ଚିତ୍ରକୋଣ୍ଡା ସରକାରୀ ବାଳକ ଉଚ୍ଚ ବିଦ୍ୟାଳୟ ପରୀକ୍ଷା କେନ୍ଦ୍ରରେ ୮ ବିଦ୍ୟାଳୟର ୧୯୫ ଛାତ୍ରୀଛାତ୍ର ଦେଲେ ପରୀକ୍ଷା
ଚିତ୍ରକୋଣ୍ଡା,୧୯ା୨(ଡି.ଏନ୍.ଏ.): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ପଞ୍ଚାୟତ ସମିତି ଅନ୍ତର୍ଗତ ସ୍ଥାନୀୟ ଚିତ୍ରକୋଣ୍ଡା ସରକାରୀ ବାଳକ ଉଚ୍ଚ ବିଦ୍ୟାଳୟ ପରୀକ୍ଷା କେନ୍ଦ୍ରରେ ଉକ୍ତ ଅଞ୍ଚଳର ୮ଟି ବିଦ୍ୟାଳର ଛାତ୍ରୀଛାତ୍ର ବୁଧବାର ମାଟ୍ରିକ୍ ପରୀକ୍ଷା ଦେଇଛନ୍ତି। ଚିତ୍ରକୋଣ୍ଡା ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ, ବଡ଼ପଡ଼ା…
ଚିତ୍ରକୋଣ୍ଡା ସରକାରୀ ବାଳକ ଉଚ୍ଚ ବିଦ୍ୟାଳୟ: ୮ ବିଦ୍ୟାଳୟର ୧୯୫ ଛାତ୍ରୀଛାତ୍ର ଦେଉଛନ୍ତି ପରୀକ୍ଷା
ଚିତ୍ରକୋଣ୍ଡା,୧୯।୨(ଡି.ଏନ୍.ଏ.): ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଚଳିତ ବର୍ଷ ମାଟ୍ରିକ ପରୀକ୍ଷା ଆରମ୍ଭ ହୋଇଛି। ମାଲକାନଗିରି ଜିଲା ଚିତ୍ର୍ରକୋଣ୍ଡା ସରକାରୀ ବାଳକ ଉଚ୍ଚ ବିଦ୍ୟାଳୟ ପରୀକ୍ଷା କେନ୍ଦ୍ରରେ ୮ଗୋଟି ବିଦ୍ୟାଳୟର ୧୯୫ ଛାତ୍ରୀଛାତ୍ର ପରୀକ୍ଷା ଦେଉଛନ୍ତି। ପ୍ରଥମ ଦିନରେ ମାତୃଭାଷା ପରୀକ୍ଷା…
କାଲେରୁ ସେତୁ ଉଦ୍ଘାଟନ ଦାବିରେ ଧାରଣା: ଜନ ପ୍ରତିନିଧି, ସେତୁ ସୀମାନ୍ତବର୍ତ୍ତୀ ଗ୍ରାମବାସୀ ସାମିଲ
କାଲିମେଳା,୧୮।୨(ଡି.ଏନ୍.ଏ.)- ମାଲକାନଗିରି ଜିଲା କାଲିମେଳା ବ୍ଲକ ସୀମାନ୍ତ ମୋଟୁସ୍ଥିତ ସିଲେରୁ ନଦୀ ଉପରେ ନିର୍ମିତ କାଲେରୁ ସେତୁ ଉଦ୍ଘାଟନ ଦାବି କରି ମଙ୍ଗଳବାର ଜିଲାର ବିଭିନ୍ନ ରାଜନୈତିକ ଦଳର ଲୋକ ପ୍ରତିନିଧି ଏବଂ ଜନସାଧାରଣ ସେତୁ ନିକଟରେ ଧାରଣାରେ ବସିଛନ୍ତି। ଆନ୍ଧ୍ର…
ଗୁରୁପ୍ରିୟା ସେତୁ ଉଦ୍ଘାଟନର ଦେଢ଼ବର୍ଷ ନ ପୂରୁଣୁ ଚାଲିଲା ମରାମତି କାର୍ଯ୍ୟ
ଚିତ୍ରକୋଣ୍ଡା, ୧୮।୨(ଡି.ଏନ୍.ଏ.): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ସ୍ବାଭିମାନ ତଥା ବିଚ୍ଛିନ୍ନାଞ୍ଚଳର ୯ଟି ପଞ୍ଚାୟତର ୧୫୧ ଖଣ୍ଡ ଗ୍ରାମର ଧିବାସୀ ଜଳବନ୍ଦୀ ଭିତରେ ରହିଥିଲେ। ସରକାର ଗୁରୁପ୍ରିୟା ସେତୁ ନିର୍ମାଣ କରିଥିଲେ। ତେବେ ଏହା ଉଦ୍ଘାଟନ ହେବାର ଦେଢ଼ ବର୍ଷ ନ ପୂରୁଣୁୁ…
ଇଟା ଭାଟିରୁ ନିଆଁ ଛିଟିକି ଅଗ୍ନିକାଣ୍ଡ: ଭାଇ-ଭଉଣୀ ଗୁରୁତର
ମାଲକାନଗିରି,୧୮।୨(ଡି.ଏନ୍.ଏ.): ମାଲକାନଗିରି ଜିଲା ଗୌଡ଼ଗୁଡ଼ା ଗାଁରେ ମଙ୍ଗଳବାର ସକାଳେ ଏକ ଅଭାବନୀୟ ଘଟଣା ଘଟିଛି। ନିଆଁ ଲାଗି ୮ ବର୍ଷର ଭାଇ ଓ ୨ ବର୍ଷର ଭଉଣୀ ଗୁରୁତର ହୋଇଛନ୍ତି। ସେମାନଙ୍କ ପରିଚୟ ମିଳିପରିନାହିଁ। ପ୍ରକାଶ ଯେ, ସକାଳେ ଭାଇ-ଭଉଣୀ ଘରେ…
ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା: ଅଭିଯୁକ୍ତ ଅଟକ
ମାଲକାନଗିରି,୧୭।୨(ଡି.ଏନ୍.ଏ): ମାଲକାନଗିରି ଜିଲା ଆଦର୍ଶ ଥାନା ଅନ୍ତର୍ଗତ ନୂଆଗୁଡ଼ା ଗ୍ରାମରେ ଜଣେ ବୃଦ୍ଧଙ୍କୁ ଗୁଣିଗାରେଡି ସନ୍ଦେହରେ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ସୂଚନାଯୋଗ୍ୟ, ଉକ୍ତ ଗ୍ରାମର ଗଙ୍ଗା କବାସୀ(୭୫)ଙ୍କ ଶରୀର ଅସୁସ୍ଥ ହେବାରୁ ତାଙ୍କୁ ଜିଲା ସଦର ମହକୁମା ଚିକିତ୍ସାଳୟରେ ଭର୍ତ୍ତି…
ପୋଲିସ-ମାଓବାଦୀ ଗୁଳିବିନିମୟ ଘଟଣା: ବହୁ ସାମଗ୍ରୀ ଜବତ
ମାଲକାନଗିରି,୧୭।୨(ଡି.ଏନ୍.ଏ): ମାଲକାନଗିରି ଜିଲା ମୁଦୁଲିପଡ଼ା ଥାନା ଅନ୍ତର୍ଗତ ବଣ୍ଡାପଡ଼ା ଓ ସମ୍ବଲପୁର ଗ୍ରାମ ଜଙ୍ଗଲରେ ରବିବାର ପୂର୍ବାହ୍ନରେ ପୋଲିସ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଥିଲା। ଏଥିରେ ବହୁ ମାଓସାମଗ୍ରୀ ଜବତ ହୋଇଛି । ପ୍ରାୟ ୨୦ରୁ ୩୦ ଜଣ…
ପାନୀୟ ଜଳ ଯୋଗାଣ ବନ୍ଦ: ଲୋକେ ହନ୍ତସନ୍ତ
କୋରୁକୋଣ୍ଡା,୧୭।୨(ଡି.ଏନ୍ଏ.): ମାଲକାନଗିରି ଜିଲା କୋରୁକୋଣ୍ଡା ବ୍ଲକ ସଦର ପାଞ୍ଚାୟତସ୍ଥିତ ସାରଦାଗୁଡ଼ ଗ୍ରାମର ପ୍ରାୟ ୭୦ ପରିବାରର ପାନୀୟ ଜଳ ସମସ୍ୟାର ସମାଧାନ ନିମନ୍ତେ ଦୁଇ ବର୍ଷ ପୂର୍ବେ ଗ୍ରାମରେ ସୋଲାର ପ୍ରକଳ୍ପ ନିର୍ମାଣ କରଯାଇଥିଲା। କିଛି ମାସର ବ୍ୟବହାର ପରେ ଏହା…
ବଢ଼ିଲା ଖରା: ୩୦ ଡିଗ୍ରୀ ଉପରେ ୧୭ ସହର; ମାଲକାନଗିରିରେ ସର୍ବାଧିକ ୩୫.୨ ଡିଗ୍ରୀ
ଭୁବନେଶ୍ୱର,୧୭ା୨(ବ୍ୟୁରୋ): ରାଜ୍ୟରେ ଆଉ ଶୀତ ଅନୁଭବ ହେବ ନାହିଁ। ଚଳିତମାସର ବାକି ଦିନଗୁଡ଼ିକରେ ରାଜ୍ୟର ଅଧିକାଂଶ ସ୍ଥାନରେ ତାପମାତ୍ରା ଦିନବେଳା ୩୫ଡିଗ୍ରୀ ଏବଂ ରାତିରେ ୧୭ଡିଗ୍ରୀ ଉପରେ ରହିବ। ବିଶେଷ କରି ୨ରୁ ୩ ଦିନ ମଧ୍ୟରେ ଦିନ ଓ ରାତିର…
ଅଲେଖଗୁଡା: ଯେଉଁଠି ଲେଖା ହୋଇପାରୁନି ବିକାଶର ଭାଗ୍ୟରେଖା
କୋରୁକୋଣ୍ଡା, ୧୬ା୨(ଡି. ଏନ.ଏ.) ମାଲକାନଗିରି ଜିଲାରେ ଏପରି ଗ୍ରାମ ରହିଛି ଯେଉଁଠି ସରକାରଙ୍କ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ପହଞ୍ଚତ୍ପାରିନାହିଁ। ଜିଲାର କୋରୁକୋଣ୍ଡା ବ୍ଲକ ଅନ୍ତର୍ଗତ ଚିତାପାରି-୩ ପଞ୍ଚାୟତର ଅଲେଖଗୁଡା ଗ୍ରାମ ହେଉଛି ଏହାର ଉଦାହରଣ। ଏହି ଗ୍ରାମରେ ୧୩ଟି ପରିବାରର ୫୦ରୁ ଊର୍ଦ୍ଧ୍ୱ…
ଆନ୍ଧ୍ର ବିଧାୟକଙ୍କୁ ହତ୍ୟା ଘଟଣା: ଜିଲା ଆରକ୍ଷୀ ଅଧୀକ୍ଷକଙ୍କ ନିକଟରେ ଆତ୍ମସମର୍ପଣ କଲେ ମାଓବାଦୀ
ମାଲକାନଗିରି,୧୨।୨(ଡି.ଏନ୍.ଏ.): ମାଲକାନଗିରି ଜିଲା ପୋଲିସକୁ ପୁଣି ଏକ ବଡ଼ ସଫଳତା ମିଳିଛି। ଜିଲା ପୋଲିସ କାର୍ଯ୍ୟାଳୟଠାରେ ଆରକ୍ଷୀ ଅଧୀକ୍ଷକ ରିଷିକେଶ ଡି. ଖିଲାରୀଙ୍କ ନିକଟରେ ବୁଧବାର ଜଣେ ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ଆତ୍ମସମର୍ପଣ କରିଥିବା ମାଓବାଦୀ ହେଲେ ଜିପ୍ରୋ ହବିକା…
ଅନୁସୂଚିତ ଜାତି ଓ ଜନଜାତି ଉନ୍ନୟନ ବିଭାଗ ମନ୍ତ୍ରୀଙ୍କ ସ୍ବାଭିମାନ ଅଞ୍ଚଳ ଗସ୍ତ
ଚିତ୍ରକୋଣ୍ଡା,୧୦।୨(ଡି.ଏନ୍.ଏ.): ଅନୁସୂଚିତ ଜାତି ଓ ଜନଜାତି ଉନ୍ନୟନ ବିଭାଗ ମନ୍ତ୍ରୀ ଜଗନ୍ନାଥ ସାରକା ସୋମବାର ସ୍ବାଭିମାନ ଅଞ୍ଚଳ ଗସ୍ତ କରିଛନ୍ତି। ସେ ବଡ଼ପଡାଠାରେ ଥିବା ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ପରିଦର୍ଶନ କରିବା ସହିତ ବିଦ୍ୟାଳୟରେ ଚାଲିଥିବା ଅଭିଭାବକ ସଭାରେ ଅଂଶଗ୍ରହଣ…
Archives


