ମାଲକାନଗିରି

ଦେଢ଼ମାସ ପରେ ସୋଲାର ପ୍ରକଳ୍ପ ଅଚଳ

କୋରୁକୋଣ୍ଡା,୬ା୬(ଡି.ଏନ.ଏ.)-ମାଲକାନଗିରି ଜିଲା କୋରୁକୋଣ୍ଡା ବ୍ଲକ ପୁରୁଣା ଚିମିଟାପଲି ପଞ୍ଚାୟତର ସୁବର୍ଣ୍ଣପୁର ଗ୍ରାମରେ ଜଳ ଯୋଗାଣ ବନ୍ଦ ହେତୁ ଲୋକେ ପାନୀୟ ଜଳ ପାଇଁ ହନ୍ତସନ୍ତ ହେଉଛନ୍ତି। ପ୍ରାୟ ୨୨ ପରିବାରର ଶତାଧିକ ଲୋକ ବସବାସ କରୁଥିବା ଏହି ଗ୍ରାମରେ ପାନୀୟ ଜଳ…

ଲକ୍‌ଡାଉନ୍‌ରେ ବ୍ୟବସାୟ ମାନ୍ଦା: ଋଣଭାର ଶୁଝି ନ ପାରି ବ୍ୟବସାୟୀଙ୍କ ଆତ୍ମହତ୍ୟା ଅଭିଯୋଗ

କୋରୁକୋଣ୍ଡା,୫।୬(ଡି.ଏନ୍‌.ଏ): କରୋନାର ଭୟାବହତାକୁ ଦୃଷ୍ଟିରେ ରଖି ସରକାର ଲକ୍‌ଡାଉନ୍‌ ଘୋଷଣା କରିଥିଲେ। ମାତ୍ର ଏହା ଅର୍ଥନୀତି ଉପରେ ବିଶେଷ ପ୍ରଭାବ ପକାଇଛି। ଏଭଳି ପରିସ୍ଥିତିରେ ଋଣଭାର ଶୁଝି ନ ପାରି ଜଣେ ବ୍ୟବସାୟୀ ଆତ୍ମହତ୍ୟା କରିଥିବା ତାଙ୍କ ପରିବାର ଲୋକେ ଅଭିଯୋଗ…

ବେସାହାରା ହୋଇପଡ଼ିଛି ୧୦ ବର୍ଷର ବାଳକ: କମ୍‌ ଟଙ୍କା ଦିଅ ପଛେ କାମଟେ ଦିଅ

ଚିତ୍ରକୋଣ୍ଡା,୪ା୬(ଡି.ଏନ୍‌.ଏ.)-ବୟସ ୧୦କି ୧୨ବର୍ଷ ହେବ। ନାଁ ତାଙ୍କର ସୁବାସ। ଯେଉଁ ବୟସରେ ପାଠପଢ଼ି ମାଆବାପାଙ୍କ କୋଳରେ ଅଳି ଅଝଟରେ ଦିନ ବିତୁଥାନ୍ତା ସେ ବୟସରେ ମୁଠେ ଖାଦ୍ୟ ଯୋଗାଡ଼ କରିବାକୁ ତାଙ୍କୁ ସଂଘର୍ଷ କରିବାକୁ ପଡୁଛି। ବାପା ମରିଯିବା ପରେ ମଆ…

କାଳବୈଶାଖୀ :୨ ପଞ୍ଚାୟତରେ ଶତାଧିକ ଘର କ୍ଷତିଗ୍ରସ୍ତ

ବୈପାରୀଗୁଡା,୪ା୬(ଡି.ଏନ୍‌.ଏ)-କୋରାପୁଟ ଜିଲା ବୈପାରୀଗୁଡା ବ୍ଲକରେ ବୁଧବାର କାଳବୈଶାଖୀ ଶତାଧିକ ଲୋକଙ୍କୁ କ୍ଷତିଗ୍ରସ୍ତ କରିଛି। ବ୍ଲକ ଅନ୍ତର୍ଗତ ମାଠପଡା ଓ ବାଲିଗାଁ ପଞ୍ଚାୟତରେ କାଳବୈଶାଖୀ ଯୋଗୁ ଶତାଧିକ ଲୋକଙ୍କ ଘର ଭାଙ୍ଗଥିବା ବେଳେ ଅନେକ ସ୍ଥାନରେ ଗଛଡାଳ ଭାଙ୍ଗି ରାସ୍ତା ଅବରୋଧ ହୋଇଛି।…

ଶହେ ଟଙ୍କା ନ ଦେବାରୁ ଜଳ ଯୋଗାଣ ବନ୍ଦ

କୋରୁକୋଣ୍ଡା,୪ା୬(ଡି.ଏନ୍‌.ଏ.)- ମାଲକାନଗିରି ଜିଲା କୋରୁକୋଣ୍ଡା ବ୍ଲକ ଅନ୍ତର୍ଗତ ଚିତପାରି-୩ ପଞ୍ଚାୟତର ଏମ୍‌ଭି ୧୦୪ ଗ୍ରାମର ତଳସାହି (ନାଡିଲାଇନ)ରେ ଜଳ ଯୋଗାଣ ଟଙ୍କା ନ ଦେବାକୁ ବନ୍ଦ ହୋଇଥିବା ଅଭିଯୋଗ ହୋଇଛି। ଏହି ସାହିରେ ନଳକୂପଟିଏ ନାହିଁ। ପ୍ରାୟ ୨୦ ପରିବାରର ଶତାଧିକ…

ସବୁ ଝିଣ୍ଟିକା ପଙ୍ଗପାଳ ନୁହନ୍ତି: ଜିଲାପାଳ

ମାଲକାନଗିରି,୩ା୬(ଡି.ଏନ୍‌.ଏ.)-ସାରା ଦେଶରେ ବର୍ତ୍ତମାନ ପଙ୍ଗପାଳକୁ ନେଇ ଚିନ୍ତା। ପଡୋଶୀ ଛତିଶଗଡ ରାଜ୍ୟରୁ ପଙ୍ଗପାଳ ମାଲକାନଗିରି ଜିଲାକୁ ଆସିବା ନେଇ ମଧ୍ୟ ଆଶଙ୍କା ରହିଛି। ଫଳରେ ଜିଲାର ଚାଷୀ ଚିନ୍ତିତ ହୋଇପଡିଛନ୍ତି। ତେବେ ଏନେଇ ଜିଲାପାଳ ମନୀଶ ଅଗ୍ରଓ୍ବାଲଙ୍କ ଦୃଷ୍ଟି ଆକର୍ଷଣ କରିବାରୁ…

ଅତିରିକ୍ତ ସଚିବଙ୍କ ସ୍ବାଭିମାନ ଅଞ୍ଚଳ ଗସ୍ତ

ଚିତ୍ରକୋଣ୍ଡା,୧ା୬(ଡି.ଏନ.ଏ.)-ସୋମବାର ମାଲକାନଗିରି ଜିଲା ଚିତ୍ରକୋଣ୍ଡା ବ୍ଲକ ଅନ୍ତର୍ଗତ ସ୍ବାଭିମାନ ଅଞ୍ଚଳ ଅତିରିକ୍ତ ସଚିବ ତଥା ନୋଡାଲ ଅଫିସର ରସିଦ ଖାନ ଗସ୍ତ କରି ଫେରିଛନ୍ତି। ତାଙ୍କ ସହ ପିଡି ବାଳ ମୁକୁନ୍ଦ ଭୂୟାଁ, ବିଡ଼ିଓ ଲରିମନ ଖରସେଲ, ତହସିଲଦାର ଟି.ପଦ୍ମନାଭ ଦୋରା,…

ପଡ଼ିଆ ବ୍ଲକ୍‌ ଅଞ୍ଚଳରେ ମାତିଲେଣି ପଙ୍ଗପାଳ  

ପଡ଼ିଆ,୧ା୬ (ଡି.ଏନ୍‌.ଏ.)-ମାଲକାନଗିରି ଜିଲା ସୀମାନ୍ତ ପଡ଼ିଆ ବ୍ଲକ ଅଞ୍ଚଳରେ ପଙ୍ଗପାଳଙ୍କ ଉତ୍ପାତ ଦେଖିବାକୁ ମିଳିଛି। ପଙ୍ଗପାଳକୁ ନେଇ ସରକାର ଚାଷୀଙ୍କୁ ସତର୍କ ରହିବା ପାଇଁ କହିଥିବା ବେଳେ ଏହି ପଙ୍ଗପାଳ ଜିଲାର ସୀମାନ୍ତରେ ପହଞ୍ଚତ୍ ସାରିଛି। ତେବେ ବର୍ତ୍ତମାନ ଚାଷୀମାନଙ୍କର କୌଣସି…

୩ ମାସରେ ଅଜଣା ରୋଗ ନେଲାଣି ୧୭ ଜୀବନ  

ମାଲକାନଗିରି,୩୧ା୫(ଡି.ଏନ୍‌.ଏ.)-ଅଜଣା ରୋଗରେ ମାଲକାନଗିରି ଜିଲାରେ ଗୋଟିଏ ଗ୍ରାମରେ ୩ ମାସ ମଧ୍ୟରେ ୧୭ଜଣଙ୍କ ମୃତ୍ୟୁ ହୋଇଛି। ଜିଲା ସଦର ବ୍ଲକ୍‌ ପେଡ଼ାକୋଣ୍ଡା ପଞ୍ଚାୟତ କେନ୍ଦୁଗୁଡ଼ା ଗ୍ରାମରେ ଫେବୃୟାରୀ ୨୫ରୁ ଏପର୍ଯ୍ୟନ୍ତ ଏତେ ସଂଖ୍ୟକ ଲୋକ ପ୍ରାଣ ହରାଇବା ଆଲୋଚନାର ବିଷୟ ହୋଇଛି।…

ସାର ଗୋଦାମରେ କେନ୍ଦୁପତ୍ର ରଖିବା ଘଟଣା: ନିଲମ୍ବିତ ହେଲେ ଶିଖପାଲି ଲ୍ୟାମ୍ପ ପରିଚାଳକ

ମାଲକାନଗିରି, ୩୧ା୫(ଡି.ଏନ୍‌.ଏ.)-ମାଲକାନଗିରି ଜିଲା ଶିଖପାଲି ଲାମ୍ପ ପରିଚାଳକ ଧନେଶ୍ୱର ପଟ୍ଟନାୟକଙ୍କୁ ଲ୍ୟାମ୍ପ ପ୍ରଶାସକ ସାମଲ ମାରାଣ୍ଡି କାର୍ଯ୍ୟରୁ ନିଲମ୍ବିତ କରିଛନ୍ତି। ଚଲାଣଗୁଡା ପଞ୍ଚାୟତ ନୁଆଗୁଡାଠାରେ ଥିବା ସାର ଓ ବିହନ ଗୋଦାମରେ ସେ ବେନିୟମ ଭାବେ ଜଣେ ବ୍ୟବସାୟୀଙ୍କ କେନ୍ଦୁପତ୍ର ଗଛିତ…

ମାଲକାନଗିରିରେ ଭୀଷଣ ବଜ୍ରପାତ ସମ୍ଭାବନା: ୪ଟାରୁ ୧୦ ଯାଏ ସତର୍କ ରହିବାକୁ ପରାମର୍ଶ

ଭୁବନେଶ୍ୱର,୩୧।୫(ବ୍ୟୁରୋ): ରବିବାର ଅପରାହ୍ନ ୪ଟାରୁ ୧୦ ମଧ୍ୟରେ ମାଲକାନଗିରିରେ ଭୀଷଣ ବଜ୍ରପାତ ହେବାର ସମ୍ଭାବନା ରହିଛି। ଜିଲାର ୨ ବ୍ଲକ କୋରକୁଣ୍ଡା ଓ କୁଡ଼ୁମୁଲଗୁମାରେ ବଜ୍ରପାତ ହୋଇପାରେ। ଆର୍ଥ ନେଟ୍‌ଓ୍ବାର୍କର ସୂଚନା ଆଧାରରେ ଏ ନେଇ ଏସ୍‌ଆର୍‌ସି ସତର୍କ ରହିବାକୁ ପରାମର୍ଶ…

ଗୁଣ୍ଠାଓ୍ବାର୍ଡା କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ମହିଳାଙ୍କ ସନ୍ତାନ ପ୍ରସବ

ଚିତ୍ରକୋଣ୍ଡା,୩୧ା୫(ଡି.ଏନ୍‌.ଏ.): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ବ୍ଲକ ଅନ୍ତର୍ଗତ ଗୁଣ୍ଠାୱାର୍ଡl କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ବାହାର ରାଜ୍ୟରୁ ଫେରି ରହୁଥିବା ଅନ୍ତେବାସୀଙ୍କ ମଧ୍ୟରୁ ଜଣେ ମହିଳା ସନ୍ତାନ ପ୍ରସବ କରିଛନ୍ତି। ତାଙ୍କ ଘର ଗୁଣ୍ଠାଓ୍ବାର୍ଡା ପଞ୍ଚାୟତ କନ୍ଧଗୁଡ଼ା ଗ୍ରାମରେ। ସୂଚନାଯୋ୍ୟ, କନ୍ଧଗୁଡ଼ା ଗ୍ରାମର ସୁଧୀର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?