ପଡ଼ିଆ ବ୍ଲକ୍ ଅଞ୍ଚଳରେ ମାତିଲେଣି ପଙ୍ଗପାଳ
ପଡ଼ିଆ,୧ା୬ (ଡି.ଏନ୍.ଏ.)-ମାଲକାନଗିରି ଜିଲା ସୀମାନ୍ତ ପଡ଼ିଆ ବ୍ଲକ ଅଞ୍ଚଳରେ ପଙ୍ଗପାଳଙ୍କ ଉତ୍ପାତ ଦେଖିବାକୁ ମିଳିଛି। ପଙ୍ଗପାଳକୁ ନେଇ ସରକାର ଚାଷୀଙ୍କୁ ସତର୍କ ରହିବା ପାଇଁ କହିଥିବା ବେଳେ ଏହି ପଙ୍ଗପାଳ ଜିଲାର ସୀମାନ୍ତରେ ପହଞ୍ଚତ୍ ସାରିଛି। ତେବେ ବର୍ତ୍ତମାନ ଚାଷୀମାନଙ୍କର କୌଣସି…
୩ ମାସରେ ଅଜଣା ରୋଗ ନେଲାଣି ୧୭ ଜୀବନ
ମାଲକାନଗିରି,୩୧ା୫(ଡି.ଏନ୍.ଏ.)-ଅଜଣା ରୋଗରେ ମାଲକାନଗିରି ଜିଲାରେ ଗୋଟିଏ ଗ୍ରାମରେ ୩ ମାସ ମଧ୍ୟରେ ୧୭ଜଣଙ୍କ ମୃତ୍ୟୁ ହୋଇଛି। ଜିଲା ସଦର ବ୍ଲକ୍ ପେଡ଼ାକୋଣ୍ଡା ପଞ୍ଚାୟତ କେନ୍ଦୁଗୁଡ଼ା ଗ୍ରାମରେ ଫେବୃୟାରୀ ୨୫ରୁ ଏପର୍ଯ୍ୟନ୍ତ ଏତେ ସଂଖ୍ୟକ ଲୋକ ପ୍ରାଣ ହରାଇବା ଆଲୋଚନାର ବିଷୟ ହୋଇଛି।…
ସାର ଗୋଦାମରେ କେନ୍ଦୁପତ୍ର ରଖିବା ଘଟଣା: ନିଲମ୍ବିତ ହେଲେ ଶିଖପାଲି ଲ୍ୟାମ୍ପ ପରିଚାଳକ
ମାଲକାନଗିରି, ୩୧ା୫(ଡି.ଏନ୍.ଏ.)-ମାଲକାନଗିରି ଜିଲା ଶିଖପାଲି ଲାମ୍ପ ପରିଚାଳକ ଧନେଶ୍ୱର ପଟ୍ଟନାୟକଙ୍କୁ ଲ୍ୟାମ୍ପ ପ୍ରଶାସକ ସାମଲ ମାରାଣ୍ଡି କାର୍ଯ୍ୟରୁ ନିଲମ୍ବିତ କରିଛନ୍ତି। ଚଲାଣଗୁଡା ପଞ୍ଚାୟତ ନୁଆଗୁଡାଠାରେ ଥିବା ସାର ଓ ବିହନ ଗୋଦାମରେ ସେ ବେନିୟମ ଭାବେ ଜଣେ ବ୍ୟବସାୟୀଙ୍କ କେନ୍ଦୁପତ୍ର ଗଛିତ…
ମାଲକାନଗିରିରେ ଭୀଷଣ ବଜ୍ରପାତ ସମ୍ଭାବନା: ୪ଟାରୁ ୧୦ ଯାଏ ସତର୍କ ରହିବାକୁ ପରାମର୍ଶ
ଭୁବନେଶ୍ୱର,୩୧।୫(ବ୍ୟୁରୋ): ରବିବାର ଅପରାହ୍ନ ୪ଟାରୁ ୧୦ ମଧ୍ୟରେ ମାଲକାନଗିରିରେ ଭୀଷଣ ବଜ୍ରପାତ ହେବାର ସମ୍ଭାବନା ରହିଛି। ଜିଲାର ୨ ବ୍ଲକ କୋରକୁଣ୍ଡା ଓ କୁଡ଼ୁମୁଲଗୁମାରେ ବଜ୍ରପାତ ହୋଇପାରେ। ଆର୍ଥ ନେଟ୍ଓ୍ବାର୍କର ସୂଚନା ଆଧାରରେ ଏ ନେଇ ଏସ୍ଆର୍ସି ସତର୍କ ରହିବାକୁ ପରାମର୍ଶ…
ଗୁଣ୍ଠାଓ୍ବାର୍ଡା କ୍ୱାରାଣ୍ଟାଇନ୍ ସେଣ୍ଟରରେ ମହିଳାଙ୍କ ସନ୍ତାନ ପ୍ରସବ
ଚିତ୍ରକୋଣ୍ଡା,୩୧ା୫(ଡି.ଏନ୍.ଏ.): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ବ୍ଲକ ଅନ୍ତର୍ଗତ ଗୁଣ୍ଠାୱାର୍ଡl କ୍ୱାରାଣ୍ଟାଇନ୍ ସେଣ୍ଟରରେ ବାହାର ରାଜ୍ୟରୁ ଫେରି ରହୁଥିବା ଅନ୍ତେବାସୀଙ୍କ ମଧ୍ୟରୁ ଜଣେ ମହିଳା ସନ୍ତାନ ପ୍ରସବ କରିଛନ୍ତି। ତାଙ୍କ ଘର ଗୁଣ୍ଠାଓ୍ବାର୍ଡା ପଞ୍ଚାୟତ କନ୍ଧଗୁଡ଼ା ଗ୍ରାମରେ। ସୂଚନାଯୋ୍ୟ, କନ୍ଧଗୁଡ଼ା ଗ୍ରାମର ସୁଧୀର…
ବନ୍ଦେ ଉତ୍କଳ ଜନନୀ ସଙ୍ଗୀତ ଗାଇଲେ ସବୁବର୍ଗ
ମାଲକାନଗିରି,୩୦ା୫(ଡି.ଏନ୍.ଏ.)-କରୋନା ମୁକାବିଲା କ୍ଷେତ୍ରରେ କାର୍ଯ୍ୟ କରୁଥିବା ଯୋଦ୍ଧାଙ୍କୁ ଉତ୍ସାହିତ କରିବା ଲାଗି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପରାମର୍ଶକ୍ରମେ ଶନିବାର ସମସ୍ତ ଓଡ଼ିଶାବାସୀ ସନ୍ଧ୍ୟା ସାଢେ ୫ଟାରେ ବନ୍ଦେ ଉତ୍କଳ ଜନନୀ ସଙ୍ଗୀତ ଗାନ କରିଛନ୍ତି। ମାଲକାନଗିରି ଜିଲା ସଦର ମହକୁମା ମୁଖ୍ୟ…
ଟ୍ରକ୍ ଭଡ଼ାକରି ନିଜ ରାଜ୍ୟକୁ ଗଲେ ଯାଯାବର
କୋରୁକୋଣ୍ଡା,୨୯ା୫(ଡି.ଏନ୍.ଏ.)-ମାଲକାନଗିରି ଜିଲା ବାଲିମେଳା ଏନ୍ଏସିର ଆଞ୍ଚଳିକ ସ୍ବାସ୍ଥ୍ୟକେନ୍ଦ୍ର ସମ୍ମୁଖ ପଡ଼ିଆରେ ମଧ୍ୟପ୍ରଦେଶର ୫ଟି ପରିବାରର ୨୪ ଜଣ ସଦସ୍ୟ ଯାଯାବର ଜୀବନ ବିତାଉଥିଲେ। ସେମାନେ ଲୁହା ସାମଗ୍ରୀ ଯଥା-ପନିକି,ଦା, କଟୁରି, କୁରାଢ଼ି ଆଦି ପ୍ରସ୍ତୁତକରି ଜିଲାର ବିଭିନ୍ନ ଅଞ୍ଚଳ ବୁଲି ବିକ୍ରି…
୨ହଜାର ଲୋକଙ୍କୁ ନେଇ ବିଚ୍ଛିନାଞ୍ଚଳରେ ପ୍ରଜାମେଳି
କୋରୁକୋଣ୍ଡା, ୨୮ା୫(ଡି.ଏନ. ଏ.)-ବିଚ୍ଛିନାଞ୍ଚଳବାସୀ ବାରମ୍ବାର ନିଜ ସମସ୍ୟା ନେଇ ପ୍ରଶାସନ ନିକଟରେ ଉପସ୍ଥାପନ କରିଥିଲେ ମଧ୍ୟ କିଛି ସୁଫଳ ମିଳୁନାହିଁ। ଫଳରେ ବିଚ୍ଛିନାଞ୍ଚଳବାସୀ ପୁଣି ଥରେ ପ୍ରଜାମେଳି କରିଥିବା ଦେଖିବାକୁ ମିଳିଛି। ସେମାନେ ମାଲକାନଗିରି ଜିଲା କୋରୁକୋଣ୍ଡା ବ୍ଲକ ଅନ୍ତର୍ଗତ ନାକାମାମୁଡି…
ଅଗ୍ନିକାଣ୍ଡ: ୨୦ ଲକ୍ଷ ଟଙ୍କାର ସମ୍ପତ୍ତି ନଷ୍ଟ
ମାଲକାନଗିରି,୨୭ା୫(ଡି.ଏନ୍.ଏ.)- ମାଲକାନଗିରି ସଦର ମହକୁମାରେ ଥିବା ଏକ ବ୍ୟବସାୟ ପ୍ରତିଷ୍ଠାନରେ ମଙ୍ଗଳବାର ରାତିରେ ଅଗ୍ନିକାଣ୍ଡ ଘଟି ୨୦ ଲକ୍ଷ ଟଙ୍କାର ସମ୍ପତ୍ତି ପୋଡିଯାଇଛି। ଖବରପାଇ ଅଗ୍ନିଶମ ବିଭାଗ କର୍ମଚାରୀ ପହଞ୍ଚତ୍ ନିଆଁକୁ ଆୟତ କରିଥିଲେ। ଈଶ୍ୱର ପଟ୍ଟନାୟକଙ୍କ ଏହି ବ୍ୟବସାୟ ପ୍ରତିଷ୍ଠାନରେ…
ପଡ଼ିଆ ଆଶାକର୍ମୀଙ୍କୁ ନେଇ ଚିନ୍ତାରେ ଗ୍ରାମବାସୀ
ପଡ଼ିଆ,୨୫ା୫(ଡି.ଏନ୍.ଏ.)-ମାଲକାନଗିରି ଜିଲାରେ କରୋନା ଦିନକୁ ଦିନ କାୟା ବିସ୍ତାର କରୁଛି। ଫଳରେ ଲୋକଙ୍କ ମନରେ ଭୟ ପ୍ରକାଶ ପାଇଛି। ବ୍ଲକ ପ୍ରଶାସନର ନିଦ ହଜାଇଦେଇଛି କରୋନା। ପଡ଼ିଆ ବ୍ଲକର ବାପନପାଲି ପଞ୍ଚାୟତ ମୋଟାଗୁଡ଼ା ଗ୍ରାମର ଆଶାକର୍ମୀଙ୍କ ପଜିଟିଭ ବାହାରିଥିବାରୁ ବ୍ଲକବାସୀ ଚିନ୍ତାରେ…
ନିୟମ ନ ମାନିବାରୁ ୬ ଦୋକାନ ସିଲ୍
ଚିତ୍ରକୋଣ୍ଡା,୨୪ା୫(ଡି.ଏନ୍.ଏ.)- ମାଲକାନଗିରି ଜିଲା ଚିତ୍ରକୋଣ୍ଡା ଦୈନିକ ବଜାରରେ ରବିବାର ୫ଟି ଦୋକାନକୁ ପ୍ରଶାସନ ପକ୍ଷରୁ ସିଲ୍ କରାଯାଇଛି। ବାରମ୍ବାର ସଚେତନ ପରେ ସମ୍ପୃକ୍ତ ଦୋକାନଗୁଡିକର ବ୍ୟବସାୟୀମାନେ କରୋନା ନିୟମ ମାନିନାହାନ୍ତି। ସେମାନଙ୍କ ଦୋକାନ ସମ୍ମୁଖରେ ସାମାଜିକ ଦୂରତା ରକ୍ଷା ନ କରି…
ବିଚ୍ଛିନ୍ନାଞ୍ଚଳବାସୀଙ୍କ ପାଇଁ ଆସିଲା ୧୦୮ ବୋଟ୍ ଆମ୍ବୁଲାନ୍ସ
ଚିତ୍ରକୋଣ୍ଡା,୨୨ା୫(ଡି.ଏନ.ଏ.)-ମାଲକାନଗିରି ଜିଲା ଉପାନ୍ତ ଚିତ୍ରକୋଣ୍ଡା ପଞ୍ଚାୟତ ସମିତି ଅନ୍ତର୍ଗତ ବିଚ୍ଛିନ୍ନାଞ୍ଚଳ ଅନ୍ତର୍ଭୁକ୍ତ ୫ଟି ପଞ୍ଚାୟତ ପଣସପୁଟ, ଅଣ୍ଡିରାପାଲି, ଯୋଡ଼ାମ୍ବ, ଯନ୍ତ୍ରୀ ଓ ଗାଜୁଲୁମାମୁଡି ଅଞ୍ଚଳବାସୀ ଏବେ ମଧ୍ୟ ବାହ୍ୟଜଗତରୁ ବିଚ୍ଛିନ୍ନ ହୋଇ ଜଳବନ୍ଦୀ ଜୀବନ କାଟୁଛନ୍ତି। ଯଦିଓ ଗୁରୁପ୍ରିୟା ସେତୁ ନିର୍ମାଣ…
Archives


