ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିକୁ ସହାୟତା ଦେଲେ ୨ ଏସ୍ଏଚ୍ଜି
ମାଲକାନଗିରି,୧ା୫(ଡି.ଏନ୍.ଏ): ମାଲକାନଗିରି ଜିଲା କୋରୁକୋଣ୍ଡା ବ୍ଲକ୍ର ‘ଜନନୀ’ ଓ ‘ସାଇବାବା’ ସ୍ବୟଂ ସହାୟିକା ଗୋଷ୍ଠୀ(ଏସ୍ଏଚ୍ଜି) ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିକୁ ୬ ହଜାର ସହାୟତା ଦେଇଛନ୍ତି। ମଣ୍ଡଳ ପରିଦର୍ଶିକା ଶାନ୍ତି କରସୁଧା ପଟ୍ଟନାୟକ ଓ ଅଙ୍ଗନଓ୍ବାଡ଼ି କର୍ମୀ ସୁନାମଣୀ କାଡାଙ୍କ ଉପସ୍ଥିତିରେ…
ରନ୍ଧନ ଗ୍ୟାସ୍ ଗୋଦାମ୍ରେ ସିଲିଣ୍ଡର ଲିକ୍
ପଡ଼ିଆ,୩୦ା୪: ଗ୍ୟାସ୍ ସିଲିଣ୍ଡର୍ ଲିକ୍ ଯୋଗୁ ମାଲକାନଗିରି ଜିଲା ପଡ଼ିଆସ୍ଥିତ ଇଣ୍ଡେନ୍ ଗ୍ୟାସ୍ ବିତରଣ କେନ୍ଦ୍ରରେ ଭୟର ବାତାବରଣ ସୃଷ୍ଟି ହୋଇଥିଲା। ଘଟଣାରୁ ପ୍ରକାଶ ଯେ, ପୂର୍ବାହ୍ନରେ ଗ୍ରାହକ ମାନଙ୍କୁ ଗ୍ୟାସ୍ ବଣ୍ଟନ କାର୍ଯ୍ୟ ଚାଲିଥିବା ସମୟରେ ହଠାତ୍ ଗୋଦାମ୍ରେ ଥିବା…
ମାନିଲେନି କଟକଣା: ମାଲକାନଗିରି ଜିଲାରେ ପଶିଲେ ବାଲେଶ୍ୱର ଯୁବକ
କୋରୁକୋଣ୍ଡା,୩୦ା୪(ଡି.ଏନ.ଏ.)- ସାରା ଦେଶରେ ଲକ୍ଡାଉନ ଯୋଗୁ ଯାନବାହନ ଚଳାଚଳ ବନ୍ଦ ରହିଛି। ପୋଲିସ ଓ ପ୍ରଶାସନ ପକ୍ଷରୁ ମଧ୍ୟ କଡ଼ାକଡ଼ି କରି ଯାଞ୍ଚ କରାଯାଉଛି। ତଥାପି ଲେକେ ବିନା ପାସ୍ରେ ଗୋଟିଏ ଜିଲାରୁ ଅନ୍ୟ ଜିଲାରେ ପ୍ରବେଶ କରୁଛନ୍ତି। ବୁଧବାର ମାଲକାନଗିରି…
ରାଶନ ନେବା ସମୟରେ ରହୁନି ସାମାଜିକ ଦୂରତା
କୋରୁକୋଣ୍ଡା,୩୦ା୪(ଡି.ଏନ.ଏ): କରୋନାକୁ ଏବେ ସାରା ବିଶ୍ୱ ଚିନ୍ତିତ ରହିଛି। ଏଥିରୁ ରକ୍ଷା ପାଇବା ଲାଗି ବିଭିନ୍ନ ନିୟମ ଜାରି ରହିଛି। ସେଥିରୁ ସାମାଜିକ ଦୂରତର ରକ୍ଷା କରିବା ଅନ୍ୟତମ। ମାଲକାନଗିରି ଜିଲା କୋରୁକୋଣ୍ଡା ଓ ବାଲିମେଳା ସହରାଞ୍ଚଳରେ ଲୋକେ ସାମାଜିକ ଦୂରତା…
କୋରୁକୋଣ୍ଡାରେ ସରକାରୀ ନିୟମକୁ ଫୁ’: ଛାତ୍ରୀଛାତ୍ର ନିଜେ ବୋହିଲେ ବହିପତ୍ର, ସିଆର୍ସିସି କହିଲେ ‘ଆମେ କ’ଣ ଶ୍ରମିକ’
କୋରୁକୋଣ୍ଡା,୨୪।୪(ଡି.ଏନ.ଏ): ସାରା ବିଶ୍ୱରେ କରୋନାର ଭୟାବହତା ଦିନକୁ ଦିନ ବଢିବା ଦେଖି ସରକାର ଲକ୍ଡାଉନ୍ ଘୋଷଣା କରିଥିଲେ। ଏହି ସମୟରେ ବିଭିନ୍ନ ସରକାରୀ ଓ ବେସରକାରୀ ଶିକ୍ଷାନୁଷ୍ଠାନଗୁଡ଼ିକୁ ଛୁଟି ଘୋଷଣା କରାଯାଇଥିଲା। ତେବେ ଏହି ଛୁଟିରେ ପିଲାମାନଙ୍କୁ ଘରେ ରହି ପାଠ…
ପୋଲିସ-ମାଓବାଦୀ ଗୁଳି ବିନିମୟ
ମାଲକାନଗିରି, ୨୩ା୪(ଡି.ଏନ୍.ଏ): ମାଲକାନଗିିରି ଜିଲାରେ ପୁଣି ଲାଲ୍ବାହିନୀ ସକ୍ରିୟ ହୋଇଛି। ଜିଲାର ମାଥିଲି ଥାନା ଅନ୍ତର୍ଗତ ତୁଳସୀ ପାହାଡ଼ର ନିକଟସ୍ଥ ଦଲଦଲିଠାରେ ମାଓବାଦୀମାନେ ଏକତ୍ରିତ ହୋଇ ଅଘଟଣା ଘଟାଇବା ନେଇ ଯୋଜନା କରୁଥିବା ଖବର ପାଇ ଗତ ୨ ଦିନ ଧରି…
କୋହଳ ହେଲା କିଛି କଟକଣା
ମାଲକାନଗିରି,୨୦ା୪(ଡି.ଏନ୍.ଏ.): କୋରେନା ଭୂତାଣୁର ମୁକାବିଲା ପାଇଁ କେନ୍ଦ୍ର ସରକାର ଲକ୍ଡାଉନ ଘୋଷଣା କରିଥିବା ବେଳେ ମାଲକାନଗିରି ଜିଲାରେ ସୋମବାରଠାରୁ କିଛି ମାତ୍ରାରେ କଟକଣା କୋହଳ କରାଯାଇଛି। ବର୍ତ୍ତମାନ ସୁଦ୍ଧା ୩୪୮ ଜଣଙ୍କ ନମୁନା ସଂଗ୍ରହ କରାଯାଇ ପରୀକ୍ଷା ପାଇଁ ପଠାଯାଇଥିଲା। ସେଥିରୁ…
ମାଲକାନଗିରି ସହରର ବିଭିନ୍ନ ଅଞ୍ଚଳ ବିଶୋଧନ
ମାଲକାନଗିରି,୧୧।୪(ଡି.ଏନ୍.ଏ.): ମାଲକାନଗିରି ଜିଲା ସଦରମହକୁମାର ବିଭିନ୍ନ ସ୍ଥାନକୁ ଶନିବାର ବିଶୋଧନ କରାଯାଇଛି। ସାରା ରାଜ୍ୟରେ କରୋନା ଭୂତାଣୁର ପ୍ରତିରୋଧ ପାଇଁ ବିଭିନ୍ନ ପଦକ୍ଷେପ ଗ୍ରହଣ କରାଯାଉଥିବା ବେଳେ ମାଲକାନଗିରି ଜିଲା ପ୍ରଶାସନ ପକ୍ଷରୁ ଏଭଳି ପଦକ୍ଷେପ ଗ୍ରହଣ କରାଯାଇଛି। ଜିଲାପାଳ ମନୀଷ…
ଲକ୍ଡାଉନ୍: ଜୀବିକା ହରାଇଛନ୍ତି ଶତାଧିକ ମହୁଲଫୁଲ ସଂଗ୍ରହକାରୀ
କୋରୁକୋଣ୍ଡା,୯ା୪(ଡି.ଏନ୍.ଏ.) : କରୋନା ଭୂତାଣୁ ସମଗ୍ର ବିଶ୍ୱରେ ଆତଙ୍କ ଖେଳାଇ ଚାଲିଛି। ଫଳରେ ସରକାରଙ୍କ ପକ୍ଷରୁ ଦେଶରେ ଲକ୍ଡାଉନ୍ ଘୋଷଣା କରାଯାଇଛି। ଏହାର ପ୍ରଭାବ ରାଜ୍ୟବାସୀଙ୍କ ଜୀବନଜୀବିକା ଉପରେ ପଡ଼ିଛି। ବିଶେଷକରି ଲକ୍ଡାଉନ୍ ହେତୁ ମାଲକାନିଗରି ଜିଲାର ମହୁଲ ଫୁଲ ସଂଗ୍ରହକାରୀ…
କୋଭିଡ୍-୧୯ ଜରୁରୀ ସେବାରେ ନିୟୋଜିତ ଗାଡ଼ି ଦୁର୍ଘଟଣାଗ୍ରସ୍ତ: ଡ୍ରାଇଭର ଫେରାର
କୋରୁକୋଣ୍ଡା,୯ା୪(ଡି.ଏନ୍.ଏ.): ମାଲକାନଗିରି ଜିଲା କୋରୁକୋଣ୍ଡା ବ୍ଲକ କୋଭିଡ୍-୧୯ ଜରୁରୀ ସେବାରେ ନିଯୋଜିତ ଗାଡ଼ିଟି ଗୁରୁବାର ପୂର୍ବାହ୍ନରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ସୂଚନାନୁଯାୟୀ, ଦୁର୍ଘଟଣାଗ୍ରସ୍ତ ଗାଡ଼ି ନମ୍ବର ଓଡି ୦୨ ଜେ ୯୩୭୭ ହୋଇଥିବା ବେଳେ ଏହାକୁ ପୂର୍ଣ୍ଣଧାର ମୁଦୁଲି ନାମକ ଜଣେ ଯୁବକ…
କରୋନା ପାଇଁ ଘର ଘର ବୁଲି ପିଡିଏସ୍ ଚାଉଳ ବଣ୍ଟା ବେଳେ ବାଟମାରଣା
କାଲିମେଳା,୫।୪(ଡି.ଏନ୍.ଏ.): ମାଲକାନଗିରି ଜିଲା ପଡିଆ ବ୍ଲକ ଅନ୍ତର୍ଗତ ଉଣ୍ଡ୍ରକୁଣ୍ଡା ପଞ୍ଚାୟତର ହିତାଧିକାରୀଙ୍କୁ ଦିଆଯିବାକୁ ଥିବା ପିଡିଏସ୍ ଚାଉଳକୁ ସେହି ପଞ୍ଚାୟତର ଯୋଗାଣ ସହାୟକ ହଡ଼ପ କରିଥିବା ଅଭିଯୋଗ ହୋଇଛି। କରୋନାକୁ ଦୃଷ୍ଟିରେ ରଖି ଗତ ୨ ତାରିଖ ଉଣ୍ଡ୍ରକୁଣ୍ଡା ବସ୍ତିରେ ଥିବା…
ଲକ୍ଡାଉନ୍ ନିୟମ ଉଲ୍ଲଂଘନ: ୧୦୦ରୁ ଊର୍ଦ୍ଧ୍ୱ ବାଇକ୍ ଜବତ
ମାଲକାନଗିରି,୧ା୪(ଡି.ଏନ୍.ଏ): ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ୁଥିବା ଯୋଗୁ ସରକାରଙ୍କ ସମେତ ପୋଲିସ ଓ ପ୍ରଶାସନର ଚିନ୍ତା ବଢ଼ୁଛି। ହେଲେ ଏଭଳି ପରିସ୍ଥିତିରେ ମଧ୍ୟ ଲୋକେ ସଚେତନ ହେଉନାହାନ୍ତି। ଲକ୍ଡାଉନ୍ ଘୋଷଣା ପରଠାରୁ ବିଭିନ୍ନ ମାଧ୍ୟମରେ ଲୋକଙ୍କୁ ବୁଝାଯାଉଛି। ତଥାପି ଲୋକେ…
Archives


