ମାଲକାନଗିରି

ବନ୍ଦେ ଉତ୍କଳ ଜନନୀ ସଙ୍ଗୀତ ଗାଇଲେ ସବୁବର୍ଗ

ମାଲକାନଗିରି,୩୦ା୫(ଡି.ଏନ୍‌.ଏ.)-କରୋନା ମୁକାବିଲା କ୍ଷେତ୍ରରେ କାର୍ଯ୍ୟ କରୁଥିବା ଯୋଦ୍ଧାଙ୍କୁ ଉତ୍ସାହିତ କରିବା ଲାଗି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପରାମର୍ଶକ୍ରମେ ଶନିବାର ସମସ୍ତ ଓଡ଼ିଶାବାସୀ ସନ୍ଧ୍ୟା ସାଢେ ୫ଟାରେ ବନ୍ଦେ ଉତ୍କଳ ଜନନୀ ସଙ୍ଗୀତ ଗାନ କରିଛନ୍ତି। ମାଲକାନଗିରି ଜିଲା ସଦର ମହକୁମା ମୁଖ୍ୟ…

ଟ୍ରକ୍‌ ଭଡ଼ାକରି ନିଜ ରାଜ୍ୟକୁ ଗଲେ ଯାଯାବର

କୋରୁକୋଣ୍ଡା,୨୯ା୫(ଡି.ଏନ୍‌.ଏ.)-ମାଲକାନଗିରି ଜିଲା ବାଲିମେଳା ଏନ୍‌ଏସିର ଆଞ୍ଚଳିକ ସ୍ବାସ୍ଥ୍ୟକେନ୍ଦ୍ର ସମ୍ମୁଖ ପଡ଼ିଆରେ ମଧ୍ୟପ୍ରଦେଶର ୫ଟି ପରିବାରର ୨୪ ଜଣ ସଦସ୍ୟ ଯାଯାବର ଜୀବନ ବିତାଉଥିଲେ। ସେମାନେ ଲୁହା ସାମଗ୍ରୀ ଯଥା-ପନିକି,ଦା, କଟୁରି, କୁରାଢ଼ି ଆଦି ପ୍ରସ୍ତୁତକରି ଜିଲାର ବିଭିନ୍ନ ଅଞ୍ଚଳ ବୁଲି ବିକ୍ରି…

୨ହଜାର ଲୋକଙ୍କୁ ନେଇ ବିଚ୍ଛିନାଞ୍ଚଳରେ ପ୍ରଜାମେଳି

କୋରୁକୋଣ୍ଡା, ୨୮ା୫(ଡି.ଏନ. ଏ.)-ବିଚ୍ଛିନାଞ୍ଚଳବାସୀ ବାରମ୍ବାର ନିଜ ସମସ୍ୟା ନେଇ ପ୍ରଶାସନ ନିକଟରେ ଉପସ୍ଥାପନ କରିଥିଲେ ମଧ୍ୟ କିଛି ସୁଫଳ ମିଳୁନାହିଁ। ଫଳରେ ବିଚ୍ଛିନାଞ୍ଚଳବାସୀ ପୁଣି ଥରେ ପ୍ରଜାମେଳି କରିଥିବା ଦେଖିବାକୁ ମିଳିଛି। ସେମାନେ ମାଲକାନଗିରି ଜିଲା କୋରୁକୋଣ୍ଡା ବ୍ଲକ ଅନ୍ତର୍ଗତ ନାକାମାମୁଡି…

ଅଗ୍ନିକାଣ୍ଡ: ୨୦ ଲକ୍ଷ ଟଙ୍କାର ସମ୍ପତ୍ତି ନଷ୍ଟ

ମାଲକାନଗିରି,୨୭ା୫(ଡି.ଏନ୍‌.ଏ.)- ମାଲକାନଗିରି ସଦର ମହକୁମାରେ ଥିବା ଏକ ବ୍ୟବସାୟ ପ୍ରତିଷ୍ଠାନରେ ମଙ୍ଗଳବାର ରାତିରେ ଅଗ୍ନିକାଣ୍ଡ ଘଟି ୨୦ ଲକ୍ଷ ଟଙ୍କାର ସମ୍ପତ୍ତି ପୋଡିଯାଇଛି। ଖବରପାଇ ଅଗ୍ନିଶମ ବିଭାଗ କର୍ମଚାରୀ ପହଞ୍ଚତ୍ ନିଆଁକୁ ଆୟତ କରିଥିଲେ। ଈଶ୍ୱର ପଟ୍ଟନାୟକଙ୍କ ଏହି ବ୍ୟବସାୟ ପ୍ରତିଷ୍ଠାନରେ…

ପଡ଼ିଆ ଆଶାକର୍ମୀଙ୍କୁ ନେଇ ଚିନ୍ତାରେ ଗ୍ରାମବାସୀ

ପଡ଼ିଆ,୨୫ା୫(ଡି.ଏନ୍‌.ଏ.)-ମାଲକାନଗିରି ଜିଲାରେ କରୋନା ଦିନକୁ ଦିନ କାୟା ବିସ୍ତାର କରୁଛି। ଫଳରେ ଲୋକଙ୍କ ମନରେ ଭୟ ପ୍ରକାଶ ପାଇଛି। ବ୍ଲକ ପ୍ରଶାସନର ନିଦ ହଜାଇଦେଇଛି କରୋନା। ପଡ଼ିଆ ବ୍ଲକର ବାପନପାଲି ପଞ୍ଚାୟତ ମୋଟାଗୁଡ଼ା ଗ୍ରାମର ଆଶାକର୍ମୀଙ୍କ ପଜିଟିଭ ବାହାରିଥିବାରୁ ବ୍ଲକବାସୀ ଚିନ୍ତାରେ…

ନିୟମ ନ ମାନିବାରୁ ୬ ଦୋକାନ ସିଲ୍‌

ଚିତ୍ରକୋଣ୍ଡା,୨୪ା୫(ଡି.ଏନ୍‌.ଏ.)- ମାଲକାନଗିରି ଜିଲା ଚିତ୍ରକୋଣ୍ଡା ଦୈନିକ ବଜାରରେ ରବିବାର ୫ଟି ଦୋକାନକୁ ପ୍ରଶାସନ ପକ୍ଷରୁ ସିଲ୍‌ କରାଯାଇଛି। ବାରମ୍ବାର ସଚେତନ ପରେ ସମ୍ପୃକ୍ତ ଦୋକାନଗୁଡିକର ବ୍ୟବସାୟୀମାନେ କରୋନା ନିୟମ ମାନିନାହାନ୍ତି। ସେମାନଙ୍କ ଦୋକାନ ସମ୍ମୁଖରେ ସାମାଜିକ ଦୂରତା ରକ୍ଷା ନ କରି…

ବିଚ୍ଛିନ୍ନାଞ୍ଚଳବାସୀଙ୍କ ପାଇଁ ଆସିଲା ୧୦୮ ବୋଟ୍‌ ଆମ୍ବୁଲାନ୍ସ

ଚିତ୍ରକୋଣ୍ଡା,୨୨ା୫(ଡି.ଏନ.ଏ.)-ମାଲକାନଗିରି ଜିଲା ଉପାନ୍ତ ଚିତ୍ରକୋଣ୍ଡା ପଞ୍ଚାୟତ ସମିତି ଅନ୍ତର୍ଗତ ବିଚ୍ଛିନ୍ନାଞ୍ଚଳ ଅନ୍ତର୍ଭୁକ୍ତ ୫ଟି ପଞ୍ଚାୟତ ପଣସପୁଟ, ଅଣ୍ଡିରାପାଲି, ଯୋଡ଼ାମ୍ବ, ଯନ୍ତ୍ରୀ ଓ ଗାଜୁଲୁମାମୁଡି ଅଞ୍ଚଳବାସୀ ଏବେ ମଧ୍ୟ ବାହ୍ୟଜଗତରୁ ବିଚ୍ଛିନ୍ନ ହୋଇ ଜଳବନ୍ଦୀ ଜୀବନ କାଟୁଛନ୍ତି। ଯଦିଓ ଗୁରୁପ୍ରିୟା ସେତୁ ନିର୍ମାଣ…

ଅର୍ଥାଭାବ: ନିଜ ରାଜ୍ୟକୁ ଫେରିପାରୁନାହାନ୍ତି ୫ ପରିବାର

କୋରୁକୋଣ୍ଡା, ୨୨ା୫(ଡି.ଏନ୍‌.ଏ.)-ମହାରାଷ୍ଟ୍ର ଓ ମଧ୍ୟପ୍ରଦେଶର ୫ଟି ପରିବାରର ପ୍ରାୟ ୨୫ ଜଣ ମାଲକାନଗିରି ଜିଲା ବାଲିମେଳା ଏନ୍‌ଏସି ସ୍ବାସ୍ଥ୍ୟକେନ୍ଦ୍ର ସମ୍ମୁଖ ପଡ଼ିଆରେ ଗତ ୫ମାସ ତଳେ ଆସି ଯାଯାବର ରୂପେ ରହୁଥିଲେ। ସେମାନେ ପନିକି,ଦା ,କଟୁରି,କୁରାଢ଼ି ଆଦି ପ୍ରସ୍ତୁତକରି ବିକ୍ରିକରି ଚାଳୁଥିଲେ।…

ମାଲକାନଗିରିରେ ଲୁଣ ମିଳୁ ନ ଥିବା ଗୁଜବ: ଡାକବାଜି ଯନ୍ତ୍ର ଦ୍ୱାରା ସଚେତନ କଲା ପ୍ରଶାସନ; ଦୋକାନୀଙ୍କୁ କରାଗଲା ତାଗିଦ

କୋରୁକୋଣ୍ଡା, ୨୨।୫(ଡି.ଏନ୍‌.ଏ.): ମାଲକାନଗିରି ଜିଲାର ବିଭିନ୍ନ ସ୍ଥାନରେ ଲୁଣ ପରି ଅତି ଆବଶ୍ୟକୀୟ ସାମଗ୍ରୀର ଅଭାବ ଥିବା ଗୁଜବ ସୃଷ୍ଟି ହୋଇଛି। ଏହାକୁ ନେଇ ଲୁଣର କଳାବଜାରୀ ସହ ଦରବୃଦ୍ଧି କରି ବିକି ବ୍ୟବସାୟୀ ମାଲାମାଲ ହେଉଛନ୍ତି। ଏ ନେଇ ଅଭିଯୋଗ…

ଲୁଣ କଳାବଜାର ଉପରେ ଚଢାଉ କଲେ ତହସିଲଦାର ଗୋଟିଏ ଦୋକାନ ସିଲ୍‌,ମାଲିକ ଥାନାରେ ଅଟକ

କାଲିମେଳା,୨୧ା୫(ଡି.ଏନ.ଏ.)-ମାଲାକନଗିରି ଜିଲାର ବିଭିନ୍ନ ସ୍ଥାନରେ ଲୁଣ କଳାବଜାର ହେଉଥିବା ଅଭିଯୋଗ ହୋଇଛି। ଲୁଣ ଏକ ଅତ୍ୟାବଶ୍ୟକୀୟ ସାମଗ୍ରୀ ହୋଇଥିବାରୁ ଗୁରୁବାର କାଲିମେଳାରେ ତହସିଲଦାର ଆଲୋକ କୁମାର ଅନୁଗୁଳିଆ ବଜାରରେ ଚଢାଉ କରିଛନ୍ତି। ପୂର୍ବାହ୍ନ ୧୧ଟାରେ ତହସିଲଦାର ଅନୁଗୁଲିଆଙ୍କ ନେତୃତ୍ୱରେ ଆରଆଇ ସୁରେଶ…

ମାଲକାନଗିରି: ପୁଣି ଜଣେ କରୋନା ପଜିଟିଭ୍‌ ଚିହ୍ନଟ; ଦୁଇ ଦିନରେ ତିନିକୁ ବଢିଲା ସଂଖ୍ୟା

କାଲିମେଳା/ମାଲକାନଗିରି,୨୧ା୫ (ଡି.ଏନ୍‌.ଏ.)-ମାଲକାନଗିରି ଜିଲାରେ ବୁଧବାର ମାଲାକନଗିରି ଜିଲା କାଲିମେଳା ବ୍ଲକ ଏମ୍‌ଭି-୭୨ ଅଞ୍ଚଳରୁ ୨ଜଣ କରୋନା ପଜିଟିଭ୍‌ ଚିହ୍ନଟ ହେବା ପରେ ଗୁରୁବାର ପୁଣି ସେହି ଅଞ୍ଚଳରୁ ଜଣେ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ତାଙ୍କୁ ତୁରନ୍ତ ଚିକିତ୍ସା ପାଇଁ ଭୁବନେଶ୍ୱରସ୍ଥିତ…

ମାଲକାନଗିରି ଛୁଇଁଲା କରୋନା: ୨ ଚେନ୍ନାଇ ଫେରନ୍ତା ପଜିଟିଭ୍‌ ଚିହ୍ନଟ

ମାଲକାନଗିରି,୨୦।୫(ଡି.ଏନ୍‌.ଏ.): ମାଲକାନଗିରି ଜିଲା ଛୁଇଁଲା କରୋନା। ବୁଧବାର ପ୍ରଥମ ଥର ପାଇଁ ଜିଲାରେ ୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଦ୍ୱୟ ଚେନ୍ନାଇ ଫେରନ୍ତା। ସେମାନଙ୍କୁ ସଂଗରୋଧ କେନ୍ଦ୍ରରେ ରଖାଯାଇଥିବା ସୂଚନା ମିଳିଛି। ପଜିଟିଭ୍‌ ଚିହ୍ନଟ ହେବା ପରେ କ୍ୱାରାଣ୍ଟାଇନ୍‌ ସେଣ୍ଟରକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?