍କ ନେତୃତ୍ୱରେ ଅତିରିକ୍ତ ତହସିଲଦାର ଚନ୍ଦ୍ରମଣି ସ୍ବାଇଁ ଓ ଏକ ତହସିଲ ଟିମ୍ ବଜାରରେ କରୋନା…
ମାଲକାନଗିରିରେ କରୋନା: ଆଜି ଚିହ୍ନଟ ହେଲେ ୮ ଆକ୍ରାନ୍ତ
ମାଲକାନଗିରି,୧୮।୭(ଡି.ଏନ୍.ଏ.): ମାଲକାନଗିରି ଜିଲାରେ ଶନିବାର ପୁଣି ୮ଟି କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। ଏହି ରୋଗୀମାନଙ୍କ ମଧ୍ୟରେ ବାଲିମେଳା ବିଜ୍ଞାପିତ ଅଞ୍ଚଳର ଚାରିଜଣ ହୋଇଥିବା ବେଳେ ସେଥିମଧ୍ୟରୁ ତିନିଜଣ ଅନ୍ୟଙ୍କ ସଂସ୍ପର୍ଶରେ ଆସିଥିବା ଜଣାପଡିଛି ଏବଂ ଜଣେ ଗୃହ ସଂଗରୋଧରେ ଥିବା…
ଅନର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ମାଲକାନଗିରି ପୌର ପରିଷଦ ଶଟ୍ଡାଉନ୍ ଘୋଷଣା
ମାଲକାନଗିରି,୧୮।୭(ଡି.ଏନ୍.ଏ.): ମାଲକାନଗିରି ପୌର ପରିଷଦରେ କରୋନା ରୋଗୀଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ବେଳେ ଏହାକୁ ଦୃଷ୍ଟିରେ ରଖି ପ୍ରଶାସନ ତରଫରୁ ଶନିବାରଠାରୁ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ମାଲକାନଗିରି ପୌର ପରିଷଦକୁ ଶଟଡାଉନ୍ ଘୋଷଣା କରା ଯାଇଛି। ତେବେ ଏହି ପରିପ୍ରେକ୍ଷୀରେ ସମସ୍ତ…
ମାଲକାନଗିରି ୧୦ ଡାକ୍ତରଙ୍କୁ ଗଞ୍ଜାମ ବଦଳି: ଏଭଳି ଚେତାବନୀ ଦେଲା ଜିଲା କଂଗ୍ରେସ
ମାଲକାନଗିରି,୧୮।୭(ଡି.ଏନ୍.ଏ.): ବର୍ତ୍ତମାନ କରୋନା ସଂକ୍ରମଣ ବ୍ୟାପିବାରେ ଲାଗିଛି। ରାଜ୍ୟରେ ସର୍ବାଧିକ ପ୍ରଭାବିତ ଜିଲାରେ ଗଞ୍ଜାମକୁ ଗଣାଯାଉଛି। ଫଳରେ କରୋନା ରୋଗୀଙ୍କ ଚିକିତ୍ସା ନିମନ୍ତେ ଡାକ୍ତରଙ୍କ ଅଭାବ ଥିବାରୁ ରାଜ୍ୟ ସରକାର ମାଲକାନଗିରି ଜିଲାରୁ ୧୦ ଜଣ ଡାକ୍ତରଙ୍କୁ ଗଞ୍ଜାମକୁ ବଦଳି କରିଛନ୍ତି।…
ମାଲକାନଗିରିରେ ୫୪ ପଜିଟିଭ୍ ଚିହ୍ନଟ: ରହିଛନ୍ତି ୨ କରୋନା ଯୋଦ୍ଧା
କୋରୁକୋଣ୍ଡା,୧୭।୭(ଡି.ଏନ୍.ଏ): ମାଲକାନଗିରି ଜିଲାରେ ଦିନକୁ ଦିନ ଉଗ୍ରରୂପ ନେଉଛି କରୋନା। ଜିଲାରେ ପ୍ରତିଦିନ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଶୁକ୍ରବାର ଜିଲାର ସର୍ବାଧିକ ୫୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏ ନେଇ ମାଲକାନଗିରି ଜିଲାପାଳ ଟୁଇଟ୍ କରି ଜଣାଇଛନ୍ତି। ମାଲକାନଗିରି ପୌରପରିଷଦ,…
ଆନ୍ଧ୍ର-ଓଡ଼ିଶା ସୀମାନ୍ତରେ ପୋଲିସ-ମାଓବାଦୀ ଗୁଳି ବିନିମୟ
ମାଲକାନଗିରି,୧୬ା୭(ଡି.ଏନ୍.ଏ.): ଆନ୍ଧ୍ର-ଓଡ଼ିଶା ସୀମାନ୍ତରେ ଗୁରୁବାର ପୋଲିସ ମାଓବାଦୀ ଗୁଳି ବିନିମୟ ହୋଇଛି। ଏହି ସମୟରେ ମାଲକାନଗିରି ଜିଲାର ସ୍ବାଭିମାନ ଅଞ୍ଚଳରେ ଏକ ବଡ଼ଧରଣର ମାଓବାଦୀ କ୍ୟାମ୍ପ ଠାବ ହୋଇଥିଲା। ଡିଭିଏଫ୍ ଏବଂ ଏସ୍ଓଜିର ମିଳିତ ଚଢ଼ାଉରେ ଏହି ବଡ଼ଧରଣର ସଫଳତା ମିଳିଛି।…
ମାଲକାନଗିରିରେ ଆଜି ୧୪ କରୋନା ପଜିଟିଭ୍ ଚିହ୍ନଟ: ଆକ୍ରାନ୍ତଙ୍କ ସଂଖ୍ୟା ୧୮୪କୁ ବୃଦ୍ଧି
କୋରୁକୋଣ୍ଡା,୧୩ା୭(ଡି.ଏନ୍.ଏ.): ମାଲକାନଗିରି ଜିଲାରେ ଦିନକୁ ଦିନ ଉଗ୍ରରୂପ ନେଉଛି କରୋନା। ପ୍ରତିଦିନ ବଢ଼ି ଚାଲିଛି ଆକ୍ରାନ୍ତଙ୍କ ସଂଖ୍ୟା। ସୋମବାର ମାଲକାନଗିରି ପୌରପରିଷଦ, କୋରୁକୋଣ୍ଡା, କାଲିମେଳା, ଖଇରିପୁଟ ବ୍ଲକ ଏବଂ ବାଲିମେଳା ଏନ୍ଏସିରେ ମୋଟ୍ ୧୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ମାଲକାନଗିରି…
ପୋଲିସ ନିକଟରେ ଆତ୍ମସମର୍ପଣ କଲେ ଦୁଇ ମାଓବାଦୀ, ଖୋଲିଲେ ଏସବୁ ପୋଲ୍
ମାଲକାନଗିରି,୧୨ା୭(ସ୍ବ.ପ୍ର.): ରବିବାର ମାଲକାନଗିରି ପୋଲିସ ନିକଟରେ ଆତ୍ମସମର୍ପଣ କରିଛନ୍ତି ଦୁଇ ହାର୍ଡକୋର ମାଓବାଦୀ। ଏହି ଦୁଇଜଣ ହେଲେ କାନା ମାଢି ଓ ମହିଳା ମାଓବାଦୀ ଲାକେ ପୁନେମ। ଦୀର୍ଘଦିନ ଧରି ଉଭୟ ମାଓବାଦୀ ସଙ୍ଗଠନରେ ସକ୍ରିୟ ରହିଥିଲେ। ତେବେ ଏମାନେ ସମାଜର…
ହଟିଥାନ୍ତା ଶଟଡାଉନ ହେଲେ ପୁଣି ସପ୍ତାହେ ଲାଗୁହେଲା ଲକଡାଉନ୍: ଜାଣନ୍ତୁ କ’ଣ ଖୋଲା ରହିବ କ’ଣ ବନ୍ଦ
ମାଲକାନଗିରି,୧୨।୭(ଡି.ଏନ୍.ଏ.): କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ଯୋଗୁ ମାଲକାନଗିରି ଜିଲା ପ୍ରଶାସନ ଗତ ଶୁକ୍ରବାର ରାତି ୮ଟାରୁ ରବିବାର ରାତି ୧୨ଟା ପର୍ଯ୍ୟନ୍ତ ମାଲକାନଗିରି ପୌରପରିଷଦ ଓ ବାଲିମେଳା ବିଜ୍ଞାପିତ ଅଞ୍ଚଳକୁ ଶଟଡାଉନ୍ ଘୋଷଣା କରିଥିଲେ। ଏହି ଦୁଇଦିନ ସମସ୍ତ ଦୋକାନ…
ମାଲକାନଗିରିରେ ୩୬ କରୋନା ଆକ୍ରାନ୍ତ ଚିହ୍ନଟ: ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୭୦ରେ ପହଞ୍ଚିଲା
କୋରୁକୋଣ୍ଡା,୧୨ା୭(ଡି.ଏନ୍.ଏ.): ମାଲକାନଗିରି ଜିଲାରେ ଦିନକୁ ଦିନ ବଢ଼ି ଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ରବିବାର ମାଲକାନଗିରି ପୌରପରିଷଦ, ଖଇରପୁଟ ବ୍ଲକ ଏବଂ ବାଲିମେଳା ଏନ୍ଏସିରେ ମୋଟ୍ ୩୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ମାଲକାନଗିରି ଜିଲାପାଳ ଟୁଇଟ୍ ଯୋଗେ ସୂଚନା ଦେଇଛନ୍ତି।…
ସ୍ବାଭିମାନ ଅଞ୍ଚଳ ଯୋଡ଼ାମ୍ବକୁ ଆରମ୍ଭ ହେଲା ବସ୍ ସେବା
ମାଲକାନଗିରି/ଚିତ୍ରକୋଣ୍ଡା,୧୧ା୭(ଡି.ଏନ.ଏ.)-ମାଲକାନଗିରି ଜିଲାପାଳ ମନୀଷ ଅଗ୍ରୱାଲଙ୍କ ଉଦ୍ୟମରେ ଶୁକ୍ରବାରଠାରୁ ସ୍ବାଭିମାନ ଅଞ୍ଚଳର ଯୋଡାମ୍ବକୁ ବସ୍ ଚଳାଚଳ ଆରମ୍ଭ ହୋଇଛି। ମାଲକାନଗିରି ସଦର ମହକୁମାରୁ ଚିତ୍ରକୋଣ୍ଡାର ଯୋଡ଼ାମ୍ବକୁ ଏହି ବସ୍ ସେବା ଆରମ୍ଭ ହୋଇଛି। ଗୁରୁପ୍ରିୟା ସେତୁ ଉଦ୍ଘାଟିତ ହେବାପରଠାରୁ ସ୍ବାଭିମାନ ଅଞ୍ଚଳରେ ବିକାଶ…
୧୩ ଜିଲାବାସୀଙ୍କୁ ମାଲକାନଗିରି ମନା
କୋରୁକୋଣ୍ଡା, ୧୧।୭(ଡି.ଏନ୍.ଏ): ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ି ବଢ଼ି ଚାଲିଛି। ଏ ନେଇ ସବୁ ଜିଲାରେ କରୋନା ମୁକାବିଲା ପାଇଁ ବିଭିନ୍ନ ପ୍ରକାରର ପଦକ୍ଷେପ ଗ୍ରହଣ କରାଯାଉଛି। ଏହାରି ମଧ୍ୟରେ ମାଲକାନଗିରି ଜିଲାରେ ମଧ୍ୟ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନିଆଯାଇଥିବା…
Archives


