ମାଲକାନଗିରି

ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ବଣ୍ଡା ଜନଜାତିଙ୍କୁ ଅଧିକ ୫୦ ହଜାର

ମାଲକାନଗିରି/ଖଇରପୁଟ, ୨୧।୧୨ (ଦୁର୍ଯ୍ୟୋଧନ ପାତ୍ର/ ଜଗନ୍ନାଥ ମାଝୀ): ବଣ୍ଡା ଜନଜାତିଙ୍କୁ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଅଧିକ ୫୦ ହଜାର ଟଙ୍କା ପ୍ରଦାନ କରାଯିବ ବୋଲି ଶୁକ୍ରବାର ମାଲକାନଗିିରି ଗସ୍ତରେ ଯାଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଘୋଷଣା କରିଛନ୍ତି। ସମସ୍ତ ବଣ୍ଡା ମହିଳା…

୧୧ ମାଓବାଦୀଙ୍କ ଆତ୍ମସମର୍ପଣ

ମାଲକାନଗିରି,୧୪ା୧୨(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ ସୁକ୍‌ମା ଜିଲା ପୋଲିସ ନିକଟରେ ମାଓବାଦୀ ସଂଗଠନର ୧୧ ସକ୍ରିୟ ସଦସ୍ୟ ଶନିବାର ଆତ୍ମସମର୍ପଣ କରିଛନ୍ତି। ଏମାନେ ହେଲେ ଯୋଗେନ୍ଦ୍ର ଯାଦବ, ହେମଲା ଦେବା, ମାଡବୀ ଗଙ୍ଗା, ମଡକମ ନଙ୍ଗା, ମଡକମ ମୁକେଶ, ହେମଲା ଜଗା, ବାରସେ…

ମାଲକାନଗିରିକୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଭେଟି

ମାଲକାନଗିରି,୧୪ା୧୨: ମାଲକାନଗିରିକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏକ ବଡ଼ ଭେଟି ଦେଇଛନ୍ତି। ଏଠାରେ ୪ ହଜାର କୋଟି ବ୍ୟୟରେ ସିମେଣ୍ଟ କାରଖାନା ନିର୍ମାଣ ହେବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। ଏଥିସହିତ ମୁଖ୍ୟମନ୍ତ୍ରୀ ଆଉ ଏକ ବଡ଼ ଘୋଷଣା କରିଛନ୍ତି।…

ମାଓ କାର୍ଯ୍ୟକଳାପ ସନ୍ଦେହରେ ମାଲକାନଗିରିରେ ଏନଆଇଏର ଚଢାଉ

ମାଲକାନଗିରି,୧୨।୧୨(ଦୂର୍ଯ୍ୟୋଧନ ପାତ୍ର): ମାଲକାନଗିରିରେ ଏନଆଇଏ ରେଡ୍‌ । ମୋଟୁ ଥାନା ଅନ୍ତର୍ଗତ ଅନନ୍ତପାଲି ଗାଁରେ ଚଢାଉ କରିଛି ଜାତୀୟ ତଦନ୍ତକାରୀ ସଂସ୍ଥା । ଭୋର ୩ଟାରୁ ରେଡ କରିଛି ହାଇଦ୍ରାବାଦର ଏନଆଇଏ ଦଳ । ମାଓ କାର୍ଯ୍ୟକଳାପ ସଂପୃକ୍ତି ନେଇ ଏହି…

ସୁରକ୍ଷାକର୍ମୀଙ୍କ ଗୁଳିରେ ଜଣେ ମାଓବାଦୀ ମୃତ

ମାଲକାନଗିରି,୧୧ା୧୨(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ ବିଜାପୁର ଜିଲାରେ ସୁରକ୍ଷା କର୍ମୀଙ୍କ ସହ ଗୁଳି ବିନିମୟରେ ଜଣେ ମାଓବାଦୀଙ୍କ ମୃତ୍ୟୁ ହୋଇଛି । ମୁନଗା ଜଙ୍ଗଲରେ ଡିଭିସିଏମ୍‌ ଦିନେଶ ମୋଡିୟମ୍‌, ଆକାଶ ହେମଲା, କମ୍ପନୀ ନଂ ୨ କମାଣ୍ଡର ବେଲ୍ଲା, ମିଲିସିୟା ପ୍ଲାଟୁନ କମାଣ୍ଡର…

ଭାଜପା ନେତାଙ୍କୁ ଘରୁ ଡାକି ନେଇ ହତ୍ୟା କଲେ ମାଓବାଦୀ

ବିଜାପୁର/ମାଲକାନଗିରି,୧୧।୧୨(ଦୂର୍ଯୋଧନ ପାତ୍ର): ଛତିଶଗଡର ବିଜାପୁର ଜିଲାରେ ମାଓବାଦୀମାନେ ଆଉ ଏକ ହତ୍ୟାକାଣ୍ହ କରିଛନ୍ତି। ମଙ୍ଗଳବାର ବିଳମ୍ବିତ ରାତିରେ ଜଣେ ଭାଜପା ନେତାଙ୍କୁ ଗଳାକାଟି ହତ୍ୟା କରାଯାଇ ତାଙ୍କ ମୃତଦେହ ରାସ୍ତାରେ ଫିଙ୍ଗି ଦିଆଯାଇଛି। ଭାଜପା ନେତାଙ୍କ ହତ୍ୟା ପରେ ଏହି ଅଞ୍ଚଳରେ…

ପୋଲିସ ନିକଟରେ ଆତ୍ମସମର୍ପଣ କଲେ ୫ ମାଓବାଦୀ

ମାଲକାନଗିରି,୮।୧୨(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ ମାଓବାଦୀ ସଂଗଠନରେ ସକ୍ରିୟ ଥିବା ୫ ମାଓବାଦୀ ରବିବାର ପୋଲିସ ନିକଟରେ ଆତ୍ମସମର୍ପଣ କରିଛନ୍ତି। ସେମାନେ ହେଲେ ମାଡ଼ବି ରାଜୁ, ଦେବା ମାଡ଼ବି, ସୁନ୍ନମ ଭେଙ୍କଟସ୍‌, କୱାସୀ ହିଡ଼ମା ଓ ସୋଡି ଗଙ୍ଗା। ସୂଚନା ଅନୁଯାୟୀ, ଛତିଶଗଡ…

ମାଓବାଦୀଙ୍କ ବର୍ବରକାଣ୍ଡ: ସ୍ବାମୀଙ୍କ ଆଗରେ ସ୍ତ୍ରୀଙ୍କୁ ଗଳା କାଟି ହତ୍ୟା

ମାଲକାନଗିରି,୮।୧୨(ଦୁର୍ଯ୍ୟୋଧନ ପାତ୍ର)-ଛତିଶଗଡ଼ ବିଜାପୁରରେ ମାଓବାଦୀମାନେ ରବିବାର ଜଣେ ମହିଳାଙ୍କୁ ହତ୍ୟା କରିଛନ୍ତି। ସେ ହେଲେ ସୁକରା ୟାଲାମ। ବିଜାପୁରର ଲୋଦେଡ ଗ୍ରାମରେ ଏକ ଦମ୍ପତିଙ୍କୁ ଘରୁ କେତେଜଣ ମାଓବାଦୀ ଶନିବାର ଅପହରଣ କରି ଗଁାଠାରୁ ୩ କି.ମି.ଦୂରରେ ଥିବା ଜଙ୍ଗଲକୁ ନେଇଯାଇଥିଲେ।…

ଧକ୍କା ଦେଲା ବସ୍‌: ଏକାବେଳେ ଚାଲିଗଲା ୩ଜଣଙ୍କ ଜୀବନ

ମାଲକାନଗିରି,୭।୧୨: ମାଲକାନଗିରି ଜିଲା ଏମ୍‌ଭି-୭ ଗାଁ ନିକଟରେ ଶନିବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ ବସ୍‌-ବାଇକ୍‌ ମୁହାଁମୁହିଁ ଧକ୍କା ହୋଇ ୩ଜଣଙ୍କ ମୃତ୍ୟୁ ଘଟିଛି। ମିଳିଥିବା ସୂଚନା ମୁତାବକ, ଏକ ବାଇକ୍‌ ଯୋଗେ ୩ଜଣ ଯୁବକ ଯାଉଥିଲେ। ହେଲେ ଏମ୍‌ଭି-୭…

ପ୍ରଜାକୋର୍ଟରେ ୨ ପୂର୍ବତନ ସରପଞ୍ଚଙ୍କୁ ହତ୍ୟା

ମାଲକାନଗିରି,୬ା୧୨ (ଦୁର୍ଯ୍ୟୋଧନ ପାତ୍ର):ଛତିଶଗଡ଼ ନାରାୟଣପୁର ଜିଲା ଭୈରମଗଡ଼ ଥାନା ଅଞ୍ଚଳରେ ୨ ଜଣ ପୂର୍ବତନ ସରପଞ୍ଚଙ୍କୁ ମାଓବାଦୀମାନେ ପ୍ରଜାକୋର୍ଟରେ ଗୁରୁବାର ଗଳାକାଟି ହତ୍ୟା କରିଛନ୍ତି। ସେମାନେ ହେଲେ ବୈରମଗଡ଼ ଥାନା ଅଞ୍ଚଳର ପୂର୍ବତନ ସରପଞ୍ଚ ସୁକରାମ ଅବଲମ ଓ ସୁକୁଲୁ ବର୍ସେ।…

ପୋଲିସ- ମାଓବାଦୀ ଗୁଳି ବିିନିମୟ: ଡିଆର୍‌ଜି ପ୍ରଧାନ ଆରକ୍ଷୀ ଶହୀଦ

ମାଲକାନଗିରି,୫ା୧୨(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ଼ ନାରାୟଣପୁର ଜିଲାରେ ପୋଲିସ-ମାଓବାଦୀ ଗୁଳି ବିନିମୟରେ ଜଣେ ଡିଆର୍‌ଜି ପ୍ରଧାନ ଆରକ୍ଷୀ ଶହୀଦ ହୋଇଛନ୍ତି। ମୃତକ ହେଲେ ବୀରେନ୍ଦ୍ର କୁମାର ସୋରୀ । ସୂଚନା ଅନୁଯାୟୀ, ମାଓବାଦୀ ବିରୋଧୀ ଅଭିଯାନ ଅନ୍ତର୍ଗତ ନାରାୟଣପୁର ଜିଲା ଡିଆର୍‌ଜି ଓ…

ଥରିଲା ମାଲକାନଗିରି

ମାଲକାନଗିରି,୪ା୧୨(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲାରେ ବୁଧବାର ସକାଳେ ମୃଦୁ ଭୂକମ୍ପ ଅନୁଭୂତ ହୋଇଛି। ସକାଳ ୭ଟାରୁ ୭.୩୦ ମଧ୍ୟରେ ୩ରୁ ୪ ସେକେଣ୍ଡ ଏହା ଅନୁଭୂତ ହୋଇଥିଲା। ମାଲକାନଗିରି ସହ କାଲିମେଳା ଓ ପଡ଼ିଆ ବ୍ଲକ୍‌ର କେତେକ ସ୍ଥାନରେ ମଧ୍ୟ ଭୂକମ୍ପ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri