ମାଲକାନଗିରି

ଚିତ୍ରାଙ୍ଗପାଲି ପଞ୍ଚାୟତରେ ସରକାରୀ ଯୋଜନା ଅପହଞ୍ଚ

ମାଲକାନଗିର,୬।୧୨ (ଡି.ଏନ୍‌.ଏ) ମାଲକାନଗିରି ଜିଲା ଦୁର୍ଗମ ଅଞ୍ଚଳ ଭାବେ ପରିଚିତ କାଲିମେଳା ବ୍ଲକ ଚିତ୍ରାଙ୍ଗପାଲି ପଞ୍ଚାୟତର ସୁପାଲ ଗ୍ରାମ ଅବହେଳିତ ଅବସ୍ଥାରେ ରହିଛି। ଗ୍ରାମବାସୀ କୌଣସି ସରକାରୀ ଯୋଜନାରୁ ସୁଫଳ ପାଉନାହାନ୍ତି। ଏନେଇ ଗୁରୁବାର ସୁପାଲୁ ଗ୍ରାମବାସୀ ଜିଲାପାଳଙ୍କ ଦ୍ୱାରସ୍ଥ ହୋଇଥିଲେ।…

ବିଚ୍ଛିନ୍ନାଞ୍ଚଳରେ ଜରୁରିକାଳୀନ ସ୍ବାସ୍ଥ୍ୟସେବା ଯୋଗାଇ ଦେବାକୁ ପହଞ୍ଚତ୍ଲା ୧୦୮ ଆମ୍ବୁଲାନ୍ସ ଲଞ୍ଚ

ଚିତ୍ରକୋଣ୍ଡା,୬।୧୨(ଡି.ଏନ.ଏ.)- ଚିତ୍ରକୋଣ୍ଡା ସ୍ବାଭିମାନ ଅଞ୍ଚଳର ୫ଟି ପଞ୍ଚାୟତ ପଣଷପୁଟ, ଯୋଡ଼ମ୍ବ, ଅଣ୍ଡିରାପାଲି, ଯନ୍ତ୍ରୀ ଓ ଗାଜୁଲୁମାମୁଡ଼ି ପଞ୍ଚାୟତର ଜନସାଧାରଣଙ୍କୁ ସ୍ବାସ୍ଥ୍ୟସେବା ଯୋଗାଇ ଦେବାକୁ ୧୦୮ ଆମ୍ବୁଲାନ୍ସ ଲଞ୍ଚ ପହଞ୍ଚତ୍ଛି। ଏହି ପଞ୍ଚାୟତଗୁଡିକ ବାହ୍ୟଜଗତରୁ ବିଚ୍ଛିନ୍ନ ହୋଇ ସର୍ବଦା ଜଳବନ୍ଦୀ ହୋଇ ରହୁଛି।…

ଜାତୀୟ କରାଟେ ପ୍ରତିଯୋଗିତା: ସ୍ବର୍ଣ୍ଣ, ବ୍ରୋଞ୍ଜ ପଦକ ଜିତିଲେ ଦୁଇ ଆଦିବାସୀ ଛାତ୍ରୀ

ମାଲକାନଗିରି, ୫।୧୨(ଡି.ଏନ.ଏ.): ମାଲକାନଗିରି ଜିଲା ସଦର ବ୍ଲକ ସିନ୍ଧ୍ରିମାଳ ଗ୍ରାମ ପଞ୍ଚାୟତ ସଦର ମହକୁମା କସ୍ତୁରବା ଗାନ୍ଧୀ ବାଳିକା ଉଚ୍ଚ ବିଦ୍ୟାଳୟର ଦୁଇଜଣ ଆଦିବାସୀ ଛାତ୍ରୀ ଜାତୀୟ ସ୍ତରୀୟ କରାଟେ ପ୍ରତି ଯୋଗିତାରେ କୃତିତ୍ୱ ହାସଲ କରିଛନ୍ତି। ଏହି ଅବସରରେ ଗୁରୁବାର…

ମୃତ୍ତିକା ବିନା ଶସ୍ୟ ଉତ୍ପାଦନ ଅସମ୍ଭବ

ମାଲକାନଗିରି, ୫।୧୨(ଡି.ଏନ.ଏ.): ମାଲକାନଗିରି ଜିଲା ସଦର ମହକୁମାଠାରେ ମୁଖ୍ୟ କୃଷି ଅଧିକାରୀ କାର୍ଯ୍ୟାଳୟ ପରିସରରେ ଗୁରୁବାର ବିଶ୍ୱ ମୃତ୍ତିକା ଦିବସ ପାଳିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ବୀରସେନ ପ୍ରଧାନ ଯୋଗ ଦେଇ ସମ୍ମିଳନୀକୁ ଉଦଘାଟନ କରିଥିଲେ। ମୁଖ୍ୟ ଅତିଥି…

ମାଲକାନଗିରି ସ୍ବାଭିମାନ ଅଞ୍ଚଳରେ ପ୍ରଜାମେଳି

ମାଲକାନଗିରି/ ଚିତ୍ରକୋଣ୍ଡା/କୋରୁକୋଣ୍ଡା, ୪।୧୨ (ଡି.ଏନ୍‌.ଏ.)-ମାଲକାନଗିରି ଜିଲା ସ୍ବାଭିମାନ ଅଞ୍ଚଳରେ ପୁଣି ଆଦିବାସୀଙ୍କ ପ୍ରଜାମେଳି ଦେଖିବାକୁ ମିଳିଛି। ଜୋଡାମ୍ବ ପଞ୍ଚାୟତର ହନ୍ତାଳଗୁଡାଠାରେ ମଙ୍ଗଳବାର ୫ଶହରୁ ଊର୍ଦ୍ଧ୍ୱ ଆଦିବାସୀ ମହିଳାପୁରୁଷ ୩୧ ଦଫା ଦାବିନେଇ ପ୍ରଜାମେଳି କରି ଏକାଠି ହୋଇଥିଲେ। ଉକ୍ତ ଅଞ୍ଚଳରେ ଶିକ୍ଷା…

୩୦ ଲକ୍ଷରୁ ଉର୍ଦ୍ଧ୍ୱ ଟଙ୍କାର ଗଞ୍ଜେଇ ନଷ୍ଟ କଲା ପୋଲିସ

କାଲିମେଳା,୩।୧୨(ଡି.ଏନ.ଏ): ମାଲକାନଗିରି ଜିଲା କାଲିମେଳା ପୋଲିସ ଏବଂ ପୋଟେରୁ ପୋଲିସର ମିଳିତ ଉଦ୍ୟମ ରେ ଚଉ କରି କାଲିମେଳା ଥାନା ଅଞ୍ଚଳରେ ବେଆଇନ ଭାବେ ଚାଷ ହେଉଥିବା ଗଞ୍ଜେଇ ଫସଲକୁ ନଷ୍ଟ କରାଯାଇଛି । ନଷ୍ଟ ହୋଇଥିବା ଗଞ୍ଜେଇର ଆନୁମାନିକ ମୂଲ୍ୟ…

ବିଛିନ୍ନାଞ୍ଚଳରେ ପ୍ରଜାମେଳି: ବିଏସଏଫ କ୍ୟାମ୍ପ ନିର୍ମାଣକୁ ବିରୋଧ କରି ଏକାଠି ହେଲେ ଶହ ଶହ ଆଦିବାସୀ

କୋରୁକୋଣ୍ଡା/ଚିତ୍ରକୋଣ୍ଡା,୩।୧୨(ଡି.ଏନ.ଏ): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ବିଛିନ୍ନାଞ୍ଚଳରେ ପୁଣି ଥରେ ପ୍ରଜାମେଳି ହେବା ଦେଖାଦେଇଛି। ଏହି ପ୍ରଜାମେଳି ଚିତ୍ରକୋଣ୍ଡା ବିଛିନ୍ନାଞ୍ଚଳର ଯୋଡ଼ାଆମ୍ବ ପଞ୍ଚାୟତର ହନ୍ତାଳଗୁଡାଠାରେ ହୋଇଥିଲା। ଏହି ପ୍ରଜାମେଳିରେ ବିଛିନ୍ନାଞ୍ଚଳବାସୀ କେବଳ ନୂତନ କରି ହେଉଥିବା ରାସ୍ତା ନିର୍ମାଣ ଏବଂ ସେଠାରେ ଆଗକୁ…

ମାଓବାଦୀଙ୍କ ପିଏଲ୍‌ଜିଏ ସପ୍ତାହ ପାଳନ ଆରମ୍ଭ : ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି

ମାଲକାନଗିରି,୨।୧୨(ଡି.ଏନ୍‌.ଏ): ସୋମବାରଠାରୁ ଆସନ୍ତା ୮ ତାରିଖ ପର୍ଯ୍ୟନ୍ତ ଏକ ସପ୍ତାହ ବ୍ୟାପୀ ମାଓବାଦୀଙ୍କ ପିଏଲ୍‌ଜିଏ ସପ୍ତାହ ପାଳନ ଆରମ୍ଭ ହୋଇଛି। ଏଥି ନିମନ୍ତେ ଜିଲାର ବିଭିନ୍ନ ସ୍ଥାନରେ ମାଓବାଦୀଙ୍କ ପୋଷ୍ଟର ଲଗାଯାଇଥିବା ଦେଖିବାକୁ ମିଳିଛି। ଏହାକୁ ଦୃଷ୍ଟିରେ ରଖି ପୋଲିସ ବିଭାଗ…

୧୫୦ କେଜି ଗଞ୍ଜେଇ ଜବତ, ୪ଗିରଫ

ଚିତ୍ରକୋଣ୍ଡା,୨୭ା୧୧(ଡି.ଏନ.ଏ.): ଚିତ୍ରକୋଣ୍ଡା-ବାଲିମେଳା ଡ୍ୟାମ ନିକଟସ୍ଥ ମନ୍ତ୍ରୀପୁଟ ଛକଠାରେ ମଙ୍ଗଳବାର ରାତି ୧୧ଟାରେ ପାଟ୍ରୋଲିଂ କରୁଥିବା ଚିତ୍ରକୋଣ୍ଡା ପୋଲିସ ଚୋରାଚାଲାଣ ହେଉଥିବା ୧୫୦ କେଜି ଗଞ୍ଜେଇ ଜବତ କରିଛି। ଏଥିରେ ସମ୍ପୃକ୍ତ ୪ଜଣଙ୍କୁ ଗିରଫ କରି କୋର୍ଟଚାଲାଣ କରାଯାଇଛି। ସେମାନେ ହେଲେ ବିହାର…

ଚିତ୍ରକୋଣ୍ଡାରେ ବ୍ଲକ ସ୍ତରୀୟ ସମ୍ବିଧାନ ଦିବସ ପାଳିତ

ଚିତ୍ରକୋଣ୍ଡା,୨୬।୧୧(ଡି.ଏନ୍‌.ଏ.): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ପଞ୍ଚାୟତ ସମିତି ଆନୁକୂଲ୍ୟରେ ଚିତ୍ରକୋଣ୍ଡା ବ୍ଲକଠାରେ ମଙ୍ଗଳବାର ସମ୍ବିଧାନ ଦିବସ ପାଳିତ ହୋଇଯାଇଛି। ଆମ୍ବେଦକର ଜୟନ୍ତୀ ପାଳନ କମିଟି ତଥା ବିଜୁ ଯୁବ ବାହିନୀ ସହଯୋଗରେ ଏଥିରେ ଅଞ୍ଚଳର ସମସ୍ତ ସ୍କୁଲର ଛାତ୍ରୀଛାତ୍ର ଯୋଗ ଦେଇଥିଲେ।…

କୋମ୍ବିଂ ଅପରେଶନ ବେଳେ ପୋଲିସ, ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ: ଜଣେ ମାଓବାଦୀ ମୃତ

ମାଲକାନଗିରି,୨୩।୧୧: (ଡି.ଏନ୍‌.ଏ.) ବହୁଦିନର ନୀରବତା ପରେ ପୁଣି ଶନିବାର ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ରେ ପୋଲିସ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ଘଟିଛି। ଏଥିରେ ଜଣେ ମାଓବାଦୀଙ୍କ ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ମାଲକାନଗିରି ସୀମାନ୍ତବର୍ତ୍ତୀ ସୁକୁମା ଜିଲା ମଦେପାରା…

ଠିକାଦାରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ: ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ ଦାବିପତ୍ର

ମାଲକାନଗିରି,୧୭।୧୧(ଡି.ଏନ୍‌.ଏ.): ମାଲକାନଗିରି ଜିଲା ଠିକାଦାର ସଂଘ ପକ୍ଷରୁ ଗତ ୧୦ ତାରିଖରୁ କାର୍ଯ୍ୟବନ୍ଦ ଆନ୍ଦୋଳନ ହୋଇଛି। ଏ ନେଇ ଜିଲାର ଉନ୍ନୟନ କାର୍ଯ୍ୟ ବାଧାପ୍ରାପ୍ତ ହୋଉଛି । ରାସ୍ତାଘାଟ, ପୋଲ, ଗୃହ ନିର୍ମାଣ, କାର୍ଯ୍ୟ ଚାଲିଥିବା ବେଳେ ଠିକାଦାରଙ୍କ ଏହି ଆନ୍ଦୋଳନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri