ମାଲକାନଗିରି

୪ କିମି ଭାରରେ ବୁହା ହେଲେ ଗର୍ଭବତୀ

ଚିତ୍ରକୋଣ୍ଡା,୫ା୯(ଡି.ଏନ.ଏ.): ଏବେବି ଦୁର୍ଗମ ଅଞ୍ଚଳରେ ସ୍ବାସ୍ଥ୍ୟସେବା ଅପହଞ୍ଚ ହୋଇ ରହିଛି। ଉପଯୁକ୍ତ ସଚେତନତା ଓ ବିଭିନ୍ନ ସ୍ବାସ୍ଥ୍ୟ ସେବା ସମ୍ପର୍କରେ ପରାମର୍ଶର ଅଭାବ ଯୋଗୁ ବିଭିନ୍ନ ସମୟରେ ରୋଗୀଙ୍କ ମୃତ୍ୟୁ ଘଟୁଛି। ଏଇଭଳି ଏକ ଘଟଣା ଘଟିଛି ଚିତ୍ରକୋଣ୍ଡା ପଞ୍ଚାୟତ ସମିତି…

ମାଓବାଦୀଙ୍କ ବର୍ବର କାଣ୍ଡ: ଘରୁ ଛୁଟି କାଟି ଫେରୁଥିବା ଏଏସ୍‌ଆଇଙ୍କୁ ଅପହରଣ ପରେ ହତ୍ୟା

ମାଲକାନଗିରି,୩୧।୮(ସ୍ବ.ପ୍ର.): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ର ବିଜାପୁର ଜିଲାରେ ମାଓବାଦୀଙ୍କ ବର୍ବର କାଣ୍ଡ ଦେଖିବାକୁ ମିଳିଛି। ମାଓବାଦୀ ପୋଲିସ ଏଏସ୍‌ଆଇ ନଗେୟା କର୍ସାଙ୍କୁ ହତ୍ୟା କରିଛନ୍ତି। ସୂଚନାଯୋଗ୍ୟ, ରବିବାର ଏଏସ୍‌ଆଇଙ୍କୁ ମାଓବାଦୀମାନେ ଅପହରଣ କରିନେଇଥିଲେ। ତେବେ ସେ ଘରୁ ଛୁଟି କଟାଇ…

ଖାକିରେ ଦାଗ: ଏସ୍‌ଆଇ ନିଲମ୍ବିତ, ୨ ହୋମ୍‌ଗାର୍ଡ ଗିରଫ

ମାଲକାନଗିରି,୩୦।୮(ସ୍ବ.ପ୍ର.): ଖାକି ପୋଷାକରେ ଦାଗ। ଗଞ୍ଜେଇ ବ୍ୟବସାୟୀଙ୍କଠାରୁ ଜୋରଜବରଦସ୍ତି ଟଙ୍କା ଆଦାୟ ମାମଲାରେ ଏସ୍‌ଆଇ ନିଲମ୍ବିତ ଓ ଏଏସ୍‌ଆଇଙ୍କ ନାମରେ ମାମଲା ରୁଜୁ , ୨ ହୋମ୍‌ଗାର୍ଡଙ୍କୁ ଗିରଫ କରାଯାଇଛି। ଏଭଳି ଘଟଣା ଘଟିଛି ମାଲକାନଗିରି ଜିଲା ଖାଇରପୁଟ ବ୍ଲକ ମୁଦୁଲିପଡା…

ଚିତ୍ରକୋଣ୍ଡା ସହରରୁ ହଟିଲା କଣ୍ଟେନମେଣ୍ଟ ଜୋନ୍‌

ଚିତ୍ରକୋଣ୍ଡା,୨୫।୮(ଡି.ଏନ୍‌.ଏ): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ପଞ୍ଚାୟତ ସମିତି ଅନ୍ତର୍ଗତ ସ୍ଥାନୀୟ ଚିତ୍ରକୋଣ୍ଡା ସହର ତଥା କଲୋନୀରେ ଗଯାଇଛି।ତଯାଇଛି। ଜୁଲାଇ ଶେଷ ସପ୍ତାହରୁ ଜିଲା ପ୍ରଶାସନ ପକ୍ଷରୁ କଣ୍ଟେନମେଣ୍ଟ ଜୋନ୍‌ ଘୋଷଣା ହୋଇଥିଲା। ତେବେ ଦୀର୍ଘ ଦିନ ପରେ ମଙ୍ଗଳବାର ସହରରୁ କଣ୍ଟେନମେଣ୍ଟ…

ମାଓବାଦୀ ପ୍ରବଣ ଅଞ୍ଚଳରେ କୁମ୍ବିଂ ଅପରେଶନ : ବିପୁଳ ପରିମାଣରେ ବିସ୍ଫୋରକ ବନ୍ଧୁକ ତିଆରି ସାମଗ୍ରୀ ଜବତ

ମାଲକାନଗିରି,୨୪।୮(ସ୍ବ.ପ୍ର.): ମାଲକାନଗିରି ଜିଲା କାଲିମେଳା ବ୍ଲକର ମାଓବାଦୀ ପ୍ରବଣ କୁରୁବ୍‌, ସୁଧାକୋଣ୍ଡା ଓ ଏଲ୍କାନୁର ଜଙ୍ଗଲରେ ସୋମବାର କୁମ୍ବିଂ ଅପରେଶନ ବେଳେ ବ୍ୟାପକ ପରିମାଣର ବିସ୍ଫୋରକ ଓ ବନ୍ଧୁକ ତିଆରି ସାମଗ୍ରୀ ଜବତ ହୋଇଛି। ଏ ନେଇ ଏସ୍‌ପି ହ୍ରିସିକେଷ ଡି.…

ନଦୀ ପାର ହେଲେ ଗର୍ଭବତୀ, ମହାନତା ଦେଖାଇଲେ ଗ୍ରାମବାସୀ

ମାଲକାନଗିରି,୨୪ା୮(ସ୍ବ.ପ୍ର.): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ର ବିଜାପୁର ଜିଲାର ଲଙ୍କାଗାଁରେ ଜଣେ ଗର୍ଭବତୀଙ୍କୁ ନଦୀ ପାର କରି ଗ୍ରାମବାସୀ ମହାନତା ଦେଖାଇଛନ୍ତି॥ ମାଓବାଦୀ ପ୍ରବଣ ଲଙ୍କାପଲ୍ଲୀ ଗାଁରେ ନା ଅଛି ମେଡିକାଲ ସୁବିଧା ନା ଅଛି ରାସ୍ତା। ମାଓବାଦୀଙ୍କ ଭୟରେ ସେହି…

ମାଲକାନଗିରି ସୀମାନ୍ତ ଏହି ଛାତ୍ରୀଙ୍କୁ ଲୁହ ପୋଛିବାକୁ କହିଲେ ସୋନୁ ସୁଦ, ଜାଣନ୍ତୁ କାହିଁକି

ମାଲକାନଗିରି,୨୨ା୮: ପ୍ରବଳ ବର୍ଷା ଯୋଗୁ ବନ୍ୟାରେ ସବୁକିଛି ହରାଇଥିବା ଜଣେ ଆଦିବାସୀ ଛାତ୍ରୀଙ୍କ ପାଇଁ ଆଶାର କିରଣ ପାଲଟିଛନ୍ତି ବଲିଉଡ୍‌ ଅଭିନେତା ସୋନୁ ସୁଦ। ବହିପତ୍ର ନଷ୍ଟ ହୋଇଯାଇଥିବାରୁ ଛାତ୍ରୀ ଜଣକ କାନ୍ଦୁଥିବାର ଏକ ଭିଡିଓ ଟୁଇଟର୍‌ରେ ଦେଖିବା ପରେ ସହାୟତା…

ବନ୍ୟା ପୀଡ଼ିତ ଛାତ୍ରୀଙ୍କ ଆଶା ସୋନୁ

କୋରୁକୋଣ୍ଡା,୨୨।୮(ଡି.ଏନ୍‌.ଏ.): ବନ୍ୟାରେ ଘରଦ୍ୱାର ହରାଇଥିବା ଜଣେ ଆଦିବାସୀ ଛାତ୍ରୀଙ୍କ ପାଇଁ ଆଶାର କିରଣ ପାଲଟିଛନ୍ତି ବଲିଉଡ ଅଭିନେତା ସୋନୁ ସୁଦ। ବହିପତ୍ର ନଷ୍ଟ ହୋଇଯାଇଥିବାରୁ ଛାତ୍ରୀ ଜଣକ କାନ୍ଦୁଥିବାର ଏକ ଭିଡିଓ ଟୁଇଟରରେ ଦେଖିବା ପରେ ସହାୟତା ପାଇଁ ସୋନୁ ଆଗେଇ…

କରୋନା ସନ୍ଦେହରେ ସହଯୋଗ କଲେନି ଗ୍ରାମବାସୀ: ପିପିଇ କିଟ୍‌ ପିନ୍ଧି ସ୍ବାମୀଙ୍କୁ ମୁଖାଗ୍ନି ଦେଲେ ସ୍ତ୍ରୀ

ମାଲକାନଗିରି, ୨୦ା୮ (ଡି.ଏନ୍‌.ଏ.)-ମାଲକାନଗିରି ଜିଲା ମାଥିଲି ବ୍ଲକ ଅନ୍ତର୍ଗତ ମାନ୍ଦାପାଲି ଗ୍ରାମରେ ଗୁରୁବାର ଏକ ହୃଦୟ ବିଦାରକ ଘଟଣା ଘଟିଛି। କୋରାପୁଟ ଜିଲା ଲମତାପୁଟ ବ୍ଲକ ଶିକ୍ଷାଧିକାରୀ ଭାବେ କାର୍ଯ୍ୟ କରୁଥିବା କୃଷ୍ଣଚନ୍ଦ୍ର ନାୟକଙ୍କ ବୁଧବାର ମୃତ୍ୟୁ ଘଟିଛି। କୃ୍‌ଷ୍ଣଚନ୍ଦ୍ରଙ୍କ ଘର…

ଲଗାଣ ବର୍ଷାରେ ଚିତ୍ରକୋଣ୍ଡା ଅବସ୍ଥା ବେହାଲ

ଚିତ୍ରକୋଣ୍ଡା, ୧୮।୮(ଡି.ଏନ୍‌.ଏ.): ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁ ମାଲକାନଗିରି ଜିଲାରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ବର୍ଷା କମିବା ପରେ ବୁଧବାର ସ୍ଥିତି ଧୀରେ ଧୀରେ ସୁଧୁରୁଛି। ତଥାପି ଅଧିକାଂଶ ଅଞ୍ଚଳ ଏବେ ବି ପାଣି ଘେରରେ ରହିଛି। ବିଭିନ୍ନ…

ମାଲକାନଗିରିରେ ୧୧୦୦ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

ମାଲକାନଗିରି,୧୫ା୮: ଶନିବାର ମାଲକାନଗିରି ଜିଲାରେ ୭୩ଜଣ କରୋନା ରୋଗୀ ଚିହ୍ନଟ ହୋଇଥିବା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ଫଳରେ ଜିଲାରେ ଆଜି ସୁଦ୍ଧା ମୋଟ୍‌ ୧୧୫୬ଟି କରୋନା ରୋଗୀ ଚିହ୍ନଟ ହୋଇଥିବା ଜଣାପଡ଼ିଛି। ଗୋଟିଏ ପଟେ ଜିଲାରେ ପ୍ରବଳ ବର୍ଷା ଯୋଗୁ…

ମାଲକାନଗିରିରେ ଉଡ଼ିଲା ତ୍ରିରଙ୍ଗା

ମାଲକାନଗିରି,୧୫ା୮: ମାଲକାନଗିରି ଜିଲା ସଦରମହକୁମା ଡିଏନ୍‌କେ ଖେଳପଡ଼ିଆରେ ଜିଲାସ୍ତରୀୟ ୭୪ତମ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଏହି ଉପଲକ୍ଷେ ପଞ୍ଚାୟତିରାଜ, ପାନୀୟ ଜଳ, ନଗରଉନ୍ନୟନ ମନ୍ତ୍ରୀ ପ୍ରତାପ ଜେନା ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଜାତୀୟ ପତାକା ଉତ୍ତୋଳନ କରିଥିଲେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?