ପ୍ରଶାସନ ଉଦାସୀନତାର ପ୍ରତିବାଦ:ସୁକୁମାରେ ମିିଶିବାକୁ ଯାଉଥିଲେ ଗ୍ରାମବାସୀ
ମାଲକାନଗିରି,୨୧।୧ (ଡି.ଏନ୍.ଏ.) ମାଲକାନଗିରି ଜିଲା ସଦର ବ୍ଲକ ମାଟାପାକା ପଞ୍ଚାୟତ କତାମାଟେରୁ ଗ୍ରାମର ୧୫୦ ଆଦିବାସୀ ପରିବାର ନିଜ ପୂର୍ବ ନିଷ୍ପତ୍ତି ଅନୁସାରେ ସୋମବାର ସୁକୁମାରେ ମିଶିବା ଲାଗି ସୁକୁମା ଜିଲାପାଳଙ୍କୁ ଭେଟିବାକୁ ଯାଉଥିଲେ। ଗତ ୧୩ରେ ଗ୍ରାମର ବିଭିନ୍ନ ସମସ୍ୟାକୁ…
ମାଲକାନଗିରି ଜିଲା ଗସ୍ତକରି ଲୋକଙ୍କ ସମସ୍ୟା ବୁଝିଲେ ଏମ୍ପି
କୋରୁକୋଣ୍ଡା,୧୭।୧(ଡି.ଏନ୍.ଏ.): ମାଲକାନଗିରି ଜିଲା ବାଲିମେଳା ବିଜ୍ଞାପିତ ଅଞ୍ଚଳ ପରିଷଦକୁ ଏମ୍ପି ରମେଶ ଚନ୍ଦ୍ର ମାଝି ଶୁକ୍ରବାର ଗ୍ରସ୍ତ କରିଛନ୍ତି। ଏହି ଅବସରରେ ସେ ବାଲିମେଳା ନଗର ବିଜେଡି ପକ୍ଷରୁ ଆୟୋଜିତ ଏକ କର୍ମୀ ସମ୍ମିଳନୀରରେ ଯୋଗ ଦେଇଥିଲେ। ପରେ ଶ୍ରୀ ଅରବିନ୍ଦ…
ଡିଏସ୍ଡବ୍ଲ୍ୟୁଓ ନିଲମ୍ବିତ
ମାଲକାନଗିରି, ୧୫ା୧(ସ୍ବ.ପ୍ର.): ମାଲକାନଗିରି ଡିଏସ୍ଡବ୍ଲ୍ୟୁଓଙ୍କୁ ମଙ୍ଗଳବାର ନିଲମ୍ବିତ କରାଯାଇଛି। କାର୍ଯ୍ୟରେ ଅନିୟମିତତା, ମାଲକାନଗିରି ସିଡିପିଓ ବିପୁଳା ସରକାରଙ୍କୁ ପଦୋନ୍ନତିରେ ସହଯୋଗ କରିବାରେ ସମ୍ପୃକ୍ତ ଥିବା ଦର୍ଶାଇ ତାଙ୍କୁ ନିଲମ୍ବିତ କରାଯାଇଛି। ଗତ କିଛିଦିନ ତଳେ ତାଙ୍କ ବିରୋଧରେ ଦୁର୍ନୀତି, ପିସି କାରବାର…
ପାର୍କ ପୁନରୁଦ୍ଧାର ନେଇ ଅଣ୍ଟା ଭିଡିଲେ ସ୍ଥାନୀୟ ଯୁବକ
ଏମଭି-୭୯,୧୫ା୧(ଡିଏନ.ଏ.): ଉପଯୁକ୍ତ ରକ୍ଷଣାବେକ୍ଷଣ ଅଭାବରୁ ଏମଭି-୭୯ସ୍ଥିତ ଏକମାତ୍ର ପାର୍କ ଏବେ ଘନ ଜଙ୍ଗଲରେ ପରିଣତ ହୋଇଛି । ଏହି ପାର୍କଟିରେ ଏବେ ବୁଲା ଗୋରୁ ତଥା ଅନ୍ୟାନ୍ୟ ପ୍ରାଣୀଙ୍କ ଏକ ନିରାପଦ ଆଶ୍ରୟସ୍ଥଳ ପାଲଟିଛି। ଅଞ୍ଚଳବାସୀଙ୍କ ଅବସର ବିନୋଦନ, ଭ୍ରମଣ ଉଦ୍ଦେଶ୍ୟରେ…
ପୋଲିସ,ଏସଓଜି ସହ ବିଏସଏଫ ତିଆରି କଲେ: ହନ୍ତାଳଗୁଡାରୁ ଯୋଡ଼ାମ୍ବକୁ ରାସ୍ତା
ଚିତ୍ରକୋଣ୍ଡା,୧୫ା୧(ଡି.ଏନ.ଏ.): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ପଞ୍ଚାୟତ ସମିତି ଅନ୍ତର୍ଗତ ସ୍ବାଭିମାନ ଅଞ୍ଚଳର ବିଚ୍ଛିନାଞ୍ଚଳକୁ ପାହାଡ଼, ନଦୀ ଓ ଝରଣା ଘେରି ରହିଛି। ଉକ୍ତ ଅଞ୍ଚଳକୁ ରାସ୍ତା ନ ଥିବାରୁ ଯାତାୟାତ ପାଇଁ ଲୋକେ ବହୁ ଅସୁବିଧାର ସମ୍ମୁଖୀନ ହୋଇଥାନ୍ତି। ଜିଲା ପ୍ରଶାସନ…
ସ୍ବାଧୀନତାର ୭୨ ବର୍ଷ ବିତିଗଲା, ଗ୍ରାମକୁ ନାହିଁ ରାସ୍ତା
ମାଲକାନଗିରି,୧୫।୧(ଡି.ଏନ୍.ଏ.)- ଦେଶ ସ୍ବାଧୀନ ହେବାର ଦୀର୍ଘ ୭୨ ବର୍ଷ ବିତିଗଲାଣି। ମାଲକାନଗିରି ସଦର ମହକୁମାଠାରୁ ୩୦ କିଲୋମିଟର ଦୂର ଛତିଶଗଡ଼କୁ ଲାଗି ରହିଛି ଏକ ପୁରାତନ ଗ୍ରାମ, କତାମାଟେରୁ। ଆଦିବାସୀ କୋୟା ସମ୍ପ୍ରଦାୟର ୧୫୦ ପରିବାର ବସବାସ କରୁଥିବା ଏହି ଗ୍ରାମକୁ…
ବିଦ୍ୟାଳୟ ପରିଦର୍ଶନ କରୁଛନ୍ତି ନକଲି ସିଆର୍ସିସି, ଚିତ୍ରକୋଣ୍ଡା ଥାନାରେ ଏତଲା
ଚିତ୍ରକୋଣ୍ଡା,୧୪।୧(ଡି.ଏନ୍.ଏ.): ଜଣେ ବ୍ୟକ୍ତି ନିଜକୁ ସିଆର୍ସିସି ବୋଲି ପରିଚୟ ଦେଇ ଗତ ୧୧ ତାରିଖରେ ଚିତ୍ରକୋଣ୍ଡା ପଞ୍ଚାୟତ ସମିତି ନୂଆଗୁଡ଼ା ପଞ୍ଚାୟତ ଅନ୍ତର୍ଗତ ଆର୍ଏସ୍ସି ୧୩ ନଂ. ପ୍ରାଥମିକ ବିଦ୍ୟାଳୟକୁ ବୁଲି ଦେଖିଥିଲେ। ଜିଲାପାଳ ତାଙ୍କୁ ବିଦ୍ୟାଳୟର ଅସୁବିଧା କ’ଣ ରହିଛି…
ମାଓବାଦୀଙ୍କ ଭୟରେ ଗାଁ ଛାଡିଲେ ଆଦିବାସୀ ପରିବାର
ମାଥିଲି, ୧୪।୧(ଡି.ଏନ୍.ଏ.): ମାଓବାଦୀଙ୍କ ଭୟରେ ମାଲକାନଗିରି ଜିଲା ତୁଳସୀ ପାହାଡ଼ କଟୁଆପଦରର ଏକ ଆଦିବାସୀ ପରିବାର ଗାଁ ଛାଡିଛନ୍ତି। ଗଙ୍ଗା ମାଢିଙ୍କ ପରିବାର ଲୋକଙ୍କୁ ନିର୍ଧୁମ ମାଡ଼ ମାରି ଗାଁ ନ ଛାଡିଲେ ଜୀବନରୁ ମାରି ଦେବାକୁ ଧମକ ଦେଇଥିଲେ ମାଓବାଦୀ।…
ଗଞ୍ଜେଇ ଚାଷୀଙ୍କୁ ପ୍ରୋତ୍ସାହନ ଦେଉଛନ୍ତି ଆନ୍ଧ୍ର ବ୍ୟବସାୟୀ
ମାଲକାନଗିରି,୧୪।୧(ଡି.ଏନ୍.ଏ.)- ମାଲକାନଗିରି ଜିଲାରେ ଗଞ୍ଜେଇ ଚାଷ କ୍ରମଶଃ ବୃଦ୍ଧି ପାଇବାରେ ଲାଗିଛି। ଗଞ୍ଜେଇ ଚାଷୀଙ୍କୁ ଆନ୍ଧ୍ରପ୍ରଦେଶର ବ୍ୟବସାୟୀ ପ୍ରୋତ୍ସାହନ ଦେଉଛନ୍ତି। ଆନ୍ଧ୍ରପ୍ରଦେଶର ସିଲେରୁ ସହର ଏହି ବ୍ୟବସାୟୀଙ୍କ ପେଣ୍ଠ ସ୍ଥଳ ପାଲଟିଛି। ସେମାନେ ସ୍ବାଭିମାନ ଅଞ୍ଚଳ ଏବଂ ମାଲକାନଗିରି ଜିଲାର ବିଭିନ୍ନ…
ଗ୍ରାମରୁ ବିଦ୍ୟୁତ୍ ସଂଯୋଗ କାଟିଦେଇଛି ସାଉଥ୍କୋ: ସନ୍ଧ୍ୟା ହେଲେ ଖୋଜାପଡୁଛି ଡିବି, ଲଣ୍ଠନ
କୋରୁକୋଣ୍ଡା,୧୪।୧(ଡି.ଏନ୍.ଏ.)-ଗ୍ରାମରେ ବିଦ୍ୟୁତ୍ ସଂଯୋଗ ଥାଇ ମଧ୍ୟ ଗ୍ରାମବାସୀ ସନ୍ଧ୍ୟା ହେଲେ ସବୁଦିନ ହଇରାଣ ହେଉଛନ୍ତି। ଡିବି, ଲଣ୍ଠନ ଲଗାଇ ଚଳୁଛନ୍ତି। ବିଭାଗୀୟ ଅଧିକାରୀଙ୍କ ନିକଟରେ ଅଭିଯୋଗ କଲେ ମଧ୍ୟ କାୈଣସି ସୁଫଳ ମିଳୁନାହିଁ। ଏପରି ଦେଖିବାକୁ ମିଳିଛି ମାଲକାନଗିରି ଜିଲା କୋରୁକୋଣ୍ଡା…
କଂଗ୍ରେସ ପକ୍ଷରୁ ମାଲକାନଗିରି ବନ୍ଦ: ବିଭିନ୍ନ ଅଞ୍ଚଳରେ ବନ୍ଦ ପ୍ରଭାବ
ମାଲକାନଗିରି,୧୦।୧(ଡି.ଏନ୍.ଏ): ମାଲକାନଗିରି ଜିଲାପାଳଙ୍କ ବ୍ୟକ୍ତିଗତ ସହାୟକଙ୍କ ହତ୍ୟାକାରୀଙ୍କୁ ଗିରଫ ଦାବିରେ ଜିଲା କଂଗ୍ରେସ କମିଟି ପକ୍ଷରୁ ଶୁକ୍ରବାର ମାଲକାନଗିରି ଜିଲା ବନ୍ଦ ଡାକରା ଦିଆଯାଇଛି । ପିସିସି କାର୍ଯ୍ୟକାରୀ ସଭାପତି ତଥା ପୂର୍ବତନ ଏମ୍ପି ପ୍ରଦୀପ ମାଝିଙ୍କ ନେତୃତ୍ୱରେ ଶତାଧିକ କର୍ମୀ…
ମାଓବାଦୀ ଦମ୍ପତି ଗିରଫ, ଶହେରୁ ଊର୍ଦ୍ଧ୍ୱ ମାମଲାରେ ଜଡ଼ିତ ଥିଲେ
ମାଲକାନଗିରି,୯।୧(ଡି.ଏନ୍.ଏ.): ମାଲକାନଗିରି ଜିଲା ସୀମାନ୍ତ ଆନ୍ଧ୍ରପ୍ରଦେଶର ଗୁଡେମ୍ ଥାନା ଅନ୍ତର୍ଗତ ଅଦିରି ବିଡି ଗ୍ରାମରୁ ବିଶାଖାପାଟଣା ପୋଲିସ ଗୁରୁବାର ହାର୍ଡକୋର ମାଓବାଦୀ ଦମ୍ପତିଙ୍କୁ ଗିରଫ କରିଛି। ସେମାନେ ହେଲେ ଦାମୋଦର ଓରଫ ବାଲେମ ନାରାୟଣ ସ୍ବାମୀ ଓ ସ୍ତ୍ରୀ ଫୁଲବତୀ। ଦାମୋଦର…
Archives


