ମାଲକାନଗିରି

ରାଜ୍ୟରେ ଚତୁର୍ଥ କରୋନା ରୋଗୀ ଚିହ୍ନଟ ପରେ ମାଲକାନଗିରି ଜିଲା ପ୍ରଶାସନର ତତ୍ପରତା

ମାଲକାନଗିରି,୧ା୪(ଡି.ଏନ୍‌.ଏ.): ରାଜ୍ୟରେ ମଙ୍ଗଳବାର କରୋନା ଭାଇରସ୍‌ରେ ପୀଡ଼ିତ ଚତୁର୍ଥ ରୋଗୀ ଚିହ୍ନଟ ପରେ ମାଲକାନଗିରି ଜିଲାରେ ଏହାର ପ୍ରଭାବ ପଡ଼ିଛି। କାରଣ ଜିଲାରୁ ଅଧିକାଂଶ ଶ୍ରମିକ ରାଜ୍ୟ ବାହାରୁ ଘରମୁହାଁ ହୋଇଛନ୍ତି। ଏମାନଙ୍କୁ ଚିହ୍ନଟ, ଡାକ୍ତରୀ ପରୀକ୍ଷା ସହ ୧୪ଦିନ ଅସ୍ଥାୟୀ…

ଜିଲାରେ କରୋନା ସମସ୍ୟା ସୃଷ୍ଟି କରିପାରନ୍ତି ଦାଦନ ଶ୍ରମିକ

ମାଲକାନଗିରି,୩୦ା୩ (ଡି.ଏନ୍‌.ଏ.): କରୋନା ଭାଇରସ୍‌ଜନିତ ରୋଗ ପାଇଁ ଏବେ ସମଗ୍ର ବିଶ୍ୱରେ ଆତଙ୍କ ଦେଖାଦେଇଛି। ଏହି ରୋଗ ଅନ୍ୟ ଦେଶରୁ ଆସଥିବା ଲୋକଙ୍କ ଦ୍ୱାରା ଭାରତରେ ସଂକ୍ରମଣ ହୋଇଥିବା ସରକାର ସ୍ପଷ୍ଟ କରିଛନ୍ତି। ମାଲକାନଗରି ଜିଲାରେ ଏହାର ପ୍ରଭାବ ନ ଥିଲେ…

ଚୋରାଚାଲାଣ ବେଳେ ଆଳୁ ଟ୍ରକ୍‌ ଜବତ: ୨ ଗିରଫ

ମାଲକାନଗିରି,୨୮ା୩(ଡି.ଏନ୍‌.ଏ.): ଲକ୍‌ଡାଉନ୍‌ର ସୁଯୋଗ ନେଇ ଆଳୁ କଳାବଜାର କରାଯାଉଥିବାବେଳେ ଖାଉଟି ବହୁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏଭଳି ପରିସ୍ଥିିତିରେ ନ୍ୟସ୍ତସ୍ବାର୍ଥ ବ୍ୟବସାୟୀ ଆଳୁ ଅନ୍ୟତ୍ର ଚାଲାଣ କରିବା ସମୟରେ ପୋଲିସ ଓ ପ୍ରଶାସନ ଦ୍ୱାରା ଧରାପଡ଼ିଛନ୍ତି। ଶୁକବ୍ରାର ମଧ୍ୟରାତ୍ରରେ ଉପଜିଲାପାଳ ରାମେଶ୍ୱର…

ସୋସିଆଲ୍‌ ମିଡିଆରେ ଗୁଜବ ପ୍ରଚାର କରି ଅଧ୍ୟାପକ ଗିରଫ

ମାଲକାନଗିରି,୨୭ା୩(ଡି.ଏନ୍‌.ଏ): ମହାମାରୀ କୋଭିଡ୍‌-୧୯ ବିଶ୍ୱ ପାଇଁ ଚିନ୍ତାର କାରଣ ହୋଇଥିବାବେଳେ ଓଡ଼ିଶାରେ ମଧ୍ୟ କାୟା ବିସ୍ତାର କରିବାରେ ଲାଗିଛି। ଇତିମଧ୍ୟରେ ରାଜ୍ୟରେ ସଂକ୍ରମିତଙ୍କ ସଂଖ୍ୟା ୩ରେ ପହଞ୍ଚିଛି। ତେଣୁ ରାଜ୍ୟ ସରକାର ମଧ୍ୟ ଏହାର ମୁକାବିଲା ପାଇଁ ଯଥାସମ୍ଭବ ପଦକ୍ଷେପ ନେଉଛନ୍ତି।…

ତାମିଲନାଡ଼ୁରେ ଫସିଛନ୍ତି ମାଲକାନଗିରିର ୧୦ ଶ୍ରମିକ

କୋରୁକୋଣ୍ଡା,୨୭ା୩(ଡି.ଏନ୍‌.ଏ): ମାଲକାନଗିରି ଜିଲା କୋରୁକୋଣ୍ଡା ବ୍ଲକ୍‌ ଅନ୍ତର୍ଗତ ପୁରୁଣା ଚିମଟାପାଲି ଏବଂ ଏମଭି-୫୦ ଗ୍ରାମର ୧୦ ଶ୍ରମିକ ତାମିଲ୍‌ନାଡ଼ୁରେ ଫସିଥିବା ଜଣାପଡ଼ିଛି। ଏମାନଙ୍କ ମଧ୍ୟରେ ୩ ମହିଳା ମଧ୍ୟ ରହିଛନ୍ତି। କାମ କରିବା ପାଇଁ ଏମାନେ ତାମିଲ୍‌ନାଡ଼ୁ ଯାଇଥିବାବେଳେ କରୋନା ଯୋଗୁ…

ଚିତ୍ରକୋଣ୍ଡାରେ ଡାକବାଜି ଯନ୍ତ୍ର ମାଧ୍ୟମରେ ଲୋକଙ୍କୁ ଘରେ ରହିବାକୁ କୁହାଯାଉଛି

ଚିତ୍ରକୋଣ୍ଡା, ୨୫।୩(ଡି.ଏନ୍‌.ଏ.): ସାରା ପୃଥିବୀରେ କରୋନା ଭୂତାଣୁ ଭୟଙ୍କର ରୂପ ଧାରଣ କରିଥିବା ବେଳେ ଲୋକେ ଆତଙ୍କିତ ଅବସ୍ଥାରେ ରହିଛନ୍ତି। ପ୍ରଥମେ ମାର୍ଚ୍ଚ ୩୧ ଓ ପରେ ୨୧ ଦିନ ପର୍ଯ୍ୟନ୍ତ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ଏହାର ପ୍ରଭାବରେ ମାଲକାନଗିରି ଜିଲା…

ଜନନୀ ଯନ୍ତ୍ରଣା: ଗ୍ରାମକୁ ରାସ୍ତା ନ ଥିବାରୁ ଭାରରେ ବୁହାହେଲେ ଗର୍ଭବତୀ

ଚିତ୍ରକୋଣ୍ଡା,୨୩।୩(ଡି.ଏନ୍‌.ଏ.): ନଜରକୁ ଆସିଛି ଆଉ ଏକ ଜନନୀ ଯନ୍ତ୍ରଣା। ଗ୍ରାମକୁ ରାସ୍ତା ନ ଥିବାରୁ ଗର୍ଭବତୀଙ୍କୁ ଭାରରେ ବୁହାଇବାକୁ ପଡ଼ିଛି। ରବିବାର ଏପରି ଦେଖିବାକୁ ମିଳିଛି ମାଲକାନଗିରି ଜିଲା ଚିତ୍ରକୋଣ୍ଡା ବ୍ଲକ ଅନ୍ତର୍ଗତ ନୁଆଗୁଡ଼ା ପଞ୍ଚାୟତ ପାଲିଗୁଡ଼ା ଗ୍ରାମରେ। ଗ୍ରାମର ଭୀଷ୍ମ…

ଗର୍ଭବତୀଙ୍କୁ ଡାକ୍ତରଖାନାରେ ପହଞ୍ଚାଇଲା ପୋଲିସ ପାଟ୍ରୋଲିଂ ଗାଡ଼ି

ଚିତ୍ରକୋଣ୍ଡା,୨୨।୩(ଡି.ଏନ୍‌.ଏ.): ମାଲକାନଗିର ଜିଲା ଚିତ୍ରକୋଣ୍ଡା ବିଚ୍ଛିନ୍ନାଞ୍ଚଳର ଯୋଡ଼ାମ୍ବ ଅଞ୍ଚଳରୁ ଜଣେ ଗର୍ଭବତୀଙ୍କ ପ୍ରସବ ଯନ୍ତ୍ରଣା ହେବାରୁ ପରିବାର ଲୋକେ ବୋଟ୍‌ରେ ଆଣି ଘାଟ କୂଳରେ ଆମ୍ବୁଲାନ୍ସକୁ ଅପେକ୍ଷା କରିଥିଲେ। ମାତ୍ର ପ୍ରସବ ଯନ୍ତ୍ରଣା ବଢ଼ିବାରୁ ପାଟ୍ରୋଲିଂରେ ଥିବା ପୋଲିସ ଗାଡ଼ି ଗର୍ଭବତୀଙ୍କୁ…

୮ କ୍ୱିଣ୍ଟାଲ ଗଞ୍ଜେଇ ଜବତ: ୪ କୋର୍ଟ ଚାଲାଣ

କୋରୁକୋଣ୍ଡା,୨୧।୩(ଡି.ଏନ୍‌.ଏ.): ମାଲକାନଗିରି ଜିଲା ଓରକେଲ ଥାନା ପୋଲିସ ୮ କୁଇଣ୍ଟାଲ ୩ କେଜି ୨୦୦ ଗ୍ରାମ ଗଞ୍ଜେଇ ଜବତ କରି ୪ ଜଣଙ୍କୁ କୋର୍ଟ ଚାଲାଣ କରିଛି। ମିଳିଥିବା ସୂଚନା ଅନୁଯାୟୀ, ଶୁକ୍ରବାର ରାତିରେ ପୋଲିସ ପାଟ୍ରୋଲିଂ ସମୟରେ ପୁରୁଣା ଚିମିଟାପାଲି…

ମାଲକାନଗିରିରେ ଭୂକମ୍ପ, ଜିଲାବାସୀ ଆତଙ୍କିତ

ମାାଲକାନଗିରି, ୨୧।୩(ଡି.ଏନ୍‌.ଏ.): ବର୍ତ୍ତମାନ କରୋନା ଭୂତାଣୁ ରୋଗ ସମ୍ବନ୍ଧରେ ରାଜ୍ୟବାସୀ ଆତଙ୍କିତ ଥିବା ବେଳେ ଶନିବାର ମାଲକାନଗିରି ଜିଲାରେ ମୃଦୁ ଭୂକମ୍ପ ଅନୁଭୁତ ହୋଇଛି। ଏହାକୁ ନେଇ ଜିଲାବାସୀଙ୍କ ମନରେ ଭୟର ବାତାବରଣ ଖେଳିଯାଇଛି। ପୂର୍ବାହ୍ନ ୧୧.୧୫ ମିନିଟ୍‌ ସମୟରେ ଭୂକମ୍ପ…

୫ ବାଂଲାଦେଶ ଫେରନ୍ତାଙ୍କ ହେଲା ମେଡିକାଲ ଯାଞ୍ଚ

କୋରୁକୋଣ୍ଡା,୧୮ା୩(ଡି.ଏନ.ଏ): ମାଲକାନଗିରି ଜିଲା କୋରୁକୋଣ୍ଡା ବ୍ଲକ ଚିତାପାରି-୩ ପଞ୍ଚାୟତ ଅନ୍ତର୍ଗତ ଏମଭି-୧୦୪ ଗ୍ରାମର ଗୋଟିଏ ପରିବାରର ୫ ଜଣ ସଦସ୍ୟ ବିଦେଶ ଯାଇ ଫେରିଥିବାରୁ ସେମାନଙ୍କୁ ସନ୍ଦେହରେ ମେଡିକାଲ ପରୀକ୍ଷା କରାଯାଇଛି। ଗତ ଦୁଇ ମାସ ତଳେ ଏହି ପରିବାର ବାଂଲାଦେଶକୁ…

କରୋନା ପାଇଁ ସଚେତନ କରୁଛନ୍ତି ଡାକ୍ତରୀ ଟିମ୍‌

ମାଥିଲି/ଗୋବିନ୍ଦପଲି,୨୮।୩(ଡି.ଏନ.ଏ.): ମାଲକାନଗିରି ଜିଲା ମାଥିଲି ବ୍ଲକ ଅଞ୍ଚଳର ବିଭିନ୍ନ ଆଦିବାସୀପଡା ଗ୍ରାମରେ ବୁଧବାର ଡାକ୍ତରୀଦଳ କରୋନା ସମ୍ପର୍କରେ ଲୋକଙ୍କୁ ସଚେତନ କରିଛନ୍ତି। ଆଦିବାସୀ ଗ୍ରାମଗୁଡିକରେ ଘରକୁ ଘର ବୁଲି କରୋନାକୁ ଭୟ ନ କରି ସଚେତନ ଓ ସତର୍କ ରହିବାକୁ ପରାମର୍ଶ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri