ଜଳ ବିଦ୍ୟୁତ୍ ପ୍ରକଳ୍ପ କର୍ମଚାରୀଙ୍କ ବାର୍ଷିକ ନିର୍ବାଚନ ପ୍ରକ୍ରିୟା ଶେଷ
କୋରୁକୋଣ୍ଡା,୭ା୩(ଡି.ଏନ୍.ଏ.): ମାଲକାନଗିରି ଜିଲା ବାଲିମେଳାସ୍ଥିତ ଓଡ଼ିଶା ଜଳ ବିଦ୍ୟୁତ୍ ପ୍ରକଳ୍ପ କର୍ମଚାରୀଙ୍କ ବାର୍ଷିକ ନିର୍ବାଚନ ପ୍ରକ୍ରିୟା ଶନିବାର ଶେଷ ହୋଇଯାଇଛି। ଚଳିତ ୨୦୨୦ ଏବଂ ୨୦୨୧ ପାଇଁ କର୍ମଚାରୀ ସଙ୍ଘ ପକ୍ଷରୁ ନିର୍ବାଚନ ପ୍ରକ୍ରିୟା ଅନୁଷ୍ଠିତ ହୋଇଥିଲା ବେଳେ ପ୍ରାର୍ଥୀମାନଙ୍କୁ କର୍ମଚାରୀ…
ସ୍ବାଭିମାନ ଅଞ୍ଚଳରେ ସରିଲାଣି ୯୦ କିମି ମାଟି, ୨୦ କିମି ପିଚୁ
ମାଲକାନଗିରି,୬|୩ (ଡି.ଏନ୍.ଏ.) – ମାଲକାନଗିରି ଜିଲା ସ୍ବାଭିମାନ ଅଞ୍ଚଳରେ କାର୍ଯ୍ୟ କରୁଥିବା ଜଣେ କନିଷ୍ଠ ଯନ୍ତ୍ରୀ ପ୍ରଶାନ୍ତ କୁମାର ବେହେରାଙ୍କୁ ଭିଡିଓ କନ୍ଫରେନ୍ସ ମାଧ୍ୟମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ପ୍ରଶଂସା କରିଛନ୍ତି। ୫ଟି ବିଭାଗର ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ଭିଡିଓ…
ବାଲିମେଳାରେ ଅବକାରୀ ଚଢ଼ାଉ: ବିପୁଳ ପରିମାଣର ଚୋରା ବିଦେଶୀ ମଦ ଜବତ, ଜଣେ ଗିରଫ
କୋରୁକୋଣ୍ଡା,୪।୩(ଡି.ଏନ୍.ଏ.): ମାଲକାନଗିରି ଜିଲା ବାଲିମେଳା ଅବକାରୀ ବିଭାଗକୁ ମିଳିଛି ଏକ ବଡ଼ ସଫଳତା। ଅବକାରୀ ବିଭାଗ ସୁପରିଟେଣ୍ଡେଣ୍ଟ ଅଶୋକ ସେଠ୍ଙ୍କ ନିର୍ଦ୍ଦେଶକ୍ରମେ ଚିତ୍ରକୋଣ୍ଡା ଠାରେ ବୁଧବାର ସକାଳୁ ଏହି ଚୋରା ବିଦେଶୀ ମଦ କାରବାରକୁ ଅବକାରୀ ବିଭାଗ ଚଢ଼ାଉ କରିବାରେ ସକ୍ଷମ…
ଶତାଧିକ ଅଦିବାସୀଙ୍କ ନାମରେ ବ୍ୟାଙ୍କରୁ ଋଣ ଠକେଇ
ମାଲକାନଗିରି,୩ା୩ (ଡି.ଏନ.ଏ.) ମାଲକାନଗିରି ଜିଲାରେ ଦିନକୁ ଦିନ ଠକ ଏବଂ ଦଲାଲଙ୍କ ପ୍ରାଦୁର୍ଭାବ ବଢିବାରେ ଲାଗିଛି। ସେମାନେ ଜିଲାର ଆଦିବାସୀଙ୍କୁ ଟର୍ଗେଟ୍ କରୁଛନ୍ତି। ନିରୀହ ସରଳ ଆଦିବାସୀଙ୍କ ମନରେ ବିଶ୍ୱାସ ଜନ୍ମାଇ ସେମାନଙ୍କୁ ବିଭିନ୍ନ ଭାବରେ ଠକୁଛନ୍ତି। ସେମାନଙ୍କ ନାମରେ ହୋଇଥିବା…
କାଲେରୁ ସେତୁ ଉଦ୍ଘାଟିତ
କାଲିମେଳା/ଏମ୍ଭି-୭୯(ଡି.ଏନ୍.ଏ.): ବହୁ ପ୍ରତିକ୍ଷୀତ କାଲେରୁ ସେତୁ ଗୁରୁବାର ଉଦ୍ଘାଟିତ ହୋଇଛି। ଆନ୍ଧ୍ରପ୍ରଦେଶ ସରକାରଙ୍କ ଦ୍ୱାରା ନିର୍ମାଣ କରାଯାଇଥିବା ଏହି ସେତୁର ଉଦ୍ଘାଟନ ବେଳେ ଉଭୟ ଓଡିଶା ଓ ଆନ୍ଧ୍ରର ପ୍ରଶାସନିକ ଅଧିକାରୀ ଏବଂ ଲୋକପ୍ରତିନିଧିମାନେ ଉପସ୍ଥିତ ଥିଲେ। ଏଥିସହ ଓଡିଶା ପଟୁ…
ଦୀନବନ୍ଧୁଙ୍କ ମୃତଦେହ ବାଇକ୍ରେ ଘରକୁ ଆସିଲା
ମାଲକାନଗିରି,୨୭ା୨(ଡି.ଏନ.ଏ.): ଚିତ୍ରକୋଣ୍ଡା ସ୍ବାଭିମାନ ଅଞ୍ଚଳ ପଣସପୁଟ ଅଞ୍ଚଳରେ ମାଓବାଦୀଙ୍କ ଦ୍ୱାରା ହତ୍ୟାର ଶିକାର ହୋଇଥିବା ବ୍ୟବସାୟୀ ଦୀନବନ୍ଧୁ ବେପାରୀଙ୍କ ମୃତଦେହକୁ ୨ ଦିନ ପରେ ପରିବାର ଲୋକ ମଙ୍ଗଳବାର ଏକ ବାଇକ୍ରେ ୨୦ କିମି ଦୂର ଚିତ୍ରକୋଣ୍ଡାସ୍ଥିତ ନିଜ ଘରକୁ ଆଣିଛନ୍ତି…
ଦକ୍ଷିଣ ପଶ୍ଚିମାଞ୍ଚଳ ଡିଆଇଜିଙ୍କ ନିକଟରେ ଦୁର୍ଦ୍ଦାନ୍ତ ମାଓବାଦୀଙ୍କ ଆତ୍ମସମର୍ପଣ, ଘୋଷଣା ହୋଇଥିଲା ୫ ଲକ୍ଷର ପୁରସ୍କାର ରାଶି
ମାଲକାନଗିରି,୨୫।୨(ଡି.ଏନ୍.ଏ.)- ମାଲକାନଗିରି ଜିଲା ପୋଲିସ କାର୍ଯ୍ୟାଳୟଠାରେ ଦକ୍ଷିଣ ପଶ୍ଚିମାଞ୍ଚଳ ଡିଆଇଜି ସଫିନ୍ ଅହମ୍ମଦ କେଙ୍କ ନିକଟରେ ଆଜି ଜଣେ ଦୁର୍ଦ୍ଦାନ୍ତ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ସେ ହେଲେ କମୁଳୁ ବେଟି। ଛତିଶଗଡ଼ ବିଜାପୁର ଜିଲା କମକା ଗ୍ରାମରେ ତାଙ୍କ ଘର ବୋଲି…
ସ୍ବାଭିମାନ ଅଞ୍ଚଳରେ ମାଓବାଦୀଙ୍କ ବର୍ବରକାଣ୍ଡ: ପୋଲିସ ଇନଫର୍ମର ଦର୍ଶାଇ ଜଣଙ୍କୁ ହତ୍ୟା
ଚିତ୍ରକୋଣ୍ଡା,୨୫।୨(ଡି.ଏନ୍.ଏ.): ମାଲକାନଗିରି ଜିଲା ସ୍ବାଭିମାନ ଅଞ୍ଚଳରେ ପୁଣି ବର୍ବରକାଣ୍ଡ ଘଟାଇଛନ୍ତି ମାଓବାଦୀ। ପୋଲିସ ଇନଫର୍ମର ଦର୍ଶାଇ ଚିତ୍ରକୋଣ୍ଡା ବ୍ଲକ ଯୋଡ଼ାମ୍ବ ଗ୍ରାମ ନିକଟବର୍ତ୍ତୀ ଖଜୁରିଗୁଡ଼ା ଜଙ୍ଗଲର ବିହନଗୁଡ଼ା ଛକ ନିକଟରେ ଜଣଙ୍କୁ ଅତି ନିର୍ମମ ଭାବେ ହତ୍ୟା କରାଯାଇଥିବା ଜଣାପଡ଼ିଛି। ସେ…
ଶିଶୁଙ୍କ ସୁରକ୍ଷା
ଶିଶୁମାନଙ୍କ ସୁରକ୍ଷା, ସେମାନଙ୍କ ଉଜ୍ଜ୍ୱଳ ଭବିଷ୍ୟତ ପାଇଁ କେନ୍ଦ୍ର ଓ ରାଜ୍ୟ ସରକାର ବହୁ ଅର୍ଥ ଖର୍ଚ୍ଚ କରୁଛନ୍ତି। ମାତ୍ର କେତେକ କ୍ଷେତ୍ରରେ ଶିଶୁମାନଙ୍କ ଭବିଷ୍ୟତ ବାଟବଣା ହୋଇଯାଉଛି । ଅଧିକାଂଶ ଶିଶୁ ଅଧାରୁ ପାଠ ଛାଡୁଥିବା ଦେଖିବାକୁ ମିଳୁଛି। ମାଲକାନଗିରି…
ଏନ୍କାଣ୍ଟରରେ ମାଓବାଦୀ କମାଣ୍ଡର ନିହତ
ମାଲକାନଗିରି,୧୯ା୨(ଡି.ଏନ.ଏ.): ଛତିଶଗଡ଼ର ସୁକୁମା ପୋଲିସକୁ ବଡ଼ ସଫଳତା ମିଳିଛି। ବୁଧବାର ଛତିଶଗଡର ସୁକୁମା ଜିଲା ନିକଟସ୍ଥ ତାଣ୍ଡାମାର୍କା ଜଙ୍ଗଲରେ ବୁଧବାର ପୋଲିସ କୋମ୍ବିଂ ଅପରେଶନ ବେଳେ ଏନ୍କାଣ୍ଟରରେ ଜଣେ ମାଓବାଦୀ କମାଣ୍ଡର ନିହତ ହୋଇଛନ୍ତି। ତାଙ୍କ ପରିଚୟ ଜଣାପଡିନାହିଁ। ପୋଲିସ ଘଟଣାସ୍ଥଳରୁ…
ଶାନ୍ତିଶୃଙ୍ଖଳାରେ ସରିଲା ପ୍ରଥମ ଦିବସର ପରୀକ୍ଷା
ମାଲକାନଗିରି,୧୯ା୨(ଡି.ଏନ.ଏ.): ରାଜ୍ୟରେ ବୁଧବାରଠାରୁ ଦଶମ ଶ୍ରେଣୀ ପରୀକ୍ଷା ଆରମ୍ଭ ହୋଇଛି। ପ୍ରଥମ ଦିବସର ପରୀକ୍ଷା ଜିଲାରେ ପ୍ରାୟ ଶାନ୍ତିଶୃଙ୍ଖଳାର ସହ ଶେଷ ହୋଇଛି। ଏଥିପାଇଁ ପ୍ରଶାସନ ପକ୍ଷରୁ କଡା ପଦକ୍ଷେପ ନିଆଯାଇଛି। ମାଲକାନଗିରି ଜିଲାରେ ୫୬୭୪ ପରୀକ୍ଷାର୍ଥୀଙ୍କ ମଧ୍ୟରୁ କେତେକ କେନ୍ଦ୍ରରେ…
ପୋଲିସ-ମାଓବାଦୀ ଗୁଳି ବିନିମୟ : ଯବାନ ଶହୀଦ
ମାଲକାନଗିରି,୧୯ା୨(ଡି.ଏନ.ଏ.): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡର ସୁକୁମା ଜିଲାରେ ବୁଧବାର ପୋଲିସ-ଲାଲବାହିନୀ ମଧ୍ୟରେ ଗୁଳି ବିନିମୟ ଘଟିଛି। ଏଥିରେ ଜଣେ ମାଓବାଦୀଙ୍କ ମୃତ୍ୟୁ ହୋଇଥିବା ବେଳେ ଆଇ.ଡି.ବିସ୍ଫୋରଣରେ ଜଣେ ଯବାନ ଶହୀଦ୍ ହୋଇଛନ୍ତି। ଶହୀଦ ଯବାନଙ୍କ ନାମ କନେୟା ମାଝି ।…
Archives


