ପୋଲିସ ନିକଟରେ ୮ ମାଓବାଦୀଙ୍କ ଆତ୍ମସମର୍ପଣ
ମାଲକାନଗିରି,୧୮।୩(ଡି.ଏନ୍.ଏ.): ପୁଣି ମାଲକାନଗିରି ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଜିଲା ଆରକ୍ଷୀ ଅଧୀକ୍ଷକଙ୍କ ନିକଟରେ ବୁଧବାର ୮ ଜଣ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ଏମାନଙ୍କ ମଧ୍ୟରୁ ମୁଖ୍ୟ ମାଓବାଦୀ ଜଣକ ହେଲେ ସାମ୍ବା ଖରା। ତାଙ୍କ ଘର ସ୍ବାଭିମାନ ଅଞ୍ଚଳର…
କରୋନା ସନ୍ଦେହ: ପରୀକ୍ଷା ପରେ ବାହାରିଲା ସ୍ବାଇନ ଫ୍ଲୁ
ମାଲକାନଗିରି,୧୪।୩(ଡି.ଏନ୍.ଏ.): ମାଲକାନଗିରି ଜିଲା କୋରୁକୋଣ୍ଡା ବ୍ଲକ ଅନ୍ତର୍ଗତ ଏମନ୍୍ଭି-୪୧ ଗ୍ରାମର ଜଣେ ବ୍ୟକ୍ତିଙ୍କୁ ସ୍ବାଇନ ଫ୍ଲୁ ହୋଇଛି। ସେ ହେଲେ ପରିମଲ ବିଶ୍ୱାସ। ପ୍ରକାଶ ଯେ, ପରିମଲ କିଛିଦିନ ତଳେ କୋଲକାତାରେ ଇସ୍କନ କନ୍ଫରେନ୍ସରେ ଯୋଗଦେଇ ଘରକୁ ଫେରିଥିଲେ। ଏହା ପରେ…
କଦଳୀ ଚାଷ ଦେଇଛି ପରିଚୟ
ଗୋବିନ୍ଦପାଲି, ୧୪।୩(ଡି.ଏନ୍.ଏ.) ମାଲକାନଗିରି ଜିଲା ଖଇରପୁଟ ବ୍ଲକ ବଟାଣିଗୁଡାର ପାଲସୁ ପାଙ୍ଗିଙ୍କୁ ପରିଶ୍ରମ ଦେଇଛି ସଫଳତା। ଜଣେ ସଫଳ କଦଳୀ ଚାଷୀ ରୂପେ ସେ ନିଜର ପରିଚୟ ସୃଷ୍ଟି କରିପାରିଛନ୍ତି। ପାଠ ପଢିବା ସହ କଠିନ ପରିଶ୍ରମ କରି ନିଜ ଚାଷଜମିରେ…
ପାଲସୁଙ୍କୁ ପରିଶ୍ରମ ଦେଇଛି ସଫଳତା
ଗୋବିନ୍ଦପାଲି, ୧୩ା୩(ଡି.ଏନ.ଏ.): ମାଲକାନଗିରି ଜିଲ୍ଲା ଖଇରପୁଟ ବ୍ଲକ ବଟାଣିଗୁଡାର ପାଲସୁ ପାଙ୍ଗିଙ୍କୁ ପରିଶ୍ରମ ଦେଇଛି ସଫଳତା। ଜଣେ ସଫଳ କଦଳୀ ଚାଷୀ ରୂପେ ସେ ନିଜର ପରିଚୟ ସୃଷ୍ଟି କରିପାରିଛନ୍ତି। ପାଠ ପଢିବା ସହ କଠିନ ପରିଶ୍ରମ କରି ନିଜ ଚାଷଜମିରେ…
କରୋନା ଭୂତାଣୁ ସମ୍ପର୍କରେ ସଚେତନତା ଶୋଭାଯାତ୍ରା
ଚିତ୍ରକୋଣ୍ଡା,୧୩ା୩(ଡି.ଏନ.ଏ.): ଚିତ୍ରକୋଣ୍ଡା ଏସଏସଡି ବାଳିକା ଉଚ୍ଚ ବିଦ୍ୟାଳୟ ପକ୍ଷରୁ ପ୍ରଧାନଶିକ୍ଷକ ରବୀନ୍ଦ୍ର କୁମାର ସେଠୀଙ୍କ ତତ୍ତ୍ୱାବଧାନରେ କରୋନା ଭୂତାଣୁ ସମ୍ପର୍କରେ ଏକ ସାଚତନତା କାର୍ଯ୍ୟକ୍ରମ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଶିକ୍ଷୟିତ୍ରୀ ଶିକ୍ଷକଙ୍କ ସହ ୫ଶହରୁ ଊର୍ଦ୍ଧ୍ୱ ଛାତ୍ରୀ ଶୋଭାଯାତ୍ରାରେ ଯାଇ କରୋନା…
କଟକ ଡାକ୍ତରଖାନାରେ ଚିକିତ୍ସା ସୁବିଧା ନ ପାଇ ଆଖି ବୁଜିଲେ ସମୀର
ଚିତ୍ରକୋଣ୍ଡା,୧୩ା୩(ଡି.ଏନ.ଏ.): ଚିତ୍ରକୋଣ୍ଡା ପଞ୍ଚାୟତ ସମିତି ଅନ୍ତର୍ଗତ ଦୋରାଗୁଡ଼ା ପଞ୍ଚାୟତ ଆରଏସସି-୧୪ ଗ୍ରାମର ସମୀର ଭତ୍ରାଙ୍କ ଚିକିତ୍ସାରେ ଅର୍ଥ ବାଧକ ସାଜିଛି ଶୀର୍ଷକ ଖବର ଗତ ଫେବୃୟାରୀ ୨୧ରେ ଧରିତ୍ରୀରେ ପ୍ରକାଶ ପାଇବା ପରେ ଏନେଇ ମୁଖ୍ୟମନ୍ତ୍ରୀ ଟୁଇଟ କରି ମାଲକାନଗିରି ଜିଲାପାଳଙ୍କୁ…
ଜଳକଷ୍ଟ ଭୋଗୁଛନ୍ତି ଗନ୍ଧିଗୁଡ଼ା ଗ୍ରାମବାସୀ
ଚିତ୍ରକୋଣ୍ଡା,୧୩।୩(ଡି.ଏନ.ଏ.) – ଚିତ୍ରକୋଣ୍ଡା ପଞ୍ଚାୟତ ସମିତି ଅନ୍ତର୍ଗତ ପାପରମେଟେଲା ପଞ୍ଚାୟତର ଗନ୍ଧିଗୁଡା ଗ୍ରାମବାସୀ ଜଳକଷ୍ଟ ଭୋଗୁଛନ୍ତି। ଯନ୍ତାପାଇଠାରୁ ୧୫ କିମି ଦୂରରେ ଥିବା ଏହି ଗ୍ରାମରେ ୪୫ଟି ପରିବାର ବସବାସ କରନ୍ତି। ପ୍ରତ୍ୟହ ୨୫୦ରୁ ଊର୍ଦ୍ଧ୍ୱ ଲୋକ ଜଳକଷ୍ଟ ଭୋଗୁଥିବା ଦେଖିବାକୁ…
ସବୁଥିରେ ଅବହେଳିତ ଗାଁର ନାଁ ସିଲିମେଟା
ଚିତ୍ରକୋଣ୍ଡା,୧୩।୩(ଡି.ଏନ.ଏ.) – ମାଲକାନଗିରି ଜିଲା ଚିତ୍ରକୋଣ୍ଡାର ବଡପଡା ପଞ୍ଚାୟତରେ ରହିଛି ସିଲିମେଟା ଗ୍ରାମ। ଏବେ ମଧ୍ୟ ଏହି ଗ୍ରାମରେ ସରକାରଙ୍କ କୌଣସି ଉନ୍ନୟନମୂଳକ କାର୍ଯ୍ୟ ପହଞ୍ଚତ୍ପାରିନାହିଁ। ବିକାଶ ଯେପରି ଏଠି ଲୋକଙ୍କ ପାଇଁ ପାଲଟିଛି ସାତସପନ। ଜାନବାଇଠାରୁ ପାହାଡ ଉପର ଦେଇ…
ବିବାହ ଭୋଜିକୁ ଯାଉଥିବା ଗାଡ଼ି ଦୁର୍ଘଟଣାଗ୍ରସ୍ତ: ୮ ଗୁରୁତର
ମାଲକାନଗିର,୯ା୩(ଡି.ଏନ୍.ଏ): ଏକ ବିବାହ ଭୋଜି ପାଇଁ ଯାତ୍ରୀଙ୍କୁ ନେଇ ଯାଉଥିବା ଏକ ୪୦୭ ଗାଡ଼ି ଦୁର୍ଘଟଣାଗ୍ରସ୍ତ ହୋଇଛି। ଘଟଣାରୁ ପ୍ରକାଶ ଯେ, ସୋମବାର ମାଲକାନଗିରି ଜିଲା ସଦର ବ୍ଲକ୍ ସିଆଡ଼ିମାଳ ଗ୍ରାମରୁ ପ୍ରାୟ ୨୦ ଜଣ ଲୋକ କାଲିମେଳା ଥାନା ଅଧୀନ…
ସବୁଦିନ ସ୍କୁଲ ପଠାଇବାକୁ ସଂକଳ୍ପ ନେଲେ ଅଭିଭାବକ
ଗୋବିନ୍ଦପାଲି,୯ା୩(ଡି.ଏନ.ଏ.): ମାଲକାନଗିରି ଜିଲା ମାଥିଲି ବ୍ଲକ ଅଧୀନ ଉଦୁଲିବେଡ଼ା ପଞ୍ଚାୟତ ସରକାରୀ ପ୍ରାଥମିକ ବିଦ୍ୟାଳୟ ଚାଲାଣଗୁଡ଼ା-୨ ପକ୍ଷରୁ ଏକ ଶିକ୍ଷା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଅବସରପ୍ରାପ୍ତ ରାଜ୍ୟପାଳ ପୁରସ୍କାରପ୍ରାପ୍ତ ପ୍ରଧାନ ଶିକ୍ଷକ ପ୍ରହ୍ଲାଦ ଛାଟୋଇଙ୍କ ତତ୍ତ୍ୱାବଧାନରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ବିଦ୍ୟାଳୟର…
ନିଖୋଜ ନାବାଳିକା ଛତିଶଗଡ଼ରୁ ଉଦ୍ଧାର, ଅଭିଯୁକ୍ତ ଗିରଫ
ଏମ୍ଭି ୭୯,୯ା୩(ଡି.ଏନ.ଏ.): ମାଲକାନଗିରି ଜିଲା ପଡ଼ିଆ ବ୍ଲକ୍ ଶିମିଳିବାଞ୍ଛା ପଞ୍ଚାୟତ ଏମ୍ପିଭି ୬୮ ଗ୍ରାମରୁ ନିଖୋଜ ନାବାଳିକାଙ୍କୁ ପୋଲିସ ସୋମବାର ଛତିଶଗଡ଼ରୁ ଉଦ୍ଧାର କରିଛି। ଝିଅ ନିଖୋଜ ଥିବା ନେଇ ରବିବାର ବାପା ଏମ୍ଭି ୭୯ ଥାନାରେ ଲିଖିତ ଅଭିଯୋଗ କରିଥିଲେ।…
ବିଭିନ୍ନ ସମସ୍ୟା ସମାଧାନ ଦାବିରେ ପଞ୍ଚାୟତ କାର୍ଯ୍ୟାଳୟ ଘେରାଉ
କୋରୁକୋଣ୍ଡା,୭।୩(ଡି.ଏନ୍.ଏ.): ମାଲକାନଗିରି ଜିଲା କୋରୁକୋଣ୍ଡା ବ୍ଲକ ଅନ୍ତର୍ଗତ ତାର୍ଲାକୋଟା ପଞ୍ଚାୟତ ପୁଷ୍ପାଲି ଆଦିବାସୀ ଅଧିକାର ମଞ୍ଚ ପକ୍ଷରୁ ଶନିବାର ବିଭିନ୍ନ ସମସ୍ୟା ସମାଧାନ ଦାବି ନେଇ ପଞ୍ଚାୟତ କାର୍ଯ୍ୟାଳୟ ଘେରାଉ କରାଯାଇଥିଲା। ସ୍ଥାନୀୟ ସରପଞ୍ଚ ସୋମନାଥ ବାରସେଙ୍କୁ ଗ୍ରାମବାସୀ ଏକ ଦାବିପତ୍ର…
Archives


