ମାଲକାନଗିରି

ଛାତ୍ରାବାସରେ ଥିବା ପୁଅଙ୍କୁ ଭେଟିବାକୁ ଯାଇ ବାପାଙ୍କ ଜୀବନଗଲା

କୋରୁକୋଣ୍ଡା ୨୯।୧(ଡି.ଏନ୍‌.ଏ): ମାଲକାନଗିରି-ବାଲିମେଳା ମୁଖ୍ୟ ରାସ୍ତାର ଶୂଳିଆ ମନ୍ଦିର ନିକଟରେ ଥିବା ଶାରଦାଗୁଡା ଛକରେ ବୁଧବାର ସକାଳେ ଏକ ଦୁର୍ଘଟଣା ଘଟିଛି। ବାଇକ୍‌ ଧକ୍କାରେ ଜଣେ ସାଇକେଲ ଆରୋହୀଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ସତୀଗୁଡ଼ାସ୍ଥିତ ଏରାକୁସୁମୀ ଗ୍ରାମର ହାଧୁ ଖରା।…

ହୋମଗାର୍ଡଙ୍କ ଉପରେ ଚଢେଇ ଦେଲେ ଗଞ୍ଜେଇ ବୋଝେଇ ଟ୍ରାକ୍ଟର

ଚିତ୍ରକୋଣ୍ଡା,୨୮।୧(ଡି.ଏନ.ଏ.): ଚିତ୍ରକୋଣ୍ଡା ଥାନା ଅନ୍ତର୍ଗତ ଗୁଣ୍ଠାୱାଡା ପଞ୍ଚାୟତ ଅଞ୍ଚଳରେ ଜଣେ ହୋମଗାର୍ଡଙ୍କ ଉପରେ ଟ୍ରାକ୍ଟର ଚଢିଯାଇଛି। ଫଳରେ ସେ ଗୁରୁତର ଆହତ ହୋଇ ଚିକିତ୍ସିତ ହେଉଛନ୍ତି। ସୋମବାର ରାତିରେ ଚିତ୍ରକୋଣ୍ଡା ପୋଲିସ ପାଟ୍ରୋଲିଂ ପାଇଁ ଗୁଣ୍ଠାଓ୍ବାଡା ଯାଇଥିଲା। ହଂସଗୁଡା ଆଡକୁ ଆସୁଥିବା…

ମାଓବାଦୀ-ଗ୍ରାମବାସୀ ଲଢ଼େଇ: ଘରପୋଡ଼ି କ୍ଷତିଗ୍ରସ୍ତଙ୍କୁ ସହାୟତା ଘୋଷଣା

ମାଲକାନଗିରି,୨୭।୧(ସ୍ବ.ପ୍ର.): ମାଲକାନଗିରି ଜିଲା ସ୍ବାଭିମାନ ଅଞ୍ଚଳର ଜନ୍ତୁରାଇରେ ମାଓବାଦୀ ଓ ଗ୍ରାମବାସୀଙ୍କ ମଧ୍ୟରେ ଗତ ୨୫ ତାରିଖରେ ଖଣ୍ଡଯୁଦ୍ଧ ହୋଇଥିଲା। ଏଥିରେ ମାଓବାଦୀମାନେ ପ୍ରତିଶୋଧ ପରାୟଣ ହୋଇ ଯୋଡ଼ାଆମ୍ବରେ ୧୨ଟି ଘର ଜାଳି ଦେଇଥିଲେ। କିନ୍ତୁ ସୋମବାର ଜିଲାପାଳ ମନିଶ୍‌ ଅଗ୍ରଓ୍ବାଲ…

ସ୍ବାଭିମାନ ଅଞ୍ଚଳ ଅଶାନ୍ତ: ୪ ଗ୍ରାମରେ ପୋଲିସ ଛାଉଣୀ

ମାଲକାନଗିରି,୨୭।୧(ସ୍ବ.ପ୍ର.): ମାଲକାନଗିରି ଜିଲା ସ୍ବାଭିମାନ ଅଞ୍ଚଳର ଜନ୍ତୁରାଇରେ ମାଓବାଦୀ ଓ ଗ୍ରାମବାସୀଙ୍କ ମଧ୍ୟରେ ଗତ ୨୫ ତାରିଖରେ ହୋଇଥିବା ଖଣ୍ଡ ଯୁଦ୍ଧରେ ଅଶାନ୍ତ ହୋଇପଡିଛି ଅଞ୍ଚଳ। ମାଓବାଦୀମାନେ ପ୍ରତିଶୋଧ ପରାୟଣ ହୋଇ ଯୋଡ଼ାଆମ୍ବରେ ୧୨ଟି ଘର ଜାଳିଦେଇଥିବା ବେଳେ ଲୋକମାନଙ୍କୁ ଧମକ…

ମାଓବାଦୀ-ଗ୍ରାମବାସୀଙ୍କ ଲଢ଼େଇ: ପ୍ରତିଶୋଧ ପରାୟଣ ହୋଇ ମାଓବାଦୀ ଜାଳିଦେଲେ ୧୦ ଘର

ମାଲକାନଗିରି,୨୬।୧(ସ୍ବ.ପ୍ର.): ମାଲକାନଗିରି ଜିଲା ସ୍ବାଭିମାନ ଅଞ୍ଚଳରେ ଶନିବାର ରାତିରେ ମାଓବାଦୀଙ୍କୁ କଡ଼ା ବିରୋଧ କରାଯାଇଥିଲା। ମାଓବାଦୀ ଗ୍ରାମବାସୀଙ୍କ ମଧ୍ୟରେ ହୋଇଥିବା ଏହି ଲଢ଼େଇରେ ଜଣେ ମାଓବାଦୀଙ୍କ ମୃତ୍ୟୁ ଘଟିଥିବା ବେଳେ ଜଣେ ଗୁରୁତରହୋଇ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଛନ୍ତି। ଏହି…

ସ୍ବାଭିମାନ ଅଞ୍ଚଳରେ କଡ଼ା ବିରୋଧ: ଗ୍ରାମବାସୀଙ୍କ ଆକ୍ରମଣରେ ଜଣେ ମାଓବାଦୀ ମୃତ, ଜଣେ ଗୁରୁତର

ମାଲକାନଗିରି,୨୬।୧(ସ୍ବ.ପ୍ର.): ମାଲକାନଗିରି ଜିଲା ସ୍ବାଭିମାନ ଅଞ୍ଚଳରେ ଶନିବାର ରାତିରେ ମାଓବାଦୀଙ୍କୁ କଡ଼ା ବିରୋଧ କରାଯାଇଛି। ଉକ୍ତ ଅଞ୍ଚଳର ଜନ୍ତୁରାଇ ଗାଁକୁ ମାଓବାଦୀ ଆସି ଉନ୍ନୟନମୂଳକ କାର୍ଯ୍ୟକୁ ବିରୋଧ କରିବା ଲାଗି ଗ୍ରାମବାସୀଙ୍କୁ ଆଦେଶ ଦେଇଥିଲେ। ମାତ୍ର ଗ୍ରାମବାସୀ ଏହାର ବିରୋଧ କରିବା…

ଜାତୀୟ ମତଦାତା ଦିବସ: ଶପଥ ନେଲେ ଭୋଟର

ଚିତ୍ରକୋଣ୍ଡା,୨୫।୧(ଡି.ଏନ୍‌.ଏ.): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ବ୍ଲକ ଅନ୍ତର୍ଗତ ୧୮ଟି ପଞ୍ଚାୟତର ବିଭିନ୍ନ ବୁଥ୍‌ରେ ଶନିବାର ଜାତୀୟ ମତଦାତା ଦିବସ ପାଳିତ ହୋଇଯାଇଛି। ଏଥିପାଇଁ ଚିତ୍ରକୋଣ୍ଡା ବିଡିଓ ଲରିମନ ଖରସେଲଙ୍କ ନେତୃତ୍ୱ ଏବଂ ଚିତ୍ରକୋଣ୍ଡା ଜିପିଓ ଧୀରେନ୍‌ ଖଣ୍ଡାଗିରିଙ୍କ ପରିଚାଳନାରେ ଏକ ଆଲୋଚନା…

ବିଧାୟକଙ୍କ ଅଚାନକ ଜିଲା ମୁଖ୍ୟ ଚିକିତ୍ସାଳୟ ଗସ୍ତ: ବିଭିନ୍ନ କାର୍ଯ୍ୟ କଲେ ଅନୁଧ୍ୟାନ

ମାଲକାନଗିରି,୨୪।୧(ଡି.ଏନ୍‌.ଏ.): ମାଲକାନଗିରି ବିଧାୟକ ଆଦିତ୍ୟ ମାଡ଼ି ଶୁକ୍ରବାର ଅଚାନକ ଜିଲା ସଦର ମହକୁମା ଚିକିତ୍ସାଳୟ ଗସ୍ତ କରି ବିଭିନ୍ନ କାର୍ଯ୍ୟ ଅନୁଧ୍ୟାନ କରିଛନ୍ତି। ତାଙ୍କ ଗସ୍ତବେଳେ ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡଃ.ଅଜୟ କୁମାର ବୈଠାରୁ ଉପସ୍ଥିତ ଥିବାରୁ ସନ୍ତୋଷ ପ୍ରକାଶ କରିଥିଲେ।…

ଆହାର କେନ୍ଦ୍ରକୁ ମାଲକାନଗିରି ଜିଲାପାଳଙ୍କ ଅଚାନକ ଗସ୍ତ: କର୍ମଚାରୀ ୟୁନିଫର୍ମ ପିନ୍ଧି ନ ଥିବାରୁ ରାଗିଲେ, ଖାଦ୍ୟର ମାନ କଲେ ଯାଞ୍ଚ

କୋରୁକେଣ୍ଡା,୨୩।୧(ଡି.ଏନ୍‌.ଏ): ମାଲକାନଗିରି ଜିଲା ବାଲିମେଳା ବିଜ୍ଞାପିତ ଅଞ୍ଚଳ ପରିଷଦରେ ଥିବା ଆହାର କେନ୍ଦ୍ରକୁ ମାଲକାନଗିରି ଜିଲାପାଳ ମନୀଷ ଅଗ୍ରୱାଲ ଗୁରୁବାର ଅଚାନକ ଗ୍ରସ୍ତ କରିଥିଲେ। ପୂର୍ବରୁ ଏହି ଆହାର କେନ୍ଦ୍ରରେ ନିମ୍ନମାନର ଖାଦ୍ୟ ଦେଉଥିବା ବାରମ୍ବାର ଅଭିଯୋଗ ଆସୁଥିବାରୁ ଜିଲାପାଳ ଏପରି…

‘ସ୍ବାଧୀନତା ଆନ୍ଦୋଳନରେ ନେତାଜୀଙ୍କ ଭୂମିକା ଥିଲା ଗୁରୁତ୍ୱପୂର୍ଣ୍ଣ’

ମାଲକାନଗିରି,୨୩।୧(ଡି.ଏନ୍‌.ଏ.): ମାଲକାନଗିରି ଜିଲା ସଦର ମହକୁମାସ୍ଥିତ ସୁଭାଷ ବୋଷ ସ୍ମାରକୀ ଟାଉନ ୟୁଥ୍‌କ୍ଲବ ଆନୁକୂଲ୍ୟରେ ନେତାଜୀଙ୍କ ୧୨୪ତମ ଜୟନ୍ତୀ ପାଳିତ ହୋଇଯାଇଛି ା ଏଥିରେ ଅତିରିକ୍ତ ଜିଲାପାଳ ବୀରସେନ ପ୍ରଧାନ, ଆରକ୍ଷୀ ଅଧୀକ୍ଷକ ଋଷିକେଶ ଡି.ଖିଲାରୀ, ପୂର୍ବତନ ବିଧାୟକ ନିମାଇଁ ଚରଣ…

ଟପ୍‌ କ୍ୟାଡର ମାଓବାଦୀ ନେତା ପାପା ରାଓଙ୍କ ମୃତ୍ୟୁ ନେଇ ଚର୍ଚ୍ଚା

ମାଲକାନଗିରି, ୨୩ା୧(ସ୍ବ.ପ୍ର.): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡର ସୁକମା ଅଞ୍ଚଳରେ ସର୍ବଦା ନିଜ ଆଧିପତ୍ୟା ଜାହିର ରଖିଥିବା ମୋଷ୍ଟ ଓ୍ବାଣ୍ଟେଡ ତଥା ଟପ କ୍ୟାଡର ମାଓବାଦୀ ନେତା ପାପା ରାଓଙ୍କ ମୃତ୍ୟୁ ହୋଇଥିବା ଚର୍ଚ୍ଚା ହେଉଛି। ଗତ କିଛିଦିନ ଧରି ପାପା…

କିନ୍ନରଙ୍କ ଅଧିକାର ସମ୍ପର୍କିତ ଆଇନ ସଚେତନତା ଶିବିର

ମାଲକାନଗିରି ,୨୨ା୧(ସ୍ବ.ପ୍ର.): ମାଲକାନଗିରି ଜିଲା ଆଇନସେବା ପ୍ରାଧିକରଣ ମାଲକାନଗିରି ଆନୁକୂଲ୍ୟରେ ବୁଧବାର ବାଲିମେଳାସ୍ଥିତ ସରକାରୀ ଉଚ୍ଚ ବିଦ୍ୟାଳୟଠାରେ କିନ୍ନରଙ୍କ ଅଧିକାର ସମ୍ପର୍କିତ ଆଇନ ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମାଲକାନଗିରି ଆଇନସେବା ପ୍ରାଧିକରଣର ସଚିବ ଅମରେଶ ନାୟକ, ଚିତ୍ରକୋଣ୍ଡାର ଅତିରିକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?