ମାଲକାନଗିରି

କଟକ ଡାକ୍ତରଖାନାରେ ଚିକିତ୍ସା ସୁବିଧା ନ ପାଇ ଆଖି ବୁଜିଲେ ସମୀର

ଚିତ୍ରକୋଣ୍ଡା,୧୩ା୩(ଡି.ଏନ.ଏ.): ଚିତ୍ରକୋଣ୍ଡା ପଞ୍ଚାୟତ ସମିତି ଅନ୍ତର୍ଗତ ଦୋରାଗୁଡ଼ା ପଞ୍ଚାୟତ ଆରଏସସି-୧୪ ଗ୍ରାମର ସମୀର ଭତ୍ରାଙ୍କ ଚିକିତ୍ସାରେ ଅର୍ଥ ବାଧକ ସାଜିଛି ଶୀର୍ଷକ ଖବର ଗତ ଫେବୃୟାରୀ ୨୧ରେ ଧରିତ୍ରୀରେ ପ୍ରକାଶ ପାଇବା ପରେ ଏନେଇ ମୁଖ୍ୟମନ୍ତ୍ରୀ ଟୁଇଟ କରି ମାଲକାନଗିରି ଜିଲାପାଳଙ୍କୁ…

ଜଳକଷ୍ଟ ଭୋଗୁଛନ୍ତି ଗନ୍ଧିଗୁଡ଼ା ଗ୍ରାମବାସୀ

ଚିତ୍ରକୋଣ୍ଡା,୧୩।୩(ଡି.ଏନ.ଏ.) – ଚିତ୍ରକୋଣ୍ଡା ପଞ୍ଚାୟତ ସମିତି ଅନ୍ତର୍ଗତ ପାପରମେଟେଲା ପଞ୍ଚାୟତର ଗନ୍ଧିଗୁଡା ଗ୍ରାମବାସୀ ଜଳକଷ୍ଟ ଭୋଗୁଛନ୍ତି। ଯନ୍ତାପାଇଠାରୁ ୧୫ କିମି ଦୂରରେ ଥିବା ଏହି ଗ୍ରାମରେ ୪୫ଟି ପରିବାର ବସବାସ କରନ୍ତି। ପ୍ରତ୍ୟହ ୨୫୦ରୁ ଊର୍ଦ୍ଧ୍ୱ ଲୋକ ଜଳକଷ୍ଟ ଭୋଗୁଥିବା ଦେଖିବାକୁ…

ସବୁଥିରେ ଅବହେଳିତ ଗାଁର ନାଁ ସିଲିମେଟା

ଚିତ୍ରକୋଣ୍ଡା,୧୩।୩(ଡି.ଏନ.ଏ.) – ମାଲକାନଗିରି ଜିଲା ଚିତ୍ରକୋଣ୍ଡାର ବଡପଡା ପଞ୍ଚାୟତରେ ରହିଛି ସିଲିମେଟା ଗ୍ରାମ। ଏବେ ମଧ୍ୟ ଏହି ଗ୍ରାମରେ ସରକାରଙ୍କ କୌଣସି ଉନ୍ନୟନମୂଳକ କାର୍ଯ୍ୟ ପହଞ୍ଚତ୍ପାରିନାହିଁ। ବିକାଶ ଯେପରି ଏଠି ଲୋକଙ୍କ ପାଇଁ ପାଲଟିଛି ସାତସପନ। ଜାନବାଇଠାରୁ ପାହାଡ ଉପର ଦେଇ…

ବିବାହ ଭୋଜିକୁ ଯାଉଥିବା ଗାଡ଼ି ଦୁର୍ଘଟଣାଗ୍ରସ୍ତ: ୮ ଗୁରୁତର

ମାଲକାନଗିର,୯ା୩(ଡି.ଏନ୍‌.ଏ): ଏକ ବିବାହ ଭୋଜି ପାଇଁ ଯାତ୍ରୀଙ୍କୁ ନେଇ ଯାଉଥିବା ଏକ ୪୦୭ ଗାଡ଼ି ଦୁର୍ଘଟଣାଗ୍ରସ୍ତ ହୋଇଛି। ଘଟଣାରୁ ପ୍ରକାଶ ଯେ, ସୋମବାର ମାଲକାନଗିରି ଜିଲା ସଦର ବ୍ଲକ୍‌ ସିଆଡ଼ିମାଳ ଗ୍ରାମରୁ ପ୍ରାୟ ୨୦ ଜଣ ଲୋକ କାଲିମେଳା ଥାନା ଅଧୀନ…

ସବୁଦିନ ସ୍କୁଲ ପଠାଇବାକୁ ସଂକଳ୍ପ ନେଲେ ଅଭିଭାବକ

ଗୋବିନ୍ଦପାଲି,୯ା୩(ଡି.ଏନ.ଏ.): ମାଲକାନଗିରି ଜିଲା ମାଥିଲି ବ୍ଲକ ଅଧୀନ ଉଦୁଲିବେଡ଼ା ପଞ୍ଚାୟତ ସରକାରୀ ପ୍ରାଥମିକ ବିଦ୍ୟାଳୟ ଚାଲାଣଗୁଡ଼ା-୨ ପକ୍ଷରୁ ଏକ ଶିକ୍ଷା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଅବସରପ୍ରାପ୍ତ ରାଜ୍ୟପାଳ ପୁରସ୍କାରପ୍ରାପ୍ତ ପ୍ରଧାନ ଶିକ୍ଷକ ପ୍ରହ୍ଲାଦ ଛାଟୋଇଙ୍କ ତତ୍ତ୍ୱାବଧାନରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ବିଦ୍ୟାଳୟର…

ନିଖୋଜ ନାବାଳିକା ଛତିଶଗଡ଼ରୁ ଉଦ୍ଧାର, ଅଭିଯୁକ୍ତ ଗିରଫ

ଏମ୍‌ଭି ୭୯,୯ା୩(ଡି.ଏନ.ଏ.): ମାଲକାନଗିରି ଜିଲା ପଡ଼ିଆ ବ୍ଲକ୍‌ ଶିମିଳିବାଞ୍ଛା ପଞ୍ଚାୟତ ଏମ୍‌ପିଭି ୬୮ ଗ୍ରାମରୁ ନିଖୋଜ ନାବାଳିକାଙ୍କୁ ପୋଲିସ ସୋମବାର ଛତିଶଗଡ଼ରୁ ଉଦ୍ଧାର କରିଛି। ଝିଅ ନିଖୋଜ ଥିବା ନେଇ ରବିବାର ବାପା ଏମ୍‌ଭି ୭୯ ଥାନାରେ ଲିଖିତ ଅଭିଯୋଗ କରିଥିଲେ।…

ବିଭିନ୍ନ ସମସ୍ୟା ସମାଧାନ ଦାବିରେ ପଞ୍ଚାୟତ କାର୍ଯ୍ୟାଳୟ ଘେରାଉ

କୋରୁକୋଣ୍ଡା,୭।୩(ଡି.ଏନ୍‌.ଏ.): ମାଲକାନଗିରି ଜିଲା କୋରୁକୋଣ୍ଡା ବ୍ଲକ ଅନ୍ତର୍ଗତ ତାର୍ଲାକୋଟା ପଞ୍ଚାୟତ ପୁଷ୍‌ପାଲି ଆଦିବାସୀ ଅଧିକାର ମଞ୍ଚ ପକ୍ଷରୁ ଶନିବାର ବିଭିନ୍ନ ସମସ୍ୟା ସମାଧାନ ଦାବି ନେଇ ପଞ୍ଚାୟତ କାର୍ଯ୍ୟାଳୟ ଘେରାଉ କରାଯାଇଥିଲା। ସ୍ଥାନୀୟ ସରପଞ୍ଚ ସୋମନାଥ ବାରସେଙ୍କୁ ଗ୍ରାମବାସୀ ଏକ ଦାବିପତ୍ର…

ଜଳ ବିଦ୍ୟୁତ୍‌ ପ୍ରକଳ୍ପ କର୍ମଚାରୀଙ୍କ ବାର୍ଷିକ ନିର୍ବାଚନ ପ୍ରକ୍ରିୟା ଶେଷ

କୋରୁକୋଣ୍ଡା,୭ା୩(ଡି.ଏନ୍‌.ଏ.): ମାଲକାନଗିରି ଜିଲା ବାଲିମେଳାସ୍ଥିତ ଓଡ଼ିଶା ଜଳ ବିଦ୍ୟୁତ୍‌ ପ୍ରକଳ୍ପ କର୍ମଚାରୀଙ୍କ ବାର୍ଷିକ ନିର୍ବାଚନ ପ୍ରକ୍ରିୟା ଶନିବାର ଶେଷ ହୋଇଯାଇଛି। ଚଳିତ ୨୦୨୦ ଏବଂ ୨୦୨୧ ପାଇଁ କର୍ମଚାରୀ ସଙ୍ଘ ପକ୍ଷରୁ ନିର୍ବାଚନ ପ୍ରକ୍ରିୟା ଅନୁଷ୍ଠିତ ହୋଇଥିଲା ବେଳେ ପ୍ରାର୍ଥୀମାନଙ୍କୁ କର୍ମଚାରୀ…

ସ୍ବାଭିମାନ ଅଞ୍ଚଳରେ ସରିଲାଣି ୯୦ କିମି ମାଟି, ୨୦ କିମି ପିଚୁ

ମାଲକାନଗିରି,୬|୩ (ଡି.ଏନ୍‌.ଏ.) – ମାଲକାନଗିରି ଜିଲା ସ୍ବାଭିମାନ ଅଞ୍ଚଳରେ କାର୍ଯ୍ୟ କରୁଥିବା ଜଣେ କନିଷ୍ଠ ଯନ୍ତ୍ରୀ ପ୍ରଶାନ୍ତ କୁମାର ବେହେରାଙ୍କୁ ଭିଡିଓ କନ୍‌ଫରେନ୍ସ ମାଧ୍ୟମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ପ୍ରଶଂସା କରିଛନ୍ତି। ୫ଟି ବିଭାଗର ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ଭିଡିଓ…

ବାଲିମେଳାରେ ଅବକାରୀ ଚଢ଼ାଉ: ବିପୁଳ ପରିମାଣର ଚୋରା ବିଦେଶୀ ମଦ ଜବତ, ଜଣେ ଗିରଫ

କୋରୁକୋଣ୍ଡା,୪।୩(ଡି.ଏନ୍‌.ଏ.): ମାଲକାନଗିରି ଜିଲା ବାଲିମେଳା ଅବକାରୀ ବିଭାଗକୁ ମିଳିଛି ଏକ ବଡ଼ ସଫଳତା। ଅବକାରୀ ବିଭାଗ ସୁପରିଟେଣ୍ଡେଣ୍ଟ ଅଶୋକ ସେଠ୍‌ଙ୍କ ନିର୍ଦ୍ଦେଶକ୍ରମେ ଚିତ୍ରକୋଣ୍ଡା ଠାରେ ବୁଧବାର ସକାଳୁ ଏହି ଚୋରା ବିଦେଶୀ ମଦ କାରବାରକୁ ଅବକାରୀ ବିଭାଗ ଚଢ଼ାଉ କରିବାରେ ସକ୍ଷମ…

ଶତାଧିକ ଅଦିବାସୀଙ୍କ ନାମରେ ବ୍ୟାଙ୍କରୁ ଋଣ ଠକେଇ

ମାଲକାନଗିରି,୩ା୩ (ଡି.ଏନ.ଏ.) ମାଲକାନଗିରି ଜିଲାରେ ଦିନକୁ ଦିନ ଠକ ଏବଂ ଦଲାଲଙ୍କ ପ୍ରାଦୁର୍ଭାବ ବଢିବାରେ ଲାଗିଛି। ସେମାନେ ଜିଲାର ଆଦିବାସୀଙ୍କୁ ଟର୍ଗେଟ୍‌ କରୁଛନ୍ତି। ନିରୀହ ସରଳ ଆଦିବାସୀଙ୍କ ମନରେ ବିଶ୍ୱାସ ଜନ୍ମାଇ ସେମାନଙ୍କୁ ବିଭିନ୍ନ ଭାବରେ ଠକୁଛନ୍ତି। ସେମାନଙ୍କ ନାମରେ ହୋଇଥିବା…

କାଲେରୁ ସେତୁ ଉଦ୍‌ଘାଟିତ

କାଲିମେଳା/ଏମ୍‌ଭି-୭୯(ଡି.ଏନ୍‌.ଏ.): ବହୁ ପ୍ରତିକ୍ଷୀତ କାଲେରୁ ସେତୁ ଗୁରୁବାର ଉଦ୍‌ଘାଟିତ ହୋଇଛି। ଆନ୍ଧ୍ରପ୍ରଦେଶ ସରକାରଙ୍କ ଦ୍ୱାରା ନିର୍ମାଣ କରାଯାଇଥିବା ଏହି ସେତୁର ଉଦ୍‌ଘାଟନ ବେଳେ ଉଭୟ ଓଡିଶା ଓ ଆନ୍ଧ୍ରର ପ୍ରଶାସନିକ ଅଧିକାରୀ ଏବଂ ଲୋକପ୍ରତିନିଧିମାନେ ଉପସ୍ଥିତ ଥିଲେ। ଏଥିସହ ଓଡିଶା ପଟୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?