ମାଲକାନଗିରି

ପ୍ରବାସୀ ଶ୍ରମିକଙ୍କ ପଞ୍ଜୀକରଣ,ସ୍ବାସ୍ଥ୍ୟପରୀକ୍ଷା ଉପରେ ଗୁରୁତ୍ୱ

ମାଲକାନଗିରି,୧୦ା୫(ଡି.ଏନ୍‌.ଏ.)-ରାଜ୍ୟ ସରକାର ପ୍ରବାସୀ ଶ୍ରମିଙ୍କୁ ନିଜ ରାଜ୍ୟ ଓ ଜିଲାକୁ ଆଣିବା ପାଇଁ ଘୋଷଣା କଲା ପରେ ମାଲକାନଗିରି ଜିଲାକୁ ଆନ୍ଧ୍ର, ତେଲଙ୍ଗାନା, ମହାରଷ୍ଟ୍ର, କେରଳ, ତାମିଲନାଡୁ, ରାଜ୍ୟରେ କାର୍ଯ୍ୟ କରୁଥିବା ଶ୍ରମିକମାନେ ଏବେ ଘରମୁହାଁ ହୋଇଛନ୍ତି। ଏହି ଶ୍ରମିକ ମାନେ…

ଖରାରେ ପିଲାଙ୍କୁ ଡାକି ବହି ବୋହିବା ଘଟଣା: ସିଆର୍‌ସିସି ନିଲମ୍ବିତ

କୋରୁକୋଣ୍ଡା,୯।୫(ଡି.ଏନ.ଏ): ଗତ ଏପ୍ରିଲ ୨୪ ତାରିଖରେ ମାଲକାନଗିରି ଜିଲା କୋରୁକୋଣ୍ଡା ବ୍ଲକ ତାରଲାକୋଟା ପଞ୍ଚାୟତର ସି- କଲୋନୀ ପ୍ରାଥମିକ ବିଦ୍ୟାଳୟରେ ପ୍ରଚଣ୍ଡ ଖରାରେ ପିଲାଙ୍କୁ ଘରୁ ଡାକି ସିଆରସିସି ପାଠ୍ୟପୁସ୍ତକ ବୁହାଇଥିଲେ। ଏହି ଘଟଣା ବିଭିନ୍ନ ଗଣମାଧ୍ୟମରେ ପ୍ରକାଶ ପାଇଥିଲା। ଘଟଣାର…

ସଙ୍ଗରୋଧକାରୀଙ୍କୁ ପ୍ରାର୍ଥନା, ଯୋଗ କରିବାକୁ ପରାମର୍ଶ ଦେଉଛନ୍ତି ପ୍ରଧାନଶିକ୍ଷକ

ମାଲକାନଗିରି,୬ା୫ (ଡି.ଏନ୍‌.ଏ.): ଶ୍ରମିକଙ୍କୁ ବାହାର ରାଜ୍ୟରୁ ଫେରାଇ ଆଣିବା ନେଇ ରାଜ୍ୟ ସରକାର ବ୍ୟବସ୍ଥା କରିବା ପରେ ମାଲକାନଗିରି ଜିଲାକୁ ପ୍ରତ୍ୟେହ ହଜାର ହଜାର ଶ୍ରମିକ ଫେରୁଛନ୍ତି। ସେମାନଙ୍କୁ ସଙ୍ଗରୋଧ ଗୃହରେ ରଖିବା ବ୍ୟବସ୍ଥା ହୋଇଛି। ତେବେ କାଲିମେଳା ବ୍ଲକ ତେଲରାଇ…

କ୍ୱାରାଣ୍ଟାଇନ ଶେଷ ପରେ ଗାଁରେ ପହଞ୍ଚାଇଲାନି ପ୍ରଶାସନ: ରାତିରେ ଅଧାରାସ୍ତାରେ ଛାଡ଼ିଗଲେ ଡ୍ରାଇଭର

ମାଲକାନଗିରି,୪ା୫(ଡି.ଏନ୍‌.ଏ.) : କରୋନା ଭୂତାଣୁର ମୁକାବିଲା ପାଇଁ କେନ୍ଦ୍ର ଓ ରାଜ୍ୟ ସରକାର ବିଭିନ୍ନ ପଦକ୍ଷେପ ଗ୍ରହଣକରି ଚାଲିଛନ୍ତି। ମାଲକାନଗିରି ଜିଲା ପ୍ରଶାସନ ଏହି ନିୟମକୁ କଡ଼ାକଡ଼ି ପାଳନ କରୁଛି। ବାହାର ରାଜ୍ୟରୁ ଆସୁଥିବା ଶ୍ରମିକଙ୍କୁ ସଙ୍ଗରୋଧ ଗୃହରେ ୧୪ ଦିନ…

ବେନିୟମ ଚାଲାଣ ହେଉଛି କେନ୍ଦୁପତ୍ର: ବିନା ନଥିପତ୍ରରେ ଚାଲିଛି କାରବାର

ମାଲକାନଗିରି,୪ା୫(ଡି.ଏନ୍‌.ଏ.) : ମାଲକାନଗିରି ଜିଲାରେ ବର୍ଷକୁ କୋଟି କୋଟି ଟଙ୍କାର କେନ୍ଦୁପତ୍ର କାରବାର ହୋଇଥାଏ। ଜିଲାର ଆଦିବାସୀ ଏବଂ ଅଣ ଆଦିବାସୀ କେନ୍ଦୁପତ୍ର ସଂଗ୍ରହକରି ଗୁଜୁରଣ ମେଣ୍ଟାଇଥାନ୍ତି। ଚଳିତବର୍ଷ କରୋନା ଯୋଗୁ କେନ୍ଦୁପତ୍ର ସଂଗ୍ରହ ଓ ବ୍ୟବସାୟ ଉପରେ ଆଶଙ୍କା ଥିଲା।…

ମାଲକାନଗିରିରେ ଅନେକ କୋଲ୍‌କାତା ଫେରନ୍ତା: ବିଭିନ୍ନ ସ୍ଥାନରେ ଚଢ଼ାଉ

ମାଲକାନଗିରି,୧ା୫(ଡି.ଏନ୍‌.ଏ.): ମାଲକାନଗିରି ଜିଲାରେ ଏଯାବତ୍‌ କରୋନା ସଂକ୍ରମିତ ଚିହ୍ନଟ ହୋଇନାହାନ୍ତି। ତେବେ କୋଲ୍‌କାତା ଫେରନ୍ତାଙ୍କୁ ନେଇ ଏବେ ଜିଲାବାସୀଙ୍କୁ ଭୟ ଘାରିଛି। ସେଠାରୁ ଆସିଥିବା ଅନେକ ଲୋକ ଏବେ ମାଲକାନଗିରିରେ ଲୁଚି ରହିଥିବା ଜିଲା ପ୍ରଶାସନ ଖବର ପାଇଛି। ୪୨ ଜଣ…

ଲକ୍‌ଡାଉନରେ ନିଶାଦ୍ରବ୍ୟ ବିକ୍ରି: ସିଲ୍‌ ହେଲା ଦୋକାନ

ମାଲକାନଗିର,୧ା୫(ଡି.ଏନ୍‌.ଏ):ଲକ୍‌ଡାଉନ ସମୟରେ ପାନ, ତମାଖୁ ଓ ମଦ ବିକ୍ରି ବନ୍ଦ ରହିଛି। ସେହିପରି ଗୁଟ୍‌ଖା ପ୍ରସ୍ତୁତି ଓ ବିକ୍ରିକୁ ସରକାର ପୂର୍ବରୁ ନିଷେଧ ଘୋଷଣା କରିଛନ୍ତି। ତଥାପି ନିୟମ ଉଲ୍ଲଂଘନ କରୁଛନ୍ତି ବ୍ୟବସାୟୀ। କଟକଣା ବଳବତ୍ତର ରହିଥିଲେ ମଧ୍ୟ ଶୁକ୍ରବାର ମାଲକାନଗିରି…

ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିକୁ ସହାୟତା ଦେଲେ ୨ ଏସ୍‌ଏଚ୍‌ଜି

ମାଲକାନଗିରି,୧ା୫(ଡି.ଏନ୍‌.ଏ): ମାଲକାନଗିରି ଜିଲା କୋରୁକୋଣ୍ଡା ବ୍ଲକ୍‌ର ‘ଜନନୀ’ ଓ ‘ସାଇବାବା’ ସ୍ବୟଂ ସହାୟିକା ଗୋଷ୍ଠୀ(ଏସ୍‌ଏଚ୍‌ଜି) ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ ୬ ହଜାର ସହାୟତା ଦେଇଛନ୍ତି। ମଣ୍ଡଳ ପରିଦର୍ଶିକା ଶାନ୍ତି କରସୁଧା ପଟ୍ଟନାୟକ ଓ ଅଙ୍ଗନଓ୍ବାଡ଼ି କର୍ମୀ ସୁନାମଣୀ କାଡାଙ୍କ ଉପସ୍ଥିତିରେ…

ରନ୍ଧନ ଗ୍ୟାସ୍‌ ଗୋଦାମ୍‌ରେ ସିଲିଣ୍ଡର ଲିକ୍‌

ପଡ଼ିଆ,୩୦ା୪: ଗ୍ୟାସ୍‌ ସିଲିଣ୍ଡର୍‌ ଲିକ୍‌ ଯୋଗୁ ମାଲକାନଗିରି ଜିଲା ପଡ଼ିଆସ୍ଥିତ ଇଣ୍ଡେନ୍‌ ଗ୍ୟାସ୍‌ ବିତରଣ କେନ୍ଦ୍ରରେ ଭୟର ବାତାବରଣ ସୃଷ୍ଟି ହୋଇଥିଲା। ଘଟଣାରୁ ପ୍ରକାଶ ଯେ, ପୂର୍ବାହ୍ନରେ ଗ୍ରାହକ ମାନଙ୍କୁ ଗ୍ୟାସ୍‌ ବଣ୍ଟନ କାର୍ଯ୍ୟ ଚାଲିଥିବା ସମୟରେ ହଠାତ୍‌ ଗୋଦାମ୍‌ରେ ଥିବା…

ମାନିଲେନି କଟକଣା: ମାଲକାନଗିରି ଜିଲାରେ ପଶିଲେ ବାଲେଶ୍ୱର ଯୁବକ

କୋରୁକୋଣ୍ଡା,୩୦ା୪(ଡି.ଏନ.ଏ.)- ସାରା ଦେଶରେ ଲକ୍‌ଡାଉନ ଯୋଗୁ ଯାନବାହନ ଚଳାଚଳ ବନ୍ଦ ରହିଛି। ପୋଲିସ ଓ ପ୍ରଶାସନ ପକ୍ଷରୁ ମଧ୍ୟ କଡ଼ାକଡ଼ି କରି ଯାଞ୍ଚ କରାଯାଉଛି। ତଥାପି ଲେକେ ବିନା ପାସ୍‌ରେ ଗୋଟିଏ ଜିଲାରୁ ଅନ୍ୟ ଜିଲାରେ ପ୍ରବେଶ କରୁଛନ୍ତି। ବୁଧବାର ମାଲକାନଗିରି…

ରାଶନ ନେବା ସମୟରେ ରହୁନି ସାମାଜିକ ଦୂରତା

କୋରୁକୋଣ୍ଡା,୩୦ା୪(ଡି.ଏନ.ଏ): କରୋନାକୁ ଏବେ ସାରା ବିଶ୍ୱ ଚିନ୍ତିତ ରହିଛି। ଏଥିରୁ ରକ୍ଷା ପାଇବା ଲାଗି ବିଭିନ୍ନ ନିୟମ ଜାରି ରହିଛି। ସେଥିରୁ ସାମାଜିକ ଦୂରତର ରକ୍ଷା କରିବା ଅନ୍ୟତମ। ମାଲକାନଗିରି ଜିଲା କୋରୁକୋଣ୍ଡା ଓ ବାଲିମେଳା ସହରାଞ୍ଚଳରେ ଲୋକେ ସାମାଜିକ ଦୂରତା…

କୋରୁକୋଣ୍ଡାରେ ସରକାରୀ ନିୟମକୁ ଫୁ’: ଛାତ୍ରୀଛାତ୍ର ନିଜେ ବୋହିଲେ ବହିପତ୍ର, ସିଆର୍‌ସିସି କହିଲେ ‘ଆମେ କ’ଣ ଶ୍ରମିକ’

କୋରୁକୋଣ୍ଡା,୨୪।୪(ଡି.ଏନ.ଏ): ସାରା ବିଶ୍ୱରେ କରୋନାର ଭୟାବହତା ଦିନକୁ ଦିନ ବଢିବା ଦେଖି ସରକାର ଲକ୍‌ଡାଉନ୍‌ ଘୋଷଣା କରିଥିଲେ। ଏହି ସମୟରେ ବିଭିନ୍ନ ସରକାରୀ ଓ ବେସରକାରୀ ଶିକ୍ଷାନୁଷ୍ଠାନଗୁଡ଼ିକୁ ଛୁଟି ଘୋଷଣା କରାଯାଇଥିଲା। ତେବେ ଏହି ଛୁଟିରେ ପିଲାମାନଙ୍କୁ ଘରେ ରହି ପାଠ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?