୫୫ ଶ୍ରମିକଙ୍କୁ ପଶ୍ଚିମବଙ୍ଗ ପଠାଇଲା ଜିଲା ପ୍ରଶାସନ
ମାଲକାନଗିରି,୧୩ା୫ (ଡି.ଏନ୍.ଏ.): ନିଜ ରାଜ୍ୟ ହାଇଦ୍ରାବାଦର ସିକନ୍ଦରାବାଦକୁ ଚାଲିଚାଲି ଯାଉଥିବା ୫୫ ଜଣ ଶ୍ରମିକଙ୍କୁ ମାଲକାନଗିରି ଜିଲା ପ୍ରଶାସନ ବୁଧବାର ଗାଡି ବ୍ୟବସ୍ଥା କରି ନିଜ ରାଜ୍ୟକୁ ପଠାଇଛନ୍ତି। ଏହି ଶ୍ରମିକମାନେ ଚାଲିଚାଲି ଓଡିଶା ସୀମାନ୍ତ ମୋଟୁ ଠାରେ ପହଞ୍ଚତ୍ବା ପରେ…
ହାଇଦ୍ରାବାଦରୁ ଚାଲିଚାଲି ଆସୁଥିବା ଶ୍ରମିକଙ୍କ ରାସ୍ତାରେ ଜୀବନ ଗଲା
ମାଲକାନଗିରି,୧୩ା୫ (ଡି.ଏନ୍.ଏ.): କରୋନା ସାରା ବିଶ୍ୱରେ ଅନେକ ପରିବାରକୁ ଉଜାଡି ଦେଇଛି। ଏଥିରେ ଆକ୍ରାନ୍ତ ହୋଇ ଅନେକଙ୍କ ମୃତ୍ୟୁ ଘଟିଛି। ବେଶି କ୍ଷତିଗ୍ରସ୍ତ ହୋଇଛନ୍ତି ଅନ୍ୟ ରାଜ୍ୟରେ ରହି କାର୍ଯ୍ୟ କରୁଥିବା ଶ୍ରମିକ। ଲକ୍ଡାଉନ ପରେ ବିଭିନ୍ନ କଳକାରଖାନା, ନିର୍ମାଣ…
ବିଭିନ୍ନ ସମସ୍ୟାର ସମାଧାନ ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ବିଡିଓଙ୍କୁ ଦାବିପତ୍ର
ଚିତ୍ରକୋଣ୍ଡା,୧୩ା୫(ଡି.ଏନ୍.ଏ.): ମାଲକାନଗିରି ଜିଲା ଉପାନ୍ତ ଚିତ୍ରକୋଣ୍ଡା ବିଚ୍ଛିନାଞ୍ଚଳର ଗାଜୁଲୁମାମୁଡ଼ି ପଞ୍ଚାୟତବାସୀ ବିଭିନ୍ନ ସମସ୍ୟାର ସମାଧାନ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଚିତ୍ରକୋଣ୍ଡା ବିଡିଓ ଲରିମନ ଖରସେଲଙ୍କୁ ଦାବିପତ୍ର ପ୍ରଦାନ କରିଛନ୍ତି। ଗାଜୁଲୁମାମୁଡ଼ି ପଞ୍ଚାୟତର ୧୯୦ ପରିବାରକୁ ଆଜି ପର୍ଯ୍ୟନ୍ତ ରାଶନ କାର୍ଡ ମିଳିନାହିଁ।…
ପୋଲିସ କ୍ୟାଣ୍ଟିନ୍ରେ ବଳାତ୍କାର ଶିକାର ମହିଳାଙ୍କ ମୃତ୍ୟୁ
ମାଲକାନଗିରି,୧୩ା୫(ଡି.ଏନ୍.ଏ.): ମାଲକାନଗିିରି ଜିଲା ସଦର ମହକୁମାସ୍ଥିତ ପୋଲିସ କ୍ୟାଣ୍ଟିିନ୍ରେ କାମ କରୁଥିବା ଜଣେ ଆଦିବାସୀ ମହିଳା ବଳାତ୍କାରର ଶିକାର ହୋଇଥିଲେ। ମଙ୍ଗଳବାର ତାଙ୍କର ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇଛି। ମୁମୁର୍ଷୁ ଅବସ୍ଥାରେ ତାଙ୍କୁ ପ୍ରଥମେ ମାଲକାନଗିରି ଜିଲା ଚିକିତ୍ସାଳୟ ଓ ପରେ…
ଡାକ୍ତରଖାନା ଯିବା ବାଟରେ ଆଖି ବୁଜିଲେ ମହିଳା: ବଳାତ୍କାର ଅଭିଯୋଗ ଆଣିଲେ ସ୍ବାମୀ
ରାୟଗଡା ଅଫିସ,୧୨।୫-ମାଲକାନଗିରି ଜିଲା ସଦର ମହକୁମାସ୍ଥିତ ପୋଲିସ କ୍ୟାଣ୍ଟିନରେ କାମ କରୁଥିବା ଜଣେ ମହିଳାଙ୍କୁ ବଳାତ୍କାର କରାଯାଇଥିବା ନେଇ ତାଙ୍କ ସ୍ବାମୀ ଗତ ୭ ତାରିଖରେ ମାଲକାନଗିରି ଥାନାରେ ଅଭିଯୋଗ କରିଥିଲେ। ତେବେ ସମ୍ପୃକ୍ତା ମହିଳାଙ୍କୁ ମଙ୍ଗଳବାର ରାତିରେ ସଙ୍କାଟାପନ୍ନ ଅବସ୍ଥାରେ…
ପ୍ରବାସୀ ଶ୍ରମିକଙ୍କ ପଞ୍ଜୀକରଣ,ସ୍ବାସ୍ଥ୍ୟପରୀକ୍ଷା ଉପରେ ଗୁରୁତ୍ୱ
ମାଲକାନଗିରି,୧୦ା୫(ଡି.ଏନ୍.ଏ.)-ରାଜ୍ୟ ସରକାର ପ୍ରବାସୀ ଶ୍ରମିଙ୍କୁ ନିଜ ରାଜ୍ୟ ଓ ଜିଲାକୁ ଆଣିବା ପାଇଁ ଘୋଷଣା କଲା ପରେ ମାଲକାନଗିରି ଜିଲାକୁ ଆନ୍ଧ୍ର, ତେଲଙ୍ଗାନା, ମହାରଷ୍ଟ୍ର, କେରଳ, ତାମିଲନାଡୁ, ରାଜ୍ୟରେ କାର୍ଯ୍ୟ କରୁଥିବା ଶ୍ରମିକମାନେ ଏବେ ଘରମୁହାଁ ହୋଇଛନ୍ତି। ଏହି ଶ୍ରମିକ ମାନେ…
ଖରାରେ ପିଲାଙ୍କୁ ଡାକି ବହି ବୋହିବା ଘଟଣା: ସିଆର୍ସିସି ନିଲମ୍ବିତ
କୋରୁକୋଣ୍ଡା,୯।୫(ଡି.ଏନ.ଏ): ଗତ ଏପ୍ରିଲ ୨୪ ତାରିଖରେ ମାଲକାନଗିରି ଜିଲା କୋରୁକୋଣ୍ଡା ବ୍ଲକ ତାରଲାକୋଟା ପଞ୍ଚାୟତର ସି- କଲୋନୀ ପ୍ରାଥମିକ ବିଦ୍ୟାଳୟରେ ପ୍ରଚଣ୍ଡ ଖରାରେ ପିଲାଙ୍କୁ ଘରୁ ଡାକି ସିଆରସିସି ପାଠ୍ୟପୁସ୍ତକ ବୁହାଇଥିଲେ। ଏହି ଘଟଣା ବିଭିନ୍ନ ଗଣମାଧ୍ୟମରେ ପ୍ରକାଶ ପାଇଥିଲା। ଘଟଣାର…
ସଙ୍ଗରୋଧକାରୀଙ୍କୁ ପ୍ରାର୍ଥନା, ଯୋଗ କରିବାକୁ ପରାମର୍ଶ ଦେଉଛନ୍ତି ପ୍ରଧାନଶିକ୍ଷକ
ମାଲକାନଗିରି,୬ା୫ (ଡି.ଏନ୍.ଏ.): ଶ୍ରମିକଙ୍କୁ ବାହାର ରାଜ୍ୟରୁ ଫେରାଇ ଆଣିବା ନେଇ ରାଜ୍ୟ ସରକାର ବ୍ୟବସ୍ଥା କରିବା ପରେ ମାଲକାନଗିରି ଜିଲାକୁ ପ୍ରତ୍ୟେହ ହଜାର ହଜାର ଶ୍ରମିକ ଫେରୁଛନ୍ତି। ସେମାନଙ୍କୁ ସଙ୍ଗରୋଧ ଗୃହରେ ରଖିବା ବ୍ୟବସ୍ଥା ହୋଇଛି। ତେବେ କାଲିମେଳା ବ୍ଲକ ତେଲରାଇ…
କ୍ୱାରାଣ୍ଟାଇନ ଶେଷ ପରେ ଗାଁରେ ପହଞ୍ଚାଇଲାନି ପ୍ରଶାସନ: ରାତିରେ ଅଧାରାସ୍ତାରେ ଛାଡ଼ିଗଲେ ଡ୍ରାଇଭର
ମାଲକାନଗିରି,୪ା୫(ଡି.ଏନ୍.ଏ.) : କରୋନା ଭୂତାଣୁର ମୁକାବିଲା ପାଇଁ କେନ୍ଦ୍ର ଓ ରାଜ୍ୟ ସରକାର ବିଭିନ୍ନ ପଦକ୍ଷେପ ଗ୍ରହଣକରି ଚାଲିଛନ୍ତି। ମାଲକାନଗିରି ଜିଲା ପ୍ରଶାସନ ଏହି ନିୟମକୁ କଡ଼ାକଡ଼ି ପାଳନ କରୁଛି। ବାହାର ରାଜ୍ୟରୁ ଆସୁଥିବା ଶ୍ରମିକଙ୍କୁ ସଙ୍ଗରୋଧ ଗୃହରେ ୧୪ ଦିନ…
ବେନିୟମ ଚାଲାଣ ହେଉଛି କେନ୍ଦୁପତ୍ର: ବିନା ନଥିପତ୍ରରେ ଚାଲିଛି କାରବାର
ମାଲକାନଗିରି,୪ା୫(ଡି.ଏନ୍.ଏ.) : ମାଲକାନଗିରି ଜିଲାରେ ବର୍ଷକୁ କୋଟି କୋଟି ଟଙ୍କାର କେନ୍ଦୁପତ୍ର କାରବାର ହୋଇଥାଏ। ଜିଲାର ଆଦିବାସୀ ଏବଂ ଅଣ ଆଦିବାସୀ କେନ୍ଦୁପତ୍ର ସଂଗ୍ରହକରି ଗୁଜୁରଣ ମେଣ୍ଟାଇଥାନ୍ତି। ଚଳିତବର୍ଷ କରୋନା ଯୋଗୁ କେନ୍ଦୁପତ୍ର ସଂଗ୍ରହ ଓ ବ୍ୟବସାୟ ଉପରେ ଆଶଙ୍କା ଥିଲା।…
ମାଲକାନଗିରିରେ ଅନେକ କୋଲ୍କାତା ଫେରନ୍ତା: ବିଭିନ୍ନ ସ୍ଥାନରେ ଚଢ଼ାଉ
ମାଲକାନଗିରି,୧ା୫(ଡି.ଏନ୍.ଏ.): ମାଲକାନଗିରି ଜିଲାରେ ଏଯାବତ୍ କରୋନା ସଂକ୍ରମିତ ଚିହ୍ନଟ ହୋଇନାହାନ୍ତି। ତେବେ କୋଲ୍କାତା ଫେରନ୍ତାଙ୍କୁ ନେଇ ଏବେ ଜିଲାବାସୀଙ୍କୁ ଭୟ ଘାରିଛି। ସେଠାରୁ ଆସିଥିବା ଅନେକ ଲୋକ ଏବେ ମାଲକାନଗିରିରେ ଲୁଚି ରହିଥିବା ଜିଲା ପ୍ରଶାସନ ଖବର ପାଇଛି। ୪୨ ଜଣ…
ଲକ୍ଡାଉନରେ ନିଶାଦ୍ରବ୍ୟ ବିକ୍ରି: ସିଲ୍ ହେଲା ଦୋକାନ
ମାଲକାନଗିର,୧ା୫(ଡି.ଏନ୍.ଏ):ଲକ୍ଡାଉନ ସମୟରେ ପାନ, ତମାଖୁ ଓ ମଦ ବିକ୍ରି ବନ୍ଦ ରହିଛି। ସେହିପରି ଗୁଟ୍ଖା ପ୍ରସ୍ତୁତି ଓ ବିକ୍ରିକୁ ସରକାର ପୂର୍ବରୁ ନିଷେଧ ଘୋଷଣା କରିଛନ୍ତି। ତଥାପି ନିୟମ ଉଲ୍ଲଂଘନ କରୁଛନ୍ତି ବ୍ୟବସାୟୀ। କଟକଣା ବଳବତ୍ତର ରହିଥିଲେ ମଧ୍ୟ ଶୁକ୍ରବାର ମାଲକାନଗିରି…
Archives


