୫-ଟି ପ୍ରଭାବ:ମାଲକାନଗିରି ବ୍ଲକ ସମନ୍ବିତ ଶିଶୁ ବିକାଶ ଅଧିକାରୀ ନିଲମ୍ବିତ
ମାଲକାନଗିରି,୯।୧ (ଡି.ଏନ୍.ଏ.)- ବୁଧବାର ମାଲକାନଗିରି ଜିଲାରେ ୫-ଟିର ପ୍ରଭାବ ଦେଖିବାକୁ ମିଳିଛି। ମାଲକାନଗିରି ସଦର ବ୍ଲକ ସମନ୍ବିତ ଶିଶୁ ବିକାଶ ଅଧିକାରୀ ବିପୁଳା ସରଦାରଙ୍କୁ ସରକାର କାର୍ଯ୍ୟରୁ ନିଳମ୍ବିତ କରିଛନ୍ତି। ବିପୁଳାଙ୍କ ବିରୋଧରେ ବିଭିନ୍ନ ଦୁର୍ନୀତି ଏବଂ ଅନିୟମିତତା ଅଭିଯୋଗ ପାଇଲା…
ଚିତ୍ରକୋଣ୍ଡାରେ ଧର୍ମଘଟ ଆରମ୍ଭ
ଚିତ୍ରକୋଣ୍ଡା, ୮।୧(ଡି.ଏନ.ଏ.): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ସହରରେ ଭାରତ ବନ୍ଦ ଡାକରାର ପ୍ରଭାବ ପଡିଛି। ସ୍ଥାନୀୟ ଚିତ୍ରକୋଣ୍ଡା ସ୍ପିଲବାଇ, ଡାଲଖାଇ ଛକ ପାଖରେ ବିଭିନ୍ନ ସଂଗଠନ ପକ୍ଷରୁ ଶତାଧିକ କର୍ମକର୍ତ୍ତା ରାସ୍ତା ଅବରୋଧ କରିଛନ୍ତି। ଏହାସହ ଏଠାରେ ଗାଡି ଚଳାଚଳ ସମ୍ପୂର୍ଣ୍ଣ…
ଦିବ୍ୟାଙ୍ଗ ନାବାଳିକାଙ୍କୁ ବଳାତ୍କାର : ଜଣେ ଗିରଫ
ମାଲକାନଗିରି,୪।୧(ଡି.ଏନ୍.ଏ.): ମାଲକାନଗିରି ଜିଲା ମୁଦୁଲିପଡ଼ା ଥାନା ଅଞ୍ଚଳରେ ଜଣେ ଦିବ୍ୟାଙ୍ଗ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗରେ ପୋଲିସ ଶୁକ୍ରବାର ରାତିରେ ଜଣକୁ ଗିରଫ କରିଛି । ସେ ହେଲେ ଜୟପୁର ଇରିଗେସନ କଲୋନୀର ଧନୁର୍ଜୟ ନାୟକ। ଧନୁର୍ଜୟ ଉକ୍ତ ଅଞ୍ଚଳର ଜଣେ ସମ୍ପର୍କୀୟଙ୍କ…
ସତୀଗୁଡା ଜଳଭଣ୍ଡାରରେ କମିଛି ପକ୍ଷୀ ସଂଖ୍ୟା:୨୦୧୯ରେ ଥିଲା ୨୧୧୭,ଚଳିତବର୍ଷ ୧୫୮୮
ମାଲକାନଗିରି,୪।୧ (ଡି.ଏନ୍.ଏ.)- ମାଲକାନଗିରି ବନଖଣ୍ଡ ମାଲକାନଗିରି ବନାଞ୍ଚଳ ପକ୍ଷରୁ ଶୁକ୍ରବାର ସତୀଗୁଡା ଜଲଭଣ୍ଡାରରେ ପକ୍ଷୀଗଣନା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଗତବର୍ଷ ଅପେକ୍ଷା ଚଳିତବର୍ଷ ପକ୍ଷୀସଂଖ୍ୟା କମିଥିବା ଆକଳନରୁ ଜଣାପଡିଛି। ୨୦୧୯ରେ ସତୀଗୁଡା ଜଳଭଣ୍ଡାରରେ ୨୧୧୭ଟି ବିଭିନ୍ନ ପ୍ରଜାତିର ପକ୍ଷୀ ଆସିଥିବା ବେଳେ…
ଚିତ୍ରକୋଣ୍ଡା ଡାକ୍ତରଖାନା: ଏଣିକି ଭିନ୍ନ ରଙ୍ଗର ବେଡ୍ସିଟ୍ ପାଇବେ ରୋଗୀ
ଚିତ୍ରକୋଣ୍ଡା,୨ା୧(ଡି.ଏନ.ଏ.)- ଚିତ୍ରକୋଣ୍ଡାସ୍ଥିତ ଉପଖଣ୍ଡ ଚିକିତ୍ସାଳୟରେ ନିର୍ମଳ ଯୋଜନାରେ ବୁଧବାର ପ୍ରଥମ କରି ରୋଗୀମାନଙ୍କୁ ଭିନ୍ନ ଭିନ୍ନ ରଙ୍ଗର ବେଡ୍ସିଟ୍ ବ୍ୟବହାର ପାଇଁ ପ୍ରଦାନ କରାଯାଇଛି। ପୂର୍ବରୁ ରୋଗୀଙ୍କୁ ଗୋଟିଏ ରଙ୍ଗର ବେଡ୍ସିଟ୍ ବ୍ୟବହାର ଲାଗି ମିଳୁଥିଲା। କେବେ କେବେ ବେଡ୍ ସଟ୍…
ଚିତ୍ରକୋଣ୍ଡା ଉପଖଣ୍ଡ ଚିକିତ୍ସାଳୟରେ ନିର୍ମଳ ଯୋଜନା ଆରମ୍ଭ: ସପ୍ତାହଯାକ ଭିନ୍ନ ଭିନ୍ନ ରଙ୍ଗର ବେଡ୍ଶିଟ୍ ବ୍ୟବହାର କରିବେ ରୋଗୀ
ଚିତ୍ରକୋଣ୍ଡା,୧।୧(ଡି.ଏନ୍.ଏ.): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ପଞ୍ଚାୟତ ସମିତି ଅନ୍ତର୍ଗତ ସ୍ଥାନୀୟ ଚିତ୍ରକୋଣ୍ଡା ଉପଖଣ୍ଡ ଚିକିତ୍ସାଳୟରେ ବୁଧବାର ନିର୍ମଳ ଯୋଜନା ପ୍ରଥମ ଆରମ୍ଭ ହୋଇଛି। ଏହି ଯୋଜନାରେ ରୋଗୀ ସପ୍ତାହର ସାତ ଦିନ ଭିନ୍ନ ଭିନ୍ନ ରଙ୍ଗର ବେଡ୍ଶିଟ୍ ବ୍ୟବହାରର ସୁବିଧା କରାଯାଇଛି।…
ଜିଲାପାଳଙ୍କ କାର୍ଯ୍ୟାଳୟ କାନ୍ଥରେ ସମ୍ମାନହାନିସୂଚକ ଲେଖା
ମାଲକାନଗିରି,୧।୧(ସ୍ବ.ପ୍ର): ମାଲକାନଗିରି ଜିଲାପାଳଙ୍କ ବିରୋଧରେ ଜିଲାପାଳ କାର୍ଯ୍ୟାଳୟ କାନ୍ଥରେ ଜିଲାପାଳ ଚୋର ହେ, ଦୁର୍ନୀତିଖୋର ଅଫିସର, ଜିଲାପାଳ କିଲିଡ୍ ପିଏ ଆଦି ସମ୍ମାନହାନିସୂଚକ ମନ୍ତବ୍ୟ କାନ୍ଥରେ ଲେଖାଯାଇଛି। ପୂର୍ବରୁ ପୂର୍ବତନ ସାଂସଦ କଂଗ୍ରେସର ପ୍ରଦୀପ ମାଝୀ ପ୍ରେସ୍ମିଟ କରି ଜିଲାପାଳଙ୍କ ବିରୋଧରେ…
ଜିଲାସ୍ତରୀୟ ପକ୍ଷୀ ଗଣନା ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ
ଚିତ୍ରକୋଣ୍ଡା,୩୧।୧୨(ଡି.ଏନ.ଏ.): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ପଞ୍ଚାୟତ ସମିତି ଅନ୍ତର୍ଗତ ସ୍ଥାନୀୟ ୟୁକୋ ପାର୍କଠାରେ ମାଲକାନଗିରି ବନଖଣ୍ଡ ଏବଂ ଚିତ୍ରକୋଣ୍ଡା ବନାଞ୍ଚଳ ପରିଚାଳନାରେ ଜିଲାସ୍ତରୀୟ ପକ୍ଷୀ ଗଣନା ପ୍ରଶିକ୍ଷଣ ଶିବିର-୨୦୨୦ ଅନୁଷ୍ଠିତ ହୋଇଯାଇଛି। ମାଲକାନଗିରି ବନଖଣ୍ଡ ଅଧିକାରୀ ପ୍ରଦୀପ ମୀରାସେଙ୍କ ନେତୃତ୍ୱରେ ଅନୁଷ୍ଠିତ…
ମାଲକାନଗିରି ଜିଲାପାଳଙ୍କ ବ୍ୟକ୍ତିଗତ ସଚିବଙ୍କ ମୃତଦେହ ଉଦ୍ଧାର
ମାଲକାନଗିରି,୨୮।୧୨(ଡି.ଏନ୍.ଏ.): ମାଲକାନଗିରି ଜିଲାପାଳଙ୍କ ବ୍ୟକ୍ତିଗତ ସଚିବ ଦେବନାରାୟଣ ପଣ୍ଡାଙ୍କ ମୃତଦେହ ଶନିବାର ସତୀଗୁଡ଼ା ଜଳଭଣ୍ଡାର ନିକଟରୁ ଉଦ୍ଧାର କରାଯାଇଛି। ଦେବନାରାୟଣ ଶୁକ୍ରବାର କାର୍ଯ୍ୟାଳୟକୁ ଯାଇ ଫେରି ନ ଥିଲେ। ଏ ନେଇ ପରିବାର ପକ୍ଷରୁ ମାଲକାନଗିରି ଥାନାରେ ଉକ୍ତ ଦିନ ଲିଖିତ…
ଚିତ୍ରକୋଣ୍ଡାରେ ମାଟ୍ରିକ ବୋର୍ଡ ପରୀକ୍ଷା କେନ୍ଦ୍ର କରିବାକୁ ଦାବି
ଚିତ୍ରକୋଣ୍ଡା,୨୫ା୧୨/(ଡି.ଏନ.ଏ.): ଫେବୃଆରୀ ୧୯ରୁ ମାର୍ଚ୍ଚ-୨ ଯାଏ ମାଟ୍ରିକ ପରୀକ୍ଷା ହେବାକୁ ଘୋଷଣା ମଙ୍ଗଳବାର ଘୋଷଣା କରାଯାଇଛି। ଏହାପରଠାରୁ ଚିତ୍ରକୋଣ୍ଡା ସ୍ବାଭିମାନ ଅଞ୍ଚଳ ଏବଂ ଦୁର୍ଗମ ଅଞ୍ଚଳ ବିଦ୍ୟାଳୟର ପରୀକ୍ଷାକେନ୍ଦ୍ର କେଉଁଠି ହେବ ସେନେଇ ଛାତ୍ରୀଛାତ୍ରଙ୍କ ଉତ୍ସୁକତା ପ୍ରକାଶ ପାଇଛି। ପ୍ରତିବର୍ଷ ଏହି…
ବୃଦ୍ଧାଙ୍କ ଘର କାନ୍ଥ ଭାଙ୍ଗି ୩୦ ହଜାର ଚୋରି
ଏମ୍ଭି ୭୯,୨୫ା୧୨(ଡି.ଏନ. ଏ.): ମାଲକାନଗିରି ଜିଲା କାଲିମେଳା ବ୍ଲକ ଅନ୍ତର୍ଗତ ଭୁବନପଲ୍ଲୀ ପଞ୍ଚାୟତର ଗୌଡ଼ଗୁଡା ଗ୍ରାମରେ ଜଣେ ବୃଦ୍ଧା ମାଡକାମୀ ଗାଙ୍ଗୀ (୬୬)ଙ୍କ ଘର କାନ୍ଥ ଭାଙ୍ଗି କେହି ଦୁର୍ବୃତ୍ତ ୩୦ହଜାର ଟଙ୍କା ଚୋରି କରି ନେଇଥିବା ଜଣାପଡ଼ିଛି । ଗାଙ୍ଗୀଙ୍କ…
୧୯ ବର୍ଷରୁ କମ୍ କ୍ରିକେଟ ଦଳରେ ମାଲକାନଗିରିର ବିଟୁ ସାମିଲ
ମାଲକାନଗିରି,୨୫ା୧୨ (ସ.ପ୍ର.): ମାଲକାନଗିରି ଜିଲାର ବିଟୁ ଶାହା ଓଡିଶା କ୍ରିକେଟ ଦଳରେ ସାମିଲ ହୋଇଛନ୍ତି। ୧୯ ବର୍ଷରୁ କମ୍ ଓଡିଶା କ୍ରିକେଟ ଦଳରେ ସେ ସ୍ଥାନ ପାଇଛନ୍ତି। ତେବେ ମାଲକାନଗିରି ଜିଲାରୁ ପ୍ରଥମ କରି ଜଣେ ଯୁବକ ରାଜ୍ୟସ୍ତରୀୟ କ୍ରିକେଟରେ ସ୍ଥାନ…
Archives


