୪୫ ଦିନ ହେଲାଣି ମଣ୍ଡିରୁ ଉଠୁନି ଧାନ: ମାଲକାନଗିରି-ବାଲିମେଳା ରାସ୍ତା ଅବରୋଧ କଲେ ଚାଷୀ
କୋରୁକୋଣ୍ଡା,୬।୨(ଡି.ଏନ୍.ଏ): ମାଲକାନଗିରି ଜିଲାରେ ବାରମ୍ବାର ଚାଷୀ ମହଲରେ ଉତ୍ତେଜନା ଦେଖିବାକୁ ମିଳୁଛି। ବୁଧବାର ଜିଲାର ଗୋବିନ୍ଦପାଲିଠାରେ ମଣ୍ଡିରୁ ଧାନ ଉଠୁ ନ ଥିବା ହେତୁ ମାଲକାନଗିରି-ଜୟପୁର ରାସ୍ତା ଅବରୋଧ କରି ଚାଷୀ ଧାରଣାରେ ବସିଥିଲେ। ସେହିଭଳି ଗୁରୁବାର ସକାଳେ ଜିଲାର କୋରୁକୋଣ୍ଡାଠାରେ…
ମାଲକାନଗିରି ବ୍ଲକସ୍ତରୀୟ ମାଲ୍ୟବନ୍ତ ମହୋତ୍ସବ: ଜିଲାର ବିକାଶରେ ଗଣପର୍ବର ଭୂମିକା ଗୁରୁତ୍ୱପୂର୍ଣ୍ଣ
ମାଲକାନଗିରି,୫ା୨(ଡି.ଏନ.ଏ.): ମାଲକାନଗିରି ଜିଲା ସଦର ମହକୁମାସ୍ଥିତ ପଞ୍ଚାୟତ ସମିତି ତରଫରୁ ବୁଧବାର ବ୍ଲକସ୍ତରୀୟ ମାଲ୍ୟବନ୍ତ ମହୋତ୍ସବ ଅନୁଷ୍ଠିତ ହୋଇଛି। ପୂର୍ବାହ୍ନରେ ନିକଟସ୍ଥ ସତୀଗୁଡା ଜଳଭଣ୍ଡାରର ଚମ୍ପାଖାରୀ ଗ୍ରାମ ଦୁର୍ଗା ମନ୍ଦିର ଘାଟରୁ ପବିତ୍ର ଜଳ ସଂଗ୍ରହ କରାଯାଇଥିଲା। ଶତାଧିକ ମହିଳା ପୁରୁଷ…
ମାଲକାନଗିରି ବସ୍ଷ୍ଟାଣ୍ଡରୁ ୮ ଶିଶୁ ଶ୍ରମିକ ଉଦ୍ଧାର
ମାଲକାନଗିରି,୪।୨(ଡି.ଏନ୍.ଏ)- ମାଲକାନଗିରି ଜିଲା ସଦର ମହକୁମାସ୍ଥିତ ବସଷ୍ଟାଣ୍ଡଠାରେ ମଙ୍ଗଳବାର ଚାଇଲ୍ଡ ଲାଇନ ମଙ୍ଗଳବାର ଚଢ଼ାଉ କରି ୮ ଜଣ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କରିଛି। ଘଟଣାରେ ଜଣେ ଦଲାଲଙ୍କୁ ଅଟକ ରଖି ପଚରାଉଚରା କରାଯାଉଛି। ମାଲକାନଗିରି ସଦର ବ୍ଲକ ଅନ୍ତର୍ଗତ ଚିଡ଼ିପାଲ୍ଲୀ…
ସ୍ବାଭିମାନ ଅଞ୍ଚଳରେ ପୁଣି ମାଓବାଦୀ ବ୍ୟାନର, ପୋଷ୍ଟର: ୪ ଜଣଙ୍କୁ ମୃତ୍ୟୁଦଣ୍ଡ ଉଲ୍ଲେଖ
ମାଲକାନଗିରି,୨।୨(ସ୍ବ.ପ୍ର.): ସ୍ବାଭିମାନ ଅଞ୍ଚଳରେ ପୁଣି ମାଓବାଦୀ ବ୍ୟାନର ଓ ପୋଷ୍ଟର ରବିବାର ଦେଖିବାକୁ ମିଳିଛି। ପୋଲିସ ଓ ସରକାରଙ୍କୁ ବିରୋଧ କରି ଏହି ପୋଷ୍ଟର ଲଗାଯାଇଛି। ଯୋଡ଼ାମ୍ବରୁ ପଣସପୁଟ ପର୍ଯ୍ୟନ୍ତ ଦୀର୍ଘ ୧୦ କିଲୋମିଟର ଯାଏ ଏହି ପୋଷ୍ଟର ଲାଗିଥିବା ଦେଖିବାକୁ…
ମାଲକାନଗିରିରେ ପୋଲିସ ମହାନିର୍ଦ୍ଦେଶକ: ଉନ୍ନୟନ କାର୍ଯ୍ୟର କଲେ ସମୀକ୍ଷା
ମାଲକାନଗିରି,୧।୨(ଡି.ଏନ୍.ଏ.): ପୋଲିସ ମହାନିର୍ଦ୍ଦେଶକ ଅଭୟ ଶନିବାର ମାଲକାନଗିରି ଗସ୍ତରେ ଆସି ମାଓବାଦୀ ସମସ୍ୟା ଓ ଦମନ ନେଇ ବୈଠକରେ ଆଲୋଚନା କରିଛନ୍ତି। ପ୍ରଥମେ ସେ ସ୍ବାଭିମାନ ଅଞ୍ଚଳର ଜନ୍ତାପାଇ, ବଡ଼ପଡ଼ା ଓ ଜାନବାଇ ବିଏସ୍ଏଫ୍ କ୍ୟାମ୍ପକୁ ହେଲିକପ୍ଟର ଯୋଗେ ପରିଦର୍ଶନ କରିଥିଲେ।…
ଛାତ୍ରାବାସରେ ଥିବା ପୁଅଙ୍କୁ ଭେଟିବାକୁ ଯାଇ ବାପାଙ୍କ ଜୀବନଗଲା
କୋରୁକୋଣ୍ଡା ୨୯।୧(ଡି.ଏନ୍.ଏ): ମାଲକାନଗିରି-ବାଲିମେଳା ମୁଖ୍ୟ ରାସ୍ତାର ଶୂଳିଆ ମନ୍ଦିର ନିକଟରେ ଥିବା ଶାରଦାଗୁଡା ଛକରେ ବୁଧବାର ସକାଳେ ଏକ ଦୁର୍ଘଟଣା ଘଟିଛି। ବାଇକ୍ ଧକ୍କାରେ ଜଣେ ସାଇକେଲ ଆରୋହୀଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ସତୀଗୁଡ଼ାସ୍ଥିତ ଏରାକୁସୁମୀ ଗ୍ରାମର ହାଧୁ ଖରା।…
ହୋମଗାର୍ଡଙ୍କ ଉପରେ ଚଢେଇ ଦେଲେ ଗଞ୍ଜେଇ ବୋଝେଇ ଟ୍ରାକ୍ଟର
ଚିତ୍ରକୋଣ୍ଡା,୨୮।୧(ଡି.ଏନ.ଏ.): ଚିତ୍ରକୋଣ୍ଡା ଥାନା ଅନ୍ତର୍ଗତ ଗୁଣ୍ଠାୱାଡା ପଞ୍ଚାୟତ ଅଞ୍ଚଳରେ ଜଣେ ହୋମଗାର୍ଡଙ୍କ ଉପରେ ଟ୍ରାକ୍ଟର ଚଢିଯାଇଛି। ଫଳରେ ସେ ଗୁରୁତର ଆହତ ହୋଇ ଚିକିତ୍ସିତ ହେଉଛନ୍ତି। ସୋମବାର ରାତିରେ ଚିତ୍ରକୋଣ୍ଡା ପୋଲିସ ପାଟ୍ରୋଲିଂ ପାଇଁ ଗୁଣ୍ଠାଓ୍ବାଡା ଯାଇଥିଲା। ହଂସଗୁଡା ଆଡକୁ ଆସୁଥିବା…
ମାଓବାଦୀ-ଗ୍ରାମବାସୀ ଲଢ଼େଇ: ଘରପୋଡ଼ି କ୍ଷତିଗ୍ରସ୍ତଙ୍କୁ ସହାୟତା ଘୋଷଣା
ମାଲକାନଗିରି,୨୭।୧(ସ୍ବ.ପ୍ର.): ମାଲକାନଗିରି ଜିଲା ସ୍ବାଭିମାନ ଅଞ୍ଚଳର ଜନ୍ତୁରାଇରେ ମାଓବାଦୀ ଓ ଗ୍ରାମବାସୀଙ୍କ ମଧ୍ୟରେ ଗତ ୨୫ ତାରିଖରେ ଖଣ୍ଡଯୁଦ୍ଧ ହୋଇଥିଲା। ଏଥିରେ ମାଓବାଦୀମାନେ ପ୍ରତିଶୋଧ ପରାୟଣ ହୋଇ ଯୋଡ଼ାଆମ୍ବରେ ୧୨ଟି ଘର ଜାଳି ଦେଇଥିଲେ। କିନ୍ତୁ ସୋମବାର ଜିଲାପାଳ ମନିଶ୍ ଅଗ୍ରଓ୍ବାଲ…
ସ୍ବାଭିମାନ ଅଞ୍ଚଳ ଅଶାନ୍ତ: ୪ ଗ୍ରାମରେ ପୋଲିସ ଛାଉଣୀ
ମାଲକାନଗିରି,୨୭।୧(ସ୍ବ.ପ୍ର.): ମାଲକାନଗିରି ଜିଲା ସ୍ବାଭିମାନ ଅଞ୍ଚଳର ଜନ୍ତୁରାଇରେ ମାଓବାଦୀ ଓ ଗ୍ରାମବାସୀଙ୍କ ମଧ୍ୟରେ ଗତ ୨୫ ତାରିଖରେ ହୋଇଥିବା ଖଣ୍ଡ ଯୁଦ୍ଧରେ ଅଶାନ୍ତ ହୋଇପଡିଛି ଅଞ୍ଚଳ। ମାଓବାଦୀମାନେ ପ୍ରତିଶୋଧ ପରାୟଣ ହୋଇ ଯୋଡ଼ାଆମ୍ବରେ ୧୨ଟି ଘର ଜାଳିଦେଇଥିବା ବେଳେ ଲୋକମାନଙ୍କୁ ଧମକ…
ମାଓବାଦୀ-ଗ୍ରାମବାସୀଙ୍କ ଲଢ଼େଇ: ପ୍ରତିଶୋଧ ପରାୟଣ ହୋଇ ମାଓବାଦୀ ଜାଳିଦେଲେ ୧୦ ଘର
ମାଲକାନଗିରି,୨୬।୧(ସ୍ବ.ପ୍ର.): ମାଲକାନଗିରି ଜିଲା ସ୍ବାଭିମାନ ଅଞ୍ଚଳରେ ଶନିବାର ରାତିରେ ମାଓବାଦୀଙ୍କୁ କଡ଼ା ବିରୋଧ କରାଯାଇଥିଲା। ମାଓବାଦୀ ଗ୍ରାମବାସୀଙ୍କ ମଧ୍ୟରେ ହୋଇଥିବା ଏହି ଲଢ଼େଇରେ ଜଣେ ମାଓବାଦୀଙ୍କ ମୃତ୍ୟୁ ଘଟିଥିବା ବେଳେ ଜଣେ ଗୁରୁତରହୋଇ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଛନ୍ତି। ଏହି…
ସ୍ବାଭିମାନ ଅଞ୍ଚଳରେ କଡ଼ା ବିରୋଧ: ଗ୍ରାମବାସୀଙ୍କ ଆକ୍ରମଣରେ ଜଣେ ମାଓବାଦୀ ମୃତ, ଜଣେ ଗୁରୁତର
ମାଲକାନଗିରି,୨୬।୧(ସ୍ବ.ପ୍ର.): ମାଲକାନଗିରି ଜିଲା ସ୍ବାଭିମାନ ଅଞ୍ଚଳରେ ଶନିବାର ରାତିରେ ମାଓବାଦୀଙ୍କୁ କଡ଼ା ବିରୋଧ କରାଯାଇଛି। ଉକ୍ତ ଅଞ୍ଚଳର ଜନ୍ତୁରାଇ ଗାଁକୁ ମାଓବାଦୀ ଆସି ଉନ୍ନୟନମୂଳକ କାର୍ଯ୍ୟକୁ ବିରୋଧ କରିବା ଲାଗି ଗ୍ରାମବାସୀଙ୍କୁ ଆଦେଶ ଦେଇଥିଲେ। ମାତ୍ର ଗ୍ରାମବାସୀ ଏହାର ବିରୋଧ କରିବା…
ଜାତୀୟ ମତଦାତା ଦିବସ: ଶପଥ ନେଲେ ଭୋଟର
ଚିତ୍ରକୋଣ୍ଡା,୨୫।୧(ଡି.ଏନ୍.ଏ.): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ବ୍ଲକ ଅନ୍ତର୍ଗତ ୧୮ଟି ପଞ୍ଚାୟତର ବିଭିନ୍ନ ବୁଥ୍ରେ ଶନିବାର ଜାତୀୟ ମତଦାତା ଦିବସ ପାଳିତ ହୋଇଯାଇଛି। ଏଥିପାଇଁ ଚିତ୍ରକୋଣ୍ଡା ବିଡିଓ ଲରିମନ ଖରସେଲଙ୍କ ନେତୃତ୍ୱ ଏବଂ ଚିତ୍ରକୋଣ୍ଡା ଜିପିଓ ଧୀରେନ୍ ଖଣ୍ଡାଗିରିଙ୍କ ପରିଚାଳନାରେ ଏକ ଆଲୋଚନା…
Archives


