ମାଲକାନଗିରି

ଗିରଫ ହେଲେ କୋଟିପତି ସରକାରୀ ବାବୁ

ମାଲକାନଗିରି,୭।୨(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ଜଳଛାୟା ପ୍ରକଳ୍ପ ଉପନିର୍ଦ୍ଦେଶକ ଶାନ୍ତନୁ ମହାପାତ୍ର ଗିରଫ। ଶାନ୍ତନୁଙ୍କ ସହ ୫ ଜଣଙ୍କୁ ଗିରଫ କରାଯାଇଇଛି। ଆୟବହିର୍ଭୁତ ସମ୍ପତ୍ତି ୧ଟି ବହୁମହଲା କୋଠା, ୪ଟି ଉଚ୍ଚ ମୂଲ୍ୟର ପ୍ଲଟ, ପ୍ରାୟ ୪୨୨ ଗ୍ରାମ ସୁନା, ୯୧…

ବଡ଼ ଝଟକା: ସୁରକ୍ଷାକର୍ମୀଙ୍କ ହାତରେ ଧରାପଡ଼ିଲେ ୪ ମାଓବାଦୀ

ମାଲକାନଗିରି,୬ା୨(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ ସୁକ୍‌ମା ପୋଲିସ ଦୁଇଟି ସ୍ଥାନରୁ ୪ ମାଓବାଦୀଙ୍କୁ ଗିରଫ କରିଛି। ମାଓବାଦୀଙ୍କ ଉପସ୍ଥିତି ସମ୍ପର୍କରେ ସୂଚନା ପାଇ ଚିନ୍ତାଗୁଫା ପୋଲିସ ଡିଆର୍‌ଜି ବାହିନୀ ମିଳିତ ଭାବେ ତାଡମେଟଲା ଓ ଆଖପାଖ ଅଞ୍ଚଳରେ କୋମ୍ବିଂ କରିଥିଲେ । ଏହି…

ଜଳଛାୟା ପ୍ରକଳ୍ପ ଉପନିର୍ଦ୍ଦେଶକଙ୍କ ଘରେ ଭିଜିଲାନ୍ସ ଚଢ଼ାଉ: ଘରୁ ବାହାରିଲାଣି ଆଖିଖୋସି ହୋଇଗଲା ଭଳି ଟଙ୍କା  

ମାଲକାନଗିରି/ଜୟପୁର,୫।୨(ଦୁର୍ଯ୍ୟୋଧନ ପାତ୍ର/ପବନ ପାଣିଗ୍ରାହୀ): ମାଲକାନଗିରି ଜିଲା ଜଳଛାୟା ପ୍ରକଳ୍ପ ଉପନିର୍ଦ୍ଦେଶକ ଶାନ୍ତନୁ ମହାପାତ୍ରଙ୍କ ବାସଭବନରେ ଭିଜିଲାନ୍ସ ଟିମ୍‌ ଚଢାଉ କରିଛି। ଆୟବହିର୍ଭୁତ ସମ୍ପତି ଠୁଳ ଅଭି ଯୋଗରେ ଭିଜିଲାନ୍ସର ତିନିଟା ଟିମ୍‌ ଏହି ଚଢ଼ାଉ କରିଛି ଏଥିସହ ତାଙ୍କ କାର୍ଯ୍ୟାଳୟର ଜଣେ…

ପୋଲିସକୁ ଖବର ଦେଉଥିବା ଜାଣି ଘରୁ ଉଠାଇନେଲେ ମାଓବାଦୀ , ଜଙ୍ଗଲରେ ନିର୍ମମ ଭାବେ ହତ୍ୟାକରିଲା ପରେ…

ମାଲକାନଗିରି,୪।୨(ଦୁର୍ଯୋଧନ ପାତ୍ର):ମାଲକାନଗିରି ସୀମାନ୍ତ ଛତିଶଗଡ଼ର ବିଜାପୁର ଜଲାରେ ପୁଣି ମାଓବାଦୀଙ୍କ ହିଂସା ଦେଖିବାକୁ ମିଳିଛି। ପୋଲିସ ସୂଚନଦାତା ଦର୍ଶାଇ ଦୁଇ ଜଣ ଗ୍ରାମବାସୀଙ୍କୁ ମାଓବାଦୀ  ଅତି ନିର୍ମମ ଭାବେ ହତ୍ୟା କରିଛନ୍ତି। ସୋମବାର  ବିଳମ୍ବିତ ରାତିରେ ତରେମ ଥାନା ଅନ୍ତର୍ଗତ ବୁଦୁଗିଚେରୁ…

ହଷ୍ଟେଲ ପରିସରରେ ଜୀବନ ହାରିଲେ ନବମ ଶ୍ରେଣୀ ଛାତ୍ର

କାଲିମେଳା,୪।୨(ଜୀବନ କୃଷ୍ଣ ଦାସ): ମାଲକାନଗିରି ଜିଲା କାଲିମେଳା ଥାନା ଅଧୀନ ଗୁମ୍ଫାକୋଣ୍ଡା ଉଚ୍ଚ ବିଦ୍ୟାଳୟର ନବମ ଶ୍ରେଣୀରେ ପଢୁଥିବା ଜଣେ ଛାତ୍ର ବିଦ୍ୟାଳୟ ପଛପଟେ ଥିବା ପାଚେରୀ ନିକଟ ଏକ ଗଛରେ ବେକରେ ଗାମୁଛା ଲଗାଇ ଆତ୍ମହତ୍ୟା କରିଛନ୍ତି। ସୋମବାର ରାତିରେ…

ମାଲାକାନଗିରିରେ ଲଜ୍ଜା: ନାବାଳିକାଙ୍କୁ ବଳାତ୍କାର କଲେ ୬୦ ବର୍ଷୀୟ ବୃଦ୍ଧ

କୋରୁକୋଣ୍ଡା, ୨।୨(ଶିବଦତ୍ତ ସାହୁ): ନାବାଳିକାଙ୍କୁ ବଳାତ୍କାର କରିବା ଅଭିଯୋଗରେ ମାଲାକାନଗିରି ଜିଲା ଓରକେଲ ଥାନା ପୋଲିସ ଶ୍ୟାମ ସୀସା(୬୦)ଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଅଭିଯୋଗ ମୁତାବକ, ଜଣେ ୧୬ ବର୍ଷୀୟା ନାବାଳିକା ୪ ମାସ ତଳେ ଧାନ ବିଲକୁ…

୩ ଲକ୍ଷ ଟଙ୍କା ପୁରସ୍କାର ଘୋଷିତ ୩ ମାଓବାଦୀଙ୍କ ସହ ୩୨ ଜଣଙ୍କ ଆତ୍ମସମର୍ପଣ, ବନ୍ଧୁକ ଛାଡ଼ି କହିଲେ…

ମାଲକାନଗିରି,୩୦ା୧(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ ଦାନ୍ତେଓ୍ବାଡା ଜିଲାରେ ୩ ଲକ୍ଷ ଟଙ୍କାର ପୁରସ୍କାର ଘୋଷିତ ୩ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ବର୍ତ୍ତମାନ ଛତିଶଗଡ଼ ପୋଲିସ ଦ୍ୱାରା ଚାଲିଥିବା ଘରକୁ ଫେରିଆସ ଅଭିଯାନରେ ଅନୁପ୍ରାଣୀତ ହୋଇ ଏହି ତିନି ମାଓବାଦୀ…

ଜମିଜମା ବିବାଦର କରୁଣ ପରିଣତି: ବଡଭାଇର ଟାଙ୍କିଆ ଚୋଟରେ ଚାଲିଗଲା ସାନଭାଇଙ୍କ ଜୀବନ

କାଲିମେଳା, ୨୩।୧(ଜୀବନ କୃଷ୍ଣ ଦାସ): ମାଲକାନଗିରି ଜିଲା କାଲିମେଳା ଥାନା ଅନ୍ତର୍ଗତ ତାଟିଗୁଡା ଗାଁରେ ଅଭାବନୀୟ ଘଟଣା ଘଟିଛି। ବଡ ଭାଇର ଟାଙ୍ଗିଆ ଚୋଟରେ ସାନ ଭାଇର ମୃତ୍ୟୁ ଘଟିଛି। ସୋମବାର ବିଳମ୍ବିତ ରାତିରେ ଏହି ହତ୍ୟାକାଣ୍ଡ ହୋଇଥିବା କୁହାଯାଉଛି l…

ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଫଛପଟେ ଝୁଲୁଛି ମୃତଦେହ: ଶରୀରର ଅଧାଅଂଶ ଭୂମିରେଇ ଲାଗିଥିବା ନେଇ ବଢୁଛି ସନ୍ଦେହ

କାଲିମେଳା,୨୮।୧(ଜୀବନ କୃଷ୍ଣ ଦାସ):ମାଲକାନଗିରି ଜିଲା କାଲିମେଳା ଥାନା ଅନ୍ତର୍ଗତ କାଲିମେଳା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପଛପଟେ ଥିବା ଚାଷଜମି ନିକଟରେ ମଙ୍ଗଳବାର ସକାଳେ ଗଛରେ ଜଣେ ଯୁବକଙ୍କ ମୃତଦେହ ଝୁଲନ୍ତାଅବସ୍ଥାରେ ଠାବ କରାଯାଇଛ। ମୃତ ଯୁବକ ଜଣକ କାଲିମେଳା ତୁମ୍ବାଗୁଡା ଗ୍ରାମର ପଦିଆ…

ସ୍ତ୍ରୀ ହତ୍ୟାକାରୀଙ୍କୁ ଆଜୀବନ ଜେଲ

ମାଲକାନଗିରି, ୨୭ା୧(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ଓ ଦୌରା ଜଜ୍‌ ଡାକ୍ତର ପ୍ରସନ୍ନ କୁମାର ପଣ୍ଡା ସୋମବାର ଏକ ହତ୍ୟା ମାମଲାର ଶୁଣାଣି କରି ସ୍ତ୍ରୀ ହତ୍ୟାକରୀଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଅଭିଯୁକ୍ତ ଜଣକ ହେଲେ ମାଲକାନଗିରି ଥାନା ପାଣ୍ଡ୍ରିପାଣି…

ମାଓବାଦୀଙ୍କ ବର୍ବରକାଣ୍ଡ: ଘରେ ପଶି ହାଣିଦେଲେ

ମାଲକାନଗିରି.୨୭।୧: କିଛି ଦିନର ନୀରବତା ପରେ ପୁଣି ମାଓବାଦୀମାନେ ଛତିଶଗଡ଼ ବିଜାପୁର କେଶମୁଣ୍ଡି ଗାଁରେ ବର୍ବରକାଣ୍ଡ ଭିଆଇଛନ୍ତି। ମାଓବାଦୀମାନେ କେଶମୁଣ୍ଡି ଗାଁରେ ପଶି ଜଣଙ୍କୁ କୁରାଢିରେ ହାଣି ଅତି ନିର୍ମମ ଭାବେ ହତ୍ୟା କରିଛନ୍ତି। ମୃତକ ହେଲେ କେଶମୁଣ୍ଡି ଗାଁର ୪୧…

ଏଟିଏମ୍‌ ମେଶିନ ଲୁଟ୍‌ ଉଦ୍ୟମ

କାଲିମେଳା,୨୫ା୧(ଜୀବନକୃଷ୍ଣ ଦାସ): ମାଲକାନଗିରି ଜିଲା କାଲିମେଳା ୩୨୬ ନମ୍ବର ଜାତୀୟ ରାଜପଥର ସଦର ବ୍ଲକ କାର୍ଯ୍ୟାଳୟ ନିକଟରେ ଥିବା ଏସ୍‌ବିଆଇ ଏଟିଏମ୍‌ ମେଶିନ ଲୁଟ୍‌ ଉଦ୍ୟମ ହୋଇଥିବା ଜଣାପଡ଼ିଛି। ଶୁକ୍ରବାର ବିଳମ୍ବିତ ରାତିରେ ଦୁର୍ବୃତ୍ତମାନେ ଏଟିଏମ୍‌ ମେଶିନ ଭାଙ୍ଗି ଟଙ୍କା ଲୁଟ୍‌…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri