ମାଲକାନଗିରି

ଗୁମୁକାରେ ଚାଞ୍ଚଲ୍ୟ: ମହିଳାଙ୍କୁ ବଳାତ୍କାର ପରେ ହତ୍ୟା, ଅଭିଯୁକ୍ତଙ୍କୁ ଘେରିଲେ ଗ୍ରାମବାସୀ

କାଲିମେଳା,୨୦ା୨(ଜୀବନ କୃଷ୍ଣ ଦାସ): ମାଲକାନଗିରି ଜିଲା କାଲିମେଳା ଥାନା ଅନ୍ତର୍ଗତ ଗୁମୁକା ଗ୍ରାମରେ ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ଜଣେ ଆଦିବାସୀ ମହିଳାଙ୍କୁ ବଳାତ୍କାର ପରେ ହତ୍ୟା କରାଯାଇଛି। ପରେ ଅଭିଯୁକ୍ତଙ୍କୁ ଗ୍ରାମବାସୀ ଅଟକ ରଖି ପରେ ପୋଲିସର ଜିମା ଦେଇଛନ୍ତି।…

ଜଳିଲା ଜଙ୍ଗଲ: ନିଆଁ ଲଗାଇ ଦେଇଥିବା ଅଭିଯୋଗ

କୋରୁକୋଣ୍ଡା,୧୭।୨(ଶିବଦତ୍ତ ସାହୁ): ମାଲକାନଗିରି ଜିଲା କୋରୁକୋଣ୍ଡା ବ୍ଲକ ଅଧୀନ ପୋଟ୍ରେଲ ପଞ୍ଚାୟତ ଅନ୍ତର୍ଗତ କ୍ରସର ନିକଟରେ ଥିବା ପାହାଡ଼ରେ ସାରେ କୌଣସି ଦୁର୍ବୃତ୍ତ ଜଙ୍ଗଲରେ ନିଆଁ ଲଗାଇ ଦେବା କାରଣରୁ ନିଆଁ ଚାରି ଆଡେ ବ୍ୟାପି ଯାଇଥିଲା। ବହୁ ଜୋରରେ ନିଆଁ…

ମହିଳାଙ୍କ ବେକରୁ ମଙ୍ଗଳସୂତ୍ର ଝାମ୍ପି ନେଲେ: ସିସିଟିଭିରେ କଏଦ ହେଲା ଦୃଶ୍ୟ

ବୈପାରୀଗୁଡା,୧୭ା୨(କଳ୍ପତରୁ ମହାନ୍ତି): ବୈପାରୀଗୁଡା ୟୁଜି ବ୍ୟାଙ୍କ ସାମ୍‌ନାରେ କେତେକ ଦୁର୍ବୃତ୍ତ ଜଣେ ମହିଳାଙ୍କ ବେକରୁ ସୁନା ମଙ୍ଗଳସୂତ୍ର ଝାମ୍ପି ନେଇଥିବା ଜଣାପଡ଼ିଛି। ମାଲକାନାଗିରି ଜିଲା ଅଧୀନ ବାଲିମେଳା ସହର ବାସିନ୍ଦା ମନୋରମା ମହାନ୍ତି(୫୫) ସ୍ବାମୀଙ୍କ ସହ ଝିଅ ଘର ବୈପାରୀଗୁଡାକୁ ଆସିଥିଲେ।…

ପୁଣି ମାତିଲେ ମାଓବାଦୀ: କଲେ IED ବିସ୍ଫୋରଣ, ଜଣେ ଯବାନ ଗୁରୁତର

ମାଲକାନଗିରି,୧୭ା୨(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ର ବିଜାପୁର ଜିଲାର ଉସୁର ଜଙ୍ଗଲରେ ମାଓବାଦୀମାନେ IED ବିସ୍ଫୋରଣ କରିଛନ୍ତି। ଏଥିରେ ଜଣେ CRPFର କୋବ୍ରା ଯବାନ ଗୁରୁତର। ଗୁରୁତର ଯବାନଙ୍କୁ ରାୟପୁର ମେଡିକାଲକୁ ଅଧିକ ଚିକିତ୍ସା ପାଇଁ ପଠାଯାଇଛି। ମାଓବାଦୀ ଦମନ…

ଅନ୍ଧାରରେ ୮୦ ଛାତ୍ରୀଛାତ୍ର

ମାଲକାନଗିରି, ୧୫।୨(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ପଡିଆ ବ୍ଲକ ନିଲିଗୁଡ଼ା ପଞ୍ଚାୟତ ଇରାଲଗୁଣ୍ଡି ଭୀମା ମାଡ଼କାମୀ ଉଚ୍ଚ ବିଦ୍ୟାଳୟରୁ ବିଦ୍ୟୁତ୍‌ ବିଭାଗ ପକ୍ଷରୁ ବିଜୁଳି ସଂଯୋଗ କଟାଯାଇଛି। ଏନେଇ ବିଦ୍ୟାଳୟ ପ୍ରଧାନ ଶିକ୍ଷକ ହାଡିବନ୍ଧୁ ସାହୁ ଜିଲାପାଳଙ୍କୁ ପତ୍ର ମାଧ୍ୟମରେ ଏହି…

ବିଧାୟକଙ୍କ ବିରୋଧରେ ମାମଲା:ନିର୍ବାଚନ ସମୟରେ ପ୍ରକୃତ ତଥ୍ୟ ଦେଇ ନ ଥିବା ଅଭିଯୋଗ

ମାଲକାନଗିରି, ୧୫ା୨(ଦୁର୍ଯ୍ୟୋଧନ ପାତ୍ର):ନିର୍ବାଚନ ପ୍ରକ୍ରିୟା ସମୟରେ ଚିତ୍ରକୋଣ୍ଡାର କଂଗ୍ରେସ ବିଧାୟକ ମଙ୍ଗୁ ଖିଲ ମିଥ୍ୟା କାଗଜପତ୍ର ଦର୍ଶାଇବା ଓ ତାଙ୍କ ନାମରେ ମାମଲା ଥିବା ସତ୍ତ୍ୱେ ତାହା ଆଫିଡେଭିଟ୍‌ ସମୟରେ ଉଲ୍ଲେଖ ନ କରିବା ଅଭିଯୋଗ ନେଇ ଚିତ୍ରକୋଣ୍ଡାର ଆପ୍‌ ବିଧାୟକ…

ସୁରକ୍ଷାକର୍ମୀ-ମାଓବାଦୀ ସଂଘର୍ଷ: ଟଳିଲେ ୩୧ ମାଓବାଦୀ

ମାଲକାନଗିରି,୯ା୨(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି-ଛତିଶଗଡ଼ ସୀମାନ୍ତ ବିଜାପୁର ଜିଲାରେ ରବିବାର ଏନ୍‌କାଉଣ୍ଟର ହୋଇଛି। ଜିଲାର ଜାତୀୟ ଉଦ୍ୟାନ ଅଞ୍ଚଳରେ ସୁରକ୍ଷାକର୍ମୀ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହେବାରୁ ପୋଲିସ ଏନକାଉଣ୍ଟରରେ ୩୧ ମାଓବାଦୀ ନିହତ ହୋଇଥିବା ସୂଚନା ମିଳିଛି। ଏବେ ବି…

ସୁରକ୍ଷାକର୍ମୀ-ମାଓବାଦୀ ଘମାଘୋଟ ଲଢ଼େଇ: ୧୨ ମାଓବାଦୀ ନିହତ

ମାଲକାନଗିରି,୯ା୨(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି-ଛତିଶଗଡ଼ ସୀମାନ୍ତ ବିଜାପୁର ଜିଲାରେ ରବିବାର ଏନ୍‌କାଉଣ୍ଟର ହୋଇଛି। ଜିଲାର ଜାତୀୟ ଉଦ୍ୟାନ ଅଞ୍ଚଳରେ ସୁରକ୍ଷାକର୍ମୀ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହେବାରୁ ପୋଲିସ ଏନକାଉଣ୍ଟରରେ ୧୨ରୁ ଅଧିକ ମାଓବାଦୀ ନିହତ ହୋଇଥିବା ସୂଚନା ମିଳିଛି। ଏବେ…

ପୋଖରୀରେ ଭାସୁଛି ଯୁବକଙ୍କ ମୃତଦେହ: ହତ୍ୟା ଅଭିଯୋଗ ଆଣିଲେ ପରିବାରଵର୍ଗ

ଜୟପାଟଣା,୮।୨(ଓମ ପ୍ରକାଶ ବୈଠାରୁ): କଳାହାଣ୍ଡି ଜିଲା ଜୟପାଟଣା ଥାନା ଅନ୍ତର୍ଗତ ଚିର୍କା ଗ୍ରାମକୁ ଯାଉଥିବା କେନାଲ ରାସ୍ତାର ଏକ ପୋଖରୀରୁ ଶନିବାର ପୂର୍ବାହ୍ନରେ ଜଣେ ଯୁବକଙ୍କ ମୃତ ଦେହକୁ ସ୍ଥାନୀୟ ଅଗ୍ନିଶମ ବାହିନୀ ଉଦ୍ଧାର କରିଛି। ମୃତ ଯୁବକ ଜଣକ ହେଲେ…

୨ ସ୍କୁଲ ଛାତ୍ରୀଙ୍କ ମିଳିଲା ଝୁଲନ୍ତା ମୃତଦେହ: ମାରି ଟାଙ୍ଗିଦେଇଥିବା କହିଲେ…

ମାଲକାନଗିରି,୮।୨(ଦୁର୍ଯ୍ୟୋଧନ ପାତ୍ର): ନିଖୋଜ ୨ ନାବାଳିକାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। କାଳିମେଳା ଥାନା ଏମଭି ୪୧ ଗାଁ ନିକଟ ଜଙ୍ଗଲରୁ ମୃତଦେହ ଉଦ୍ଧାର ହୋଇଛି। ୨ ଦିନ ହେଲା ନିଖୋଜ ନେଇ ପରିବାର ପକ୍ଷରୁ ଏତଲା ହୋଇଥିଲା।ସକାଳୁ ଏକ ଗଛରୁ…

ଗିରଫ ହେଲେ କୋଟିପତି ସରକାରୀ ବାବୁ

ମାଲକାନଗିରି,୭।୨(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ଜଳଛାୟା ପ୍ରକଳ୍ପ ଉପନିର୍ଦ୍ଦେଶକ ଶାନ୍ତନୁ ମହାପାତ୍ର ଗିରଫ। ଶାନ୍ତନୁଙ୍କ ସହ ୫ ଜଣଙ୍କୁ ଗିରଫ କରାଯାଇଇଛି। ଆୟବହିର୍ଭୁତ ସମ୍ପତ୍ତି ୧ଟି ବହୁମହଲା କୋଠା, ୪ଟି ଉଚ୍ଚ ମୂଲ୍ୟର ପ୍ଲଟ, ପ୍ରାୟ ୪୨୨ ଗ୍ରାମ ସୁନା, ୯୧…

ବଡ଼ ଝଟକା: ସୁରକ୍ଷାକର୍ମୀଙ୍କ ହାତରେ ଧରାପଡ଼ିଲେ ୪ ମାଓବାଦୀ

ମାଲକାନଗିରି,୬ା୨(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ ସୁକ୍‌ମା ପୋଲିସ ଦୁଇଟି ସ୍ଥାନରୁ ୪ ମାଓବାଦୀଙ୍କୁ ଗିରଫ କରିଛି। ମାଓବାଦୀଙ୍କ ଉପସ୍ଥିତି ସମ୍ପର୍କରେ ସୂଚନା ପାଇ ଚିନ୍ତାଗୁଫା ପୋଲିସ ଡିଆର୍‌ଜି ବାହିନୀ ମିଳିତ ଭାବେ ତାଡମେଟଲା ଓ ଆଖପାଖ ଅଞ୍ଚଳରେ କୋମ୍ବିଂ କରିଥିଲେ । ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?