ବିଭିନ୍ନ ଦାବିରେ ଜିଲା ଠିକାଦାର ସଂଘର ଦାବିପତ୍ର ପ୍ରଦାନ
ମାଲକାନଗିରି,୧୪।୧୧(ଡି.ଏନ୍.ଏ.): ଠିକାଦାରଙ୍କୁ ବାଲି, ମାଟି, ମୁରୁମ, ପଥର ସାମଗ୍ରୀର ଟ୍ରାନ୍ଜିଟ ପାସ୍, ରସିଦ ଦାଖଲ ନିଷ୍ପତିକୁ ପ୍ରତ୍ୟାହାର ଆଦି ୧୦ ଦଫା ଦାବିନେଇ ଗୁରୁବାର ଜିଲା ଠିକାଦାର ସଂଘ ପକ୍ଷରୁ ମାଲକାନଗିରି ଜିଲାର ବିଭିନ୍ନ ବିଭାଗର ମୁଖ୍ୟଙ୍କୁ ଦାବିପତ୍ର ପ୍ରଦାନ କରାଯାଇଛି।…
୮ମ ଶ୍ରେଣୀ ସ୍କୁଲ ଛାତ୍ରଙ୍କ ଆତ୍ମହତ୍ୟା: କାରଣ ଅସ୍ପଷ୍ଟ
କୋରୁକୋଣ୍ଡା/ମାଲକାନଗିରି, ୧୩।୧୧(ଡି.ଏନ.ଏ):ମାଲକାନଗିରି ଜିଲା କୋରୁକୋଣ୍ଡାରେ ବୁଧବାର ସକାଳୁ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। କେନ୍ଦ୍ରାଗୁମ୍ପା ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ହଷ୍ଟେଲ ପରିସରରୁ ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ମୃତ ଛାତ୍ର ଜଣଙ୍କ ହେଲେ…
ପୋଲିସ-ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ: ୨ ମାଓବାଦୀ ନିହତ
ମାଲକାନଗିରି, ୫ା୧୧(ଡି.ଏନ୍.ଏ.)- ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ର ଦାନ୍ତେୱାଡ଼ା ଜିଲାରେ ପୋଲିସ-ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇ ୨ ଜଣ ମାଓବାଦୀ ନିହତ ହୋଇଛନ୍ତି। ଦାନ୍ତେୱାଡ଼ା ଜିଲାର କଟେକଲ୍ୟାଣ ଥାନା ଅନ୍ତର୍ଗତ ମୁନଗା ଜଙ୍ଗଲରେ ମାଓବାଦୀମାନେ ଡେରା ପକାଇଥିବା ଖବର ପାଇ…
ପରିବାର ସହ ବଚସା: ନଦୀକୁ ଡେଇଁବାକୁ କହି ପରିବାର ଲୋକଙ୍କୁ ହଇରାଣ କଲେ ଯୁବକ
ପଡିଆ, ୫ା୧୧(ଡି.ଏନ.ଏ.)- ଜଣେ ଯୁବକ ପରିବାର ଲୋକଙ୍କ ସହ ଝଗଡା କରି ଘରୁ ଚାଲିଆସି ନଦୀକୁ ଡେଇଁ ଆତ୍ମହତ୍ୟା କରିବା ନେଇ ତିଆରି କରିଥିବା ନଟକ ଧରାପଡିଛି। ସେ ଜଗଦ୍ଦଲପୁରର ଜଣେ ବନ୍ଧୁଙ୍କ ନିକଟରେ ଜଣାପଡିବା ପରେ ତାଙ୍କୁ ନେଇ ସଅଷ୍ଟି…
କାଲିମେଳା ବ୍ଲକରେ ବଢ଼ିଚାଲିଛି କିଡ୍ନୀ ରୋଗ
କାଲିମେଳା,୪।୧୧(ଡି.ଏନ.ଏ.)- ମାଲକାନଗିରି ଜିଲା କଲିମେଳା ବ୍ଲକରେ ଦିନକୁ ଦିନ ବଢିଚାଲିଛି କିଡ୍ନୀ ରୋଗ। ବ୍ଲକରେ ଥିବା ୨୩ ପଞ୍ଚାୟତର ପ୍ରତ୍ୟେକ ଗ୍ରାମରେ ବହୁ ବ୍ୟକ୍ତି କିଡ୍ନୀ ରୋଗରେ ଆକ୍ରାନ୍ତ ହୋଇଛନ୍ତି। ଏହି ରୋଗରେ ଆକ୍ରାନ୍ତ ହୋଇ ବହୁ ଲୋକ ମୃତ୍ୟୁବରଣ କରିସାରିଲେଣି।…
ସ୍ବାଭିମାନ ଅଞ୍ଚଳରେ ମୃତ ବ୍ୟକ୍ତିଙ୍କ ନାମରେ ଉଠୁଛି ଭତ୍ତା ଟଙ୍କା
ଚିତ୍ରକୋଣ୍ଡା,୪।୧୧(ଡି.ଏନ.ଏ.)- ମାଲକାନଗିରି ଜିଲା ଚିତ୍ରକୋଣ୍ଡା ପଞ୍ଚାୟତ ସମିତି ଅନ୍ତର୍ଗତ ସ୍ବାଭିମାନ ଅଞ୍ଚଳରେ ଶତାଧିକ ମୃତ ବ୍ୟକ୍ତିଙ୍କ ନାମରେ ୩/୪ ବର୍ଷ ହେଲା ଭତ୍ତା ଟଙ୍କା ଉଠାଯାଉଛି। ରାଲେଗାଡ଼ ପଞ୍ଚାୟତରେ ୪ ଜଣ ମୃତ ବ୍ୟକ୍ତିଙ୍କ ନାମରେ ଭତ୍ତା ଟଙ୍କା ଉଠାଯାଉଥିବା ବେଳେ…
ମାଲକାନଗିରିରେ ପୋଲିସ ମହାନିର୍ଦ୍ଦେଶକ ବିଜୟ କୁମାର ଶର୍ମା: ଯବାନମାନଙ୍କ ସମସ୍ୟା ପଚାରି ବୁଝିଲେ
ମାଲକାନଗିରି,୨।୧୧(ଡି.ଏନ୍.ଏ.) : ପୋଲିସ ମହାନିର୍ଦ୍ଦେଶକ ବିଜୟ କୁମାର ଶର୍ମା ଶନିବାର ମାଲକାନଗିରି ଜିଲା ଗସ୍ତରେ ଆସି ମାଓବାଦୀ ଦମନ ନେଇ ଏକ ସମୀକ୍ଷା ବୈଠକରେ ଯୋଗ ଦେଇଛନ୍ତି। ଜିଲା ପୋଲିସ କାର୍ଯ୍ୟାଳୟଠାରେ ଅନୁଷ୍ଠିତ ଏହି ସମୀକ୍ଷା ବୈଠକରେ ଯୋଗ ଦେଇ ଶର୍ମା…
ବାପା, ପୁଅଙ୍କୁ ହତ୍ୟା : ଥାନାରେ ଆତ୍ମସମର୍ପଣ କଲେ ୨ ଅଭିଯୁକ୍ତ
ମାଲକାନଗିରି,୨।୧୧(ଡି.ଏନ୍.ଏ): ମାଲକାନଗିରି ଜିଲା ମାଥିଲି ଥାନା ଅନ୍ତର୍ଗତ ଉଦୁଲିବେଡ଼ା ଗ୍ରାମର ପିତା-ପୁତ୍ରଙ୍କୁ ହତ୍ୟା କରାଯାଇଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ଉଦୁଲିବେଡ଼ା ଗ୍ରାମର ନିଳେନ୍ଦ୍ର ଖିଲ ଓ ବାପା ସୁଦନ ଖିଲ ଶୁକ୍ରବାର ରାତିରେ ଘରକୁ ଫେରି ନ ଥିବାରୁ ନିଳେନ୍ଦ୍ରଙ୍କ ସ୍ତ୍ରୀ ଡାଳିମ୍ବ…
ଚିତ୍ରକୋଣ୍ଡା ବିଚ୍ଛିନ୍ନାଞ୍ଚଳରେ ହେବ ଶିକ୍ଷକ କ୍ଲଷ୍ଟର: ମନ୍ତ୍ରୀ
ଭୁବନେଶ୍ୱର,୨।୧୧(ବ୍ୟୁରୋ): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ବିଚ୍ଛିନ୍ନାଞ୍ଚଳରେ ହେବ ଶିକ୍ଷକ କ୍ଲଷ୍ଟର। ଏନେଇ ଶନିବାର ବିଦ୍ୟାଳୟ ଏବଂ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି। ବିଚ୍ଛିନ୍ନାଞ୍ଚଳ ଗସ୍ତ ପରେ ପ୍ରତିକ୍ରିୟା ରଖି ମନ୍ତ୍ରୀ କହିଛନ୍ତି, ଶିକ୍ଷକମାନେ ଯା’ ଆସ କରିବାରେ…
ଗୁଣି ଗାରେଡ଼ି ସନ୍ଦେହରେ ବାପା-ପୁଅଙ୍କୁ ହତ୍ୟା, ଥାନାରେ ଆତ୍ମସମର୍ପଣ କଲେ ଅଭିଯୁକ୍ତ
ମାଥିଲି,୨।୧୧(ଡି.ଏନ୍.ଏ.): ଗୁଣିଗାରେଡି ସନ୍ଦେହରେ ବାପାପୁଅଙ୍କୁ ହତ୍ୟା। ଏପରି ଏକ ଅଭାବନୀୟ ଘଟଣା ଘଟିଛି ମାଲକାନଗିରି ଜିଲା ମାଥିଲି ବ୍ଲକ ଅନ୍ତର୍ଗତ ଉଦୁଲିବେଡ଼ା ପଞ୍ଚାୟତ ଅଧୀନ ମାଳିଗୁଡ଼ା ଗ୍ରାମରେ। ମୃତକ ହେଲେ ଗ୍ରାମର ସଦନ ମାଳି ଏବଂ ତାଙ୍କ ପୁଅ ନିଳେନ୍ଦ୍ର ମାଳି।…
ସଚେତନତା ଅଭାବ: ୩୦ କିମି ଭାରରେ ବୁହା ହେଲା ମୃତଦେହ
ମାଲକାନଗିରି, ୩୧।୧୦(ଡି.ଏନ୍.ଏ): ମାଲକାନଗିରି ଜିଲାରେ ବିଭିନ୍ନ ସମୟରେ ରୋଗୀ, ଗର୍ଭବତୀ ଓ ମୃତଦେହ ଭାରରେ ବୁହାହେବା ଘଟଣା ଘଟୁଥିବା ଦେଖିବାକୁ ମିଳିଥାଏ। ହେଲେ ସଚେତନତା ଅଭାବରୁ ଜଣେ ମହିଳାଙ୍କୁ ଗୁଣିଆ ପାଖରେ ଚିକିତ୍ସା କରାଇବା ଏବଂ ତାଙ୍କର ମୃତ୍ୟୁ ଘଟିବା ପରେ…
ମାଲକାନଗିରି ବିମାନ ବନ୍ଦର କାର୍ଯ୍ୟ ଆରମ୍ଭ
ମାଲକାନଗିରି,୩୧।୧୦(ଡି.ଏନ.ଏ)- ମାଲକାନଗିରି ଜିଲାରେ ପ୍ରସ୍ତାବିତ ବିମାନ ବନ୍ଦର କାର୍ଯ୍ୟ ଅନେକ ବର୍ଷ ପରେ ଆରମ୍ଭ ହୋଇଛି। ଏନେଇ ଜିଲାବାସୀଙ୍କ ମନରେ ଆଗାମୀ ଦିନରେ ବିମାନ ସେବା ପାଇଁ ଆଶା ସଞ୍ଚାର ହୋଇଛି ା ଏଥିପାଇଁ ୨୮ କୋଟିରୁ ଊର୍ଦ୍ଧ୍ୱ ବ୍ୟୟ ଅଟକଳ…
Archives


