ମାଲକାନଗିରି

ଏଟିଏମ୍‌ ମେଶିନ ଲୁଟ୍‌ ଉଦ୍ୟମ

କାଲିମେଳା,୨୫ା୧(ଜୀବନକୃଷ୍ଣ ଦାସ): ମାଲକାନଗିରି ଜିଲା କାଲିମେଳା ୩୨୬ ନମ୍ବର ଜାତୀୟ ରାଜପଥର ସଦର ବ୍ଲକ କାର୍ଯ୍ୟାଳୟ ନିକଟରେ ଥିବା ଏସ୍‌ବିଆଇ ଏଟିଏମ୍‌ ମେଶିନ ଲୁଟ୍‌ ଉଦ୍ୟମ ହୋଇଥିବା ଜଣାପଡ଼ିଛି। ଶୁକ୍ରବାର ବିଳମ୍ବିତ ରାତିରେ ଦୁର୍ବୃତ୍ତମାନେ ଏଟିଏମ୍‌ ମେଶିନ ଭାଙ୍ଗି ଟଙ୍କା ଲୁଟ୍‌…

ମକର ବୁଲି ଯାଇଥିଲେ ପ୍ରେମୀଯୁଗଳ: ଝୁଲନ୍ତା ଅବସ୍ଥାରେ ମିଳିଲା ମୃତଦେହ

କାଲିମେଳା, ୨୩।୧(ଜୀବନ କୃଷ୍ଣ ଦାସ):ମାଲକାନଗିରି ଜିଲା କାଲିମେଳା ଥାନା ଅନ୍ତର୍ଗତ ଗମ୍ଫାକୋଣ୍ଡା ପଞ୍ଚାୟତ ଅନ୍ତର୍ଗତ ତୁମୁକିମାଡକା ଗାଁ ନିକଟ ଜଙ୍ଗଲରୁ ଯୁବକ ଯୁବତୀ ବେକରେ ଓଢଣୀ ଲଗାଇ ଆତ୍ମହତ୍ୟା କରିଥିବା ଦେଖିବାକୁ ମିଳିଛି l ଜଙ୍ଗଲ ଭିତରେ ଏକ ଗଛରେ ଯୁବକଯୁବତୀଙ୍କ…

ଧରାପଡ଼ିଲେ ୬ ମାଓବାଦୀ: ହିଂସାକାଣ୍ଡ ପାଇଁ ଯୋଗାଉଥିଲେ ବିସ୍ଫୋରକ

ମାଲକାନଗିରି,୧୯ା୧(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ ସୁକ୍‌ମା ଜିଲା ପୋଲିସ ୨ ପୁରସ୍କାର ଘୋଷିତ ମାଓବାଦୀଙ୍କ ସହ ୩ ଜଣଙ୍କୁ ଗିରଫ କରିଛି। ମାଓବାଦୀଙ୍କ ଉପସ୍ଥିତି ସମ୍ବନ୍ଧରେ ସୂଚନା ପାଇ ଚିନ୍ତାଗୁଫା ଥାନାରୁ ଜିଲା ପୋଲିସ ଓ ଡିଆରଜି ବାହିନୀ ମିଳିତ ଭାବେ ଦୁଲେଡ,…

ଟ୍ରକ୍‌କୁ ଧକ୍କା ଦେଲା ବସ୍‌: ବାପା-ଝିଅଙ୍କ ଜୀବନ ଚାଲିଗଲା,୨୦ରୁ ଊର୍ଦ୍ଧ୍ୱ ଆହତ

ମାଲକାନଗିରି,୧୮ା୧(ଦୁର୍ଯ୍ୟୋଧନ ପାତ୍ର)- ମାଲକାନଗିରିରୁ ବିଶାଖାପାଟଣାସ୍ଥିତ ଅନିଲ ନିରୁକୋଣ୍ଡା ହସ୍ପିଟାଲରେ ଚିକିତ୍ସା ପାଇଁ ରୋଗୀଙ୍କୁ ନେଇ ଯାଉଥିବା ଏକ ବସ୍‌ ଶନିବାର ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ବସ୍‌ଟି ରାସ୍ତାରେ ଖରାପ ହୋଇ ଛିଡ଼ାହୋଇଥିବା ଏକ ଟ୍ରକ୍‌କୁ ଧକ୍କାଦେବା ଫଳରେ ଘଟଣାସ୍ଥଳରେ ବାପଝିଅଙ୍କର ମୃତ୍ୟୁ…

ସ୍ତ୍ରୀଙ୍କୁ ବିଭତ୍ସ ହତ୍ୟା କରି ଥାନାରେ ଆତ୍ମସମର୍ପଣ କଲେ ସ୍ବାମୀ

ମାଲକାନଗିରି,୧୧।୧(ଦୁର୍ଯ୍ୟୋଧନ ପାତ୍ର): ମାଳକାନଗିରି ଜିଲା କାଲିମେଳା ଥାନା ଅନ୍ତର୍ଗତ ଏମଭି ୬୬ ଗ୍ରାମରେ ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି । ସ୍ତ୍ରୀଙ୍କୁ ଅତି ବିଭତ୍ସ ଭାବରେ ଏକ ଧାରୁଆ ଅସ୍ତ୍ରରେ ବେକକୁ କାଟି ହତ୍ୟା କରିଛନ୍ତି ସ୍ବାମୀ। ସ୍ତ୍ରୀ ଶ୍ରୀତି ବିଶ୍ୱାସଙ୍କ…

ତେଲଙ୍ଗାନାରେ ମର୍ମନ୍ତୁଦ ବସ ଦୁର୍ଘଟଣା: ଚାଲିଗଲା ୪ ଓଡ଼ିଆଙ୍କ ଜୀବନ

ମାଲକାନଗିରି,୧୦।୧(ଦୁର୍ଯ୍ୟୋଧନ ପାତ୍ର): ତେଲଙ୍ଗାନା ରାଜ୍ୟ ସୁର଼୍ୟାପେଟ ଜିଲା ଇଲାପୁରମ ଗ୍ରାମ ନିକଟ ମୁଖ୍ୟ ରାସ୍ତା କଡରେ ଓଡ଼ିଶାର ଧର୍ମଗଡରୁ ହାଇଦ୍ରାବାଦ ଅଭିମୁଖେ ଯାଉଥିବା ଗୁପ୍ତା ନାମକ ଏକ ଘରୋଇ ବସ୍‌ ଗୁରୁବାର ମଧ୍ୟ ରାତ୍ରରେ ଦୁର୍ଘଟଣା ଗ୍ରସ୍ତ ହୋଇ ୪ ଜଣ…

୮ ଆଇଇଡି ବୋମା ନିଷ୍କ୍ରିୟ କଲେ ଯବାନ

ମାଲକାନଗିରି,୨ା୧(ଦୁର୍ଯ୍ୟୋଧନ ପାତ୍ର)-ବିଜାପୁରରେ ମାଓବାଦୀମାନେ ଖଞ୍ଜିଥିବା ୮ ଆଇଇଡି ବୋମାକୁ ଯବାନମାନେ ନିଷ୍କ୍ରିୟ କରିଛନ୍ତି । ଛତିଶଗଡ ବାସାଗୁଡ଼ା ଥାନା ଅନ୍ତର୍ଗତ ତିମାପୁର ଅଞ୍ଚଳରେ କୋବ୍ରା ଯବାନମାନେ ତଲାସି କରୁଥିଲେ। ଏହି ସମୟରେ ୬ ଆଇଇଡିକୁ ଠାବକରି ଯବାନମାନେ ଘଟଣାସ୍ଥଳରେ ନିଷ୍କ୍ରିୟ କରିଥିଲେ।…

ଆଇଡି ବିସ୍ଫୋରଣ ଘଟଣାରେ ସମ୍ପୃକ୍ତ ୨ ମାଓବାଦୀଙ୍କୁ ବାନ୍ଧିଲା ସୁକ୍‌ମା ପୋଲିସ

ମାଲକାନଗିରି,୧ା୧(ଦୁର୍ଯ୍ୟୋଧନ ପାତ୍ର)-ଛତିଶଗଡ ସୁକ୍‌ମା ଜିଲା ପୋଲିସ ୨ ମାଓବାଦୀଙ୍କୁ ବୁଧବାର ଗିରଫ କରିଛି। ସେମାନେ ହେଲେ ସୋଡି ମୁକା ଓ ସୋଡି ଭୀମା। ସୂଚନାଯୋଗ୍ୟ, କୁନ୍ଦେଡ ଗ୍ରାମ ନିକଟରେ ମାଓବାଦୀମାନେ ଥିବା ଖବର ପାଇ ଜଗରଗୁଣ୍ଡା ଥାନା ୧୬୫ ସିଆର୍‌ପିଏଫ୍‌ ବାହିନୀର…

ଅପେରାରେ ଅଶ୍ଳୀଳ ନାଚ ରୋକିବାକୁ ଭିଡିଓ ରେକର୍ଡିଂ

ମାଲକାନଗିରି,୩୧ା୧୨(ଦୁର୍ଯ୍ୟୋଧନ ପାତ୍ର): ଅପେରା ମଞ୍ଚରେ ଅଶ୍ଳୀଳତା ନେଇ ଅଭିଯୋଗ ହେବାପରେ ରେକର୍ଡ ଡ୍ୟାନ୍ସ ସମୟରେ କ୍ୟାମେରା ଲଗାଇ ରେକର୍ଡିଂ କଲା ପୋଲିସ। ପୋଲିସ ଛାଉଣୀରେ ଚାଲିଲା ଆଇଟମ ଗାର୍ଲଙ୍କ ନିଶା ମହାରଣାଙ୍କ ନାଚ। ସୂଚନା ଅନୁଯାୟୀ, ମାଲକାନଗିରି ଜିଲା କତାମେଟା ଗ୍ରାମରେ…

ଯାତ୍ରାରେ ଅଶ୍ଳୀଳ ନୃତ୍ୟ: ସାହୁ ଭାଉଜଙ୍କ ବିରୋଧରେ ପୋଲିସ ରୁଜୁ କଲା ମାମଲା

ମାଲକାନଗିରି, ୩୦ା୧୨(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ସଦର ବ୍ଲକ କତାମେଟାରେ ଶନିବାର ଶ୍ରୀକ୍ଷେତ୍ର ଅପେରା ଯାତ୍ରା କରୁଥିବା ବେଳେ ଜଣେ ତରୁଣୀଙ୍କ ଅଶ୍ଳୀଳ ନୃତ୍ୟକୁ ଆଧାରକରି ତାଙ୍କ ନାମରେ ମାଲକାନଗିରି ପୋଲିସ ନିଜ ଆଡୁ ମାମଲା ନଂ(୭୨୧/୨୪)ରୁଜୁ କରିଛି। ସେହିପରି ବିଜେଡି…

କୋମ୍ବିଂ ବେଳେ ଧରାପଡ଼ିଲେ ୩ ମହିଳା କ୍ୟାଡର ମାଓବାଦୀ

ମାଲକାନଗିରି,୨୮।୧୨(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ଥାନା ଅଧୀନ ଗୁଣ୍ଠାବାଡା ଗ୍ରାମ ନିକଟରୁ ଓଡ଼ିଶା ପୋଲିସ ଏବଂ ଡିବିଏଫ ବାହିନୀ ରବିବାର ୩ଜଣ ମହିଳା କ୍ୟାଡର ମାଓବାଦୀଙ୍କୁ ଗିରଫ କରିବାରେ ସଫଳ ହୋଇଛି। ଗିରଫ ମହିଳା କ୍ୟାଡର ମାଓବାଦୀଙ୍କ ମଧ୍ୟରୁ ମାଲକାନଗିରି…

ଦୁର୍ବଳ ହେଉଛି ସଙ୍ଗଠନ: ଧରାପଡ଼ିଲେ ୧୩ ମାଓବାଦୀ

ମାଲକାନଗିରି,୨୨ା୧୨(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ଼ ବିଜାପୁର ଜିଲାର ଦୁଇଟି ସ୍ଥାନରୁ ୮ ଓ ସୁକମା ଜିଲା ପୋଲିସ ଦ୍ୱାରା ୪ ଲକ୍ଷ ପୁରସ୍କାର ଘୋଷିତ ୫ ମୋଟ ୧୩ଜଣ ମାଓବାଦୀ ରବିବାର ଗିରଫ ହୋଇଛନ୍ତି। ସୂଚନାଯୋଗ୍ୟ, ବିଜାପୁର ଜିଲା ବାସାଗୁଡ଼ା ଥାନା ସାରକେଗୁଡ଼ା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri