ମାଲକାନଗିରି

ସବୁଦିନ ସ୍କୁଲ ପଠାଇବାକୁ ସଂକଳ୍ପ ନେଲେ ଅଭିଭାବକ

ଗୋବିନ୍ଦପାଲି,୯ା୩(ଡି.ଏନ.ଏ.): ମାଲକାନଗିରି ଜିଲା ମାଥିଲି ବ୍ଲକ ଅଧୀନ ଉଦୁଲିବେଡ଼ା ପଞ୍ଚାୟତ ସରକାରୀ ପ୍ରାଥମିକ ବିଦ୍ୟାଳୟ ଚାଲାଣଗୁଡ଼ା-୨ ପକ୍ଷରୁ ଏକ ଶିକ୍ଷା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଅବସରପ୍ରାପ୍ତ ରାଜ୍ୟପାଳ ପୁରସ୍କାରପ୍ରାପ୍ତ ପ୍ରଧାନ ଶିକ୍ଷକ ପ୍ରହ୍ଲାଦ ଛାଟୋଇଙ୍କ ତତ୍ତ୍ୱାବଧାନରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ବିଦ୍ୟାଳୟର…

ନିଖୋଜ ନାବାଳିକା ଛତିଶଗଡ଼ରୁ ଉଦ୍ଧାର, ଅଭିଯୁକ୍ତ ଗିରଫ

ଏମ୍‌ଭି ୭୯,୯ା୩(ଡି.ଏନ.ଏ.): ମାଲକାନଗିରି ଜିଲା ପଡ଼ିଆ ବ୍ଲକ୍‌ ଶିମିଳିବାଞ୍ଛା ପଞ୍ଚାୟତ ଏମ୍‌ପିଭି ୬୮ ଗ୍ରାମରୁ ନିଖୋଜ ନାବାଳିକାଙ୍କୁ ପୋଲିସ ସୋମବାର ଛତିଶଗଡ଼ରୁ ଉଦ୍ଧାର କରିଛି। ଝିଅ ନିଖୋଜ ଥିବା ନେଇ ରବିବାର ବାପା ଏମ୍‌ଭି ୭୯ ଥାନାରେ ଲିଖିତ ଅଭିଯୋଗ କରିଥିଲେ।…

ବିଭିନ୍ନ ସମସ୍ୟା ସମାଧାନ ଦାବିରେ ପଞ୍ଚାୟତ କାର୍ଯ୍ୟାଳୟ ଘେରାଉ

କୋରୁକୋଣ୍ଡା,୭।୩(ଡି.ଏନ୍‌.ଏ.): ମାଲକାନଗିରି ଜିଲା କୋରୁକୋଣ୍ଡା ବ୍ଲକ ଅନ୍ତର୍ଗତ ତାର୍ଲାକୋଟା ପଞ୍ଚାୟତ ପୁଷ୍‌ପାଲି ଆଦିବାସୀ ଅଧିକାର ମଞ୍ଚ ପକ୍ଷରୁ ଶନିବାର ବିଭିନ୍ନ ସମସ୍ୟା ସମାଧାନ ଦାବି ନେଇ ପଞ୍ଚାୟତ କାର୍ଯ୍ୟାଳୟ ଘେରାଉ କରାଯାଇଥିଲା। ସ୍ଥାନୀୟ ସରପଞ୍ଚ ସୋମନାଥ ବାରସେଙ୍କୁ ଗ୍ରାମବାସୀ ଏକ ଦାବିପତ୍ର…

ଜଳ ବିଦ୍ୟୁତ୍‌ ପ୍ରକଳ୍ପ କର୍ମଚାରୀଙ୍କ ବାର୍ଷିକ ନିର୍ବାଚନ ପ୍ରକ୍ରିୟା ଶେଷ

କୋରୁକୋଣ୍ଡା,୭ା୩(ଡି.ଏନ୍‌.ଏ.): ମାଲକାନଗିରି ଜିଲା ବାଲିମେଳାସ୍ଥିତ ଓଡ଼ିଶା ଜଳ ବିଦ୍ୟୁତ୍‌ ପ୍ରକଳ୍ପ କର୍ମଚାରୀଙ୍କ ବାର୍ଷିକ ନିର୍ବାଚନ ପ୍ରକ୍ରିୟା ଶନିବାର ଶେଷ ହୋଇଯାଇଛି। ଚଳିତ ୨୦୨୦ ଏବଂ ୨୦୨୧ ପାଇଁ କର୍ମଚାରୀ ସଙ୍ଘ ପକ୍ଷରୁ ନିର୍ବାଚନ ପ୍ରକ୍ରିୟା ଅନୁଷ୍ଠିତ ହୋଇଥିଲା ବେଳେ ପ୍ରାର୍ଥୀମାନଙ୍କୁ କର୍ମଚାରୀ…

ସ୍ବାଭିମାନ ଅଞ୍ଚଳରେ ସରିଲାଣି ୯୦ କିମି ମାଟି, ୨୦ କିମି ପିଚୁ

ମାଲକାନଗିରି,୬|୩ (ଡି.ଏନ୍‌.ଏ.) – ମାଲକାନଗିରି ଜିଲା ସ୍ବାଭିମାନ ଅଞ୍ଚଳରେ କାର୍ଯ୍ୟ କରୁଥିବା ଜଣେ କନିଷ୍ଠ ଯନ୍ତ୍ରୀ ପ୍ରଶାନ୍ତ କୁମାର ବେହେରାଙ୍କୁ ଭିଡିଓ କନ୍‌ଫରେନ୍ସ ମାଧ୍ୟମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ପ୍ରଶଂସା କରିଛନ୍ତି। ୫ଟି ବିଭାଗର ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ଭିଡିଓ…

ବାଲିମେଳାରେ ଅବକାରୀ ଚଢ଼ାଉ: ବିପୁଳ ପରିମାଣର ଚୋରା ବିଦେଶୀ ମଦ ଜବତ, ଜଣେ ଗିରଫ

କୋରୁକୋଣ୍ଡା,୪।୩(ଡି.ଏନ୍‌.ଏ.): ମାଲକାନଗିରି ଜିଲା ବାଲିମେଳା ଅବକାରୀ ବିଭାଗକୁ ମିଳିଛି ଏକ ବଡ଼ ସଫଳତା। ଅବକାରୀ ବିଭାଗ ସୁପରିଟେଣ୍ଡେଣ୍ଟ ଅଶୋକ ସେଠ୍‌ଙ୍କ ନିର୍ଦ୍ଦେଶକ୍ରମେ ଚିତ୍ରକୋଣ୍ଡା ଠାରେ ବୁଧବାର ସକାଳୁ ଏହି ଚୋରା ବିଦେଶୀ ମଦ କାରବାରକୁ ଅବକାରୀ ବିଭାଗ ଚଢ଼ାଉ କରିବାରେ ସକ୍ଷମ…

ଶତାଧିକ ଅଦିବାସୀଙ୍କ ନାମରେ ବ୍ୟାଙ୍କରୁ ଋଣ ଠକେଇ

ମାଲକାନଗିରି,୩ା୩ (ଡି.ଏନ.ଏ.) ମାଲକାନଗିରି ଜିଲାରେ ଦିନକୁ ଦିନ ଠକ ଏବଂ ଦଲାଲଙ୍କ ପ୍ରାଦୁର୍ଭାବ ବଢିବାରେ ଲାଗିଛି। ସେମାନେ ଜିଲାର ଆଦିବାସୀଙ୍କୁ ଟର୍ଗେଟ୍‌ କରୁଛନ୍ତି। ନିରୀହ ସରଳ ଆଦିବାସୀଙ୍କ ମନରେ ବିଶ୍ୱାସ ଜନ୍ମାଇ ସେମାନଙ୍କୁ ବିଭିନ୍ନ ଭାବରେ ଠକୁଛନ୍ତି। ସେମାନଙ୍କ ନାମରେ ହୋଇଥିବା…

କାଲେରୁ ସେତୁ ଉଦ୍‌ଘାଟିତ

କାଲିମେଳା/ଏମ୍‌ଭି-୭୯(ଡି.ଏନ୍‌.ଏ.): ବହୁ ପ୍ରତିକ୍ଷୀତ କାଲେରୁ ସେତୁ ଗୁରୁବାର ଉଦ୍‌ଘାଟିତ ହୋଇଛି। ଆନ୍ଧ୍ରପ୍ରଦେଶ ସରକାରଙ୍କ ଦ୍ୱାରା ନିର୍ମାଣ କରାଯାଇଥିବା ଏହି ସେତୁର ଉଦ୍‌ଘାଟନ ବେଳେ ଉଭୟ ଓଡିଶା ଓ ଆନ୍ଧ୍ରର ପ୍ରଶାସନିକ ଅଧିକାରୀ ଏବଂ ଲୋକପ୍ରତିନିଧିମାନେ ଉପସ୍ଥିତ ଥିଲେ। ଏଥିସହ ଓଡିଶା ପଟୁ…

ଦୀନବନ୍ଧୁଙ୍କ ମୃତଦେହ ବାଇକ୍‌ରେ ଘରକୁ ଆସିଲା

ମାଲକାନଗିରି,୨୭ା୨(ଡି.ଏନ.ଏ.): ଚିତ୍ରକୋଣ୍ଡା ସ୍ବାଭିମାନ ଅଞ୍ଚଳ ପଣସପୁଟ ଅଞ୍ଚଳରେ ମାଓବାଦୀଙ୍କ ଦ୍ୱାରା ହତ୍ୟାର ଶିକାର ହୋଇଥିବା ବ୍ୟବସାୟୀ ଦୀନବନ୍ଧୁ ବେପାରୀଙ୍କ ମୃତଦେହକୁ ୨ ଦିନ ପରେ ପରିବାର ଲୋକ ମଙ୍ଗଳବାର ଏକ ବାଇକ୍‌ରେ ୨୦ କିମି ଦୂର ଚିତ୍ରକୋଣ୍ଡାସ୍ଥିତ ନିଜ ଘରକୁ ଆଣିଛନ୍ତି…

ଦକ୍ଷିଣ ପଶ୍ଚିମାଞ୍ଚଳ ଡିଆଇଜିଙ୍କ ନିକଟରେ ଦୁର୍ଦ୍ଦାନ୍ତ ମାଓବାଦୀଙ୍କ ଆତ୍ମସମର୍ପଣ, ଘୋଷଣା ହୋଇଥିଲା ୫ ଲକ୍ଷର ପୁରସ୍କାର ରାଶି

ମାଲକାନଗିରି,୨୫।୨(ଡି.ଏନ୍‌.ଏ.)- ମାଲକାନଗିରି ଜିଲା ପୋଲିସ କାର୍ଯ୍ୟାଳୟଠାରେ ଦକ୍ଷିଣ ପଶ୍ଚିମାଞ୍ଚଳ ଡିଆଇଜି ସଫିନ୍‌ ଅହମ୍ମଦ କେଙ୍କ ନିକଟରେ ଆଜି ଜଣେ ଦୁର୍ଦ୍ଦାନ୍ତ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ସେ ହେଲେ କମୁଳୁ ବେଟି। ଛତିଶଗଡ଼ ବିଜାପୁର ଜିଲା କମକା ଗ୍ରାମରେ ତାଙ୍କ ଘର ବୋଲି…

ସ୍ବାଭିମାନ ଅଞ୍ଚଳରେ ମାଓବାଦୀଙ୍କ ବର୍ବରକାଣ୍ଡ: ପୋଲିସ ଇନଫର୍ମର ଦର୍ଶାଇ ଜଣଙ୍କୁ ହତ୍ୟା

ଚିତ୍ରକୋଣ୍ଡା,୨୫।୨(ଡି.ଏନ୍‌.ଏ.): ମାଲକାନଗିରି ଜିଲା ସ୍ବାଭିମାନ ଅଞ୍ଚଳରେ ପୁଣି ବର୍ବରକାଣ୍ଡ ଘଟାଇଛନ୍ତି ମାଓବାଦୀ। ପୋଲିସ ଇନଫର୍ମର ଦର୍ଶାଇ ଚିତ୍ରକୋଣ୍ଡା ବ୍ଲକ ଯୋଡ଼ାମ୍ବ ଗ୍ରାମ ନିକଟବର୍ତ୍ତୀ ଖଜୁରିଗୁଡ଼ା ଜଙ୍ଗଲର ବିହନଗୁଡ଼ା ଛକ ନିକଟରେ ଜଣଙ୍କୁ ଅତି ନିର୍ମମ ଭାବେ ହତ୍ୟା କରାଯାଇଥିବା ଜଣାପଡ଼ିଛି। ସେ…

ଶିଶୁଙ୍କ ସୁରକ୍ଷା

ଶିଶୁମାନଙ୍କ ସୁରକ୍ଷା, ସେମାନଙ୍କ ଉଜ୍ଜ୍ୱଳ ଭବିଷ୍ୟତ ପାଇଁ କେନ୍ଦ୍ର ଓ ରାଜ୍ୟ ସରକାର ବହୁ ଅର୍ଥ ଖର୍ଚ୍ଚ କରୁଛନ୍ତି। ମାତ୍ର କେତେକ କ୍ଷେତ୍ରରେ ଶିଶୁମାନଙ୍କ ଭବିଷ୍ୟତ ବାଟବଣା ହୋଇଯାଉଛି । ଅଧିକାଂଶ ଶିଶୁ ଅଧାରୁ ପାଠ ଛାଡୁଥିବା ଦେଖିବାକୁ ମିଳୁଛି। ମାଲକାନଗିରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?