ମାଲକାନଗିରି

କାମ କରିବାକୁ ଚେନ୍ନାଇ ଯାଇଥିଲେ ବାପପୁଅ: ମୃତଦେହ ଧରି ଫେରିଲେ ପୁଅ

ଏମଭି-୭୯,୧୯ା୫(ଡି.ଏନ.ଏ.)-ପୁଅ ସହ କାମ କରିବାକୁ ଚେନ୍ନାଇ ଯାଇଥିଲେ। ଳକ୍‌ଡାଉନ ଯୋଗୁ ସବୁ ବନ୍ଦ ହୋଇଯିବାରୁ କିଛି ଦିନ ପରେ ସେ ଅସୁସ୍ଥ ହୋଇପଡିଲେ। ଏବେ ପୁଅ ଆମ୍ବୁଲାନ୍ସ ଭଡା କରି ବାପାଙ୍କ ମୃତଦେହ ଧରି ଫେରିଲେ ଗାଁକୁ। ଏପରି ଦୁଃଖଦ ଘଟଣା…

୧୦ରୁ ଊର୍ଦ୍ଧ୍ୱ ତାଳଗଛ ଜଳିଗଲା

ପଡିଆ,୧୯ା୫(ଡି.ଏନ.ଏ.)-ମାଲକାନଗିରି ଜିଲା ପଡିଆ ବ୍ଲକ କଲୋନୀରେ ବର୍ଷାପବନ ହୋଇ ଏକ ଦୁର୍ଘଟଣା ଘଟିଯାଇଛି। କଲୋନୀ ପଛପଟେ ଯାଇଥିବା ୧୧ କେଭି ବିଦ୍ୟୁତ୍‌ ତାର ଛିଡିପଡି ୧୦ ତାଳଗଛ ପୋଡିଯାଇଛି। ଖବରରୁ ଜଣାପଡିଛି ରବିବାର ସନ୍ଧ୍ୟାରେ ଉକ୍ତ ଅଞ୍ଚଳରେ ବର୍ଷା ସହ ପବନ…

କର୍ତ୍ତବ୍ୟ ସମ୍ପାଦନ କରିବାକୁ ଯାଉଥିଲେ; ଦୁର୍ଘଟଣାରେ କରୋନା ଯୋଦ୍ଧାଙ୍କ ମୃତ୍ୟୁ

ମାଲକାନଗିରି୧୭ା୫(ଡି.ଏନ୍‌.ଏ.)- ମାଲକାନଗିରି ଜିଲା ମୁଦୁଲିପଡ଼ା ଥାନାର କାର୍ଯ୍ୟରତ ଗୃହରକ୍ଷୀ ଲଚ୍ଛମନ ନାୟକ(୩୮) କର୍ତ୍ତବ୍ୟ ସମ୍ପାଦନ କରିବାକୁ ଯାଉଥିବା ବେଳେ ଦୁର୍ଘଟଣାରେ ରବିବାର ତାଙ୍କର ମୃତ୍ୟୁ ହୋଇଥିଲା। ତାଙ୍କୁ ଗୋବିନ୍ଦପାଲି ମହାବିଦ୍ୟାଳୟସ୍ଥିତ ସଙ୍ଗରୋଧ କେନ୍ଦ୍ରରେ ନିୟୋଜିତ କରାଯାଇଥିଲା। ଏପ୍ରିଲ ୨୫ ସକାଳେ ଲଚ୍ଛମନ…

୫୭ ଶ୍ରମିକଙ୍କୁ ନିଜ ରାଜ୍ୟକୁ ପଠାଇଲା ପ୍ରଶାସନ

ମାଲକାନଗିରି,୧୭ା୫(ଡି.ଏନ୍‌.ଏ.)-ଝାଡ଼ଖଣ୍ଡ,ପଶ୍ଚିମବଙ୍ଗ ଓ ବିହାରକୁ ୫୭ଜଣ ଶ୍ରମିକ ସାଇକେଲ ଯୋଗେ ଯାଉଥିବା ଜିଲା ପ୍ରଶାସନ ନଜରକୁ ଆସିବା ପରେ ସେମାନଙ୍କୁ ରବିବାର ଏକ ସ୍ବତନ୍ତ୍ର ବସ୍‌ ଯୋଗେ ନିଜ ରାଜ୍ୟକୁ ପଠାଯାଇଛି। ହାଇଦ୍ରାବାଦରେ ଶ୍ରମିକ ଭାବେ କାର୍ଯ୍ୟ କରୁଥିବା ଏହି ୩ ରାଜ୍ୟର…

ତେଲେଙ୍ଗାନାରେ ପ୍ରବାସୀ ଶ୍ରମିକଙ୍କ ମୃତ୍ୟୁ: ମୃତଦେହ ଆଣିବାକୁ ଅନୁମତି ଦେଲାନି ପ୍ରଶାସନ

ମାଲକାନଗିରି,୧୬ା୫(ଡି.ଏନ୍‌.ଏ.): ମାଲକାନଗିରି ସଦର ବ୍ଲକ ଅନ୍ତର୍ଗତ ସେରପାଲ୍ଲୀ ପଞ୍ଚାୟତର ପଦରାଗୁଡ଼ା ଗ୍ରାମର ଜଣେ ବ୍ୟକ୍ତି କାମ କରିବା ପାଇଁ ତେଲେଙ୍ଗାନା ଯାଇଥିବା ବେଳେ କରୋନା ଯୋଗୁ ଚିକିତ୍ସା ସେବା ନ ପାଇ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି। ସଂପୃକ୍ତ ଗ୍ରାମର ବାସୁଦେବ…

ପୋଲିସ କ୍ୟାଣ୍ଟିନରେ ମହିଳାଙ୍କୁ ବଳାତ୍କାର ଘଟଣା: ପୀଡିତାଙ୍କ ପରିବାର, ଏସପିଙ୍କୁ ଭେଟିଲେ ପୂର୍ବତନ ଏମପି

ମାଲକାନଗିରି,୧୫ା୫ (ଡି.ଏନ.ଏ.) – ମାଲକାନଗିିରି ଜିଲା ସଦର ମହକୁମାସ୍ଥିତ ପୋଲିସ କ୍ୟାଣ୍ଟିନ୍‌ରେ କାମ କରୁଥିବା ଜଣେ ମହିଳା ବଳାତ୍କାରର ଶିକାର ହୋଇଥିଲେ। ତାଙ୍କୁ ଚିକିତ୍ସା ପାଇଁ ବ୍ରହ୍ମପୁର ସ୍ଥାନାନ୍ତର କରାଯାଇଥିଲା। ସେଠାକୁ ନେବା ସମୟରେ ରାୟଗଡା ନିକଟରେ ତାଙ୍କର ମୃତ୍ୟୁ ହୋଇଥିଲା।…

କରୋନା କଟକଣା: ୪୦ ହଜାର ଛାତ୍ରୀଛାତ୍ର ଶିକ୍ଷାଦାନରୁ ବଞ୍ଚତ୍ତ ହେବେ

ମାଲକାନଗିରି,୧୪ା୫ (ଡି.ଏନ୍‌.ଏ.)-ରାଜ୍ୟରେ କରୋନା ମହାମାରୀରେ ଯେପରି ଛାତ୍ରୀଛାତ୍ରମାନେ ସଂକ୍ରମିତ ନ ହୁଅନ୍ତି ଏହାକୁ ଦଅଟେିରେ ରଖି ସରକାର ଗତ ମାର୍ଚ୍ଚ ମାସରେ ପ୍ରଥମରୁ ନବମ ଶ୍ରେଣୀ ବୃତ୍ତି ପରୀକ୍ଷା ବାତିଲ କରି ବିଦ୍ୟାଳୟଗୁଡିକ ଛୁଟି ଘୋଷଣା କରିଥିଲେ। ମାଲକାନଗରି ଜିଲାରେ ମଙ୍ଗଳ…

୫୫ ଶ୍ରମିକଙ୍କୁ ପଶ୍ଚିମବଙ୍ଗ ପଠାଇଲା ଜିଲା ପ୍ରଶାସନ

ମାଲକାନଗିରି,୧୩ା୫ (ଡି.ଏନ୍‌.ଏ.): ନିଜ ରାଜ୍ୟ ହାଇଦ୍ରାବାଦର ସିକନ୍ଦରାବାଦକୁ ଚାଲିଚାଲି ଯାଉଥିବା ୫୫ ଜଣ ଶ୍ରମିକଙ୍କୁ ମାଲକାନଗିରି ଜିଲା ପ୍ରଶାସନ ବୁଧବାର ଗାଡି ବ୍ୟବସ୍ଥା କରି ନିଜ ରାଜ୍ୟକୁ ପଠାଇଛନ୍ତି। ଏହି ଶ୍ରମିକମାନେ ଚାଲିଚାଲି ଓଡିଶା ସୀମାନ୍ତ ମୋଟୁ ଠାରେ ପହଞ୍ଚତ୍ବା ପରେ…

ହାଇଦ୍ରାବାଦରୁ ଚାଲିଚାଲି ଆସୁଥିବା ଶ୍ରମିକଙ୍କ ରାସ୍ତାରେ ଜୀବନ ଗଲା

  ମାଲକାନଗିରି,୧୩ା୫ (ଡି.ଏନ୍‌.ଏ.): କରୋନା ସାରା ବିଶ୍ୱରେ ଅନେକ ପରିବାରକୁ ଉଜାଡି ଦେଇଛି। ଏଥିରେ ଆକ୍ରାନ୍ତ ହୋଇ ଅନେକଙ୍କ ମୃତ୍ୟୁ ଘଟିଛି। ବେଶି କ୍ଷତିଗ୍ରସ୍ତ ହୋଇଛନ୍ତି ଅନ୍ୟ ରାଜ୍ୟରେ ରହି କାର୍ଯ୍ୟ କରୁଥିବା ଶ୍ରମିକ। ଲକ୍‌ଡାଉନ ପରେ ବିଭିନ୍ନ କଳକାରଖାନା, ନିର୍ମାଣ…

ବିଭିନ୍ନ ସମସ୍ୟାର ସମାଧାନ ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ବିଡିଓଙ୍କୁ ଦାବିପତ୍ର

ଚିତ୍ରକୋଣ୍ଡା,୧୩ା୫(ଡି.ଏନ୍‌.ଏ.): ମାଲକାନଗିରି ଜିଲା ଉପାନ୍ତ ଚିତ୍ରକୋଣ୍ଡା ବିଚ୍ଛିନାଞ୍ଚଳର ଗାଜୁଲୁମାମୁଡ଼ି ପଞ୍ଚାୟତବାସୀ ବିଭିନ୍ନ ସମସ୍ୟାର ସମାଧାନ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଚିତ୍ରକୋଣ୍ଡା ବିଡିଓ ଲରିମନ ଖରସେଲଙ୍କୁ ଦାବିପତ୍ର ପ୍ରଦାନ କରିଛନ୍ତି। ଗାଜୁଲୁମାମୁଡ଼ି ପଞ୍ଚାୟତର ୧୯୦ ପରିବାରକୁ ଆଜି ପର୍ଯ୍ୟନ୍ତ ରାଶନ କାର୍ଡ ମିଳିନାହିଁ।…

ପୋଲିସ କ୍ୟାଣ୍ଟିନ୍‌ରେ ବଳାତ୍କାର ଶିକାର ମହିଳାଙ୍କ ମୃତ୍ୟୁ

ମାଲକାନଗିରି,୧୩ା୫(ଡି.ଏନ୍‌.ଏ.): ମାଲକାନଗିିରି ଜିଲା ସଦର ମହକୁମାସ୍ଥିତ ପୋଲିସ କ୍ୟାଣ୍ଟିିନ୍‌ରେ କାମ କରୁଥିବା ଜଣେ ଆଦିବାସୀ ମହିଳା ବଳାତ୍କାରର ଶିକାର ହୋଇଥିଲେ। ମଙ୍ଗଳବାର ତାଙ୍କର ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇଛି। ମୁମୁର୍ଷୁ ଅବସ୍ଥାରେ ତାଙ୍କୁ ପ୍ରଥମେ ମାଲକାନଗିରି ଜିଲା ଚିକିତ୍ସାଳୟ ଓ ପରେ…

ଡାକ୍ତରଖାନା ଯିବା ବାଟରେ ଆଖି ବୁଜିଲେ ମହିଳା: ବଳାତ୍କାର ଅଭିଯୋଗ ଆଣିଲେ ସ୍ବାମୀ

ରାୟଗଡା ଅଫିସ,୧୨।୫-ମାଲକାନଗିରି ଜିଲା ସଦର ମହକୁମାସ୍ଥିତ ପୋଲିସ କ୍ୟାଣ୍ଟିନରେ କାମ କରୁଥିବା ଜଣେ ମହିଳାଙ୍କୁ ବଳାତ୍କାର କରାଯାଇଥିବା ନେଇ ତାଙ୍କ ସ୍ବାମୀ ଗତ ୭ ତାରିଖରେ ମାଲକାନଗିରି ଥାନାରେ ଅଭିଯୋଗ କରିଥିଲେ। ତେବେ ସମ୍ପୃକ୍ତା ମହିଳାଙ୍କୁ ମଙ୍ଗଳବାର ରାତିରେ ସଙ୍କାଟାପନ୍ନ ଅବସ୍ଥାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?