ମାଲକାନଗିରି

ଲଘୁ ବନଜାତ ଦ୍ରବ୍ୟ ଟୋଲରୁ ଆଦିବାସୀଙ୍କୁ ମିଳୁନି ପ୍ରାପ୍ୟ

ମାଲକାନଗିର,୧୩ା୬(ଡି.ଏନ.ଏ.)-ମାଲକାନଗିରି ଜିଲାରେ ଆଦିବାସୀଙ୍କ ଜୀବନ ଜୀବିକାର ମାଧ୍ୟମ ପାଲଟିଛି ବନଜାତ ଦ୍ରବ୍ୟ। ଅନ୍ୟ ଲଘୁ ବନଜାତ ଦ୍ରବ୍ୟ ଭଳି ଟୋଲ ମଧ୍ୟ ଆଦିବାସୀଙ୍କ ଜୀବିକାର୍ଜନର ଏକ ମାଧ୍ୟମ ପାଲଟିଛି। ଏହାକୁ ସେମାନେ ବିକ୍ରି କରିବା ସହ ତେଲ ପ୍ରସ୍ତୁତ କରିଥାନ୍ତି। ମେ…

ମାଲକାନଗିରିରେ ପୁଣି ୩ କରୋନା ପଜିଟିଭ୍‌ ଚିହ୍ନଟ: ୨୫କୁ ବୃଦ୍ଧି ପାଇଲା ଆକ୍ରାନ୍ତଙ୍କ ସଂଖ୍ୟା

କୋରୁକୋଣ୍ଡା,୧୨ା୬(ଡି.ଏନ୍‌.ଏ.): ମାଲକାନଗିରି ଜିଲାରେ ଶୁକ୍ରବାର ଆଉ ୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ଟୁଇଟ୍‌ ଯୋଗେ ରାଜ୍ୟ ସରକାର ଏବଂ ଜିଲାପାଳ ସୂଚନା ଦେଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ଦୁଇଜଣ କୋରୁକୋଣ୍ଡା ବ୍ଲକ ଅନ୍ତର୍ଗତ ତାରଲକୋଟା ପଞ୍ଚାୟତ ଅନ୍ତର୍ଗତ କ୍ୱାରାଣ୍ଟାଇନ୍‌ ସେଣ୍ଟରର ବୋଲି…

ହାବିଲଦାରଙ୍କୁ କରୋନା: ମୋଟୁ ଥାନା ପରିସରକୁ କଣ୍ଟେନ୍‌ମେଣ୍ଟ ଜୋନ୍‌ ଘୋଷଣା, କ୍ୱାରାଣ୍ଟାଇନ୍‌ରେ ଗଲେ କର୍ମଚାରୀ

ମାଲକାନଗିରି,୧୨।୬(ଡି.ଏନ୍‌.ଏ.): ମାଲକାନଗରିରେ ଜଣେ ପୋଲିସ ହାବିଲଦାର ଶୁକ୍ରବାର କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ମୋଟୁ ସୀମା ଚେକ୍‌ ପୋଷ୍ଟରେ କାର୍ଯ୍ୟରତ ହାବିଲଦାର କରୋନା ସଂକ୍ରମିତ ହୋଇଛନ୍ତି। ଚିହ୍ନଟ ପରେ ମୋଟୁ ଥାନା ଆଇଆଇସିଙ୍କ ସମେତ ସବୁ କର୍ମଚାରୀଙ୍କୁ କ୍ୱାରାଣ୍ଟାଇନ୍‌ ରହିବାକୁ ନିର୍ଦ୍ଦେଶ…

ପୋଲିସ କ୍ୟାଣ୍ଟିନରେ ମହିଳାଙ୍କୁ ଗଣବଳାତ୍କାର, ହତ୍ୟା ମାମଲା: ଏସ୍‌ପିଙ୍କୁ ରିପୋର୍ଟ ମାଗିଲେ ମହିଳା କମିଶନ

ଭୁବନେଶ୍ୱର, ୧୨।୬(ବ୍ୟୁରୋ): ମାଲକାନଗିରି ସଦର ମହକୁମା ପୋଲିସ କ୍ୟାଣ୍ଟିନରେ ଜଣେ ଆଦିବାସୀ ମହିଳାଙ୍କୁ ଗଣବଳାତ୍କାର ଓ ହତ୍ୟା ମାମଲାରେ ରାଜ୍ୟ ମହିଳା କମିଶନ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ଏହି ମାମଲାର ତଦନ୍ତ ରିପୋର୍ଟ ତୁରନ୍ତ ଦେବାକୁ ମାଲକାନଗିରି ଏସ୍‌ପିଙ୍କୁ ରାଜ୍ୟ ମହିଳା…

ଚିତ୍ରକୋଣ୍ଡାର ୧୮ଟି ପଞ୍ଚାୟତ ବସ୍‌ ସେବାରୁ ବଞ୍ଚିତ

ଚିତ୍ରକୋଣ୍ଡା,୧୧।୬(ଡି.ଏନ୍‌.ଏ): କରୋନା ମହାମାରୀ ପାଇଁ ସାରା ଦେଶରେ ଲକ୍‌ଡାଉନ ଘୋଷଣା ହେବା ପରେ ମାର୍ଚ୍ଚ ମାସ ୨୩ଠାରୁ ସମସ୍ତ ଯାତାୟାତ ସମ୍ପୂର୍ଣ୍ଣ ଠପ୍‌ ହୋଇଯାଇଥିଲା। ଫଳରେ ଲୋକଙ୍କା ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେବାକୁ ପଡ଼ିଥିଲା। ଗତ କିଛି ଦିନ…

ମାଲକାନଗିରି ଜିଲାକୁ ପୁଣି ଛୁଇଁଲା କରୋନା

କୋରୁକୋଣ୍ଡା, ୯।୬(ଡି.ଏନ.ଏ): ମାଲକାନଗିରି ଜିଲାକୁ ପୁଣି ଛୁଇଁଲା କରୋନା। ଗତ ସୋମବାର ଜିଲା ପ୍ରଶାସନ ସମଗ୍ର ଜିଲାକୁ କରୋନା ମୁକ୍ତ ବୋଲି ଘୋଷଣା କରିଥିବାବେଳେ ମଙ୍ଗଳବାର ପୁଣିଥରେ ଜିଲାରେ କରୋନା ଆକ୍ରାନ୍ତ ହୋଇଛନ୍ତି। ଏନେଇ ଟୁଇଟ୍‌ ଯୋଗେ ରାଜ୍ୟ ସରକାର ଏବଂ…

ମୁଖ୍ୟ ଚିକିତ୍ସାଳୟ ଲିଫ୍ଟ ଅଚଳ, ରୋଗୀ ହଇରାଣ

ମାଲକାନଗିରି,୮ା୬ (ଡି.ଏନ୍‌.ଏ.)-ମାଲକାନଗିରି ଜିଲା ସଦର ମହକୁମା ମୁଖ୍ୟ ଚିକିତ୍ସାଳୟର ଲିଫ୍ଟ୍‌ ଦୀର୍ଘ ଏକମାସ ହେବ ଅଚଳ ହୋଇ ପଡିଛି। ଫଳରେ ରୋଗୀ ହନ୍ତସନ୍ତ ହେଉଛନ୍ତି। ୭ମହଲା ବିଶିଷ୍ଟ ଏହି ଚିକିତ୍ସାଳୟରେ ୪ଟି ଲିଫ୍ଟି ଥିବା ବେଳେ ସେଥିରୁ ପୂର୍ବରୁ ୩ଟି ଲିଫ୍ଟ…

ମାଲକାନଗିରି, ନବରଙ୍ଗପୁର ଜିଲା କରୋନା ମୁକ୍ତ: ୨୮ଜିଲାରେ ୯୯୦ ସକ୍ରିୟ ରୋଗୀ

ଭୁବନେଶ୍ୱର,୮।୬(ବ୍ୟୁରୋ)-କରୋନା କବଳରେ ସାରା ରାଜ୍ୟ। ଦିନକୁ ଦିନ ବଢ଼ିବାରେ ଲାଗିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ସଂକ୍ରମିତଙ୍କ ସଂଖ୍ୟା ଯେତିକି ମାତ୍ରାରେ ବଢ଼ିବାରେ ଲାଗିଛି, ସୁସ୍ଥ ରୋଗୀଙ୍କ ସଂଖ୍ୟା ମଧ୍ୟ ସେହି ମାତ୍ରାରେ ବଢ଼ୁଛି। ତେଣୁ ବିଭିନ୍ନ ଜିଲାରେ ସକ୍ରିୟ ରୋଗୀଙ୍କ ସଂଖ୍ୟା…

ଦେଢ଼ମାସ ପରେ ସୋଲାର ପ୍ରକଳ୍ପ ଅଚଳ

କୋରୁକୋଣ୍ଡା,୬ା୬(ଡି.ଏନ.ଏ.)-ମାଲକାନଗିରି ଜିଲା କୋରୁକୋଣ୍ଡା ବ୍ଲକ ପୁରୁଣା ଚିମିଟାପଲି ପଞ୍ଚାୟତର ସୁବର୍ଣ୍ଣପୁର ଗ୍ରାମରେ ଜଳ ଯୋଗାଣ ବନ୍ଦ ହେତୁ ଲୋକେ ପାନୀୟ ଜଳ ପାଇଁ ହନ୍ତସନ୍ତ ହେଉଛନ୍ତି। ପ୍ରାୟ ୨୨ ପରିବାରର ଶତାଧିକ ଲୋକ ବସବାସ କରୁଥିବା ଏହି ଗ୍ରାମରେ ପାନୀୟ ଜଳ…

ଲକ୍‌ଡାଉନ୍‌ରେ ବ୍ୟବସାୟ ମାନ୍ଦା: ଋଣଭାର ଶୁଝି ନ ପାରି ବ୍ୟବସାୟୀଙ୍କ ଆତ୍ମହତ୍ୟା ଅଭିଯୋଗ

କୋରୁକୋଣ୍ଡା,୫।୬(ଡି.ଏନ୍‌.ଏ): କରୋନାର ଭୟାବହତାକୁ ଦୃଷ୍ଟିରେ ରଖି ସରକାର ଲକ୍‌ଡାଉନ୍‌ ଘୋଷଣା କରିଥିଲେ। ମାତ୍ର ଏହା ଅର୍ଥନୀତି ଉପରେ ବିଶେଷ ପ୍ରଭାବ ପକାଇଛି। ଏଭଳି ପରିସ୍ଥିତିରେ ଋଣଭାର ଶୁଝି ନ ପାରି ଜଣେ ବ୍ୟବସାୟୀ ଆତ୍ମହତ୍ୟା କରିଥିବା ତାଙ୍କ ପରିବାର ଲୋକେ ଅଭିଯୋଗ…

ବେସାହାରା ହୋଇପଡ଼ିଛି ୧୦ ବର୍ଷର ବାଳକ: କମ୍‌ ଟଙ୍କା ଦିଅ ପଛେ କାମଟେ ଦିଅ

ଚିତ୍ରକୋଣ୍ଡା,୪ା୬(ଡି.ଏନ୍‌.ଏ.)-ବୟସ ୧୦କି ୧୨ବର୍ଷ ହେବ। ନାଁ ତାଙ୍କର ସୁବାସ। ଯେଉଁ ବୟସରେ ପାଠପଢ଼ି ମାଆବାପାଙ୍କ କୋଳରେ ଅଳି ଅଝଟରେ ଦିନ ବିତୁଥାନ୍ତା ସେ ବୟସରେ ମୁଠେ ଖାଦ୍ୟ ଯୋଗାଡ଼ କରିବାକୁ ତାଙ୍କୁ ସଂଘର୍ଷ କରିବାକୁ ପଡୁଛି। ବାପା ମରିଯିବା ପରେ ମଆ…

କାଳବୈଶାଖୀ :୨ ପଞ୍ଚାୟତରେ ଶତାଧିକ ଘର କ୍ଷତିଗ୍ରସ୍ତ

ବୈପାରୀଗୁଡା,୪ା୬(ଡି.ଏନ୍‌.ଏ)-କୋରାପୁଟ ଜିଲା ବୈପାରୀଗୁଡା ବ୍ଲକରେ ବୁଧବାର  କାଳବୈଶାଖୀ ଶତାଧିକ ଲୋକଙ୍କୁ କ୍ଷତିଗ୍ରସ୍ତ କରିଛି। ବ୍ଲକ ଅନ୍ତର୍ଗତ ମାଠପଡା ଓ ବାଲିଗାଁ ପଞ୍ଚାୟତରେ କାଳବୈଶାଖୀ ଯୋଗୁ ଶତାଧିକ ଲୋକଙ୍କ ଘର ଭାଙ୍ଗଥିବା ବେଳେ ଅନେକ ସ୍ଥାନରେ ଗଛଡାଳ ଭାଙ୍ଗି ରାସ୍ତା ଅବରୋଧ ହୋଇଛି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri