ମାଲକାନଗିରି

ଧରିତ୍ରୀ ପ୍ରଭାବ: ଖବର ପ୍ରକାଶ ପରେ ସଂଯୋଗ ହେଲା ବିଦ୍ୟୁତ୍‌

କୋରକେଣ୍ଡା,୨୨ା୧(ଡି.ଏନ.ଏ.): ମାଲକାନଗିରି ଜିଲା କୋରୁକୋଣ୍ଡା ସଦର ପଞ୍ଚାୟତବୁଦୁଗୁଡା ଗ୍ରାମରେ ପ୍ରାୟ ୬ମାସ ହେବ ବିଦ୍ୟୁତ୍‌ କାଟ୍‌ ହୋଇଥିଲା। ଫଳରେ ଲୋକେ ସନ୍ଧ୍ୟା ହେଲେ ଡିବି, ଲଣ୍ଠନ ଜାଳି ଚଳୁଥିଲେ। ଗ୍ରାମବାସୀଙ୍କ ଉପରେ ସେସୁର ବିଦ୍ୟୁତ୍‌ ବିଲ୍‌ ବକେୟା ଥିବାରୁ ବିଭାଗ ପକ୍ଷରୁ…

ନାଗରିକତ୍ୱ ସଂଶୋଧନ ଆଇନରେ କାହାର ନାଗରିକତା ଯିବନାହିଁ: ଏମ୍‌ପି ରୂପା ଗାଙ୍ଗୁଲି

ମାଲକାନଗିରି,୨୨ା୧(ଡି.ଏନ.ଏ.): ନାଗରିକତ୍ୱ ସଂଶୋଧନ ଆଇନ ପ୍ରଥମେ କଂଗ୍ରେସ ସରକାର ସମୟରେ ଆରମ୍ଭ ହୋଇ ଏକ କାର୍ଡ ଦେବାର ବ୍ୟବସ୍ଥା ଥିଲା। ମାତ୍ର ତାହା ସେମାନେ କରିପାରିଲେ ନାହିଁ। ବର୍ତ୍ତମାନ ମୋଦି ସରକାର କରିଥିବା ନାଗରିକତ୍ୱ ସଂଶୋଧନ ବିଲ୍‌କୁ ସେମାନେ ବିରୋଧ କରୁଛନ୍ତି।…

ଲକ୍ଷାଧିକ ଟଙ୍କାର ଗଞ୍ଜେଇ ଜବତ: ଜଣେ କୋର୍ଟଚାଲାଣ

କୋରୁକୋଣ୍ଡା,୨୨।୧(ଡି.ଏନ୍‌.ଏ): ମାଲକାନଗିରି ଜିଲା ଓରକେଲ ଥାନା ପୋଲିସ ୧୪୦ କେଜି ୩୫୦ ଗ୍ରାମ୍‌ ଗଞ୍ଜେଇ ଜବତ କରିବା ସହ ଜଣଙ୍କୁ ଗିରଫ କରିଛି। ସେ ହେଲେ ମାଲକାନଗିରି ଥାନା ଅଧୀନସ୍ଥ ଏମ୍‌ଭି ୧୧୪ ଗ୍ରାମର ଭିମା ମଣ୍ଡଳ(୩୮)। ସୂଚନାଯୋଗ୍ୟ, ମଙ୍ଗଳବାର ସନ୍ଧ୍ୟାରେ…

ଖାଇବା ଭଲ ହୋଇ ନ ଥିବା କହି ଗାଳିଗୁଲଜ ସହ ମାରପିଟ: ସ୍ବାମୀଙ୍କୁ ହତ୍ୟା କଲେ ସ୍ତ୍ରୀ

କୋରୁକୋଣ୍ଡା,୨୨।୧(ଡି.ଏନ୍‌.ଏ.): ମାଲକାନଗିରି ଜିଲା ଓରକେଲ ଥାନା ଅଧୀନ ଆପନମାଲା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଘରୋଇ କଳହକୁ ନେଇ ସ୍ତ୍ରୀଙ୍କ ଛୁରାମାଡ଼ରେ ସ୍ବାମୀଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଆନ୍ତୁରୁ ମୁଦୁଲି(୪୦)। ଘଟଣାରେ ପୋଲିସ ଅଭିଯୁକ୍ତ ସ୍ତ୍ରୀଙ୍କୁ ପୋଲିସ ଗିରଫ…

ଚାଲାଣ ବେଳେ ଓରକେଲ ପୋଲିସର ଚଢ଼ାଉ: ୮୪ ବସ୍ତା ଗଞ୍ଜେଇ ଜବତ, ୧୧ ଗିରଫ

କୋରୁକୋଣ୍ଡା,୨୧ା୧(ଡି.ଏନ୍‌.ଏ.): ମାଲକାନଗିରି ଜିଲା ଓରକେଲ ଥାନା ସୋରଲୁକୋଣ୍ଡାଠାରୁ ଏମ୍‌ଭି ୫୧ ମୁଖ୍ୟ ରାସ୍ତାରୁ ସୋମବାର ରାତିରେ ପୋଲିସ ୮୪ଟି ବସ୍ତାରେ ଥିବା ୧,୬୯୨ କିଲୋ ୬୦୦ ଗ୍ରାମ ଗଞ୍ଜେଇ ଜବତ କରିଛି। ଘଟଣାରେ ସମ୍ପୃକ୍ତ ୧୧ଜଣଙ୍କୁ ଗିରଫ କରାଯାଇଛି। ତେବେ ଜବତ…

ପିଏମ୍‌ଏୱାଇ ଯୋଜନାରେ ସମସ୍ତଙ୍କୁ ଘର ପ୍ରଦାନ ପାଇଁ ସିଏଚସି କେନ୍ଦ୍ରର ଶୁଭାରମ୍ଭ

ମାଲକାନଗିରି,୨୧।୧(ଡି.ଏନ.ଏ): ମାଲକାନଗିରି ଜିଲା ସଦର ମହକୁମାସ୍ଥିତ ଏମ.ଭି-୪୩ ଗ୍ରାମରେ ଜିଲାର ସମସ୍ତ ଗରିବଙ୍କ ପାଇଁ ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଅଧୀନରେ ସହରାଞ୍ଚଳର ସମସ୍ତଙ୍କ ପାଇଁ ଘର ପ୍ରଦାନ ଲାଗି ଏକ ଗ୍ରାହକ ସେବାକେନ୍ଦ୍ରର ଶୁଭାରମ୍ଭ ହୋଇଛି। ଏହାକୁ ମାଲକାନଗିରି ବିଧାୟକ ଆଦିତ୍ୟ…

ମହିଳା ମାଓବାଦୀଙ୍କ ଆମତ୍ସମର୍ପଣ

ମାଲକାନଗିରି, ୨୧।୧(ଡି.ଏନ.ଏ)-ମାଲକାନଗିରି ଜିଲା ପୋଲିସ କାର୍ଯ୍ୟାଳୟଠାରେ ଆରକ୍ଷୀ ଅଧୀକ୍ଷକ ରିଷିକେଶ ଡି. ଖିଲାରୀଙ୍କ ନିକଟରେ ମଙ୍ଗଳବାର ଜଣେ ମହିଳା ମାଓବାଦୀ ଆମତ୍ସମର୍ପଣ କରିଛି। ସେ ହେଲେ ଆଡମେ ମାଡ଼କାମି। ତାଙ୍କ ଘର ମାଥିଲି ଥାନା ଅନ୍ତର୍ଗତ କମାରପାଲ୍ଲୀ ଗ୍ରାମରେ ବୋଲି ଜଣାପଡ଼ିଛି…

ପ୍ରଶାସନ ଉଦାସୀନତାର ପ୍ରତିବାଦ:ସୁକୁମାରେ ମିିଶିବାକୁ ଯାଉଥିଲେ ଗ୍ରାମବାସୀ

ମାଲକାନଗିରି,୨୧।୧ (ଡି.ଏନ୍‌.ଏ.) ମାଲକାନଗିରି ଜିଲା ସଦର ବ୍ଲକ ମାଟାପାକା ପଞ୍ଚାୟତ କତାମାଟେରୁ ଗ୍ରାମର ୧୫୦ ଆଦିବାସୀ ପରିବାର ନିଜ ପୂର୍ବ ନିଷ୍ପତ୍ତି ଅନୁସାରେ ସୋମବାର ସୁକୁମାରେ ମିଶିବା ଲାଗି ସୁକୁମା ଜିଲାପାଳଙ୍କୁ ଭେଟିବାକୁ ଯାଉଥିଲେ। ଗତ ୧୩ରେ ଗ୍ରାମର ବିଭିନ୍ନ ସମସ୍ୟାକୁ…

ମାଲକାନଗିରି ଜିଲା ଗସ୍ତକରି ଲୋକଙ୍କ ସମସ୍ୟା ବୁଝିଲେ ଏମ୍‌ପି

କୋରୁକୋଣ୍ଡା,୧୭।୧(ଡି.ଏନ୍‌.ଏ.): ମାଲକାନଗିରି ଜିଲା ବାଲିମେଳା ବିଜ୍ଞାପିତ ଅଞ୍ଚଳ ପରିଷଦକୁ ଏମ୍‌ପି ରମେଶ ଚନ୍ଦ୍ର ମାଝି ଶୁକ୍ରବାର ଗ୍ରସ୍ତ କରିଛନ୍ତି। ଏହି ଅବସରରେ ସେ ବାଲିମେଳା ନଗର ବିଜେଡି ପକ୍ଷରୁ ଆୟୋଜିତ ଏକ କର୍ମୀ ସମ୍ମିଳନୀରରେ ଯୋଗ ଦେଇଥିଲେ। ପରେ ଶ୍ରୀ ଅରବିନ୍ଦ…

ଡିଏସ୍‌ଡବ୍ଲ୍ୟୁଓ ନିଲମ୍ବିତ

ମାଲକାନଗିରି, ୧୫ା୧(ସ୍ବ.ପ୍ର.): ମାଲକାନଗିରି ଡିଏସ୍‌ଡବ୍ଲ୍ୟୁଓଙ୍କୁ ମଙ୍ଗଳବାର ନିଲମ୍ବିତ କରାଯାଇଛି। କାର୍ଯ୍ୟରେ ଅନିୟମିତତା, ମାଲକାନଗିରି ସିଡିପିଓ ବିପୁଳା ସରକାରଙ୍କୁ ପଦୋନ୍ନତିରେ ସହଯୋଗ କରିବାରେ ସମ୍ପୃକ୍ତ ଥିବା ଦର୍ଶାଇ ତାଙ୍କୁ ନିଲମ୍ବିତ କରାଯାଇଛି। ଗତ କିଛିଦିନ ତଳେ ତାଙ୍କ ବିରୋଧରେ ଦୁର୍ନୀତି, ପିସି କାରବାର…

ପାର୍କ ପୁନରୁଦ୍ଧାର ନେଇ ଅଣ୍ଟା ଭିଡିଲେ ସ୍ଥାନୀୟ ଯୁବକ

ଏମଭି-୭୯,୧୫ା୧(ଡିଏନ.ଏ.): ଉପଯୁକ୍ତ ରକ୍ଷଣାବେକ୍ଷଣ ଅଭାବରୁ ଏମଭି-୭୯ସ୍ଥିତ ଏକମାତ୍ର ପାର୍କ ଏବେ ଘନ ଜଙ୍ଗଲରେ ପରିଣତ ହୋଇଛି । ଏହି ପାର୍କଟିରେ ଏବେ ବୁଲା ଗୋରୁ ତଥା ଅନ୍ୟାନ୍ୟ ପ୍ରାଣୀଙ୍କ ଏକ ନିରାପଦ ଆଶ୍ରୟସ୍ଥଳ ପାଲଟିଛି। ଅଞ୍ଚଳବାସୀଙ୍କ ଅବସର ବିନୋଦନ, ଭ୍ରମଣ ଉଦ୍ଦେଶ୍ୟରେ…

ପୋଲିସ,ଏସଓଜି ସହ ବିଏସଏଫ ତିଆରି କଲେ: ହନ୍ତାଳଗୁଡାରୁ ଯୋଡ଼ାମ୍ବକୁ ରାସ୍ତା

ଚିତ୍ରକୋଣ୍ଡା,୧୫ା୧(ଡି.ଏନ.ଏ.): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ପଞ୍ଚାୟତ ସମିତି ଅନ୍ତର୍ଗତ ସ୍ବାଭିମାନ ଅଞ୍ଚଳର ବିଚ୍ଛିନାଞ୍ଚଳକୁ ପାହାଡ଼, ନଦୀ ଓ ଝରଣା ଘେରି ରହିଛି। ଉକ୍ତ ଅଞ୍ଚଳକୁ ରାସ୍ତା ନ ଥିବାରୁ ଯାତାୟାତ ପାଇଁ ଲୋକେ ବହୁ ଅସୁବିଧାର ସମ୍ମୁଖୀନ ହୋଇଥାନ୍ତି। ଜିଲା ପ୍ରଶାସନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?